ଏହା ଶୁଣା ଯାଉଛି ଯେ, ମାୟୋବ ଅତ୍ଯନ୍ତ ଗର୍ବୀ ଓ ଅହଙ୍କାରୀ। ସେ କେତେ ଆତ୍ମଭିମାନୀ ଗର୍ବୀ ଏବଂ କୋର୍ଧୀ ମାତ୍ର, ତା'ର ଏ ଅହଙ୍କାର ଅଧିକ ସମୟ ରହିବ ନାହିଁ।
Cross references
ଗର୍ବିତ ମାନବ ଅହଙ୍କାର କରିବ ନାହିଁ। ସହେି ଅହଙ୍କାରୀଗଣ ଲଜ୍ଜା ରେ ଅବନତ ହବେେ। ମାତ୍ର ସେତବେେଳେ ସଦାପ୍ରଭୁ ସ୍ଥିର ଓ ଉନ୍ନତ ରହିବେ।
ମାଯାେବ ବିଷଯ ରେ ଏକ ଦୁଃଖର ବାର୍ତ୍ତା। ଅନ୍ୟ ଏକ ରାତ୍ରି ରେ ମାୟୋବର ଆର ନଗରରୁ ସୈନ୍ଯମାନେ ସମସ୍ତ ଧନ ନଇଗେଲେ ଏବଂ ତାକୁ ମଧ୍ଯ ଧ୍ବଂସ କଲେ। ଆଉ ମଧ୍ଯ ଦିନେ ରାତ୍ରି ରେ ସୈନ୍ଯମାନେ ମାୟୋବର ବୀର ନଗରରୁ ସମସ୍ତ ଧନ ନଇଗେଲେ ଓ ସେ ନଗରକୁ ମଧ୍ଯ ଧ୍ବଂସ କଲେ।
ଏହି ପର୍ବତ ଉପ ରେ ସଦାପ୍ରଭୁଙ୍କର ହସ୍ତ ଅଧିଷ୍ଠିତ ହବେ। ମାତ୍ର ଖାତକୁଣ୍ଡ ରେ କୁଟା ଦଳିତ ହେଲାପରି ମାୟୋବ ନିଜ ସ୍ଥାନ ରେ ଦଳିତ ହବେ।
ତୁମ୍ଭମାନେେ କହିଅଛ, ଆମ୍ଭମାନେେ ମୃତ୍ଯୁସହିତ ସନ୍ଧି କରିଛୁ ଓ ପାତାଳ ସହିତ ଚୁକ୍ତି କରିଛୁ। ତେଣୁ ଜଳ ପ୍ରଳଯରୂପୀ କୋରଡ଼ା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ। କାରଣ ଆମ୍ଭମାନେେ ମିଥ୍ଯାର ଆଶ୍ରଯ ନଇେଅଛୁ ଓ ଅସତ୍ଯ ପଛ ରେ ନିଜକୁ ଲୁଚାଇ ରଖିଛୁ।'
ମୃତ୍ଯୁ ସହିତ ତୁମ୍ଭମାନଙ୍କର ଚୁକ୍ତି ରହିତ ହବେ, ପାତାଳ ସହିତ ସନ୍ଧି କିଛି କାମ ଦବେ ନାହିଁ।
ଆମ୍ଲଭ ମିଥ୍ଯାବାଦୀମାନଙ୍କର ମିଥ୍ଯାକୁ ପ୍ରମାଣ କରୁ। ଆମ୍ଲଭ ନିର୍ଲବାଧମାନଙ୍କର ୟାଦୁକାରୀ କାର୍ୟ୍ଯ ବିଫଳ କରୁ। ଜ୍ଞାନୀମାନଙ୍କର ଜ୍ଞାନକୁ ପ୍ରତିହତ କରୁ ଓସସମାନଙ୍କର ଜ୍ଞାନକୁ ଅଜ୍ଞାନତାସର ପରିଣତ କରୁ।
ତୁମ୍ଭମାନେେ କହିପାରିବ ନାହିଁ 'ଆମ୍ଭମାନେେ ବୀର ଓ ୟୁଦ୍ଧ ରେ ସାହସୀ।'
ମାଯାେବକୁ ତୁମ୍ଭମାନେେ ମତ୍ତ କରାଅ, କାରଣ ସେ ନିଜକୁ ସଦାପ୍ରଭୁଙ୍କଠାରୁ ବଡ଼ ବନେ କରିଅଛି। ତେଣୁ ସେ ନିଜ ବାନ୍ତି ରେ ଗଡ଼ିବ ଓ ସବୁ ଲୋକଙ୍କ ଦ୍ବାରା ହାସ୍ଯାସ୍ପଦ ହବେ।
ମାଯାେବ ବଡ଼ ଅହଙ୍କାରୀ, ଆମ୍ଭମାନେେ ତାହାର ଅହଙ୍କାରର କଥା, ତାହାର ଉଦ୍ଧତ ଭାବ, ତାହାର ଗର୍ବ, ତାହାର ଦର୍ପ ଓ ତାହାର ଚିତ୍ତର ଅହମିକା କଥା ଶୁଣିଅଛୁ।
ମାୟୋବ ଲୁପ୍ତ ହବେ ଓ ସେ ଏକ ଗୋଷ୍ଠୀ ହାଇେ ରହିବ ନାହିଁ। କାରଣ ସେ ସଦାପ୍ରଭୁଙ୍କଠାରୁ ନିଜକୁ ବଡ଼ ମନେ କରେ।
ଗଣକମାନେ ଖଡ୍ଗ ରେ ବଧ ହବେ, ସମାନେେ କଡ଼େେ ନିର୍ବୋଧ ତାହା ଦଖାଇବୋ ପାଇଁ ଖଡ୍ଗ ସୈନ୍ଯମାନଙ୍କୁ ବନାଶ କରିବ, ଫଳ ରେ ସମାନେେ ଭୟଭୀତ ହବେେ।
ସଦାପ୍ରଭୁ ଏହାହିଁ କହନ୍ତି: ବହୁ ଅପରାଧ କରିଥିବା ମାୟୋବର ଲୋକମାନଙ୍କୁ ଆମ୍ଭେ ନିଶ୍ଚଯ ଦଣ୍ତ ଦବୋ। କାରଣ ମାୟୋବ ଇଦୋମର ରାଜାଙ୍କର ଅସ୍ଥିକୁ ପୋଡି଼ ଚୂର୍ଣ୍ଣ ରେ ପରିଣତ କରିଥିଲେ।
ତୁମ୍ଭର ଗର୍ବ ତୁମ୍ଭକୁ ପ୍ରତାରଣା କରିଛି। ତୁମ୍ଭେ ପର୍ବତର ସହେି ଗୁମ୍ଫା ଗୁଡିକରେ ବାସ କର। ତୁମ୍ଭେ ସହେି ଉଚ୍ଚ ସ୍ଥାନ ରେ ରୁହ। ତେଣୁ ତୁମ୍ଭେ ନିଜକୁ କହିଥାଅ, ' ମାେତେ କହେି ଭୂମି ଉପରକୁ ଆଣି ପାରିବେ ନାହିଁ।'
ସଦାପ୍ରଭୁ କୁହନ୍ତି, ଆମ୍ଭେ ଶୁଣିଛୁ ମାଯାେବ ଓ ଅମ୍ମାନରେ ଲୋକମାନେ କ'ଣ କହିଲେ। ସହେି ଲୋକମାନେ ଆମ୍ଭ ଲୋକମାନଙ୍କୁ ଅପମାନିତ କଲେ। ସମାନେେ ନିଜର ରାଜ୍ଯକୁ ବଢାଇବା ପାଇଁ ସମାନଙ୍କେର ଜମି ସବୁ ଅକ୍ତିଆର କଲେ।
ୟୁବକଗଣ, ତୁମ୍ଭମାନଙ୍କୁ ମାରେ କିଛି କଥା ମଧ୍ଯ କହିବାକୁ ଅଛି। ତୁମ୍ଭେ ବଯୋଜେଷ୍ଠମାନଙ୍କ କଥା ମାନିବା ଉଚିତ। ପରସ୍ପର ପ୍ରତି ବିନମ୍ର ଭାବ ରଖିବା ଉଚିତ।