Home Bibles ଯିଶାଇୟ 3:18 · ଓଡ଼ିଆ ବାଇବେଲ
ଯିଶାଇୟ 3:18 · ଓଡ଼ିଆ ବାଇବେଲ

ସହେି ସମୟରେ, ସଦାପ୍ରଭୁ ସହେି ସ୍ତ୍ରୀ ଲୋକମାନେ ଗର୍ବ କରୁଥିବା ଜିନିଷଗୁଡ଼ିକୁ ସମାନଙ୍କେଠାରୁ କାଢ଼ିନବେେ। ସେ ସମାନଙ୍କେ ପାଦରୁ ନୂପୁର ଏବଂ ସମାନଙ୍କେ ବକରେୁ ଚନ୍ଦ୍ରାହାର କାଢ଼ିନବେେ।'

Cross references

ବିଚାରକର୍ତାମାନଙ୍କ ବିବରଣ 8:21

ଏହାପରେ ସବହେ ଓ ସଲମନ୍ନ କହିଲେ, ଆସ ଓ ତୁମ୍ଭମାନେେ ନିଜେ ଆମ୍ଭଙ୍କକ୍ସ୍ଟ ହତ୍ଯା କର। ତୁମ୍ଭେ ଜଣେ ଶକ୍ତିଶାଳୀ ମନକ୍ସ୍ଟଷ୍ଯ। ତୁମ୍ଭେ ଏହା କରିପାରିବ। ତେଣୁ ଗିଦ୍ଦିୟୋନ ଉଠି ପଡିଲେ ଓ ସମାନଙ୍କେୁ ହତ୍ଯା କଲେ। ସମାନଙ୍କେ ଓଟମାନଙ୍କ ଗଳା ରେ ଥିବା ସମସ୍ତ ଚନ୍ଦ୍ରହାର ସେ କାଢି ନେଲେ।

ବିଚାରକର୍ତାମାନଙ୍କ ବିବରଣ 8:26

ସେଥି ରେ ଚନ୍ଦ୍ରହାର, ଝକ୍ସ୍ଟମକ୍ସ୍ଟକା ଓ ମିଦିଯନୀଯ ରାଜାମାନଙ୍କ ପରିଧଯେ ବାଇଗଣିଆ ରଙ୍ଗର ବସ୍ତ୍ର ଓ ସମାନଙ୍କେର ଓଟର ଗଳାହାର ଛଡା ତାହାର ପ୍ରାର୍ଥୀତ, ସକ୍ସ୍ଟବର୍ଣ୍ଣ ନଗର ପରିମାଣ 1,700 ଶକେଲ ସକ୍ସ୍ଟନା ହେଲା।

Interlinear

Choose Theme