ଦୀମାନରେ ଜଳସମୂହ ରକ୍ତମଯ ହବେ। ମୁଁ ଦୀମାନେ ପ୍ରତି ଅଧିକ ଦୁଃଖ ଆଣିବି। ମାୟୋବର ପଳାତକ ଓ ଅବଶିଷ୍ଟାଂଶ ଲୋକମାନଙ୍କ ପାଇଁ ମୁଁ ଏକ ସିଂହ ଆଣିବି ଯେ କି ସମାନଙ୍କେୁ ଭକ୍ଷଣ କରିବ।
Cross references
ଏସବୁ ହେଲାପରେ ଯବେେ ତୁମ୍ଭେ ଆମ୍ଭ ବାକ୍ଯ ରେ ମନୋୟୋଗ ନ କରିବ ତବେେ ଆମ୍ଭେ ତୁମ୍ଭମାନଙ୍କର ପାପ ୟୋଗୁଁ ତୁମ୍ଭମାନଙ୍କୁ ସାତଗୁଣ ଅଧିକ ଦଣ୍ତ ଦବୋ।
ଆଉ ଯଦି ତୁମ୍ଭମାନେେ ପୁନର୍ବାର ଆମ୍ଭର ପ୍ରତିକୂଳାଚରଣ କରିବ, ତବେେ ଆମ୍ଭେ ତୁମ୍ଭମାନଙ୍କୁ ସାତଗୁଣ କ୍ଲେଶ ଦବୋ। ତୁମ୍ଭମାନେେ ଯେତେ ଅଧିକ ପାପ କରିବ େସତେ ଅଧିକ ଦଣ୍ତ ପାଇବ।
ମୁଁ ତୁମ୍ଭମାନଙ୍କର ପ୍ରତିକୂଳାଚରଣ କରିବି ଓ ତୁମ୍ଭମାନଙ୍କ ପାପ ସକାେଶ ମୁଁ ତୁମ୍ଭମାନଙ୍କୁ ସାତଗୁଣ ଦଣ୍ତିତ କରିବ।
ତବେେ ଆମ୍ଭେ କୋର୍ଧ ରେ ତୁମ୍ଭମାନଙ୍କର ପ୍ରତିକୂଳାଚରଣ କରିବା ଓ ତୁମ୍ଭମାନଙ୍କ ପାପ ଯୋଗୁଁ ତୁମ୍ଭମାନଙ୍କୁ ସାତଗୁଣ ଶାସ୍ତି ଦବୋ।
ସମାନଙ୍କେର ଭବିଷ୍ଯତ୍ ବଂଶଧରଗଣ ହିଷ୍ ବୋନଠାରୁ ଦୀବୋନ ପର୍ୟ୍ଯନ୍ତ ଧ୍ବଂସ ହାଇେଛନ୍ତି। ଆମ୍ଭମାନେେ ସମାନଙ୍କେୁ ଶର ନିକ୍ଷପେ କରିଅଛୁ। ହିଷବୋନ୍ ଦୀବୋନ୍ ପର୍ୟ୍ଯନ୍ତ ହେଲା। ଆମ୍ଭମାନେେ ନୋଫହ ପର୍ୟ୍ଯନ୍ତ ଧ୍ବଂସ କଲୁ, ଯାହା ମଦବୋ ନିକଟରେ ଅଛି।
ଏହି ଲୋକମାନେ ଶମରିଯା ରେ ଯେତବେେଳେ ବାସ କରିବାକୁ ଆରମ୍ଭ କଲେ ସେତବେେଳେ ସମାନେେ ସଦାପ୍ରଭୁଙ୍କୁ ଭୟ କଲେ ନାହିଁ। ତେଣୁ ସଦାପ୍ରଭୁ ସମାନଙ୍କେୁ ଆକ୍ରମଣ କରିବାକୁ ସିଂହ ପଠାଇଲେ। ସିଂହମାନେ ଲୋକମାନଙ୍କ ମଧ୍ଯରୁ କେତକଙ୍କେୁ ବଧ କଲେ।
ସଦାପ୍ରଭୁ କହନ୍ତି, ଆମ୍ଭେ ଚାରି ପ୍ରକାର ରେ ତୁମ୍ଭମାନଙ୍କୁ ଦଣ୍ଡିତ କରିବା।' 'ଆମ୍ଭେ ବଧ କରିବା ନିମନ୍ତେ ଯୋଦ୍ଧା, ବିଦୀର୍ଣ୍ଣ କରିବା ନିମନ୍ତେ କୁକୁରଗଣ, ପୁଣି ଗ୍ରାସ ଓ ବିନାଶ କରିବା ନିମନ୍ତେ ଖଚେର ପକ୍ଷୀଗଣ ଓ ଭୂତର ପଶୁଗଣ ତୁମ୍ଭମାନଙ୍କ ଉପ ରେ ନିୟୁକ୍ତ କରିବା।
ତେଣୁ ସଦାପ୍ରଭୁ କହନ୍ତି, ହେ ମାୟୋବ ନିବାସୀଗଣ ତୁମ୍ଭମାନଙ୍କ ପାଇଁ ଡ୍ରାସ, ଖାତ ଓ ଫାନ୍ଦ ଅଛି।
ଇଶ୍ରାୟେଲ ଚ୍ଛିନ୍ନଭିନ୍ନ ହାଇେଥିବା ମଷେ ସ୍ବରୂପ ସେ ସିଂହମାନଙ୍କ ଦ୍ବାରା ବିତାଡ଼ିତ ହାଇେଅଛି। ପ୍ରଥମେ ଅଶୂରର ରାଜା ତାକୁ ଗ୍ରାସ କଲା। ଆଉ ଶଷେ ରେ ବାବିଲର ରାଜା ନବୂଖଦନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଲା।
ସଦାପ୍ରଭୁଙ୍କର ଦିନଟି ଏପରି ସମୟ ହବେ, ଯବେେ ତବେଳେେ ଜଣେ ବ୍ଯକ୍ତି ସିଂହ ମୁହଁରୁ ରକ୍ଷା ପାଇ ଭାଲୁ ଦ୍ବାରା ଆକ୍ରମିତ ହୁଏ କି ନିଜ ଘରର କାନ୍ଥ ରେ ହାତ ରଖି ବିଶ୍ରାମ ନବୋ ସମୟରେ ଦନ୍ତଘାତ ହୁଏ।