Home Bibles ଯିଶାଇୟ 11:13 · ଓଡ଼ିଆ ବାଇବେଲ
ଯିଶାଇୟ 11:13 · ଓଡ଼ିଆ ବାଇବେଲ

ସେ ସମୟରେ ଇଫ୍ରଯିମ ଯିହୁଦାକୁ ଈର୍ଷା କରିବ ନାହିଁ। ଯିହୁଦାର କହେି ଶତ୍ରୁ ରହିବେ ନାହିଁ। ଯିହୁଦା ଇଫ୍ରଯିମକୁ କଷ୍ଟ ଦବେ ନାହିଁ।

Cross references

ଯିଶାଇୟ 7:1

ସଯାଥମଙ୍କ ପୁତ୍ର ଆହସ, ଉଷିୟଙ୍କ ପୁତ୍ରସଯାଥମ, ଅରାମର ରାଜା ଉତ୍ସୀନ ଓ ପଲକହ ଇଶ୍ରାଲୟଲର ରାଜା ରମଲୀଯଙ୍କର ପୁତ୍ର ଥିଲଲ। ଯିହୁଦାସର ଆହସ ରାଜତ୍ବ କରୁଥିବା ସମୟଲର ଉତ୍ସୀନ ଓ ପଲକହ ତାଙ୍କ ସହିତ ସଂଗ୍ରାମ କରିବାକୁ ୟିରୁଶାଲମକୁ ୟାଇଥିଲଲ। ମାତ୍ରସସମାଲନସସହି ନଗରୀକୁ ପରାସ୍ତ କରିପାରିଲଲ ନାହିଁ।

ଯିଶାଇୟ 9:21

ଏହାର ଅର୍ଥ ହେଉଛି ମନଃଶି ଇଫ୍ରଯିମ ବିରୁଦ୍ଧ ରେ ଓ ଇଫ୍ରଯିମ ମନଃଶି ବିରୁଦ୍ଧ ରେ ଏବଂ ସମାନେେ ଉଭୟ ଯିହୁଦା ବିରୁଦ୍ଧ ରେ ଲଢ଼ିବେ।

ଯିରିମିୟ 3:18

ସେ ସମୟରେ ଯିହୁଦା ବଂଶ ଇଶ୍ରାୟେଲ ବଂଶ ସହିତ ଏକତ୍ର ଗମନ କରିବେ। ଆଉ ସମାନେେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କ ପୂର୍ବପୁରୁଷଗଣଙ୍କୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ।

ଯିହିଜିକଲ 37:16

ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଖଣ୍ଡେ ଆଶାବାଡ଼ି ନଇେ ତହିଁ ଉପ ରେ ଏହି କଥା ଲେଖ, ଏହି ଆଶାବାଡ଼ି ଯିହୁଦା ଓ ତାହାର ସାଙ୍ଗଗଣ ଇଶ୍ରାୟେଲର ଲୋକମାନଙ୍କୁ ଦର୍ଶାଏ ; ତା'ପ ରେ ଆଉ ଖଣ୍ଡେ ଆଶାବାଡ଼ି ନଇେ ତାହା ଉପ ରେ ଏହି କଥା ଲେଖ, ଏହି ଆଶାବାଡ଼ି ଇଫ୍ରଯିମର, ଇଶ୍ରାୟେଲ ବଂଶ ଯୋଷଫେ ଓ ତା'ର ସାଙ୍ଗମାନଙ୍କୁ ଦର୍ଶାଏ।'

ଯିହିଜିକଲ 37:17

ତା'ପ ରେ ତୁମ୍ଭ ହସ୍ତ ରେ ସହେି ଦୁଇ ଆଶାବାଡ଼ି ଯେପରି ଏକ ହବେ, ଏଥିପାଇଁ ସହେି ଦୁଇ ଆଶାବାଡ଼ିକୁ ଏକତ୍ର ୟୋଡ଼।

ଯିହିଜିକଲ 37:22

ଆଉ ସହେି ଦେଶ ରେ ଇଶ୍ରାୟେଲର ପର୍ବତଗୁଡ଼ିକ ଉପ ରେ ମୁଁ ସମାନଙ୍କେୁ ଏକ ଗୋଷ୍ଠୀ କରିବି ଓ ସମାନଙ୍କେର ଜଣେ ରାଜା ହବେେ। ପୁଣି ସମାନେେ ଆଉ ଦୁଇ ଗୋଷ୍ଠୀ ରହିବେ ନାହିଁ। କିମ୍ବା ଆଉ କବେେ ଦୁଇ ରାଜ୍ଯ ରେ ବିଭକ୍ତ ହବେେ ନାହିଁ।

ହୋଶେୟ 1:11

ତା'ପ ରେ ଯିହୁଦା ଓ ଇଶ୍ରାୟେଲର ଲୋକମାନେ ଏକତ୍ରୀତ ହବେେ। ସମାନେେ ସମାନଙ୍କେ ପାଇଁ ଜଣେ ରାଜା ବାଛିବେ ଏବଂ ସମାନଙ୍କେର ଦେଶ ସବୁଠାରୁ ବଡ ହବେ। ୟିଷ୍ରିଯଲରେ ସମୟ ପ୍ରକୃତ ବଡ ହବେ।

Interlinear

Choose Theme