Home Bibles ଯିଶାଇୟ 22:23 · ଓଡ଼ିଆ ବାଇବେଲ
ଯିଶାଇୟ 22:23 · ଓଡ଼ିଆ ବାଇବେଲ

ମୁଁ ତାକୁ ଖିଲ ସଦୃଶ ସୁଦୃଢ଼ ସ୍ଥାନ ରେ ବିଦ୍ଧ କରିବି।

Cross references

ଆଦି ପୁସ୍ତକ 45:9

ଯୋଷଫେ କହିଲେ, ଶିଘ୍ର ମାରେ ପିତାଙ୍କ ନିକଟକୁ ୟାଅ। ତାଙ୍କୁ କୁହ ତୁମ୍ଭର ପୁତ୍ର ଯୋଷଫେ ଏହି ବାର୍ତ୍ତା ଦଇେଛନ୍ତି।

ପ୍ରଥମ ଶାମୁୟେଲ 2:8

ସଦାପ୍ରଭୁ ଗରିବ ଲୋକମାନଙ୍କୁ ଧୂଳିରକ୍ସ୍ଟ ଉଠାନ୍ତି। ସେ ଦରିଦ୍ର ଲୋକମାନଙ୍କୁ ଅଳିଆ ଗଦାରକ୍ସ୍ଟ ଉଠାଇବେ। ସେ ଗରିବ ଲୋକମାନଙ୍କୁ ରାଜକକ୍ସ୍ଟମାରମାନଙ୍କ ସହିତ ଓ କକ୍ସ୍ଟଳୀନ ଅତୀଥିମାନଙ୍କ ସହିତ ବସିବା ପାଇଁ ଉେଠଇ ଦିଅନ୍ତି କାରଣ ସଦାପ୍ରଭୁ ସମଗ୍ର ବ୍ରହ୍ମାଣ୍ତକକ୍ସ୍ଟ ନିର୍ମାଣ କରିଛନ୍ତି ଏବଂ ସମକ୍ସ୍ଟଦାଯ ବ୍ରହ୍ମାଣ୍ତ ତାଙ୍କର ଅଟେ।

ଏଜ୍ରା 9:8

ଆମ୍ଭମାନଙ୍କ ପରମେଶ୍ବର ଯେପରି ଆମ୍ଭମାନଙ୍କ ମୁଖ ପ୍ରସନ୍ନ କରିବେ ଓ ଆମ୍ଭମାନଙ୍କ ନିର୍ବାସୀତ ଅବସ୍ଥା ରେ ଆମ୍ଭମାନଙ୍କୁ ନିଶ୍ଚିଚ ଆଶ୍ବାସନା ଦବେେ। ଆମ୍ଭମାନଙ୍କୁ ରକ୍ଷା କରିବା ପାଇଁ ଆପଣା ପବିତ୍ରସ୍ଥାନ ରେ ଆମ୍ଭମାନଙ୍କୁ ଏକ ଖୁଣ୍ଟି ଦବୋକୁ ବର୍ତ୍ତମାନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବରଙ୍କଠାରୁ କ୍ଷଣକାଳ ଅନୁଗ୍ରହ ପାଇଅଛୁ।

ଏଷ୍ଟର ବିବରଣ 4:14

ଯଦି ତୁମ୍ଭେ ଏହି ସମୟରେ ନୀରବ ହାଇେ ରୁହ, ତବେେ ଅନ୍ୟ ଏକ ସ୍ଥାନରୁ ୟିହୁଦୀଯମାନଙ୍କ ନିମନ୍ତେ ଉପଶମ ଓ ପରିତ୍ରାଣ ଆସିବ। କିନ୍ତୁ ତୁମ୍ଭେ ଏବଂ ତୁମ୍ଭର ପରିବାର ବିନାଶ ହବେ, କିଏ ଜାଣେ ତୁମ୍ଭେ ଏପରି ସମୟର ତୁମ୍ଭର ରାଜକୀଯ ସ୍ଥାନ ପାଇପାର?

ଏଷ୍ଟର ବିବରଣ 10:3

ୟିହୁଦୀଯ ମର୍ଦ୍ଦଖଯ ଅକ୍ଷଶ୍ବରେଶ ରାଜାର ଦ୍ବିତୀୟ ସନୋପତି ହାଇେ ୟିହୁଦୀଯ ଲୋକମାନଙ୍କ ମଧିଅରେ ମହାନ ଓ ଆପଣା ଭାତୃ ସମୂହ ମଧିଅରେ ପ୍ରିଯପାତ୍ର ଏବଂ ନିଜ ଲୋକମାନଙ୍କର ମଙ୍ଗଳାନ୍ବଷେୀ, ସମସ୍ତ ବଂଶ ପ୍ରତି ଶାନ୍ତି ଆଣିଥିଲା।

ଆୟୁବ ପୁସ୍ତକ 36:7

ପରମେଶ୍ବର ସତ୍ ଲୋକମାନଙ୍କୁ ଦଖାଚୋହାଁ କବେେ ବନ୍ଦ କରନ୍ତି ନାହିଁ। ସେ ସମାନଙ୍କେୁ ରାଜାମାନଙ୍କ ପରି ଚିରଦିନ ସିଂହାସନ ରେ ବସାନ୍ତି ଏବଂ ସେ ସମାନଙ୍କେର ଉତ୍ଥାନ କରନ୍ତି।

ଉପଦେଶକ 12:11

ଜ୍ଞନୀମାନଙ୍କର କଥାଗୁଡ଼ିକ ପାଞ୍ଚଣ ତୁଲ୍ଯ ଏବଂ ନୀତିବଚନ ସଂଗ୍ରହକାରୀମାନଙ୍କର ଶବ୍ଦଗୁଡ଼ିକ ମଷେପାଳକମାନଙ୍କର ପାଞ୍ଚଣ ବାଡ଼ି ରେ ଥିବା କଣ୍ଟା ତୁଲ୍ଯ।

ଯିଖରିୟ 10:4

କଣ ପ୍ରସ୍ତର, ତାଙ୍କଠାରୁ ତମ୍ବୁର କିଳା, ୟୁଦ୍ଧର ଧନୁ ଏବଂ ସମସ୍ତ ସୈନ୍ଯାଧିପତି, ଏକତ୍ର ଯିହୁଦାରୁ ଆସିବେ।

ଲୂକଲିଖିତ ସୁସମାଚାର 22:29

ମାରେ ପରମପିତା ମାେତେ ଗୋଟିଏ ରାଜ୍ଯ ଦଇେଛନ୍ତି। ମାେ ସହିତ ତୁମ୍ଭମାନେେ ମଧ୍ଯ ତାହା ଉପରେ ଶାସନ କରିବାକୁ ମୁଁ ତୁମ୍ଭମାନଙ୍କୁ କ୍ଷମତା ଦେଉଛି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:21

ଯେ ବିଜଯୀ ହୁଏ, ମୁଁ ତାହାକୁ ମାେ ସହିତ ସିଂହାସନ ରେ ବସାଇବି। ଯେପରି ମୁଁ ବିଜଯୀ ହାଇେ ମାରେ ପରମପିତାଙ୍କ ସହ ତାହାଙ୍କ ସିଂହାସନ ରେ ବସିଥିଲି, ସେ ସହେିପରି ମାେ ସହିତ ବସିବ।

Interlinear

Choose Theme