ସଦାପ୍ରଭୁ କହିଲେ, ମୁଁ ମାରେ ବାସ ସ୍ଥାନ ରେ ରହି ଶାନ୍ତ ଭାବରେ ଏହିସବୁ ଘଟିବାର ନିରୀକ୍ଷଣ କରିବ।
Cross references
ଏହି ଲୋକ ଉଦିତ ସୂର୍ୟ୍ଯ ରେ ଦିଲ୍ଗି ତକ୍ସ୍ଟଲ୍ଯ ଉଜ୍ଜଲମାନ ହବେ। ସେ ଲୋକ ବାଦଲ ବିହୀନ ପ୍ରଭାତ ତକ୍ସ୍ଟଲ୍ଯ, ତକ୍ସ୍ଟଷ୍ଟି ହାଇୟୋଇଥିବା ଆକାଶ ତକ୍ସ୍ଟଲ୍ଯ, ଯେଉଁ ବୃଷ୍ଟି ସକ୍ସ୍ଟକ୍ଷ୍ମ ଘାସକକ୍ସ୍ଟ ବଢାଏ।
ମୁଁ ଯେଉଁ ପ୍ରାର୍ଥନା କରୁଅଛି ଓ ତୁମ୍ଭର ଲୋକ ଇଶ୍ରାୟେଲ ଯେଉଁ ପ୍ରାର୍ଥନା କରୁଅଛନ୍ତି, ତାହା ଶୁଣ। ଆମ୍ଭମାନେେ ଏହି ମନ୍ଦିର ଆଡ଼େ ଚାହିଁ ପ୍ରାର୍ଥନା କରିବା ସମୟରେ ଆମ୍ଭମାନଙ୍କର ପ୍ରାର୍ଥନା ଶୁଣ। ତୁମ୍ଭେ ସ୍ବର୍ଗ ରେ ଥାଇ ତାହା ଶୁଣ। ଆଉ, ତୁମ୍ଭେ ଆମ୍ଭମାନଙ୍କର ପ୍ରାର୍ଥନା ଶୁଣି, ଆମ୍ଭମାନଙ୍କୁ କ୍ଷମା କର।
ଭୂମିରେ ବୃଷ୍ଟି ତୁଲ୍ଯ, ଭୂମି ସଚେନକାରୀ ଜଳଧାରା ତୁଲ୍ଯ ତୁମ୍ଭେ ରାଜାଙ୍କୁ ସହାୟ ହୁଅ। କ୍ଷେତ୍ରରେ ପଡ଼ୁଥିବା ଜଳଧାରା ହବୋ ପାଇଁ ତାଙ୍କୁ ସାହାୟ୍ଯ କର।
ସଦାପ୍ରଭୁ ସିଯୋନକୁ ତାଙ୍କର ମନ୍ଦିର ପାଇଁ ବାଛିଲେ। ଓ ସେ ସହେି ସ୍ଥାନକୁ ଆପଣା ବାସସ୍ଥାନ ପାଇଁ ମନୋନୀତ କଲେ।
ହେ ସିୟୋନ ନିବାସୀଗଣ, ଉଚ୍ଚସ୍ବର ରେ ତାଙ୍କର ପ୍ରଶଂସା କର। ଇଶ୍ରାୟେଲ ସହେି ପବିତ୍ର ଧର୍ମସ୍ବରୂପ ତୁମ୍ଭମାନଙ୍କ ମଧିଅରେ ଅଛନ୍ତି, ତେଣୁ ଆନନ୍ଦ କର।
ସହେି ସୈନ୍ଯବାହିନୀ ସମାନଙ୍କେର ଦେଶକୁ ଦୂତ ପ୍ ରରଣେ କରିବେ। ସହେି ଲୋକମନଙ୍କୁ ଦୂତ କି ବାର୍ତ୍ତା ଦବେେ ? ସମାନେେ ଘାଷେଣା କରିବେ, ପଲ୍ଷ୍ଟେୀଯ ପରାଜିତ ହେଲା। ମାତ୍ର ସଦାପ୍ରଭୁ ସିୟୋନକୁ ଶକ୍ତିଶାଳୀ କଲେ ଏବଂ ତାଙ୍କର ଦରିଦ୍ର ଲୋକମାନେ ନିରାପତ୍ତା ପାଇଁ ସଠାେକୁ ଗଲେ।
ସହେି ସମୟରେ ଏକ ସ୍ବତନ୍ତ୍ର ଉପହାର ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନିକଟକୁ ଅଣା ହବେ। ସହେି ନବୈେଦ୍ଯ ସହେି ଦୀର୍ଘକାଯ ଓ ଶକ୍ତିଶାଳୀ ଲୋକମାନଙ୍କଠାରୁ ଆସିବ। ସବୁ ସ୍ଥାନ ରେ ଲୋକମାନେ ଏହି ଦୀର୍ଘକାଯ ଶକ୍ତିଶାଳୀ ଲୋକଙ୍କୁ ଭୟ କରିବେ। କାରଣ ସମାନେେ ଏକ ଶକ୍ତିଶାଳୀ ଗୋଷ୍ଠୀ। ସେ ଗୋଷ୍ଠୀ ଅନ୍ୟ ଗୋଷ୍ଠୀକୁ ପରାଜିତ କରିବେ। ସହେି ଦେଶ ନଦନଦୀ ଦ୍ବାରା ବିଭକ୍ତ ହାଇେଛି। ସହେି ନବୈେଦ୍ଯ ସିୟୋନ ପର୍ବତର ସଦାପ୍ରଭୁଙ୍କ ବାସ ସ୍ଥାନରୁ ଆସିବ।
ମାତ୍ର ସଦାପ୍ରଭୁ କୁହନ୍ତି, ତୁମ୍ଭର ମୃତମାନେ ଜୀବିତ ହବେେ। ମୃତ ଶବଗୁଡ଼ିକ ପୁଣି ନିଃଶ୍ବାସ ନବୋ ଆରମ୍ଭ କରିବେ। ହେ ଧୂଳିନିବାସୀ ଗଣ, ଉଠ, ଆନନ୍ଦ କର, କାରଣ ତୁମ୍ଭମାନେେ ପ୍ରଭାତ ରେ ତୃଣ ଉପର ଶିଶିର ତୁଲ୍ଯ ଭୂମି ମୃତମାନଙ୍କୁ ଜନ୍ମ ଦବେ।'
ଦେଖ, ସଦାପ୍ରଭୁ ପୃଥିବୀବାସୀଙ୍କୁ ସମାନଙ୍କେର ଅପରାଧ ଲାଗି ଶାସ୍ତି ଦବୋକୁ ନିଜ ସ୍ଥାନ ପରିତ୍ଯାଗ କରିଛନ୍ତି। ପୃଥିବୀ ନିଜର ଶକ୍ତି ପ୍ରକାଶ କରିବ। ସେ ଆଉ ନିହତ ଲୋକମାନଙ୍କୁ ଆଚ୍ଛାଦନ କରି ରଖିବ ନାହିଁ।
ଆଉ ତା'ର ଶୈଳ ଅନ୍ତର୍ହିତ ହବେ। ତା'ର ଅଧିପତିମାନେ ଧ୍ବଜା ଛାଡ଼ି ପଳାଯନ କରିବେ।
ଆମ୍ଭେ ପରିତ୍ରାଣ ଓ ଧର୍ମ ଆଣିବୁ, ତାହା ବେଶି ଦୂର ନୁହେଁ। ଆମ୍ଭ ପରିତ୍ରାଣର ବିଳମ୍ବ ଘଟିବ ନାହିଁ ; ଆମ୍ଭର ଗୌରବ ସ୍ବରୂପ ଇଶ୍ରାୟେଲ ପାଇଁ ଆମ୍ଭେ ସିୟୋନ ପ୍ରତି ପରିତ୍ରାଣ ଆଣିବା।
କାରଣ ଯେ ଅନନ୍ତକାଳ ନିବାସୀ, ଯାହାଙ୍କର ନାମ ପରମେଶ୍ବର, ସହେି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କୁହନ୍ତି ; ଆମ୍ଭେ ଉର୍ଦ୍ଧ୍ବ ଓ ପବିତ୍ର ସ୍ଥାନ ରେ ବାସ କରୁ। ଆଉ ମଧ୍ଯ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନିମ୍ରମନା ଲୋକଙ୍କ ସହିତ ହିଁ ବାସ କରୁ।
ଆମ୍ଭେ ଆମ୍ଭର ଗୃହକୁ ଫରେିବା ଯେତବେେଳେ ଲୋକମାନେ ସମାନଙ୍କେର ଦୋଷ ସ୍ବୀକାର କରିବେ ଏବଂ ଆମ୍ଭଙ୍କୁ କ୍ଷମା ମାଗିବେ। ହଁ, ସମାନେେ ଦୁଃଖ ରେ ଆମ୍ଭଙ୍କୁ ପାଇବାକୁ କଠାେର ଚେଷ୍ଟା କରିବେ।