Home Bibles ଯିଶାଇୟ 3:24 · ଓଡ଼ିଆ ବାଇବେଲ
ଯିଶାଇୟ 3:24 · ଓଡ଼ିଆ ବାଇବେଲ

ସହେି ସ୍ତ୍ରୀ ଲୋକମାନଙ୍କର ସୁଗନ୍ଧ ଦ୍ରବ୍ଯ ବଦଳ ରେ ଦୁର୍ଗନ୍ଧ ଓ କ୍ଲଦେ ରେ, କଟିବସ୍ତ୍ର ରଜ୍ଜୁ ରେ ସୁନ୍ଦର ମଥା ବିନା କେଶ ରେ ଉତ୍ସବକାଳୀନ ପୋଷାକ ଲୋତକ ପୂର୍ଣ୍ଣ ଏବଂ ଦୁଃଖ ବସ୍ତ୍ର ରେ ସମାନଙ୍କେ ସୌନ୍ଦର୍ୟ୍ଯ ମୁଖମଣ୍ଡଳ କ୍ଷତ ଚିହ୍ନ ଏବଂ ଅସୁନ୍ଦର ଦାଗ ବହନ କରିବ।

Cross references

ଲେବୀୟ ପୁସ୍ତକ 26:16

ଯଦି ତୁମ୍ଭମାନେେ ତାହା କର, ତବେେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଭୟଙ୍କର ଅଘଟଣ ଘଟାଇବା। ଆମ୍ଭେ ତୁମ୍ଭମାନଙ୍କ ପ୍ରତି ୟକ୍ଷ୍ମା ଓ ଜ୍ବର ନିରୂପଣ କରିବା, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ, ପ୍ରାଣ କ୍ଷଯ କରିବ। ଆଉ ତୁମ୍ଭମାନେେ ବୃଥା ରେ ବୀଜ ବୁଣିବ, କାରଣ ଶତୃମାନେ ତାକୁ ଖାଇଯିବେ।

ଦିତୀୟ ବିବରଣ 28:22

ସଦାପ୍ରଭୁ ତୁମ୍ଭକୁ ରୋଗ, ଜ୍ବର ଓ ଜ୍ବଳା ରେ ଦଣ୍ତିତ କରିବେ। ସଦାପ୍ରଭୁ ତୁମ୍ଭମାନଙ୍କୁ ଅତ୍ଯଧିକ ଉତ୍ତାପ ଦବେେ ଯେଉଁଥି ରେ ତୁମ୍ଭମାନେେ ଉତ୍ତମ ବର୍ଷା ପାଇବ ନାହିଁ। ତୁମ୍ଭର ଫସଲ ବର୍ଷା ଅଭାବରେ ମରିୟିବ। ତୁମ୍ଭର ବିନାଶ ହବୋ ପର୍ୟ୍ଯନ୍ତ ସମସ୍ତ କକ୍ସ୍ଟକର୍ମମାନ ଘଟିବ।

ଦିତୀୟ ବିବରଣ 32:24

ସମାନେେ ଭୋକ ଯୋଗୁ କ୍ଷୀଣ ହବେେ। ସମାନେେ ବ୍ଯାଧିର ଜ୍ବଳା ରେ ଓ ବିଷାକ୍ତ ମହାମାରୀ ରେ ଗ୍ରାସୀତ ହବେେ। ମୁ ସମାନଙ୍କେ ବିରକ୍ସ୍ଟଦ୍ଧ ରେ ସମାନଙ୍କେୁ ଦଂଶନ କରିବା ପାଇଁ ବନ୍ଯଜନ୍ତକ୍ସ୍ଟମାନଙ୍କୁ, ଏବଂ ଧୂଳି ରେ ଗକ୍ସ୍ଟରକ୍ସ୍ଟଣ୍ତୁଥିବା ବିଷାକ୍ତ ପୋକଜୋକ ପଠାଇବି।

ଏଷ୍ଟର ବିବରଣ 2:12

ଦ୍ବାଦଶ ମାସ ଶଷେ ରେ, ରାଜା ଅକ୍ଷଶ୍ବରଶ ନିକଟକୁ ଏକ କୁଆଁରୀ କନ୍ଯାର ଉପସ୍ଥିତ ହବୋର ସମୟ ଆସିଲା। କାରଣ ସମାନଙ୍କେର ସୌନ୍ଦର୍ୟ୍ଯ ବୃଦ୍ଧି ପାଇଁ ଛଅ ମାସ ଗନ୍ଧରସର ତୈଳ ଓ ଛଅ ମାସ ସୁଗନ୍ଧି ଓ ସ୍ତ୍ରୀ ଲୋକଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ଯ ସବେନ କରିବାକୁ ହେଲା।

ଆୟୁବ ପୁସ୍ତକ 16:15

ମାରେ ଦୁଃଖ ରେ ମୁଁ ମାରେ ବସ୍ତ୍ର ଚଟରୁ ବସ୍ତ୍ର ତିଆରି କଲି। ଜଣେ ପରାଜିତ ଲୋକ ପରି ମୁଁ ଏହି ଧୂଳି ଓ ପାଉଁଶ ଉପରେ ବସୁଛି।

ହିତୋପଦେଶ 7:17

ଗନ୍ଧରସ ଓ ଅଗୁରୁ ଚିନି ରେ, ମାହେର ଶୟ୍ଯା ସୁବାସିତ କରିଅଛି।

ହିତୋପଦେଶ 31:24

ସେ ଜଣେ ଉତ୍ତମ ବ୍ଯବସାଯୀ ସ୍ତ୍ରୀ ଅଟେ। ସେ ଲୁଗା ଓ ବେଲ୍ଟ୍ ପ୍ରସ୍ତୁତ କରେ ଓ ତାକୁ ବ୍ଯବସାଯୀମାନଙ୍କୁ ବିକେ।

ଯିଶାଇୟ 4:4

ସଦାପ୍ରଭୁ ସିୟୋନର ନାରୀମାନଙ୍କର ମଇଳାକୁ ଧେ ୗତ କରିବେ। ସେ ୟିରୁଶାଲମର ସମସ୍ତ ରକ୍ତକୁ ଧୋଇ ଦବେେ। ପରମେଶ୍ବର ତାଙ୍କର ନ୍ଯାଯ ଆତ୍ମାକୁ ପ୍ରଯୋଗ କରିବେ। ଆଉ ମଧ୍ଯ ସେ ତାଙ୍କର ଜ୍ବଳନ୍ତ ଆତ୍ମାକୁ ବ୍ଯବହାର କରିବେ।

ଯିଶାଇୟ 15:2

ରାଜ ପରିବାର ଓ ଦୀବୋନର ଲୋକମାନେ ପୂଜା ସ୍ଥଳୀକୁ ରୋଦନ କରିବାକୁ ୟାଇଛନ୍ତି। ମାୟୋବର ଲୋକମାନେ ନବେୋ ଓ ମଦବୋ ପାଇଁ କାନ୍ଦୁଛନ୍ତି। ସମାନଙ୍କେର ଦୁଃଖ ଭାବ ଜଣାଇବା ପାଇଁ ମସ୍ତକ ଲଣ୍ଡା, କରିଛନ୍ତି ଓ ଦାଢ଼ି କାଟିଅଛନ୍ତି।

ଯିଶାଇୟ 15:3

ମାୟୋବର ସବୁ ସ୍ଥାନ ରେ, ଘର ଉଚ୍ଚସ୍ଥାନ ମାନଙ୍କ ରେ ଓ ରାସ୍ତାମାନଙ୍କ ରେ ଚଟବସ୍ତ୍ର ପରିଧାନ କରି କାନ୍ଦୁଛନ୍ତି।

ଯିଶାଇୟ 22:12

ତେଣୁ ମାରେ ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଲୋକମାନଙ୍କୁ ରୋଦନ ଓ ବିଳାପ, ମସ୍ତକମୁଣ୍ଡନ ଓ କଟିଦେଶ ରେ ଚଟବସ୍ତ୍ର ପରିଧାନ କରିବାକୁ ଡ଼ାକି କହିଲେ।

ଯିଶାଇୟ 32:9

ହେ ସୁଖିନୀ ସ୍ତ୍ରୀଗଣ, ତୁମ୍ଭମାନେେ ମାେ କଥା ଶୁଣ। ହେ ବିଶ୍ବସ୍ତା ନାରୀଗଣ, ମାେ ବାକ୍ଯ ରେ କର୍ଣ୍ଣପାତ କର।

ଯିଶାଇୟ 57:9

ତୁମ୍ଭେ ତୈଳ ନଇେ ରାଜା ନିକଟକୁ ୟାଇଅଛ ଓ ନିଜର ସୁଗନ୍ଧି ଦ୍ରବ୍ଯ ବୃଦ୍ଧି କରିଅଛ। ତୁମ୍ଭେ ଦୂର ଦେଶକୁ ନିଜର ଦୂତଗଣଙ୍କୁ ପଠାଇଅଛ ଓ ନିଜକୁ ପାତାଳ ପର୍ୟ୍ଯନ୍ତ ମୃତ୍ଯୁର ସ୍ଥାନ ହତଗର୍ବ କରିଛ।

ଯିରିମିୟ 4:8

ତେଣୁ ତୁମ୍ଭମାନେେ ଚଟବସ୍ତ୍ର ପରିଧାନ କରି ବିଳାପ ଓ ହାହାକାର କର। କାରଣ ସଦାପ୍ରଭୁଙ୍କର ପ୍ରଚଣ୍ଡ କୋରଧ ଆମ୍ଭମାନଙ୍କ ଉପ ରେ ରହିଅଛି।

ଯିରିମିୟ 6:26

ହେ ମାରେ ଲୋକମାନେ, ତୁମ୍ଭମାନେେ ଚଟବସ୍ତ୍ର ପରିଧାନ କର, ଭସ୍ମ ରେ ଗଡ଼, ଏକମାତ୍ର ପୁତ୍ରର ମୃତ୍ଯୁ ରେ ଶୋକ କଲାପରି ଶୋକ କର। ଅତିଶଯ ବିଳାପ କର। କାରଣ ଆମ୍ଭମାନଙ୍କୁ ବିନାଶକାରୀ ଅକସ୍ମାତ ଆକ୍ରମଣ କରିବ।

ଯିରିମିୟ 48:37

ସମସ୍ତେ ମସ୍ତକ ମୁଣ୍ଡନ କରିଛନ୍ତି ଓ ଦାଢ଼ି କ୍ଷୌର ହାଇେଛନ୍ତି। ପ୍ରେତ୍ୟକକଙ୍କର ହାତ କାଟି ରକ୍ତାକ୍ତ ହାଇେଅଛି ଓ ପ୍ରେତ୍ୟକକ କଟୀଦେଶ ରେ ଚଟବସ୍ତ୍ର ପରିଧାନ କରିଛନ୍ତି।

ଯିରିମିୟ 49:3

ହେ ହିଶବୋନ ନିବାସୀଗଣ, ତୁମ୍ଭମାନେେ ଚିତ୍କାର କର। କାରଣ ଅଯ ଧ୍ବଂସ ପାଇଲା। ହେ ରବ୍ବାର କନ୍ଯାଗଣ, ଚିତ୍କାର କର। ଚଟବସ୍ତ୍ର ପରିଧାନ କରି ବିଳାପ କର ଓ ପ୍ରାଚୀର ମଧିଅରେ ଏଣେ ତଣେେ ଦୌଡ଼, କାରଣ ମିଲକମର ଯାଜକଗଣ ଓ ଅଧିପତିଗଣ ଏକତ୍ର ହାଇେ ନିର୍ବାସନକୁ ଯିବେ।

ଯିରିମିୟଙ୍କ ବିଳାପ 2:10

ସିୟୋନ କନ୍ଯା, ବଯସ୍କାମାନେ ନୀରବ ରେ ଭୂମିରେ ବସିଛନ୍ତି। ସମାନେେ ଆପଣା ମସ୍ତକରେ ଧୂଳି ବୋଳି ହାଇେଛନ୍ତି ଓ କଟି ଦେଶ ରେ ଶାେକ ବସ୍ତ୍ର ବାନ୍ଧିଛନ୍ତି। ୟିରୁଶାଲମର କୁମାରୀମାନେ ଭୂମିକୁ ସମାନଙ୍କେର ମସ୍ତକରେ ଅବନତ କରିଛନ୍ତି।

ଯିହିଜିକଲ 7:18

ଏବଂ ସମାନେେ ଚଟବସ୍ତ୍ର ପରିଧାନ କରିବେ। ସମାନେେ ଭୟ ରେ ଥରିବେ। ସମସ୍ତଙ୍କର ମୁଖ ଲଜ୍ଜା ରେ ଆଚ୍ଛାଦିତ ହବେ ଓ ଦୁଃଖର ଚିହ୍ନ ସ୍ବରୂପ ସମାନେେ ସମାନଙ୍କେର ମସ୍ତକ ଲଣ୍ଡିତ କରିବେ।

ଯିହିଜିକଲ 27:31

ଆଉ ସମାନେେ ତୁମ୍ଭ ଉଦ୍ଦେଶ୍ଯ ରେ ମସ୍ତକ ମୁଣ୍ଡନ କରି କଟୀଦେଶ ରେ ଚଟ ବାନ୍ଧିବେ, ଆଉ ତୁମ୍ଭ ସକାେଶ ପ୍ରାଣ ବିକଳ ରେ ରୋଦନ କରି ଅତିଶଯ ବିଳାପ କରିବେ।

ଯୋୟେଲ 1:8

ଗୋଟିଏ କୁଆଁରୀକନ୍ଯା ପରି କାନ୍ଦ ଏବଂ ଦୁଃଖ କର ଯେପରି ତା'ର ବର ମରିଛି। ସେ ତା'ର ବିବାହ ପୋଷାକ ଖାଲିେ ଦେଉ ଏବଂ ଶୋକରେ ଚଟ ବସ୍ତ୍ର ପରିଧାନ କରୁ।

ଆମୋଷ 8:10

ତୁମ୍ଭର ଅବସର ଦିନକୁ ମୃତ ଲୋକର ଶୋକ ଦିବସ ରେ ପରିଣତ କରାଇବା ଏବଂ ତୁମ୍ଭର ସମସ୍ତ ସଙ୍ଗୀତ ମୃତ ଲୋକଙ୍କ ବିଳାପ ରେ ପରିଣତ ହବେ। ଆମ୍ଭେ ସମସ୍ତଙ୍କୁ ଦୁଃଖ ବସ୍ତ୍ର ପରିଧାନ କରାଇବା ଓ ସମସ୍ତଙ୍କର ମସ୍ତକକୁ ଲଣ୍ତା କରାଇବା। ଗୋଟିଏ ଲୋକର ଏକମାତ୍ର ସନ୍ତାନର ମୃତ୍ଯୁ ରେ ଯେପରି ଆକୁଳ କ୍ରନ୍ଦନ କରାୟାଏ ସହେିପରି କରୁଣ ବିଳାପ କରାଇବା। ଏହା ଅତି ଦୁଃଖର ଅନ୍ତିମ ପରିଣତି ହବେ।

ମୀଖା 1:16

ଏଥିପାଇଁ ତୁମ୍ଭମାନେେ ତୁମ୍ଭର ମସ୍ତକକୁ ଲଣ୍ତା କର। ତୁମ୍ଭର ପ୍ରିଯ ସନ୍ତାନମାନଙ୍କ ପାଇଁ ବିଳାପ କର, ଶାଗୁଣା ପକ୍ଷୀପରି ମସ୍ତକ ମୁଣ୍ତନ କରି ତୁମ୍ଭର ଦୁଃଖ ଭାବକୁ ଦଖାେଅ କାରଣ ତୁମ୍ଭର ସନ୍ତାନମାନଙ୍କୁ ତୁମ୍ଭଠାରୁ କାଢି ନିଆୟିବ।

ପିତରଙ୍କ ପ୍ରଥମ ପତ୍ 3:3

ତୁମ୍ଭର କେଶ, ସୁନା ଅଳଙ୍କାର ବା ସୁନ୍ଦର ବସ୍ତ୍ର ଉପରେ ତୁମ୍ଭର ସୌନ୍ଦର୍ୟ୍ଯ ନିର୍ଭର କରେ ନାହିଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:3

ମୁଁ ମାରଦେୁଇ ସାକ୍ଷୀଙ୍କୁ କ୍ଷମତା ଦବେି। ସମାନେେ 1260 ଦିନ ପର୍ୟ୍ଯନ୍ତ ଅଖା ପିନ୍ଧି ଭବିଷ୍ଯଦ୍ ବାଣୀ କହିବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16:9

ଲୋକମାନେ ପ୍ରଚଣ୍ଡ ଉତ୍ତାପରେ ଜଳି ପୋଡ଼ିଗଲେ। ସମାନେେ ପରମେଶ୍ବରଙ୍କ ନାମକୁ ଅଭିଶାପ ଦେଲେ। କାରଣ ତାହାଙ୍କର କବଳେ ଏହି ସମସ୍ତ ମହାମାରୀ ଉପରେ ନିୟନ୍ତ୍ରଣର ଅଧିକାର ଥିଲା। ସମାନେେ ସମାନଙ୍କେର ହୃଦୟ ଓ ଜୀବନ ପରିବର୍ତ୍ତନ କଲେ ନାହିଁ କି, ପରମେଶ୍ବରଙ୍କ ମହିମା ଗାନ ଦେଲେ ନାହିଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:9

ଜଗତର ଯେଉଁ ରାଜାମାନେ ତା' ସହିତ ବ୍ଯଭିଚାର ପାପ କାର୍ୟ୍ଯ ରେ ଲିପ୍ତ ଥିଲେ ଓ ତା'ଧନ ରେ ଭାଗୀଦାର ଥିଲେ, ସମାନେେ ଯେତବେେଳେ ତାହାର ଦହନର ଧୂଆଁ ଦେଖିବେ, ସମାନେେ ତା'ର ମୃତ୍ଯୁ କାରଣରୁ କାନ୍ଦିବେ ଓ ଦୁଃଖିତ ହବେେ।

Interlinear

Choose Theme