ତୁମ୍ଭମାନେେ କହିଅଛ, ଆମ୍ଭମାନେେ ମୃତ୍ଯୁସହିତ ସନ୍ଧି କରିଛୁ ଓ ପାତାଳ ସହିତ ଚୁକ୍ତି କରିଛୁ। ତେଣୁ ଜଳ ପ୍ରଳଯରୂପୀ କୋରଡ଼ା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ। କାରଣ ଆମ୍ଭମାନେେ ମିଥ୍ଯାର ଆଶ୍ରଯ ନଇେଅଛୁ ଓ ଅସତ୍ଯ ପଛ ରେ ନିଜକୁ ଲୁଚାଇ ରଖିଛୁ।'
Cross references
ଆସ ତାକୁ ହତ୍ଯାକରିବା ଏବଂ ଶୁଷ୍କ କୂଅ ରେ ପକାଇ ଦବୋ। ଆମ୍ଭେ ଆମ୍ଭର ପିତାଙ୍କୁ କହିବା ଯେ ତାକୁ ଏକ ହିଂସ୍ର ଜନ୍ତୁ ଖାଇ ଗଲା। ତା'ପରେ ଦେଖିବା ତା'ର ସ୍ବପ୍ନର କ'ଣ ହବେ।
ତୁମ୍ଭର ପରମେଶ୍ବରଙ୍କ ସହିତ ଚୁକ୍ତି ହାଇେଛି। ତେଣୁ କ୍ଷତରେ ପଥର ଏପରିକି ବଣର ହିଂସ୍ର ଜନ୍ତୁ ମଧ୍ଯ ତୁମ୍ଭ ସହିତ ଶାନ୍ତି ରେ ରହିବେ।
କାହିଁକି ? କାରଣ ଦୁଷ୍ଟ ବ୍ଯକ୍ତି ପରମେଶ୍ବରଙ୍କ ଆଦେଶକୁ ପ୍ରତ୍ଯାଖ୍ଯାନ କରେ। ସେ ପରମେଶ୍ବରଙ୍କ ବିରୁଦ୍ଧ ରେ ହସ୍ତ ଉଠାଏ ଏବଂ ସର୍ବଶକ୍ତିମାନ ପରମେଶ୍ବରଙ୍କୁ ପରାସ୍ତ କରିବାକୁ ପ୍ରଯାସ କରେ।
କୌଣସି ଲୋକର କ୍ଷମତା ନାହିଁ ଯେ, ଆତ୍ମାକୁ ୟିବା ସମୟରେ ଅଟକାଇ ପାରିବ। କହେି ମୃତ୍ଯୁକୁ ଅଟକାଇ ପାରିବ ନାହିଁ। ୟୁଦ୍ଧ ସମୟରେ ଜଣେ ସୈନିକ ତା'ର ମନଇଚ୍ଛା କୌଣସି ସ୍ଥାନକୁ ୟାଇପାରିବ ନାହିଁ। ଠିକ୍ ସହେିପରି ଯଦି ଜଣେ ମନୁଷ୍ଯ କୁକର୍ମ କରେ, ସହେି କୁକର୍ମରୁ ସେ ରକ୍ଷା ପାଇବ ନାହିଁ।
ସସହିସଲାକମାନଙ୍କୁ ଲକ୍ଷ୍ଯ କର।ସଲାକମାଲନ ଶକଟ ରଜ୍ଜୁସର ଟାଣିଲା ପରିସସମାଲନ ଅସାରତା ରୂପକ ରଜ୍ଜୁସର ଅପରାଧ ଓ ପାପକୁ ପଛରୁ ଟାଣନ୍ତି।
ମାତ୍ର ମୁଁ ସଦାପ୍ରଭୁ ଅଶୂର ରାଜା ଓ ତାହାର ସମସ୍ତ ଶକ୍ତିକୁ ତୁମ୍ଭ ବିରୁଦ୍ଧ ରେ ଆଣିବି। ସମାନେେ ଫରାତ୍ ନଦୀର ଶକ୍ତିଶାଳୀ ବନ୍ଯାର ସୋର୍ତ ପରି ପ୍ରବଳ ପରାକ୍ରମୀ ହାଇେ ଆସିବେ। ବନ୍ଯାଜଳ କୂଳ ଲଙ୍ଘନ କଲାପରି ସମାନେେ ସମସ୍ତଙ୍କ ଉପ ରେ ପ୍ରଭାବ ବିସ୍ତାର କରିବେ।
ସହେି ଜଳରାଶି ଯିହୁଦା ପର୍ୟ୍ଯନ୍ତ ମାଡ଼ିୟିବ ଓ ଯିହୁଦାର କଣ୍ଠ ପର୍ୟ୍ଯନ୍ତ ବ୍ଯାପିବ। ପରିଶଷେ ରେ ତା'କୁ ବୁଡ଼ାଇ ଦବେ।
ଏଠା ରେ ମସ୍ତକ ପ୍ରାଚୀନ ତଥା ସମ୍ଭ୍ରାନ୍ତମାନଙ୍କୁ ବୁଝାଉଛି ଓ ଲାଞ୍ଜ ମିଥ୍ଯାବାଦୀ ଭବିଷ୍ଯଦ୍ବକ୍ତାଙ୍କୁ ବୁଝାଉଛି।
ଦେଖ, ମାରେ ପ୍ରଭୁଙ୍କର ଜଣେ ବଳବାନ୍ ଓ ସାହସୀ ଲୋକ ଅଛି। ସେ ଶିଳାୟୁକ୍ତ ଝଡ଼ ଓ ପ୍ରଳଯକାଳର ବର୍ଷା ବତାସ ପରି ଆସିବ, ଦ୍ରୁତ ଧାବିତ ବନ୍ଯାଜଳ ସଦୃଶ ପ୍ରବାହିତ ହାଇେ ଶକ୍ତିଶାଳୀ ହସ୍ତ ରେ ତାକୁ ଭୂମିରେ ନିକ୍ଷପେ କରିବ।
ମୃତ୍ଯୁ ସହିତ ତୁମ୍ଭମାନଙ୍କର ଚୁକ୍ତି ରହିତ ହବେ, ପାତାଳ ସହିତ ସନ୍ଧି କିଛି କାମ ଦବେ ନାହିଁ।
ଯେଉଁମାନେ ସଦାପ୍ରଭୁଙ୍କଠା ରେ ନିଜ ନିଜ ମନ୍ତ୍ରଣାକୁ ଲୁଚାଇବାକୁ ଚେଷ୍ଟା କରନ୍ତି ସମାନେେ ଦୁଃଖ ପାଆନ୍ତି। ସମାନେେ ଅନ୍ଧକାର ରେ ନିଜ ନିଜର କୁକର୍ମ କରନ୍ତି ଓ କୁହନ୍ତି, କହେି ଆମ୍ଭମାନଙ୍କୁ ଦେଖୁ ନାହିଁ କି କହେି ଆମ୍ଭମାନଙ୍କୁ ଚିହ୍ନୁ ନାହିଁ।'
ସମାନେେ ଦର୍ଶକମାନଙ୍କୁ କୁହନ୍ତି, ତୁମ୍ଭମାନେେ ଦର୍ଶନ କର ନାହିଁ ଓ ଭବିଷ୍ଯତ୍ବକ୍ତାମାନଙ୍କୁ କୁହନ୍ତି ତୁମ୍ଭମାନେେ ଆମ୍ଭମାନଙ୍କ ନିକଟରେ ବିଶ୍ବାସ ବାକ୍ଯ ପ୍ରଚାର କର ନାହିଁ। ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ଯ ପ୍ରଚାର କର।
ଇଶ୍ରାୟେଲର ଧର୍ମସ୍ବରୂପ ଏହି କଥା କୁହନ୍ତି, ତୁମ୍ଭମାନେେ ସଦାପ୍ରଭୁଙ୍କ ବାକ୍ଯକୁ ତୁଚ୍ଛ କରୁଛ। ପୁଣି ଉପଦ୍ରବ ଓ କୁଟିଳତା ରେ ବିଶ୍ବାସ କରି ତହିଁ ଉପ ରେ ନିର୍ଭର କରୁଛ।
ସଦାପ୍ରଭୁଙ୍କର ଆତ୍ମା ନଦୀର ପ୍ଲାବିତ ଷୋର୍ତ ତୁଲ୍ଯ ସର୍ବଦେଶୀଯ ଲୋକମାନଙ୍କୁ 'ଅସାରତା ରୂପକ ଚାଲୁଣୀ ରେ' ଚଲାଇବା ନିମନ୍ତେ ତାହା କଣ୍ଠ ପର୍ୟ୍ଯନ୍ତ ଉଠୁଅଛି। ଆଉ ସହେି ଗୋଷ୍ଠୀ ସମୂହର ମୁଖ ରେ ଭ୍ରାନ୍ତିଜନକ ଲଗାମ ଦିଆୟିବ।
ମିଥ୍ଯା ରେ ସମାନେେ ସଦାପ୍ରଭୁଙ୍କର ବିଷଯ ରେ କହିଲେ, 'ସଦାପ୍ରଭୁ ଆମ୍ଭମାନଙ୍କର କିଛି କରିବେ ନାହିଁ। ଆମ୍ଭମାନଙ୍କ ପ୍ରତି କିଛି ଅମଙ୍ଗଳ ଘଟିବ ନାହିଁ ଆଉ ଆମ୍ଭମାନେେ ଖଡ୍ଗ କିଅବା ଦୁର୍ଭିକ୍ଷ ଦେଖିବା ନାହିଁ।
ଭବିଷ୍ଯଦବକ୍ତାମାନେ ମିଥ୍ଯା ଭବିଷ୍ଯଦବାକ୍ଯ ପ୍ରଚାର କରନ୍ତି ଓ ସମାନଙ୍କେ ନିର୍ଦ୍ଦଶାେନୁସା ରେ ଯାଜକମାନେ କାର୍ୟ୍ଯ କରନ୍ତି। ପୁଣି ଆମ୍ଭର ଲୋକମାନେ ଏପରି ହବୋକୁ ଭଲ ପାଆନ୍ତି। ମାତ୍ର ତୁମ୍ଭ ଲୋକମାନେ ଶଷେ ରେ ଦଣ୍ଡ ସମୟରେ କ'ଣ କରିବେ ?
ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପାଇଁ ଆମ୍ଭେ ଏହି ଭାଗମାପ କଲୁ। କାରଣ ତୁମ୍ଭମାନେେ ମାେତେ ପାଶୋରିଲ ଓ ମିଥ୍ଯା ଦବଗେଣ ରେ ବିଶ୍ବାସ କଲ।
ମାତ୍ର ମୁଁ ସଦାପ୍ରଭୁଙ୍କୁ କହିଲି, ହେ ମାରେ ପ୍ରଭୁ ସଦାପ୍ରଭୁ, ଭବିଷ୍ଯଦବକ୍ତାଗଣ ସମାନଙ୍କେୁ ଭିନ୍ନ କଥା କହୁଛନ୍ତି। ସମାନେେ କହନ୍ତି, 'ତୁମ୍ଭମାନେେ ଖଡ୍ଗ ଦେଖିବ ନାହିଁ କିଅବା ତୁମ୍ଭମାନଙ୍କ ପ୍ରତି ଦୁର୍ଭିକ୍ଷ ଘଟିବ ନାହିଁ। ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ସ୍ଥାନ ରେ ଦୃଢ଼ ଶାନ୍ତି ଦବେେ।'
ହେ ସଦାପ୍ରଭୁ, ତୁମ୍ଭେ ମାରେ ଶକ୍ତି, ଦୃଢ଼ ଦୁର୍ଗ ଓ ବିପଦ ରେ ମାରେ ଆଶ୍ରଯ ସ୍ବରୂପ। ପୃଥିବୀର ସମସ୍ତ ପ୍ରାନ୍ତରରୁ ନାନା ଦେଶୀଯମାନେ ତୁମ୍ଭ ନିକଟକୁ ଆସି କହିବେ, ଆମ୍ଭମାନଙ୍କର ପୂର୍ବପୁରୁଷମାନେ କବଳେ ମିଥ୍ଯା ଅର୍ଥାତ୍ ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।
ତହିଁରେ ଯିରିମିୟ ଭବିଷ୍ଯଦବକ୍ତା ହନାନିଯ ଭବିଷ୍ଯଦବକ୍ତାକୁ କହିଲେ, ହେ ହନାନିଯ, ଏବେ ଶୁଣ ! ସଦାପ୍ରଭୁ ତୁମ୍ଭକୁ ପଠାଇ ନାହାଁନ୍ତି। ମାତ୍ର ତୁମ୍ଭେ ଏହି ଲୋକମାନଙ୍କୁ ମିଥ୍ଯା କଥା ରେ ବିଶ୍ବାସ କରାଇ ଅଛ।
ଆମ୍ଭେ ନିଶ୍ଚିତ କରିବୁ ଯେ ହତେୁ ଆମ୍ଭେ ପ୍ରତିଜ୍ଞା କରିବୁ। ଅର୍ଥାତ୍ ଯିହୁଦାର ନଗର ସମୂହ ରେ ଓ ୟିରୁଶାଲମର ସମସ୍ତ ପଥରେ ଆମ୍ଭମାନେେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ରାଜଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ଆମ୍ଭମାନେେ ପଯେ ନବୈେଦ୍ଯ ଉତ୍ସର୍ଗ କରିବୁ। କାରଣ ସେ ସମୟରେ ଆମ୍ଭମାନେେ ଆମ୍ଭମାନେେ ପ୍ରଚୁର ଆହାର ପାଇଲୁ ଏବଂ ସୁଖ ରେ ଥିଲୁ। କୌଣସି ଅମଙ୍ଗଳ ଆମପ୍ରତି ଘଟି ନ ଥିଲା।
ତା'ପ ରେ ପରମେଶ୍ବର ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ଇଶ୍ରାୟେଲ ବଂଶର ପ୍ରାଚୀନବର୍ଗ ପ୍ରେତ୍ୟକକ ନିଜ ନିଜ ପ୍ରତିମା ଗୃହ ରେ ଅନ୍ଧକାର ରେ ଯାହା କରୁଅଛନ୍ତି ତାହା କ'ଣ ତୁମ୍ଭେ ଦେଖିପାରିବ ? କାରଣ ସମାନେେ ଭାବନ୍ତି, 'ସଦାପ୍ରଭୁ ଆମ୍ଭମାନଙ୍କୁ ଦେଖନ୍ତି ନାହିଁ। ସଦାପ୍ରଭୁ ଦେଶକୁ ତ୍ଯାଗ କରିଛନ୍ତି।'
ଇଶ୍ରାୟେଲର ଭବିଷ୍ଯଦବକ୍ତା ଯେଉଁମାନେ ୟିରୁଶାଲମ ବିଷଯ ରେ ଭବିଷ୍ଯଦବାକ୍ଯ ପ୍ରଚାର କଲେ ଓ ଶାନ୍ତି ନ ଥିଲେ ହେଁ ତାହା ନିମନ୍ତେ ଶାନ୍ତିର ଦର୍ଶନ ପାଆନ୍ତି। ଏହା ମାରେ ପ୍ରଭୁ ସଦାପ୍ରଭୁ କହିଛନ୍ତି।
କାରଣ ଯେତବେେଳେ ମୁଁ ଧାର୍ମିକମାନଙ୍କୁ ଦଯନୀଯ କରିନାହିଁ, କିନ୍ତୁ ତୁମ୍ଭର ଭବିଷ୍ଯଦବକ୍ତାଗଣ ମିଥ୍ଯା ଦ୍ବାରା ସମାନଙ୍କେୁ ଦୁଃଖିତ କରିଛନ୍ତି। ଏବଂ ଦୁଷ୍ଟ ଲୋକମାନେ ଯେପରି ସମାନଙ୍କେର କୁପଥରୁ ନ ଫରନ୍େତି ସେଥିପାଇଁ ତୁମ୍ଭମାନେେ ସମାନଙ୍କେୁ ଉତ୍ସାହିତ କରିଛ।
ଭବିଷ୍ଯଦବକ୍ତାମାନେ ଏପରି ଆଚରଣକୁ ଠିକ୍ ବୋଲି ପ୍ରମାଣ କରିବାକୁ କହନ୍ତି। ସମାନେେ ମିଥ୍ଯା ଦର୍ଶନ ପାଆନ୍ତି ଓ ମିଥ୍ଯା ଭବିଷ୍ଯତବାଣୀ କରି କହନ୍ତି, 'ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି,' ଯେତବେେଳେ ସଦାପ୍ରଭୁ କିଛି କହି ନ ଥାନ୍ତି।
ତା' ପ ରେ ଆଗାମୀ ଅଧିପତି ଏକ ସପ୍ତାହ ପର୍ୟ୍ଯନ୍ତ ଅନକେ ଲୋକଙ୍କ ସହିତ ଦୃଢ ଚୁକ୍ତି କରିବ ଓ ଅର୍ଦ୍ଧ ସପ୍ତାହ ୟଜ୍ଞ ଓ ନବୈେଦ୍ଯ ନିବୃତ୍ତ କରାଇବ। ଆଉ ଘୃଣ୍ଯବସ୍ତ୍ର ସହ ଜଣେ ବିନାଶକ ଆସିବ ଓ ସେ ଭୟଙ୍କର ବିନାଶ ସାଧନ କରିବ। ମାତ୍ର ପରମେଶ୍ବର ସହେି ବିନାଶକର ସମ୍ପୂର୍ଣ୍ଣ ବିନାଶ କରିବେ।
ସେ ବୃହତ ଓ ଶକ୍ତିଶାଳୀ ସୈନ୍ଯବାହିନୀକୁ ପରାସ୍ତ କରିବ ଓ ସେ ପରମେଶ୍ବରଙ୍କ, ଲୋକମାନଙ୍କ ଦ୍ବାରା ମନୋନୀତ ଅଧିପତିକୁ ଧ୍ବଂସ କରିବ।
ସେତବେେଳେ ଆମ୍ଭେ ସ୍ଥଳଚର ପ୍ରାଣୀ, ଆକାଶର ପକ୍ଷୀ, ଓ ସରିସୃପମାନଙ୍କ ସହିତ ଗୋଟିଏ ଚୁକ୍ତି କରିବା। ଆମ୍ଭେ ଧନୁ, ଖଣ୍ତା ଓ ସମସ୍ତ ୟୁଦ୍ଧ ଅସ୍ତ୍ରଗୁଡିକୁ ଭାଙ୍ଗି ଦବୋ ଏବଂ ଆମ୍ଭେ ସମାନଙ୍କେୁ ନିରାପଦ ରେ ଶଯନ କରିବାକୁ ଦବୋ।
ସଦାପ୍ରଭୁ ଏହା କହନ୍ତି: ଆମ୍ଭେ ବହୁ ଅପରାଧ କରିଥିବା ଯିହୁଦା ନିବାସୀମାନଙ୍କୁ ଦଣ୍ତ ଦବୋ। କାରଣ ସମାନେେ ସଦାପ୍ରଭୁଙ୍କର ଆଦେଶକୁ ମାନିବାକୁ ମନା କଲେ। ସମାନେେ ତାଙ୍କର ଆଦେଶ ରଖିଲେ ନାହିଁ। ସମାନଙ୍କେର ପୂର୍ବପୁରୁଷଗଣ ଯେଉଁ ମିଥ୍ଯାକୁ ବିଶ୍ବାସ କରୁଥିଲେ, ସମାନେେ ମଧ୍ଯ ତାହା ବିଶ୍ବାସ କଲେ।
କେତକେ ଲୋକ ମୂଲ୍ଯହୀନ ପିତୁଳା ପୂଜା କରନ୍ତି କିନ୍ତୁ ସହେି ପିତୁଳା ସମାନଙ୍କେୁ କବେେ ସାହାୟ୍ଯ କରନ୍ତି ନାହିଁ।
ସହେିଦିନ ଆମ୍ଭେ ଗୋଟିଏ ପ୍ରଦୀପ ନଇେ ୟିରୁଶାଲମ ମଧିଅରେ ଖାଜେିବା। ଓ ସହେି ଆତ୍ମତୃପ୍ତ ଲୋକମାନଙ୍କୁ ବାଛିବା ଯେଉଁମାନେ ସମାନଙ୍କେ ଶୈଳୀ ରେ ଜୀବନ ଧାରଣ କରିବା ପାଇଁ ସନ୍ତୁଷ୍ଟ। ସହେି ଲୋକମାନେ କୁହନ୍ତୁ, 'ସଦାପ୍ରଭୁ କହାରିକୁ ସାହାୟ୍ଯ କରନ୍ତି ନାହିଁ କି କାହାରିକୁ ଆଘାତ କରନ୍ତି ନାହିଁ।' ଆମ୍ଭେ ସମାନଙ୍କେୁ ଖାଜେି ବାହାର କରିବା ଓ ଦଣ୍ତ ଦବୋ।
ତା'ର ମହାନ ଶକ୍ତି ଥିବ ଓ ସେ ଅସତ୍ଯ ଆଧାରିତ ଆଶ୍ଚର୍ୟ୍ଯଜନକ କାର୍ୟ୍ଯ, ଚିହ୍ନ ଓ ଅଦ୍ଭୁତ କାର୍ୟ୍ଯମାନ ଘଟାଇବ।