Home Bibles ☰ Books ଯିଶାଇୟ 23:6 · ଓଡ଼ିଆ ବାଇବେଲ
ଯିଶାଇୟ 23:6 · ଓଡ଼ିଆ ବାଇବେଲ

ହେ ଜାହାଜଗଣ, ତୁମ୍ଭମାନେେ ତର୍ଶୀଶକୁ ଫରେିୟାଅ। ହେ ଦ୍ବୀପ ନିବାସୀମାନେ, ତୁମ୍ଭମାନେେ ହାହାକାର କର।

Cross references

ଯିଶାଇୟ 16:7

ଏହି ଅହଙ୍କାର ୟୋଗୁଁ ସମସ୍ତ ମାୟୋବ କଷ୍ଟ ଭୋଗିବ। ମାୟୋବର ସମସ୍ତ ଲୋକ କ୍ରନ୍ଦନ କରିବେ। ସମାନେେ ଦୁଃଖିତ ହବେେ। ଅତୀତ ରେ ତାଙ୍କର ଯାହା ଥିଲା ସଗେୁଡ଼ିକୁ ସେ ଇଚ୍ଛା କରିବେ। ସମାନେେ ହରେସତରର ଶୁଷ୍କ କିସମିସର ପିଠା ପାଇଁ ଇଚ୍ଛା କରିବେ।

ଯିଶାଇୟ 21:15

କାରଣ ସମାନେେ ଉନ୍ମକ୍ତ ତରବାରିରୁ, ଗୁଣଦିଆ ଧନୁରୁ ଓ କ୍ଲେଶଦାୟକ ୟୁଦ୍ଧରୁ ରକ୍ଷା ପାଇବାକୁ ପଳାଯନ କଲେ।

ଯିଶାଇୟ 23:1

ସୋର ବିଷଯ ରେ ଏକ ଦୁଃଖ ବାର୍ତ୍ତା : ହେ ତର୍ଶୀଶର ଜାହାଜ ସକଳ, ତୁମ୍ଭମାନେେ ହାହାକାର କର। କାରଣ ତୁମ୍ଭର ପୋତାଶ୍ରଯ ସମ୍ପୂର୍ଣ୍ଣ ନଷ୍ଟ ହାଇୟୋଇଛି। କିତ୍ତୀମ ଦେଶରୁ ଆସୁଥିବା ଲୋକମାନଙ୍କ ପ୍ରତି ଏହି ବାର୍ତ୍ତା ଥିଲା।

ଯିଶାଇୟ 23:10

ହେ ତର୍ଶୀଶର କନ୍ଯାଗଣ, ତୁମ୍ଭେ ଫରେି ୟାଅ ଏବଂ ନିଜର ଜମି ରେ ଚାଷ କର, କାରଣ ତୁମ୍ଭର ଆଶ୍ରଯସ୍ଥଳ ଧ୍ବଂସ ପାଇୟାଇଛି।

ଯିଶାଇୟ 23:12

ସଦାପ୍ରଭୁ କୁହନ୍ତି, ହେ ଉତ୍ପୀଡ଼ନ କରୁଥିବା ସୀଦୋନର କୁଆଁରୀକନ୍ଯା, ତୁମ୍ଭେ ଆନନ୍ଦ କର ନାହିଁ କାରଣ ତୁମ୍ଭେ ଧ୍ବଂସ ହବେ। ମାତ୍ର ତୁମ୍ଭେ କିତ୍ତୀମକୁ ଗଲେ ମଧ୍ଯ, ସଠାେ ରେ ତୁମ୍ଭେ ବିଶ୍ରାମ ପାଇବ ନାହିଁ।'

Interlinear

Choose Theme