ଗ୍ରୀଷ୍ମକାଳୀନ ମଧ୍ଯାହ୍ନ ସମୟର ପ୍ରଚଣ୍ଡ ତାପ ରେ ଲୋକ ବିଶ୍ରାମ କରିବା ପରି, ଶସ୍ଯ ଛଦନକୋଳୀନ ଶିଶିର ୟୁକ୍ତ ମେଘପରି କ୍ଷାନ୍ତ ହାଇେ ନିରୀକ୍ଷଣ କରିବି। ତା'ପ ରେ ଭୟଙ୍କର ଘଟଣା ଘଟିବ। ଯଥା ସମୟରେ ଦ୍ରାକ୍ଷାଲତା ରେ ଫୁଲ ଫୁଟିବ ଓ ନୂତନ ଦ୍ରାକ୍ଷା ଲତା ଜନ୍ମିବ। ମାତ୍ର ଫଳ ଅମଳ ପୂର୍ବରୁ ଶତ୍ରୁମାନେ ଆସିବେ ଓ ଗଛଗୁଡ଼ିକୁ କାଟି ପକାଇବେ। ସମାନେେ ଶାଖାଗୁଡ଼ିକୁ କାଟି ଫିଙ୍ଗି ଦବେେ।
Cross references
ପାଚିଲା ଡ଼ିମ୍ବିରି ଫଳସବୁ ଡ଼ିମିରି ବୃକ୍ଷ ରେ ଅଙ୍କୁରିତ ହେଉଛି। ଦ୍ରାକ୍ଷାଲତା ପୁଷ୍ପିତ ହାଇେ ଏହାର ସୁବାସ ବିଚ୍ଛୁରିତ ହାଇଯୋଉଛି। ହେ ମାରେ ପ୍ରିୟେ, ମାରେ ସୁନ୍ଦରୀ, ଉଠ ଏବଂ ବାହାରକୁ ଆସ।
ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରୁଥିବା େଛାଟ କୋକିଶିଆଳିଗୁଡ଼ିକୁ ଧର। କାରଣ ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ପୁଷ୍ପିତ ହାଇେଅଛି।
ଦେଖ ! ଆମ୍ଭମାନଙ୍କର ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଅଶୂରର ମହାନ ବୃକ୍ଷସବୁ କାଟି ପକାଇବେ। ସେ ତାଙ୍କର ମହାନ ପରାକ୍ରମ ରେ ଏହା କରିବେ। ମହାନ୍ ଓ ପ୍ରଧାନ ବ୍ଯକ୍ତିମାନଙ୍କୁ ଛଦନେ କରାୟିବ। ସହେି ଉନ୍ନତମାନେ ନତ ହବେେ।
ଏହା ଘଟିବ କାରଣ ତୁମ୍ଭମାନେେ ଆପଣା ତ୍ରାଣକର୍ତ୍ତା ପରମେଶ୍ବରଙ୍କୁ ଭୁଲି ୟାଇଛ। ପରମେଶ୍ବର ତୁମ୍ଭମାନଙ୍କର ସୁରକ୍ଷାର ସ୍ଥଳ। ଏହା ତୁମ୍ଭେ ମନେ ପକାଉ ନାହିଁ।
ତା'ପ ରେ ତାହା ବଢ଼ି ଦ୍ରାକ୍ଷାଲତା ହେଲା। ଏହା ଏକ ବିସ୍ତୃତ ଅଞ୍ଚଳକୁ ବ୍ଯାପିଲା। ଏହାର ଶାଖାସବୁ ଓ ତହିଁର ମୂଳ ବଢ଼ିଲା। ଏହି ପ୍ରକା ରେ ତାହା ଦ୍ରାକ୍ଷାଲତା ହାଇେ ଶାଖା ବିଶିଷ୍ଟ ଓ ପଲ୍ଲବିତ ହେଲା।