Home Bibles ☰ Books ଯିଶାଇୟ 22:19 · ଓଡ଼ିଆ ବାଇବେଲ
ଯିଶାଇୟ 22:19 · ଓଡ଼ିଆ ବାଇବେଲ

ପୁଣି ମୁଁ ତୁମ୍ଭକୁ ତୁମ୍ଭର ପଦରୁ ତଡ଼ି ଦବେି ଏବଂ ସେ ତୁମ୍ଭକୁ ତୁମ୍ଭ ସ୍ଥାନରୁ ଟାଣି ତଳକୁ ପକାଇବେ।

Cross references

ଆୟୁବ ପୁସ୍ତକ 40:11

ଯଦି ତୁମ୍ଭେ ପରମେଶ୍ବରଙ୍କ ତୁଲ୍ଯ, ତା' ହେଲେ ତୁମ୍ଭେ ତୁମ୍ଭର କୋରଧ ପ୍ରକାଶ କରିପାର ଓ ଉଦ୍ଧତ ଲୋକମାନଙ୍କୁ ଦଣ୍ଡ ଦଇପୋର। ସହେି ଗର୍ବୀ ଲୋକମାନଙ୍କୁ ନମ୍ର କରାଅ।

ଗୀତସଂହିତା 75:6

କୌଣସି ବ୍ଯକ୍ତିକୁ ମହତ୍ବପୂର୍ଣ୍ଣ କରିବାରେ ପୃଥିବୀର କୌଣସି ଶକ୍ତି ନାହିଁ।

ଯିହିଜିକଲ 17:24

ତାହା ହେଲେ କ୍ଷେତ୍ରସ୍ଥ ସମସ୍ତ ବୃକ୍ଷ ଜାଣିବେ ଯେ, ମୁଁ ଉଚ୍ଚବୃକ୍ଷକୁ ନୀଚ୍ଚ କରିପା ରେ ଓ ନୀଚ୍ଚ ବୃକ୍ଷକୁ ଉଚ୍ଚ କରିପା ରେ। ପୁଣି ସତଜେ ବୃକ୍ଷକୁ ଶୁଷ୍କ କରିପା ରେ ଓ ଶୁଷ୍କ ବୃକ୍ଷକୁ ସତଜେ କରିପା ରେ। ମୁଁ ସଦାପ୍ରଭୁ ଏହା କହିଅଛି ଓ ମୁଁ ଏହା କରିବି।

ଲୂକଲିଖିତ ସୁସମାଚାର 1:52

ପରମେଶ୍ବର ରାଜାମାନଙ୍କୁ ସିହାଂସନରୁ ତଳକୁ ଖସାଇ ଆଣିଲେ ଓ ଦୀନହୀନ ଲୋକଙ୍କୁ ଉପରକୁ ଉଠାଇଲେ।

Interlinear

Choose Theme