Home Bibles ଯିଶାଇୟ 13:22 · ଓଡ଼ିଆ ବାଇବେଲ
ଯିଶାଇୟ 13:22 · ଓଡ଼ିଆ ବାଇବେଲ

ବାବିଲର ସୁନ୍ଦର ପ୍ରାସାଦମାନଙ୍କ ରେ ଶୃଗାଳ ଓ କନ୍ଦେୁଆମାନେ ଭୁକିବେ। ବାବିଲ ସମ୍ପୂର୍ଣ୍ଣ ଧ୍ବଂସ ହବେ। ସେ ସମୟ ଖୁବ୍ ନିକଟ ଓ ମୁଁ ସେ ଧ୍ବଂସର ଦିନକୁ ଆଉ ଅଧିକ ବିଳମ୍ବ କରିବି ନାହିଁ।'

Cross references

ଦିତୀୟ ବିବରଣ 32:35

ମୁ ପ୍ରତିଶାଧେ ନବେି। ମୁ ସମାନଙ୍କେର ପ୍ରାପ୍ଯ ଦବେି। ସମାନଙ୍କେର ପାଦ ଖସିୟିବା ପର୍ୟ୍ଯନ୍ତ ଅପେକ୍ଷା କରିବି। ସମାନଙ୍କେର ଅସକ୍ସ୍ଟବିଧାର ସମୟ ନିକଟ ହାଇେ ଆସକ୍ସ୍ଟଛି।'

ଯିଶାଇୟ 14:23

ସଦାପ୍ରଭୁ ସର୍ବଶକ୍ତିମାନ ପୁଣି କହିଲେ, ମୁଁ ମନୁଷ୍ଯର ବାସସ୍ଥଳୀ ବାବିଲକୁ ଝିଙ୍କ ପକ୍ଷୀର ବାସସ୍ଥଳୀ ଓ ଜଳାଶଯ ରେ ପରିଣତ କରିବି। ମୁଁ ସଂହାର ରୂପକ ଝାଡ଼ୁ ଧରି ତାକୁ ସମ୍ପୂର୍ଣ୍ଣ ସଫା କରି ଦବେି।'

ଯିଶାଇୟ 25:2

ସୁଦୃଢ଼ ପ୍ରାଚୀର ବେଷ୍ଠିତ ସୁରକ୍ଷିତ ନଗରକୁ ତୁମ୍ଭେ ଧ୍ବଂସ କରିଅଛ ଓ ବର୍ତ୍ତମାନ ତାକୁ ଏକ ପଥର ଗଦା ରେ ପରିଣତ କରିଅଛ। ବିଦେଶୀମାନଙ୍କ ରାଜ ପ୍ରାସାଦକୁ ବିନଷ୍ଟ କରିଛ ଓ ତାହା କବେେ ପୁନର୍ବାର ନିର୍ମିତ ହବେ ନାହିଁ।

ଯିଶାଇୟ 34:13

ସଠାେ ରେ ଥିବା ଅଟ୍ଟାଳିକାଗୁଡ଼ିକ କଣ୍ଟକ ଦ୍ବାରା ଓ ଦୁର୍ଗଗୁଡ଼ିକ ବିଛୁଆତି ଓ କଣ୍ଟକଲତା ଦ୍ବାରା ଆଚ୍ଛାଦିତ ହବେ। ତାହା ଶୃଗାଳମାନଙ୍କର ବାସସ୍ଥାନ ଓ ଓଟପକ୍ଷୀମାନଙ୍କର ଚରାସ୍ଥାନ ହବେ।

ଯିଶାଇୟ 34:14

ସଠାେ ରେ ବନ୍ଯପଶୁଗଣ ଗଧିଆମାନଙ୍କ ସହିତ ମିଶି ବାସ କରିବେ। ବନ୍ଯଛାଗ ତା'ର ସାଥୀମାନଙ୍କୁ ଡ଼ାକିବ ଓ ନିଶାଚରମାନେ ସଠାେ ରେ ବାସ କରିବେ ଓ ବିଶ୍ରାମ ସ୍ଥାନ ଲାଭ କରିବେ।

ଯିଶାଇୟ 35:7

ମରିଚିକା ଜଳାଶଯ ହବେ। ଶୁଷ୍କ ମରୁଭୂମି ନିର୍ଝରମଯ ହବେ। ଶୃଗାଳମାନଙ୍କ ବାସ ସ୍ଥାନ ରେ ନଳ ଓ ତଣ୍ଡିବଣ ଜନ୍ମିବ।

ଯିରିମିୟ 51:33

କାରଣ ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି, ବାବିଲ ଏକ ଶସ୍ଯ ମର୍ଦ୍ଦନ ଖଳା ସ୍ବରୂପ ଆଉ ଅଳ୍ପ ସମୟରେ ଅମଳ ସମୟ ଆସିବ।

ଯିହିଜିକଲ 7:7

ହେ ଦେଶର ନିବାସୀଗଣ, ତୁମ୍ଭମାନଙ୍କର ଅନ୍ତିମ ଦଣ୍ଡ ଆସିୟାଇଛି। ସହେି ସମୟ ଆସୁଅଛି, ତୁମ୍ଭର ଶଷେ ବିଚାର ଦିନ ଅତି ନିକଟ। ସହେି ଦିନଟି ସନ୍ଦହରେ ଓ ବହୁତ ଦୁଃଖପ୍ରଦ ଅଟେ। ତାହା ପର୍ବତଗଣ ଉପ ରେ ଆନନ୍ଦ ଧ୍ବନିର ଦିନ ନୁହେଁ।

ହବକକୂକ 2:3

ଏହି ଦର୍ଶନ ନିର୍ଦ୍ଦିଷ୍ଟ ସାକ୍ଷୀ ଅଟେ। ଏହା ଶଷେ ବାର୍ତ୍ତା ସମ୍ବନ୍ଧ ରେ ସାକ୍ଷୀ ଦିଏ ଏବଂ ଏହା ମିଥ୍ଯା ହୁଏ ନାହିଁ। ଯେପରି ଜଣାୟିବ ଏହି ସମୟ କବେେ ଆସିବ ନାହିଁ। କିନ୍ତୁ ର୍ଧୈୟ୍ଯ ଧରି ଅପେକ୍ଷା କର, ସେ ସମୟ ନିଶ୍ଚଯ ଆସିବ। ଏହା ଅଧିକ ବିଳମ୍ବ ହବେନାହିଁ।

ସିଫନିୟ 2:14

ତା'ପ ରେ କବଳେ ମଷେମାନେ ଓ ହିଂସ୍ର ପଶୁ ସହେି ଧ୍ବଂସ ନଗରୀ ରେ ବାସ କରିବେ। ପଚୋ ଓ କାଉମାନେ ପରିତ୍ଯକ୍ତ ସ୍ତମ୍ଭମାନଙ୍କ ରେ ବସିବେ। ସମାନଙ୍କେର ରାବ ଝରକା ବାଟେ ଶୁଣାୟିବ। କାଉଗୁଡିକ ଦ୍ବାର ପାହାଚ ଉପ ରେ ବସିବେ। ପ୍ରବେଶପଥ ଧ୍ବଂସ ଏବଂ ନିର୍ଜ୍ଜନ ହବେ। ଏରସ କଡିକାଠ ଖାଲିେ ଦିଆୟିବ।

ପିତରଙ୍କ ଦିତୀୟ ପତ୍ର 2:3

ସହେି ଭଣ୍ଡ ଶିକ୍ଷକମାନେ କବଳେ ତୁମ୍ଭର ଧନ ଚାହାଁନ୍ତି। ସମାନେେ ଖାଲି ମିଛ କଥା କହି ତୁମ୍ଭର ମନ ନବେେ। ଏହି ଭଣ୍ଡ ଶିକ୍ଷକଙ୍କର ନ୍ଯାୟ ବିଚାର ବହୁ ପୂର୍ବରୁ ପ୍ରସ୍ତୁତ ହାଇେ ରହିଛି। ପରମେଶ୍ବର ସମାନଙ୍କେୁ ନଷ୍ଟ କରି ଦବେେ। ସମାନେେ ତାହାଙ୍କଠାରୁ ରକ୍ଷା ପାଇବେ ନାହିଁ।

ପିତରଙ୍କ ଦିତୀୟ ପତ୍ର 3:9

ଯଦିଓ କିଛି ଲୋକେ ଏହାକୁ ଡରେି ବୋଲି ଭାବୁଛନ୍ତି, ତଥାପି ପରମେଶ୍ବର ନିଜ ପ୍ରତିଜ୍ଞା ପୂରଣ କରିବା ରେ ଡ଼ରେି କରିବେ ନାହିଁ। ବରଂ ପରମେଶ୍ବର ତୁମ୍ଭ ପ୍ରତି ର୍ଧୈୟ୍ଯବାନ ହେଉଛନ୍ତି। ପରମେଶ୍ବର କୌଣସି ଲୋକ ନଷ୍ଟ ହେଉ ବୋଲି ଚାହାଁନ୍ତି ନାହିଁ। ପରମେଶ୍ବର ଚାହାଁନ୍ତି ଯେ ପ୍ରେତ୍ୟକକ ଲୋକ ନିଜର ହୃଦୟ ପରିବର୍ତ୍ତନ କରୁ ଓ ପାପ କରିବାକୁ କ୍ଷାନ୍ତ ହେଉ।

Interlinear

Choose Theme