Home Bibles ☰ Books ଯିଶାଇୟ 25:5 · ଓଡ଼ିଆ ବାଇବେଲ
ଯିଶାଇୟ 25:5 · ଓଡ଼ିଆ ବାଇବେଲ

ଶୁଷ୍କ ଦେଶ ରେ ତାପକୁ ଦୂର କଲାପରି ବିଦେଶୀମାନଙ୍କର କୋଳାହଳକୁ ତୁମେ ନିବାରଣ କରିବ। ମେଘ ରେ ଛାଯା ଯେପରି ଗରମ ଦିନ ରେ ତାପକୁ କୋମଳ କରେ, ତୁମେ ପରମେଶ୍ବର ଭୟଙ୍କର ଲୋକମାନଙ୍କର ଗୀତକୁ ବନ୍ଦ କରିବ।

Cross references

ଆୟୁବ ପୁସ୍ତକ 8:16

ସହେି ବ୍ଯକ୍ତି ଏକ ଲତା ସଦୃଶ ୟିଏ ପ୍ରଚୁର ପାଣି ଓ ସୂର୍ୟ୍ଯ କିରଣ ରେ ବଢ଼େ। ତାହାର ଶାଖା ପ୍ରଶାଖା ସମସ୍ତ ଉଦ୍ୟାନ ରେ ବ୍ଯାପି ଥାଏ।

ଗୀତସଂହିତା 74:3

ପରମେଶ୍ବର, ସହେି ପ୍ରାଚୀନର ଭଗ୍ନାବଶଷେ ଉପରେ ଚାଲନ୍ତୁ। ଯେଉଁଠାରେ ଶତ୍ରୁମାନେ ମନ୍ଦିରର ସବୁକିଛି ନଷ୍ଟ କରିଥିଲେ।

ଗୀତସଂହିତା 79:10

ଅନ୍ୟ ଦେଶୀଯ ଲୋକମାନଙ୍କୁ କହିବାକୁ ଦିଅ ନାହିଁ। ସମାନଙ୍କେର ପରମେଶ୍ବର କାହାଁନ୍ତି ? ହେ ପରମେଶ୍ବର, ସହେି ଲୋକମାନଙ୍କୁ ଦଣ୍ଡ ଦିଅ ୟାହା ଫଳରେ କି ଆମ୍ଭମାନେେ ମଧ୍ଯ ତାହା ଦେଖି ପାରିବୁ। ତୁମ୍ଭର ସବକମାନଙ୍କେୁ ହତ୍ଯା କରିଥିବାରୁ ସମାନଙ୍କେୁ ଦଣ୍ଡ ଦିଅ।

ଗୀତସଂହିତା 105:39

ପରମେଶ୍ବର କମ୍ବଳ ସ୍ବରୂପ ବାଦଲକୁ ମଲେି ଦେଲେ। ପରମେଶ୍ବର ନିଜ ଲୋକମାନଙ୍କୁ ରାତିରେ ଦଖାଇବୋ ପାଇଁ ଏକ ଅଗ୍ନିସ୍ତମ୍ବ ପ୍ରଜ୍ବଳନ କଲେ।

ଯିଶାଇୟ 10:8

ଅଶୂର ନିଜକୁ ନିଜେ କହିହୁଏ, ମାରେ ସମସ୍ତ ପ୍ରାଚୀନଗଣ ରାଜା ସଦୃଶ।

ଯିଶାଇୟ 10:32

ସହେିଦିନ ସୈନ୍ଯବାହିନୀ ନୋବ ରେ ଅଟକିବେ। ୟିରୁଶାଲମର ସିଯୋନ ପର୍ବତ ବିରୁଦ୍ଧ ରେ ୟୁଦ୍ଧ ପାଇଁ ସମାନେେ ପ୍ରସ୍ତୁତ ହବେେ।

ଯିଶାଇୟ 13:11

ପରମେଶ୍ବର କୁହନ୍ତି, ପୃଥିବୀ ରେ ଅମଙ୍ଗଳ ଘଟିବାର ମୁଁ କାରଣ ହବେି। ମୁଁ ମନ୍ଦାଚାରୀଙ୍କୁ ସମାନଙ୍କେର ପାପ ଲାଗି ଦଣ୍ଡ ଦବେି। ଅହଙ୍କାରୀମାନଙ୍କର ଗର୍ବକୁ ଖର୍ବ କରିବି। ବଡ଼ିମା ଦଖାେଉଥିବା ଲୋକମାନଙ୍କର ଦର୍ପ ଚୂର୍ଣ୍ଣ କରିବି।

ଯିଶାଇୟ 14:10

ସେ ସମସ୍ତ ପ୍ରାଚୀନଗଣ ପରିହାସ କରି କହିବେ, ବର୍ତ୍ତମାନ ତୁମ୍ଭମାନେେ ଆମ୍ଭ ପାଇଁ ମୃତ ପ୍ରାଯ। ତୁମ୍ଭମାନେେ ଆମ୍ଭମାନଙ୍କ ପାଇଁ ସମାନ।'

ଯିଶାଇୟ 14:19

ମାତ୍ର ତୁମ୍ଭେ ଦୁଷ୍ଟାଚାରୀ ରାଜା ନିଜ ସମାଧିରୁ ନିକ୍ଷିପ୍ତ ହାଇେଛି। ବୃକ୍ଷର ଶାଖା ବୃକ୍ଷରୁ ବିଚ୍ଯୁତ ହାଇେ ବାହା ରେ ନିକ୍ଷିପ୍ତ ହେଲାପରି ଏବଂ ୟୁଦ୍ଧ ରେ ମୃତ ସୈନିକ ଯେପରି ଅନ୍ୟ ସୈନ୍ଯମାନଙ୍କ ଦ୍ବାରା ପଦଦଳିତ ହେଲାପରି ତୁମ୍ଭେ ହବେ। ବର୍ତ୍ତମାନ ତୁମ୍ଭେ ମୃତ୍ଯୁ ବସ୍ତ୍ର ରେ ଆଚ୍ଛାଦିତ ହାଇେ ନିଜ କବର ବାହା ରେ ପଡ଼ି ରହିଛ।

ଯିଶାଇୟ 17:12

ଅନକେ ଗୋଷ୍ଠୀର କୋଳାହଳ ଶୁଣ। ସମାନେେ ସମୁଦ୍ରର ଗର୍ଜନ ତୁଲ୍ଯ ଘାରେ ନାଦ କରୁଛନ୍ତି। ବହୁ ଦେଶର ଲୋକେ ମାଡ଼ି ଆସୁଛନ୍ତି। ସମାନେେ ଯେପରି ପ୍ରବଳ ବନ୍ଯା ଜଳ ସଦୃଶ ମାଡ଼ି ଆସୁଛନ୍ତି।

ଯିଶାଇୟ 18:4

ସଦାପ୍ରଭୁ କହିଲେ, ମୁଁ ମାରେ ବାସ ସ୍ଥାନ ରେ ରହି ଶାନ୍ତ ଭାବରେ ଏହିସବୁ ଘଟିବାର ନିରୀକ୍ଷଣ କରିବ।

ଯିଶାଇୟ 30:30

ପୁଣି ସଦାପ୍ରଭୁ ତାଙ୍କ କୋରଧର ପ୍ରଚଣ୍ଡତା ଉଚ୍ଚସ୍ବର ରେ ଶୁଣାଇବେ ଓ ତାଙ୍କର ଶକ୍ତିଶାଳୀ ହସ୍ତ କୋରଧ ରେ ଅବରୋହଣ କରିବ। ତାହା ଅଗ୍ନିତୁଲ୍ଯ ସମସ୍ତ ଜିନିଷ ଭସ୍ମ କରି ଦବେେ। ପୁଣି ସଦାପ୍ରଭୁଙ୍କର କୋରଧ ଝଡ଼, ତାଫୋନ ଓ ଶିଳାବୃଷ୍ଟି ତୁଲ୍ଯ ହବେ।

ଯିଶାଇୟ 49:10

ସମାନେେ କ୍ଷୁଧାର୍ତ୍ତ କି ତୃଷାର୍ତ୍ତ ହବେେ ନାହିଁ। ଗ୍ରୀଷ୍ମ କିମ୍ବା ସୂର୍ୟ୍ଯତାପ ସମାନଙ୍କେୁ କାଟିବ ନାହିଁ। କାରଣ ଯେଉଁ ପରମେଶ୍ବର ସମାନଙ୍କେୁ ଦୟା କରନ୍ତି, ସେ ସମାନଙ୍କେୁ ଚଳାଇବେ; ଜଳ-ନିର୍ଝର ଦଇେ ସେ ସମାନଙ୍କେୁ କଢ଼ାଇ ଦବେେ।

ଯିଶାଇୟ 49:25

ମାତ୍ର ସଦାପ୍ରଭୁ ଏହିକଥା କୁହନ୍ତି, ବୀରଦ୍ବାରା ବନ୍ଦୀଲୋକ ଅପହୃତ ହବେେ ଓ ଭୟଙ୍କର ଲୋକର ଲୁଣ୍ଠିତ ଦ୍ରବ୍ଯ ମୁକୁଳା ୟିବ ; କାରଣ ତୁମ୍ଭର ବିରୋଧୀକାରୀଙ୍କୁ ଆମ୍ଭେ ବିରୋଧ କରିବା ଓ ତୁମ୍ଭର ସନ୍ତାନଗଣଙ୍କୁ ଆମ୍ଭେ ରକ୍ଷା କରିବା।

ଯିଶାଇୟ 54:15

ଏଠାକୁ ଦେଖ, ଲୋକମାନେ ତୁମ୍ଭ ବିରୁଦ୍ଧ ରେ ଏକମତ ହାଇପୋରନ୍ତି, କିନ୍ତୁ ସମାନେେ ମାେ ପ୍ରତି ଯେ କହେି ତୁମ୍ଭ ବିରୁଦ୍ଧ ରେ ୟାଏ, ସେ ସମାନଙ୍କେ ପତିତକୁ ବହନ କରିବେ।

Interlinear

Choose Theme