Home Bibles ଯିଶାଇୟ 10:19 · ଓଡ଼ିଆ ବାଇବେଲ
ଯିଶାଇୟ 10:19 · ଓଡ଼ିଆ ବାଇବେଲ

କବଳେ ବଣ ରେ ଅଳ୍ପ କତେୋଟି ବୃକ୍ଷ ବଞ୍ଚି ରହିବେ ଯାହାକୁ କି ଗୋଟିଏ ବାଳକ ଗଣିପାରିବ।

Cross references

ଯିଶାଇୟ 13:12

ଦୁଲର୍‌ଲଭ ସୁବର୍ଣ୍ଣ ପରି ଅଳ୍ପ, କେତକେ ଉତ୍ତମ ଲୋକ ରହିବେ ଓ ସମାନେେ ଓଫୀରର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ଉଜ୍ଜ୍ବଳ ଭାବରେ ଦୀପ୍ତି ବିକାଶ କରିବେ।

ଯିଶାଇୟ 21:17

ସହେି ସମୟରେ କଦରରେ ବୀରଗଣ ମଧ୍ଯରୁ ଅଳ୍ପ କେତକେ ଧନୁର୍ଦ୍ଧର ରକ୍ଷା ପାଇବେ। କାରଣ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହା କହିଅଛନ୍ତି।'

ଯିଶାଇୟ 37:36

ଏହାପ ରେ ସହେି ରାତ୍ରି ରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀଯମାନଙ୍କ ଛାଉଣି ରେ 1,85,000 ଲୋକଙ୍କୁ ସଂହାର କଲେ। ଯେତବେେଳେ ପ୍ରଭାତ ରେ ଲୋକମାନେ ଉଠିଲେ, ସମାନଙ୍କେ ଚତୁର୍ଦ୍ଦିଗ ରେ କବଳେ ଶବମାନ ଦେଖିଲେ।

Interlinear

Choose Theme