Home Bibles ଯିଶାଇୟ 22:20 · ଓଡ଼ିଆ ବାଇବେଲ
ଯିଶାଇୟ 22:20 · ଓଡ଼ିଆ ବାଇବେଲ

ଆଉ ସଦେିନ ଆମ୍ଭେ ଆପଣା ଦାସ ହିଲକିଯର ପୁତ୍ର ଇଲିଯାକିମଙ୍କୁ ଡ଼ାକିବା।

Cross references

ଦିତୀୟ ରାଜାବଳୀ 18:18

ପୁଣି ସମାନେେ ରାଜା ହିଲକିଯଙ୍କୁ ଡାକନ୍ତେ ହିଲକିଯର ପୁତ୍ର ଇଲିଯାକୀମ୍ ନାମକ ରାଜଗୃହାଧ୍ଯକ୍ଷ, ଶିବନ୍ ଲେଖକ ଓ ଆସଫର ପୁତ୍ର ୟୋଯାହ ନାମକ ଇତିହାସ ଲେଖକ ସମାନଙ୍କେୁ ଭଟେିବାକୁ ବାହାରିଲେ।

ଦିତୀୟ ରାଜାବଳୀ 18:37

ହିଲ୍କିଯର ପୁତ୍ର ଇଲିଯାକୀମ ନାମକ ରାଜଗୃହାଧ୍ଯକ୍ଷ, ଶିବନ୍ ଲେଖକ ଓ ଆସଫର ପୁତ୍ର ୟୋଯାହ ନାମ ଇତିହାସ ଲେଖକ ନିଜ ନିଜ ବସ୍ତ୍ରସବୁ ଚିରି ହିଜିକିଯ ନିକଟକୁ ଆସି ଆଦେଶକାରୀ କଥାସବୁ ତାଙ୍କୁ ଜଣାଇଲେ।

ଯିଶାଇୟ 36:3

ୟିରୁଶାଲମର ତିନିଜଣ ବ୍ଯକ୍ତି ସନୋଧ୍ଯକ୍ଷଙ୍କୁ ସାକ୍ଷାତ କରିବାକୁ ଗଲେ। ସମାନେେ ହେଲେ ହିଲକିଯର ପୁତ୍ର ରାଜଗୃହ ରକ୍ଷୀ ଇଲିଯାକୀମ, ଲେଖକ ଶିବ୍ନ ଓ ଆସଫର ପୁତ୍ର ଇତିହାସ ଲେଖକ ୟୋଯାହ।

ଯିଶାଇୟ 36:11

ତା'ପ ରେ ଇଲିଯାକିମ୍, ଶିବ୍ନ ଓ ୟୋଯାହ ରବଶାକିକି କହିଲେ, ଦୟାକରି ଆପଣ ଆପଣଙ୍କର ଦାସମାନଙ୍କୁ ଅରାମୀଯ ଭାଷା ରେ କୁହନ୍ତୁ। କାରଣ ଆମ୍ଭମାନେେ ସେ ଭାଷା ବୁଝି ପାରୁଛୁ। ପୁଣି ପ୍ରାଚୀର ଉପରିସ୍ଥ ଲୋକମାନଙ୍କର ଗୋଚର ନିମନ୍ତେ ୟିହୁଦୀଯ ଭାଷା ରେ କୁହନ୍ତୁ ନାହିଁ।'

ଯିଶାଇୟ 36:22

ତା'ପ ରେ ହିଲ୍କିଯର ପୁତ୍ର ରାଜଗୃହାଧ୍ଯକ୍ଷ ଇଲିଯାକିମ୍। ଲେଖକ ଗିବ୍ ନ ଓ ଆସଫର ପୁତ୍ର ଇତିହାସ ଲେଖକ ୟୋଯାହ ଆପଣା ଆପଣା ବସ୍ତ୍ର ଚିରି ହିଜକିଯ ନିକଟକୁ ଆସି ରବଶାକିର କଥାସବୁ ତାକୁ ଜଣାଇଲେ।

ଯିଶାଇୟ 37:2

ପୁଣି ହିଜକିଯ ରାଜା ଗୃହାଧ୍ଯକ୍ଷ ଇଲିଯାକିମ୍, ଲେଖକ ଗିବ୍ ନ ଓ ଯାଜକମାନଙ୍କର ପ୍ରାଚୀନବର୍ଗଙ୍କୁ ଅଖ ପିନ୍ଧାଇ ଆମାେସଙ୍କ ପୁତ୍ର ଭବିଷ୍ଯତବକ୍ତା ଯିଶାଇୟଙ୍କ ନିକଟକୁ ପଠାଇଲେ।

Interlinear

Choose Theme