Home Bibles ଯିଶାଇୟ 3:10 · ଓଡ଼ିଆ ବାଇବେଲ
ଯିଶାଇୟ 3:10 · ଓଡ଼ିଆ ବାଇବେଲ

ଉତ୍ତମ ଲୋକମାନଙ୍କୁ କୁହ, ସମାନେେ ଉତ୍ତମଫଳ ଭୋଗ କରିବେ। ସମାନେେ ସମାନଙ୍କେର ସୁକର୍ମ ଯୋଗୁଁ ପୁରସ୍କୃତ ହବେେ।

Cross references

ଦିତୀୟ ବିବରଣ 28:1

ବର୍ତ୍ତମାନ ତୁମ୍ଭମାନେେ ଯଦି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ସ୍ବର ଶକ୍ସ୍ଟଣ ଏବଂ ସମସ୍ତ ଆଜ୍ଞା ପାଳନ କର, ଯାହା ମୁ ଆଜି ତୁମ୍ଭକୁ କହକ୍ସ୍ଟଅଛି, ତବେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ପୃଥିବୀର ଅନ୍ୟ ଜାତିଗଣ ଅପେକ୍ଷା ବହକ୍ସ୍ଟ ଉଚ୍ଚ ରେ ରଖିବେ।

ଗୀତସଂହିତା 18:23

ମୁଁ ତାଙ୍କ ଉଦ୍ଦେଶ୍ଯରେ ପବିତ୍ର କଥା ସତ୍ ଚରିତ୍ର ଥିଲି। ମୁଁ ନିଜକୁ ଅପରାଧ କରିବାକୁ ନିବୃତ୍ତ କଲି।

ଗୀତସଂହିତା 128:1

ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ସମାନଙ୍କେର ପ୍ରେତ୍ୟକକ ବ୍ଯକ୍ତି ଧନ୍ଯ ଓ ସଦାପ୍ରଭୁଙ୍କର ପଥରେ ଚାଲନ୍ତି।

ଗୀତସଂହିତା 128:2

ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଗ କରିବ। ତୁମ୍ଭେ ସୁଖୀ ହବେ ଓ ତୁମ୍ଭର ମଙ୍ଗଳ ହବେ।

ହିତୋପଦେଶ 10:6

ଧାର୍ମିକର ମସ୍ତକରେ ଆଶୀର୍ବାଦ ବର୍ଷେ, ମାତ୍ର ଦୁଷ୍ଟର ମୁଖ ଦୌରାତ୍ମ୍ଯ ରେ ପରିପୂର୍ଣ୍ଣ ହୁଏ।

ଉପଦେଶକ 8:12

ଯଦିଓ ପାପୀ ଶତବାର ଦୁଷ୍କର୍ମ କରେ, ସେ ଦୀର୍ଘଦିନ ବଞ୍ଚେ। ତଥାପି ମୁଁ ନିଶ୍ଚଯ ସମାନଙ୍କେୁ ଜାଣେ ଯେଉଁମାନେ ପରମମେଶ୍ବରଙ୍କୁ ସମ୍ମାନ କରନ୍ତି। ନିଶ୍ଚିତ ରେ ସମାନେେ ଉନ୍ନତି କରିବେ।

ଯିଶାଇୟ 26:20

ହେ ମାରେ ଲୋକମାନେ, ତୁମ୍ଭମାନେେ ଅନ୍ତରାଳଯ ରେ ପ୍ରବେଶ କରି ଦ୍ବାର ରୁଦ୍ଧ କର। ପରମେଶ୍ବରଙ୍କ କୋର୍ଧ ଶାନ୍ତ ହବୋ ପର୍ୟ୍ଯନ୍ତ ଅଳ୍ପସମୟ ନିଜକୁ ଲୁଚାଅ।

ଯିରିମିୟ 15:11

ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭର ମଙ୍ଗଳ ନିମନ୍ତେ ତୁମ୍ଭର ଜୀବନ ଧାରଣ ରେ ଆମ୍ଭେ ତୁମ୍ଭକୁ ସବଳ କରିବା। ଆମ୍ଭେ ବିପଦ ଓ ଦୁର୍ଦ୍ଦଶା ସମୟରେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭ ନିକଟରେ ଅବନତ କରାଇବା ପାଇଁ ଆଣିଲୁ।

ଯିରିମିୟ 22:15

ହେ ଯିହାୟୋଦାରକୀମ, ତୁମ୍ଭେ ତୁମ୍ଭ ଗୃହ ରେ ବହୁ ଏରସ କାଠ ବ୍ଯବହାର କରି ବଡ଼ ରାଜା ହାଇଯେିବ ବୋଲି ଭାବୁଛ କି ? ତୁମ୍ଭର ପିତା ଧର୍ମ ରେ ଖାଦ୍ୟ ପାନୀଯ ଦଇେ ଉତ୍ତମ ରାଜା ହେଲେ ଓ ଏହି ଧର୍ମାଚରଣ ଯୋଗୁଁ ସଠାେ ରେ ଉନ୍ନତି ହେଲା।

ଯିହିଜିକଲ 9:4

ତା'ପ ରେ ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭେ ୟିରୁଶାଲମ ନଗର ମଧ୍ଯ ଦଇେ ୟାଅ ଓ ସହର ରେ ଘଟିଥିବା ଘୃଣ୍ଯ କୃତ କର୍ମ ପାଇଁ ଅନୁତପ୍ତ ଓ ଦୁଃଖ କରୁଥିବା ଲୋକମାନଙ୍କ ମଥା ରେ ଦାଗ ଦିଅ।

ଯିହିଜିକଲ 18:9

ସେ ମାେ ନିଯମାନୁସା ରେ ଜୀବନ ଧାରଣ କରେ ଏବଂ ମାେ ନିଯମ ଅନୁସାରେ ଯାହା ଯଥାର୍ଥ ତାହା ଅନୁସରଣ କରେ। ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି, ସହେି ମନୁଷ୍ଯ ଧାର୍ମିକ ଅଟେ, ସେ ନିଶ୍ଚିତଭାବରେ ବଞ୍ଚିବ।

ସିଫନିୟ 2:3

ସବୁ ବିନଯୀ ଲୋକମାନେ ସଦାପ୍ରଭୁଙ୍କ ନିକଟକୁ ଆସ! ତାଙ୍କ ବ୍ଯବସ୍ଥାକୁ ମାନ। ଧର୍ମର ଅନ୍ବଷେଣ କର, ନମ୍ରତାର ଅନ୍ବଷେଣ କର, ହୁଏତ ସଦାପ୍ରଭୁ ତାଙ୍କର କୋରଧ ଦଖାଇେଲା ବେଳେ ତୁମ୍ଭମାନେେ ନିରାପଦ ହବେ।

ମଲାଖୀ 3:18

ତେଣୁ ତୁମ୍ଭମାନେେ ମାେ ନିକଟକୁ ଫରେିଆସିବ ଏବଂ ତୁମ୍ଭମାନେେ ଉତ୍ତମ ବ୍ଯକ୍ତି ଓ ମନ୍ଦ ବ୍ଯକ୍ତି ମଧିଅରେ ପ୍ରଭଦେ ଜାଣି ପାରିବ। ପରମେଶ୍ବରଙ୍କ ଅନୁସରଣକାରୀ ଓ ପରମେଶ୍ବରଙ୍କ ଅନୁସରଣ କରୁନଥିବା ବ୍ଯକ୍ତିମାନଙ୍କୁ ତୁମ୍ଭମାନେେ ବାରି ପାରିବ।

ଲୂକଲିଖିତ ସୁସମାଚାର 19:19

ରାଜା ସହେି ଚାକରଟିକୁ କହିଲେ, 'ତୁମ୍ଭେ ପାଞ୍ଚଟି ନଗର ଉପରେ ଶାସନ କରିବ।'

ରୋମୀୟଙ୍କ ପ୍ରତି ପତ୍ର 2:5

କିନ୍ତୁ ତୁମ୍ଭମାନେେ କଠିନ ଓ ଅନୁତାପବିହୀନ। ତୁମ୍ଭେ ବଦଳିବା ପାଇଁ ନାରାଜ। ସେଥିପାଇଁ ତୁମ୍ଭେ ନିଜର ଦଣ୍ଡକୁ ଅଧିକରୁ ଅଧିକ ବଢ଼ାଉଛ। ଯେଉଁ ଦିନ ପରମେଶ୍ବର ନିଜର କୋରଧ ଦଖାଇବେେ, ସହେି ଦିନ ତୁମ୍ଭେ ସହେି ଦଣ୍ଡ ପାଇବ। ସହେି ଦିନ ଲୋକେ ପରମେଶ୍ବରଙ୍କର ଠିକ୍ ନ୍ଯାୟବିଚ଼ାର ଦେଖିବେ।

ଗାଲାତୀୟଙ୍କ ପ୍ରତି ପତ୍ର 6:7

ନିଜକୁ ପ୍ରତାରଣା କର ନାହିଁ। ପରମେଶ୍ବରଙ୍କୁ ତୁମ୍ଭମାନେେ ଠକି ପାରିବ ନାହିଁ। ଜଣେ ଲୋକ ଯେପରି ବୁଣିବ, ସହେିପରି କାଟିବ।

ଏବ୍ରୀ 6:10

ପରମେଶ୍ବର ହେଉଛନ୍ତି ନ୍ଯାଯୀ। ତୁମ୍ଭମାନେେ ତାହାଙ୍କ ଲୋକମାନଙ୍କୁ ସାହାୟ୍ଯ କରି ଚାଲିଛ, ଏକଥା ସେ ମନେ ରଖିବେ।

Interlinear

Choose Theme