ପର୍ବତମାନଙ୍କ ରେ ହେଉଥିବା କୋଳାହଳ ପ୍ରତି ଧ୍ଯାନ ଦିଅ। ଏହି ବହୁ ଲୋକଙ୍କର କୋଳାହଳ ପରି ଶୁଣାଯାଉଛି। ବହୁ ରାଜ୍ଯର ଲୋକେ ଏକତ୍ରୀତ ହାଇେଛନ୍ତି। ସଦାପ୍ରଭୁ ସର୍ବଶକ୍ତିମାନ ତାଙ୍କର ସୈନ୍ଯବାହିନୀକୁ ଏକତ୍ରୀତ ହବୋକୁ ଆହ୍ବାନ ଦଇେଛନ୍ତି।
Cross references
ପରମେଶ୍ବର କହିବେ, ମୁଁ ଅଶୂରକୁ ଏକ ୟଷ୍ଟିରୂପେ ବ୍ଯବହାର କରିବି। ଏହି କୋର୍ଧରୂପକ ଦଣ୍ଡ ଇଶ୍ରାୟେଲକୁ ଶାସ୍ତି ଦବେେ।
ଦର୍ଶନ ଉପତ୍ୟକା ସମ୍ବନ୍ଧୀଯ ଏକ ଦୁଃଖବାର୍ତ୍ତା : ତୁମ୍ଭମାନଙ୍କର କ'ଣ ହାଇେଛି ? ତୁମ୍ଭମାନେେ କାହିଁକି ଛାତ ଉପରକୁ ୟାଇଅଛ?
ସଦାପ୍ରଭୁ ନିଜ ଅଭିଷିକ୍ତ ବ୍ଯକତିର ଅର୍ଥାତ୍ କୋରସ ବିଷଯ ରେ ଏହିକଥା କୁହନ୍ତି, ଆମ୍ଭେ ତାହା ସମ୍ମୁଖ ରେ ନାନା ଗୋଷ୍ଠୀକୁ ପରାସ୍ତ କରିବା ପାଇଁ ତାହାର ଦକ୍ଷିଣ ହସ୍ତ ଧରିଅଛୁ ଓ ଆମ୍ଭେ ରାଜାମାନଙ୍କର କଟିବନ୍ଧନ ଫିଟାଇବା। ପୁଣି ତାହା ସମ୍ମୁଖ ରେ କବାଟସବୁ ମୁକ୍ତ କରିବା ଓ ନଗରଦ୍ବାର ସବୁ ବନ୍ଦ ରହିବ ନାହିଁ।
ଏବଂ ସମାନେେ ବହୁଦେଶର ଓ ମହାନ ରାଜାମାନଙ୍କର କ୍ରୀତଦାସ ହବେେ। ଆଉ ଆମ୍ଭେ ସମାନଙ୍କେ କାର୍ୟ୍ଯକଳାପନୁସା ରେ ଓ ସମାନଙ୍କେ ହସ୍ତକୃତ କର୍ମାନୁସା ରେ ସମାନଙ୍କେୁ ପ୍ରତିଫଳ ଦବୋ।
ତୁମ୍ଭମାନେେ ଗୋଷ୍ଠୀଗଣ ମଧିଅରେ ପ୍ରକାଶ କରି ପ୍ରଚାର କର। ଧ୍ବଜା ଉଠାଇ ପ୍ରଚାର କର ଓ ଗୋପନ ନ ରଖି କୁହ, 'ବାବିଲ ହସ୍ତଗତ ହେଲା, ବଲେ ଲଜ୍ଜିତ ହେଲା ; ମରୋଦକ ବିସ୍ମିତ ହେଲା ; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦବେତା ସକଳ ବିସ୍ମିତ ହେଲେ।'
ହେ ଧନୁର୍ଦ୍ଧର ବୀରଗଣ, ତୁମ୍ଭମାନେେ ବାବିଲ ବିରୁଦ୍ଧ ରେ ଆପଣା ସୈନ୍ଯ ସଜାଅ। ତୁମ୍ଭମାନଙ୍କର କୌଣସି ବାଣ ନ ରଖି ତାହା ପ୍ରତି ନିକ୍ଷପେ କର, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ କରିଅଛି।
ପୁଣି ସଦାପ୍ରଭୁ କହନ୍ତି, ତୁମ୍ଭେ ମରାଥଯିମ୍ ଓ ପପୋଦ ନିବାସୀମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କର। ସମାନଙ୍କେ ପେଛ ପେଛ ୟାଇ ସମାନଙ୍କେୁ ସମ୍ପୂର୍ଣ୍ଣ ରୂପେ ନିଃଶଷେ କର। ଆମ୍ଭର ଆଜ୍ଞାକୁ କହିବାନୁସା ରେ ପାଳନ କର।
ବାବିଲରୁ ପଳାଯନ କର ଓ ତୁମ୍ଭମାନଙ୍କର ନିଜ ନିଜ ପ୍ରାଣ ରକ୍ଷା କର। ଆଉ ତାହାର ଅଧର୍ମ ରେ ଉଚ୍ଛନ୍ନ ହୁଅ ନାହିଁ। କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧ ନବୋର ସମୟ ଓ ସେ ସମାନଙ୍କେୁ ତା'ର ପ୍ରତିଫଳ ଦବେେ।
ତୁମ୍ଭମାନେେ ଦେଶ ରେ ଧ୍ବଜା ସ୍ଥାପନ କର, ଗୋଷ୍ଠୀଯମାନଙ୍କ ମଧିଅରେ ତୂରୀ ବଜାଅ। ସମସ୍ତ ଗୋଷ୍ଠୀକୁ ବାବିଲ ବିରୁଦ୍ଧ ରେ ପ୍ରସ୍ତୁତ କର। ଅରାରଟ୍, ମିନ୍ନି ଓ ଅସ୍ମିନସ୍ ରାଜ୍ଯକୁ ତାହାର ବିରୁଦ୍ଧ ରେ ଏକତ୍ର ଡ଼ାକ। ତାହାର ବିରୁଦ୍ଧ ରେ ସନୋପତିମାନଙ୍କୁ ନିୟୁକ୍ତ କର ଓ ପଙ୍ଗପାଳ ସଦୃଶ ବହୁ ସଂଖ୍ଯା ରେ ଅଶ୍ବଗଣ ପଠାଅ।
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ' ହେ ଗେଶର, ମେଶକର ଓ ତୁବଲର ମୁଖ୍ଯ ଅଧିପତି ରାଜା ଗୋଗ, ଦେଖ, ମୁଁ ତୁମ୍ଭର ପ୍ରତିକୂଳ ଅଟେ।
ତୁମ୍ଭମାନେେ ସିୟୋନ ରେ ତୂରୀ ବଜାଅ। ଆମ୍ଭର ପବିତ୍ର ପର୍ବତ ଉପ ରେ ଗୋଟିଏ ବିପଦ ସଂକତେ କରି ପାଟି କର। ସମଗ୍ର ଦେଶବାସୀ ଭୟ ରେ କମ୍ପିତ ହବେ। ସଦାପ୍ରଭୁଙ୍କର ବିଶଷେ ଦିନ ଆସୁଛି। ସହେି ବିଶଷେ ଦିନଟି ଅତି ସନ୍ନିକଟ।
ଆମ୍ଭେ ସଦାପ୍ରଭୁ, ତୁମ୍ଭମାନଙ୍କ ମଧ୍ଯକୁ ଆପଣା ଯେଉଁ ମହା ସୈନ୍ଯଦଳ ଅର୍ଥାତ ପଙ୍ଗପାଳ, ଶୂକ ଘୁଘୁର୍ରିଯା ଓ ପରିପକ୍ବ ତୁମ୍ଭମାନଙ୍କ ବିରୁଦ୍ଧ ରେ ପଠାଇଲୁ। ସମାନେେ ତୁମ୍ଭମାନଙ୍କର ଯେଉଁ ସମସ୍ତ ଖାଦ୍ୟ ଖାଇ ଦେଲେ। ଆମ୍ଭେ ତାହା ତୁମ୍ଭମାନଙ୍କୁ ଫରୋଇ ଦବୋ, ଯାହା ବର୍ଷଧରି ଖାଇୟାଇଛନ୍ତି।
ଦଣ୍ତ ବିଗ୍ଭର ଉପତ୍ୟକା ରେ ଲୋକରଣ୍ଯ। ସଦାପ୍ରଭୁଙ୍କର ବିଶଷେ ବିଗ୍ଭରଦିନ ନିକଟବର୍ତ୍ତୀ।
ଦେଖ, ସଦାପ୍ରଭୁଙ୍କର ପାଇଁ ଏକ ବିଶଷଦେିନ ଆସୁଛି। ତୁମ୍ଭମାନେେ ଯେଉଁ ସମ୍ପତ୍ତି ନଇେଛ ତାହା ତୁମ୍ଭମାନଙ୍କ ମଧିଅରେ ଭାଗ କରାୟିବ।
ସହେି ଭୟଙ୍କର ବ୍ଯାଧି ସହେି ଶିବିର ରେ ରହିବ।
ସହେି ପଙ୍ଗପାଳମାନେ ୟୁଦ୍ଧ ପାଇଁ ସୁସଜ୍ଜିତ ଅଶ୍ବପରି ଥିଲେ। ସମାନଙ୍କେର ମସ୍ତକ ସୁବର୍ଣ୍ଣ ମୁକୁଟ ଭଳି ଦଖାଯାେଉଥିବା କିଛି ଥିଲା। ସମାନଙ୍କେର ମୁହଁ ମଣିଷ ପରି ଥିଲା।
ସେଥିପାଇଁ ଗୋଟିଏ ଦିନ ଭିତ ରେ ଏହି କ୍ଲେଶ ତାକୁ ଆକ୍ରମଣ କରିବ : ମୃତ୍ଯୁ, ଦୁଃଖଦାୟକ କ୍ରନ୍ଦନ, ମହା କ୍ଷୁଧା। ସେ ଅଗ୍ନି ରେ ଜଳିୟିବ, କାରଣ ପ୍ରଭୁ ପରମେଶ୍ବର ତା'ର ବିଚାର କରିଛନ୍ତି ଏବଂ ସେ ସର୍ବଶକ୍ତିମାନ ଅଟନ୍ତି।
ତା'ପରେ ମୁଁ ସ୍ବର୍ଗ ଖାଲିୟିବୋର ଦେଖିଲି। ସଠାେରେ ଗୋଟିଏ ଶ୍ବତେ ଅଶ୍ବ, ଠିଆ ହାଇେଥିଲା। ଅଶ୍ବାରୋହୀଙ୍କ ନାମ 'ବିଶ୍ବସ୍ତ' ଓ 'ସତ୍ଯବାନ'। ସେ ନ୍ଯାୟପୂର୍ଣ୍ଣ ଭାବରେ ବିଚାର କରନ୍ତି ଓ ଲଢ଼ନ୍ତି।