ଯିଶାଇୟ 23:14 · ଓଡ଼ିଆ ବାଇବେଲ
ହେ ତର୍ଶୀଶ୍ର ଜାହାଜସମୂହ, ହାହାକାର କର। କାରଣ ତୁମ୍ଭମାନଙ୍କର ଦୃଢ଼ ଦୁର୍ଗ ଧ୍ବଂସ ହାଇେଛି।
Cross references
ଯିଶାଇୟ 2:16
ପୁଣି ସହେି ଅହଙ୍କାରୀଗଣ ତର୍ଶୀଶର ବିଭିନ୍ନ ପଦାର୍ଥ ରେ ପରିପୂର୍ଣ୍ଣ ଜାହାଜ ସଦୃଶ ମହାନ୍ ହବେେ। ମାତ୍ର ପରମେଶ୍ବର ସମାନଙ୍କେୁ ଦଣ୍ଡ ଦବେେ।
ଯିଶାଇୟ 23:1
ସୋର ବିଷଯ ରେ ଏକ ଦୁଃଖ ବାର୍ତ୍ତା : ହେ ତର୍ଶୀଶର ଜାହାଜ ସକଳ, ତୁମ୍ଭମାନେେ ହାହାକାର କର। କାରଣ ତୁମ୍ଭର ପୋତାଶ୍ରଯ ସମ୍ପୂର୍ଣ୍ଣ ନଷ୍ଟ ହାଇୟୋଇଛି। କିତ୍ତୀମ ଦେଶରୁ ଆସୁଥିବା ଲୋକମାନଙ୍କ ପ୍ରତି ଏହି ବାର୍ତ୍ତା ଥିଲା।
ଯିଶାଇୟ 23:6
ହେ ଜାହାଜଗଣ, ତୁମ୍ଭମାନେେ ତର୍ଶୀଶକୁ ଫରେିୟାଅ। ହେ ଦ୍ବୀପ ନିବାସୀମାନେ, ତୁମ୍ଭମାନେେ ହାହାକାର କର।
ଯିହିଜିକଲ 27:25
ତର୍ଶୀଶ ରେ ଜାହାଜଗୁଡ଼ିକ ତୁମ୍ଭ ବାଣିଜ୍ଯ ଦ୍ରବ୍ଯ ବହନ କରୁଥିଲେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:11
ଏହି ଜଗତର ବ୍ଯବସାଯୀମାନେ ତା'ପାଇଁ ବିଳାପ ଓ ଦୁଃଖ କରିବେ। ସମାନେେ ଦୁଃଖ ଅନୁଭବ କରିବେ, କାରଣ ସମାନଙ୍କେର ବାଣିଜ୍ଯଦ୍ରବ୍ଯ ଏହାପରେ କହେି କିଣିବେ ନାହିଁ।