Home Bibles ଯିଶାଇୟ 15:4 · ଓଡ଼ିଆ ବାଇବେଲ
ଯିଶାଇୟ 15:4 · ଓଡ଼ିଆ ବାଇବେଲ

ହଶବୋନ୍ ଓ ଇଲିଯାଲି ଅତି ଉଚ୍ଚସ୍ବର ରେ କ୍ରନ୍ଦନ କରୁଛି। ସମାନଙ୍କେର ରବ ୟହସ୍ ପର୍ୟ୍ଯନ୍ତ ଶୁଣା ୟାଇଛି। ଏପରିକି ମାୟୋବର ସୈନ୍ଯମାନେ ଭୟ ରେ କମ୍ପିତ ହାଇେ ଆର୍ତ୍ତନାଦ କରୁଛନ୍ତି।

Cross references

ଆଦି ପୁସ୍ତକ 27:46

ଏହାପରେ ରିବିକା ଇସ୍ହାକକୁ କହିଲେ, ତୁମ୍ଭର ପୁତ୍ର ଏଷୌ ହିତ୍ତୀଯ କନ୍ଯାକୁ ବିବାହ କଲା, ଏହା ମାରେ ପ୍ରାଣକୁ କଷ୍ଟ ଦେଉଅଛି। କାହିଁକି? କାରଣ ସମାନେେ ଆମ୍ଭର ଲୋକ ନୁହଁନ୍ତି। ଯଦି ଯାକୁବ ଏହି ଦେଶର କନ୍ଯାକୁ ବିବାହ କରେ ତବେେ ମୁଁ ମରିୟିବି।

ଗଣନା ପୁସ୍ତକ 11:15

ଆଉ ଯଦି ତୁମ୍ଭେ ମାେ ପ୍ରତି ଏପରି ପଥରେ ବ୍ଯବହାର କରିବାକୁ ଯାଉଅଛ, ତବେେ ବିନଯ କରୁଅଛି, ମୁଁ ଯଦି ତୁମ୍ଭ ଅନୁଗ୍ରହର ପାତ୍ର, ତବେେ ମାେତେ ମାରିଦିଅ ପେଛ, ଏପରି ଦୁର୍ଗତି ଦେଖିବାକୁ ଦିଅ ନାହିଁ।

ଗଣନା ପୁସ୍ତକ 21:23

ମାତ୍ର ସୀହାନରେ ରାଜା ଆପଣା ଦେଶ ମଧ୍ଯ ଦଇେ ଇଶ୍ରାୟେଲକୁ ୟାତ୍ରା କରିବାକୁ ଦେଲେ ନାହିଁ। ସେ ଆପଣାର ସମସ୍ତ ଲୋକଙ୍କୁ ଏକତ୍ରୀତ କରି ଇଶ୍ରାୟେଲ ବିରୁଦ୍ଧ ରେ ବାହାରିଲେ। ୟହସଠା ରେ ପହଞ୍ଚି ସେ ଇଶ୍ରାୟେଲର ବିରୁଦ୍ଧ ରେ ୟୁଦ୍ଧ କଲେ।

ଗଣନା ପୁସ୍ତକ 32:3

ସମାନେେ କହିଲେ, ତୁମ୍ଭର ଏହି ସବେକମାନଙ୍କର ବହୁ ମଷେ ଓ ଗୋରୁଗାଈ ଅଛନ୍ତି। ଯେଉଁ ସବୁ ଦେଶକୁ ସଦାପ୍ରଭୁ ଇଶ୍ରାୟେଲର ପାଇଁ ପରାସ୍ତ କରିଅଛନ୍ତି, ତାହା ଆମ୍ଭର ମଷଗେୁଡିକ ନିମନ୍ତେ ଓ ଗୋରୁଗାଈ ନିମନ୍ତେ ଉତ୍ତମ ଅଟେ।

ଦିତୀୟ ବିବରଣ 2:32

ଏହାପରେ ରାଜା ସୀହାନେ ଏବଂ ତାଙ୍କର ସମସ୍ତ ଲୋକେ ଆମ୍ଭ ସହିତ ୟକ୍ସ୍ଟଦ୍ଧ କରିବାକୁ ୟହସ ନାମକ ସ୍ଥାନକକ୍ସ୍ଟ ବାହାରି ଆସିଲେ।

ଯିହୋଶୂୟ 13:18

ୟହସ୍, କଦମୋେତ୍ ଓ ମଫୋତ୍।

ବିଚାରକର୍ତାମାନଙ୍କ ବିବରଣ 11:20

କିନ୍ତୁ ସୀହାନେ ନିଜର ସୀମାଦଇେ ଇଶ୍ରାୟେଲକକ୍ସ୍ଟ ୟିବାକକ୍ସ୍ଟ ଦଲୋ ନାହିଁ। ସୀହାନ୍େ ନିଜର ସମସ୍ତ ଲୋକଙ୍କକ୍ସ୍ଟ ଏକତ୍ର କରି ୟହସ ରେ ଛାଉଣୀ ସ୍ଥାପନ କଲେ। ତା'ପରେ ସମାନେେ ଇଶ୍ରାୟେଲ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କଲେ।

ପ୍ରଥମ ରାଜାବଳୀ 19:4

ଏଲିଯ ପ୍ରାନ୍ତର ଭିତ ରେ ଦିନସାରା ଗ୍ଭଲି ଏକ ରୋତମ ବୃକ୍ଷମୂଳ ରେ ବସି ପଡିଲେ ଓ ନିଜର ମୃତ୍ଯୁ ପାଇଁ ପ୍ରାର୍ଥନା କରି କହିଲେ, ଏହା ୟଥେଷ୍ଟ ହେଲାଣି, ହେ ସଦାପ୍ରଭୁ, ମାରେ ପ୍ରାଣ ନିଅ, କାରଣ ମୁଁ ମାରେ ପୂର୍ବପୁରୁଷଙ୍କଠାରୁ ଭଲ ନୁହେଁ।

ଆୟୁବ ପୁସ୍ତକ 3:20

କାହିଁକି ଜଣେ ପୀଡ଼ିତ ବ୍ଯକ୍ତି ବଞ୍ଚିରହିବା ଉଚିତ ? କାହିଁକି ଜଣେ ବ୍ଯକ୍ତିକୁ ଜୀବନ ଦବୋ ଯାହାର ଆତ୍ମା ତିକ୍ତ।

ଆୟୁବ ପୁସ୍ତକ 7:15

ତେଣୁ ମୁଁ ବଞ୍ଚିବାଠାରୁ ଶ୍ବାସ ରୋଧ ହାଇେ ମରିବାକୁ ଅଧିକ ପସନ୍ଦ କରେ।

ଯିଶାଇୟ 16:8

ଲୋକମାନେ ଦୁଃଖିତ ହବେେ କାରଣ ହିଶବୋନର କ୍ଷତେସବୁ ଓ ଶବ୍ମାର ଦ୍ରାକ୍ଷାଲତା ଆଉ ଦ୍ରାକ୍ଷା ଉତ୍ପନ୍ନ କରିବ ନାହିଁ। ଦ୍ରାକ୍ଷା ରାଷ୍ଟ୍ରର ପ୍ରଭୁଙ୍କ ପାନୀଯ ପାଇଁ ତିଆରି କରାୟାଏ, ମରୁଭୂମିରେ ପହଞ୍ଚିବା ପାଇଁ ବ୍ଯବହାର କରାୟାଏ, ଯାହାର ମୂଳ ସମୁଦ୍ର ପର୍ୟ୍ଯନ୍ତ ବିସ୍ତୃତ ହାଇେଛି।

ଯିରିମିୟ 8:3

ପୁଣି ସଦାପ୍ରଭୁ କହନ୍ତି, ଏହି ଦୁଷ୍ଟ ବଂଶକୁ ଆମ୍ଭେ ଯେଉଁ ଯେଉଁ ସ୍ଥାନକୁ ତଡ଼ି ଦଇେଅଛୁ, ସେସବୁ ସ୍ଥାନ ରେ ସମାନଙ୍କେର ଅବଶିଷ୍ଟ ଲୋକମାନେ ବଞ୍ଚିବା ଅପେକ୍ଷା ବରଂ ମରିବାକୁ ପସନ୍ଦ କରିବେ।

ଯିରିମିୟ 20:18

ମୁଁ କାହିଁକି ଜନ୍ମ ହଲିେ ? ଲଜ୍ଜା ଓ ଦୁଃଖ ରେ ମାରେ ସମସ୍ତ ଜୀବନ ଅତିବାହିତ ହେଲା।

ଯିରିମିୟ 48:34

ହିଶବୋନ ଓ ଇଲିଯାଲୀର କ୍ରନ୍ଦନ ୟାହସ ପର୍ୟ୍ଯନ୍ତ ଶୁଣା ୟାଇଅଛି। ଆଉ ମଧ୍ଯ ସହେି କ୍ରନ୍ଦନ ସୋଯରଠାରୁ ହୋରୋନଯିମ ଓ ଇଗ୍ଲଥ୍ ଗଲୀଶୀଯା ପର୍ୟ୍ଯନ୍ତ ଶ୍ରୁତିଗୋଚର ହାଇେଅଛି। କାରଣ ନିମ୍ରୀମର ଜଳସବୁ ଶୁଷ୍କ ହାଇେଅଛି।

ଯୂନସ 4:3

ତେଣୁ ମୁଁ ବର୍ତ୍ତମାନ ପ୍ରାର୍ଥନା କରୁଛି, ହେ ସଦାପ୍ରଭୁ, ମାେତେ ବରଂ ମାରି ଦିଅ। ବଞ୍ଚିବା ଅପେକ୍ଷା ବରଂ ମାରେମରିବା ଭଲ ହବେ।

ଯୂନସ 4:8

ସୂର୍ୟ୍ଯ ମୁଣ୍ତ ଉପରକୁ ଆସିଲା ପ ରପରେମେଶ୍ବର ଉତ୍ତପ୍ତ ପୁନଇେ ପବନ ବହିବାକୁ ନିର୍ଦ୍ଦେଶ ଦେଲେ। ସୂର୍ୟ୍ଯଙ୍କର ପ୍ରଖର କିରଣ ୟୂନସର ମୁଣ୍ତ ଉପ ରେ ପଡି ୟୂନସକୁ ଅତି ଦୁର୍ବଳ କରି ଦଲୋ। ୟୂନସ ପରମେଶ୍ବରଙ୍କୁ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ, ମାରେ ବଞ୍ଚିବା ଅପେକ୍ଷା ବରଂ ମରିବା ଭଲ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 9:6

ସହେି ସମୟରେ ଲୋକମାନେ ମରଣ ଚାହିଁଲେ, କିନ୍ତୁ ମରିପାରିବେ ନାହିଁ। ମରଣ ଖାଜେିବା ସତ୍ତ୍ବେ ମରଣ ସମାନଙ୍କେୁ ମିଳିବ ନାହିଁ।

Interlinear

Choose Theme