Home Bibles ଯିଶାଇୟ 19:7 · ଓଡ଼ିଆ ବାଇବେଲ
ଯିଶାଇୟ 19:7 · ଓଡ଼ିଆ ବାଇବେଲ

ନଦୀ ତୀରବର୍ତ୍ତୀ ଉଦ୍ଭିଦ ସବୁ ମରିଯିବେ ଓ ପବନ ରେ ଉଡ଼ି ଯିବେ। ଏପରିକି ନୀଳନଦୀ କୂଳ ରେ ଜନ୍ମିଥିବା ଗଛଗୁଡ଼ିକ ମରିଯିବେ।

Cross references

ଯିଶାଇୟ 23:3

ସହେି ଲୋକମାନେ ଶସ୍ଯ ଖାଜେି ସମୁଦ୍ର ଆକ୍ରମଣ କଲେ। ସୋରର ସହେି ବଣିକଗଣ ନୀଳନଦୀର ଶସ୍ଯ କିଣିଲେ ଓ ଅନ୍ୟ ଦେଶ ରେ ବିକ୍ରଯ କଲେ।

ଯିଶାଇୟ 32:20

ତୁମ୍ଭମାନଙ୍କ ମଧ୍ଯରୁ କେତକେ ସକଳ ସ୍ଥାନ ରେ ବୀଜ ବୁଣୁଛ ଓ ଗୋରୁ ଗର୍ଦ୍ଦଭମାନଙ୍କୁ ବାହା ରେ ଚରିବାକୁ ଛାଡ଼ୁଛ, ସେଥିପାଇଁ ତୁମ୍ଭମାନେେ ଧନ୍ଯ।

ଯିରିମିୟ 14:4

ଦେଶ ରେ ଅନାବୃଷ୍ଟି ହତେୁ ଭୂମି ଫାଟି ୟିବାରୁ କୃଷକମାନେ ବିବ୍ରତ ଓ ଲଜ୍ଜିତ ହାଇେ ଆପଣା ଆପଣା ମସ୍ତକ ଢ଼ାଙ୍କିଛନ୍ତି।

ଯିହିଜିକଲ 19:13

ବର୍ତ୍ତମାନ ପୁଣି ସହେି ଦ୍ରାକ୍ଷାଲତା ନିର୍ଜଳ ଓ ଶୁଷ୍କ ଭୂମିରେ ରୋପିତ ହାଇେଅଛି।

ଯୋୟେଲ 1:17

ଆମ୍ଭମାନେେ ଯେଉଁ ମଞ୍ଜି ଭୁମି ରେ ରୋପଣ କରିଥିଲୁ ସଗେୁଡିକ ମାଟି ରେ ଶୁଖି ମରିୟାଇଛି। ଆମ୍ଭମାନଙ୍କର ରୋପିତ ବୃକ୍ଷ ଶୁଷ୍କ ଓ ମୃତ। ଆମ୍ଭର ଶସ୍ଯ ଅମାର ଶୂନ୍ଯ ଓ ଭଗ୍ନ ପ୍ରାଯ।

Interlinear

Choose Theme