Home Bibles ☰ Books ଯିଶାଇୟ 23:15 · ଓଡ଼ିଆ ବାଇବେଲ
ଯିଶାଇୟ 23:15 · ଓଡ଼ିଆ ବାଇବେଲ

ସୋର ବିଷଯ ରେ ଲୋକେ ସତୁରି ବର୍ଷ ପର୍ୟ୍ଯନ୍ତ ବିସ୍ତୃତ ହବେେ। ତାହା ଏକ ରାଜାଙ୍କର ଅଧିକାର ସମୟର ପ୍ରମାଣ। ସତୁରି ବର୍ଷ ପ ରେ ସୋର ପ୍ରତି ବେଶ୍ଯାର ଗୀତ ଅନୁୟାଯୀ ଘଟିବ।

Cross references

ଯିରିମିୟ 25:9

ପୁଣି ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା।ପୁଣି ଆମ୍ଭର ଦାସ ବାବିଲର ରାଜା ନବୁଖଦ୍ନିତ୍ସରକୁ ଆଣିବା। ପୁଣି ସମାନଙ୍କେୁ ନଇେ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧ ରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧ ରେ ଛିଡ଼ା କରାଇବା। ଆଉ ସମାନଙ୍କେୁ ସୂର୍ଣ୍ଣ ଭାବରେ ବିନାଶ କରିବା। ସହେି ଦେଶକୁ ଚିରକାଳ ଏକ ଶୂନ୍ଯ ପ୍ରାନ୍ତର ରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମଯ ରେ ଓ ଶୀସ୍ ଶବ୍ଦ କରିବେ।

ଯିରିମିୟ 25:11

ତହିଁରେ ସମଗ୍ର ଦେଶ ଏକ ଶୂନ୍ଯ ମରୁଭୂମିରେ ପରିଣତ ହବେ ଓ ତାହାର ସମସ୍ତ ଲୋକ ବାବିଲ ରାଜାର ସତୁରି ବର୍ଷ ପର୍ୟ୍ଯନ୍ତ ଦାସ ହାଇେ ରହିବେ।

ଯିରିମିୟ 25:22

ଆଉ ସୋରର ସମସ୍ତ ରାଜାଙ୍କୁ, ସୀଦୋନର ସମସ୍ତ ରାଜାଙ୍କୁ ଓ ସମୁଦ୍ରପାରସ୍ଥ ଦ୍ବୀପର ସମସ୍ତ ରାଜାଙ୍କୁ ତାହା ପାନ କରାଇଲି।

ଯିରିମିୟ 27:3

ପୁଣି ଯିହୁଦାର ରାଜା ସିଦିକିଯଙ୍କୁ ଦକୋ କରିବାକୁ ୟିରୁଶାଲମକୁ ଆସିଥିବା ଦୂତମାନଙ୍କ ହସ୍ତ ରେ ଅନ୍ୟ ୟୁଆଳିଗୁଡ଼ିକୁ ଇଦୋମ, ମାଯାେବ, ଅମ୍ମାନେ, ସୋର ଓ ସୀଦୋନର ରାଜାମାନଙ୍କ ନିକଟକୁ ପଠାଅ।

ଯିରିମିୟ 29:10

ତା'ପ ରେ ସଦାପ୍ରଭୁ କହନ୍ତି, ମାତ୍ର ବାବିଲ ରେ ସତୁରି ବର୍ଷ ସୂର୍ଣ୍ଣ ହେଲାପ ରେ ଆମ୍ଭେ ତୁମ୍ଭମାନଙ୍କର ତତ୍ତ୍ବାନୁସନ୍ଧାନ କରିବା। ତୁମ୍ଭମାନଙ୍କୁ ପୁନର୍ବାର ୟିରୁଶାଲମକୁ ଫରୋଇ ଆଣି ଆମ୍ଭେ ଆପଣା ମଙ୍ଗଳ ବାକ୍ଯ ପୂରଣ କରିବା।

ଯିହିଜିକଲ 16:35

ଏଣୁ ହେ ଗଣିକା, ସଦାପ୍ରଭୁଙ୍କ ବାକ୍ଯ ଶୁଣ।

ଯିହିଜିକଲ 27:25

ତର୍ଶୀଶ ରେ ଜାହାଜଗୁଡ଼ିକ ତୁମ୍ଭ ବାଣିଜ୍ଯ ଦ୍ରବ୍ଯ ବହନ କରୁଥିଲେ।

ଯିହିଜିକଲ 29:11

କୌଣସି ମନୁଷ୍ଯ କିମ୍ବା ପଶୁ ତୁମ୍ଭ ଦେଶ ମଧିଅରେ ୟାତାଯତ କରିବେ ନାହିଁ। ଚାଳିଶ ବର୍ଷ ପର୍ୟ୍ଯନ୍ତ ମିଶର ଅପ୍ରତିଷ୍ଠିତ ହାଇେ ରହିବ।

ଦାନିଏଲ 7:14

ତାହାଙ୍କୁ କତ୍ତୁର୍ତ୍ବ, ମହିମା ଓ ରାଜ୍ଯ ପ୍ରଦତ୍ତ ହେଲା। ତେଣୁ ସମୁଦାଯ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ତାଙ୍କର ଉପାସନା କରିବେ। ତାଙ୍କର ବିଧି ଅନନ୍ତକାଳୀନ ଓ ତାହା ଲୁପ୍ତ ହବେନାହିଁ। ଆଉ ତାଙ୍କର ରାଜ୍ଯ ଅବିନାଶୀ ହବେ।

ଦାନିଏଲ 8:21

ଆଉ ସେ ଛାଗ ହେଉଛି ୟବନ ଦେଶର ରାଜା। ସହେି ଛାଗର ଦୁଇ ଚକ୍ଷୁ ମଧିଅରେ ଥିବା ବୃହତ୍ ଶିଙ୍ଗଟି ପ୍ରଥମ ରାଜା।

ହୋଶେୟ 2:15

ସଠାେ ରେ ଆମ୍ଭେ ତାକୁ ଦ୍ରାକ୍ଷାକ୍ଷେତ୍ର ଦବୋ। ଆମ୍ଭେ ତାକୁ ଆଶାର ଦ୍ବାର ସ୍ବରୂପ ଆଖୋର ଉପତ୍ୟକା ଦବୋ। ତା'ପ ରେ ସେ ମିଶର ଦେଶରୁ ଆସିଲା ସମୟ ପରି ଉତ୍ତର କରିବ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17:10

ଏହା ଭିତରୁ ପାଞ୍ଚ ଜଣ ରାଜା ମରିସାରିଲଣେି। ଜଣେ ରାଜା ବର୍ତ୍ତମାନ ବଞ୍ଚିଛନ୍ତି ଏବଂ ଶଷେ ରାଜା ଆସୁଛନ୍ତି। ସେ ଯେତବେେଳେ ଆସିବେ, ସେ ଅଳ୍ପ ସମୟ ପାଇଁ ରହିବେ।

Interlinear

Choose Theme