Home Bibles ଯିଶାଇୟ 20:3 · ଓଡ଼ିଆ ବାଇବେଲ
ଯିଶାଇୟ 20:3 · ଓଡ଼ିଆ ବାଇବେଲ

ତା'ପ ରେ ସଦାପ୍ରଭୁ କହିଲେ, ଆମ୍ଭର ଦାସ ଯିଶାଇୟ ତିନିବର୍ଷ ଧରି ବିବସ୍ତ୍ର ଓ ଶୂନ୍ଯପାଦ ହାଇେ ଭ୍ରମଣ କଲେ। ଏହା ମିଶର ଓ କୂଶ ପାଇଁ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ବରୂପ ଅଟେ।

Cross references

ଗଣନା ପୁସ୍ତକ 14:34

ଗୋଟିଏ ବର୍ଷ ଗୋଟିଏ ଦିନ ହିସାବ ରେ ତୁମ୍ଭମାନେେ ଚାଳିଶ ବର୍ଷ ସହେି ଦେଶ ଅନୁସନ୍ଧାନ କରିବା ସମୟରେ ପ୍ରାନ୍ତରର ଏଣେ ତଣେେ ବୁଲିବ, ତା'ପରେ ମାରେ କୋରଧ ତୁମ୍ଭେ ଜାଣିବ।

ଯିଶାଇୟ 8:18

ଇଶ୍ରାୟେଲର ଲୋକମାନଙ୍କ ପାଇଁ ମୁଁ ଓ ମାରେ ପିଲାମାନେ ସଙ୍କତେ ଓ ପ୍ରମାଣ। କାରଣ ସିୟୋନ ପର୍ବତ ଉପ ରେ ବାସ କରୁଥିବା ସଦାପ୍ରଭୁ ସର୍ବଶକ୍ତିମାନଙ୍କ ଦ୍ବାରା ଆମ୍ଭମାନେେ ପ୍ ରରେିତ ହାଇେଅଛୁ।'

ଯିଶାଇୟ 18:1

ନଦୀ ଆରପାରିସ୍ଥ କୂଶଦେଶ ପ୍ରତି ଦୃଷ୍ଟି ଦିଅ। ସହେି ଦେଶ ପୋକମାନଙ୍କର ପକ୍ଷର ଶବ୍ଦ ରେ ପରିପୂର୍ଣ୍ଣ।

ଯିଶାଇୟ 19:4

ମାରେପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ କହନ୍ତି, ମୁଁ ମିଶରୀଯମାନଙ୍କୁ ଏକ ନିର୍ଦ୍ଦଯ ପ୍ରଭୁ ହସ୍ତ ରେ ସମର୍ପଣ କରିବି ଓ ଏକ ଦୂରନ୍ତ ରାଜା ସମାନଙ୍କେୁ ଶାସନ କରିବେ।

ଯିଶାଇୟ 37:9

ଅଶୂରର ରାଜା ଶୁଣିବାକୁ ପାଇଲେ, ରାଜା ତିହୀକ କୂଶ ଦେଶ ରେ ତାଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ଆସୁଛନ୍ତି, ଯେତବେେଳେ ଅଶୂରର ରାଜା ଏକଥା ଶୁଣିଲେ,

ଯିଶାଇୟ 43:3

କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ବର, ଇଶ୍ରାୟେଲ ଧର୍ମସ୍ବରୂପ ତୁମ୍ଭର ତ୍ରାଣକର୍ତ୍ତା। ଆମ୍ଭେ ତୁମ୍ଭର ମୁକ୍ତିର ମୂଲ୍ଯ ସ୍ବରୂପ ରେ ମିଶର ଓ ତୁମ୍ଭକୁ ପାଇବା ପାଇଁ କ୍ରୁଶ୍ ଓ ଶିବାଦେଶ ଦଇେଅଛୁ।

ଯିରିମିୟ 13:1

ସଦାପ୍ରଭୁ ମାେତେ ଏହା କହିଲେ : ତୁମ୍ଭେ ଏକ ମାଟୋ ନାଇଲନ୍ ବସ୍ତ୍ର କିଣ ଓ ତାହା ଆପଣ କଟି ଦେଶ ରେ ବାନ୍ଧ ଓ ତାକୁ ଓଦା କର ନାହିଁ।

ଯିହିଜିକଲ 4:1

ହେ ମନୁଷ୍ଯ ପୁତ୍ର ତୁମ୍ଭ ସମ୍ମୁଖ ରେ ଖଣ୍ଡେ ଇଟା ରଖ ଓ ତହିଁରେ ୟିରୁଶାଲମ ନଗରର ନକ୍ସା ଅଙ୍କନ କର।

ଯିହିଜିକଲ 4:5

ତୁମ୍ଭେ ନିଶ୍ଚଯ 390 ଦିନ ଇଶ୍ରାୟେଲର ଦୋଷବହନ କରିବ। ଏହି ପ୍ରକା ରେ ମୁଁ ତୁମ୍ଭକୁ କହୁଅଛି, କେତଦେିନ ପର୍ୟ୍ଯନ୍ତ ଇଶ୍ରାୟେଲ ଦଣ୍ଡିତ ହବେ, ଗୋଟିଏ ଦିନ ସମାନ ଗୋଟିଏ ବର୍ଷ।

ଯିହିଜିକଲ 30:4

ଏବଂ ମିଶର ବିରୁଦ୍ଧ ରେ ଏକ ଖଡ୍ଗ ଆସିବ। ଏବଂ ମିଶର ଦେଶ ରେ ଲୋକମାନେ ନିହତ ହେଲେ କୂଶ ଦେଶ ଭୟ ରେ ଥରିବ। ଏବଂ ଶତୃ ତାହାର ଧନସମ୍ପତ୍ତିସବୁ ନଇେଯିବେ ଓ ତାହାର ମୂଳଭିତ୍ତିସବୁ ଭାଙ୍ଗି ଦବେେ।

ସିଫନିୟ 2:12

ଏପରିକି ଇଥିଓପିଆର ଲୋକମାନଙ୍କୁ ମଧ୍ଯ ସଦାପ୍ରଭୁଙ୍କର ଖଡ୍ଗ ବିନାଶ କରିବ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:2

କିନ୍ତୁ ମନ୍ଦିରର ବାହାର ଅଗଣା ମାପ ନାହିଁ। ତାହାକୁ ସହେିପରି ଛାଡ଼ି ଦିଅ, କାରଣ ତାହା ଅଣୟିହୁଦୀୟ ଦେଶଗୁଡ଼ିକର ଲୋକମାନଙ୍କୁ ଦିଆଯାଇଛି। ସହେି ଲୋକମାନେ ବଯାଳିଶମାସ ପର୍ୟ୍ଯନ୍ତ ପବିତ୍ର ନଗରକୁ ପଦଦଳିତ କରିବେ।

Interlinear

Choose Theme