ମାରେ ପ୍ରଭୁ ସଦାପ୍ରଭୁ ଇଶ୍ରାୟେଲର ଧର୍ମସ୍ବରୂପ କୁହନ୍ତି, ତୁମ୍ଭମାନେେ ଯଦି ମାେ ନିକଟକୁ ଫରେିଆସିବ ତବେେ ତୁମ୍ଭମାନେେ ପରିତ୍ରାଣ ପାଇବ। ସୁସ୍ଥିର, ଶାନ୍ତ ହେଲେ ଓ ବିଶ୍ବାସ ରଖିଲେ ବନ୍ଦ ହବେ।'
Cross references
ଏବଂ ତୁମ୍ଭମାନଙ୍କୁ କିଛି କରିବାକୁ ପଡିବ ନାହିଁ। ତୁମ୍ଭମାନେେ ଏଠା ରେ ଶାନ୍ତି ରେ ଛିଡା ହୁଅ। ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ୟୁଦ୍ଧ କରିବେ।
ମନଃଶିର ରୂବନେ ଓ ଗାଦ୍ ଗୋଷ୍ଠୀଯର ଏହି ଲୋକମାନେ ୟୁଦ୍ଧ କ୍ଷେତ୍ର ରେ ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କଲେ। ପରମେଶ୍ବର ସମାନଙ୍କେୁ ଯେପରି ସାହାୟ୍ଯ କରନ୍ତି, ଏଥିନିମନ୍ତେ ସମାନେେ ତାଙ୍କ ନିକଟରେ ବୀନତି କଲେ। କାରଣ ସମାନେେ ତାଙ୍କ ଠା ରେ ବିଶ୍ବାସ କରୁଥିଲେ। ତେଣୁ ପରମେଶ୍ବର ସମାନଙ୍କେୁ ସାହାୟ୍ଯ କଲେ। ହାଗରୀଯ ଲୋକମାନଙ୍କୁ ପରାସ୍ତ କରିବାକୁ ପରମେଶ୍ବର ସମାନଙ୍କେୁ ଅନୁମତି ଦେଲେ। ଆହୁରି ମଧ୍ଯ ସମାନେେ ହାଗରୀଯ ଲୋକମାନଙ୍କ ସହିତ ରେ ଥିବା ଅନ୍ୟ ଲୋକମାନଙ୍କୁ ମଧ୍ଯ ପରାସ୍ତ କଲେ।
କୂଶୀଯ ଓ ଲବେୀୟମାନଙ୍କର ଏକ ଅତି ବୃହତ୍ ଓ ପରାକ୍ରମୀ ସୈନ୍ଯଦଳ ଥିଲା। ସମାନଙ୍କେର ଅନକେ ରଥ ଓ ରଥଚାଳକମାନେ ଥିଲେ। କିନ୍ତୁ ଆସା, ତୁମ୍ଭେ ସାହାୟ୍ଯ ନିମନ୍ତେ ଓ ସହେି ବୃହତ୍ ପରାକ୍ରମୀ ସୈନ୍ଯଦଳକୁ ପରାସ୍ତ କରିବା ନିମନ୍ତେ ସଦାପ୍ରଭୁଙ୍କ ଉପରେ ନିର୍ଭର କଲ, ଆଉ ସଦାପ୍ରଭୁ ସମାନଙ୍କେୁ ପରାସ୍ତ କରିବା ନିମନ୍ତେ ତୁମ୍ଭକୁ ସାହାୟ୍ଯ କଲେ।
ଅଶୂରର ରାଜାଙ୍କ ସହିତ କବଳେ ଲୋକମାନେ ଅଛନ୍ତି। କିନ୍ତୁ ଆମ୍ଭମାନଙ୍କ ସହିତ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ଅଛନ୍ତି। ଆମ୍ଭମାନଙ୍କର ପରମେଶ୍ବର ଆମ୍ଭମାନଙ୍କୁ ସାହାୟ୍ଯ କରିବେ। ସେ ଆମ୍ଭମାନଙ୍କର ନିମନ୍ତେ ୟୁଦ୍ଧ କରିବେ। ଏହିପରି ଯିହୁଦାର ରାଜା ହିଜକିଯ ଲୋକମାନଙ୍କୁ ଉତ୍ସାହିତ କଲେ ଓ ସମାନଙ୍କେୁ ଶକ୍ତିୟୁକ୍ତ କଲେ।
ଭୂମଧ୍ଯସାଗର ପର୍ୟ୍ଯନ୍ତ ଆପଣା ଶାଖା ଓ ଫରାତ୍ ନଦୀ ପର୍ୟ୍ଯନ୍ତ ଆପଣା ପଲ୍ଲବ ବିସ୍ତାର କଲା।
ଯେଉଁ ଲୋକମାନେ ସଦାପ୍ରଭୁଙ୍କଠାରେ ବିଶ୍ବାସ ରଖନ୍ତି ସମାନେେ ସିୟୋନ୍ ପର୍ବତ ତୁଲ୍ଯ। ସମାନେେ କବେେ ମଧ୍ଯ ଥରିବେ ନାହିଁ। ସମାନେେ ନିତ୍ଯସ୍ଥାଯୀ ହାଇେ ବଞ୍ଚି ରହିବେ।
ଆହସଙ୍କୁ କୁହ, ସାବଧାନ ଓ ସୁସ୍ଥିର ହୁଅ। ଭୟଭୀତ ହୁଅ ନାହିଁ।ସସହି ଦୁଇବ୍ଯକ୍ତି ଉତ୍ସୀନ ଓ ରମଲିଯର ପୁତ୍ରକୁ ଭୟ କରନାହିଁ।ସସ ଦୁଇଜଣ ଦୁଇଟି ନିଆଁଖୁଣ୍ଟା ସଦୃଶ। ଅତୀତସରସସମାଲନ ଜ୍ବଳନ୍ତ ଅଗ୍ନି ସଦୃଶ ଥିଲଲ। ମାତ୍ର ବର୍ତ୍ତମାନସସମାଲନ କଲବଳ ଧୂମ ସଦୃଶ। ଉତ୍ସୀନ, ଅରାମ ଓ ରମଲିଯର ପୁତ୍ରରସକାରଧକୁ ଭୟ କର ନାହିଁ।
ହେ ସଦାପ୍ରଭୁ, ଯେଉଁମାନେ ତୁମ୍ଭ ଉପ ରେ ନିର୍ଭର କରନ୍ତି ଓ ବିଶ୍ରାମ କରନ୍ତି, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତି ରେ ରଖିବ।
ସହେି ମିଶର ବୃଥା ଓ ମିଥ୍ଯା ରେ ସାହାୟ୍ଯ କରେ। ତେଣୁ ମୁଁ ତାକୁ ନିଷ୍କର୍ମା ରାହାବ' ବୋଲି ନାମକରଣ କରିଛି।
ତୁମ୍ଭମାନେେ ପଥରୁ ବାହାରି ୟାଅ, ବାଟ ଛାଡ଼ି ଦିଅ। ଇଶ୍ରାୟେଲର ଧର୍ମସ୍ବରୂପଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଦୂର କରାଅ।'
ପୁଣି ସହେି ଧାର୍ମିକତାର କାର୍ୟ୍ଯ ଶାନ୍ତିମଯ ହବେ ଓ ଧାର୍ମିକତାର ଫଳ ଚିରକାଳ ସୁସ୍ଥିରତା ଓ ନିର୍ଭୟତା ହବେ।
ମାତ୍ର ଯେଉଁମାନେ ସଦାପ୍ରଭୁଙ୍କଠା ରେ ବିଶ୍ବାସ ରଖନ୍ତି, ସମାନେେ ନୂତନ ବଳ ପାଆନ୍ତି। ସମାନେେ ଚିଲ ପକ୍ଷୀପରି ଆକାଶ ରେ ଉଡ଼ନ୍ତି। ସମାନେେ କ୍ଲାନ୍ତ ନ ହାଇେ ସମାନେେ ଗମନ କରିବେ।
ଆଉମଧ୍ଯ ସଦାପ୍ରଭୁ କହନ୍ତି, ହେ ଇଶ୍ରାୟେଲ ସନ୍ତାନଗଣ, ତୁମ୍ଭମାନେେ ଆମ୍ଭପ୍ରତି ଅବିଶ୍ବସ୍ତ ହାଇେଅଛ। ମାତ୍ର ତୁମ୍ଭମାନେେ ଫରେିଆସ, ଆମ୍ଭେ ତୁମ୍ଭମାନଙ୍କର ବିପଥଗମନରୂପୀ ରୋଗକୁ ଆରୋଗ୍ୟ କରିବା। ଆଉ ତୁମ୍ଭମାନେେ କହିବ, ହଁ, ଆମ୍ଭମାନେେ ତୁମ୍ଭ ନିକଟକୁ ଆସିଅଛୁ, କାରଣ ତୁମ୍ଭେ ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବର ଅଟ।
ତୁମ୍ଭମାନେେ ପୁଣି ଉଲ୍ଲେଖ କରିବା ଉଚିତ୍ ନୁହଁ ଯେ, 'ସଦାପ୍ରଭୁଙ୍କର ବାର୍ତ୍ତା' ବୋଝ ବୋଲି। କାରଣ ତୁମ୍ଭମାନେେ ପ୍ରେତ୍ୟକକ ନିଜକୁ ଯାହା କହୁଛ ତାହା ବୋଝ। ତୁମ୍ଭେ ଜୀବିତ ପରମେଶ୍ବରଙ୍କ ବାକ୍ଯକୁ କଦର୍ଥ କରିଅଛ।
ତୁମ୍ଭେ ସଦାପ୍ରଭୁଙ୍କ ନାମ ରେ ଆମ୍ଭମାନଙ୍କୁ ଯେଉଁ କଥା କହିଅଛ, ତୁମ୍ଭର ସହେି କଥା ଆମ୍ଭମାନେେ ଶୁଣିବୁ ନାହିଁ।
ଇଶ୍ରାୟେଲ, ତୁମ୍ଭର ପତନ ହେଲା ଏବଂ ତୁମ୍ଭେ ପରମେଶ୍ବରଙ୍କ ବିରୁଦ୍ଧ ରେ ପାପ କଲ। ତେଣୁ ତୁମ୍ଭର ପ୍ରିଯ ସଦାପ୍ରଭୁ ପରମେଶ୍ବରଙ୍କ ନିକଟକୁ ଫରେିଆସ।
ରାଜା କେତକେ ଲୋକଙ୍କୁ ବିବାହ ଭୋଜିକୁ ନିମନ୍ତ୍ରଣ କଲେ। ସବୁ ପ୍ରସ୍ତୁତ ହାଇେ ସାରିବା ପରେ ରାଜା ସହେି ଅତିଥିମାନଙ୍କୁ ଡ଼ାକିବାକୁ ଗ୍ଭକରମାନଙ୍କୁ ପଠାଇଲେ। କିନ୍ତୁ ସମାନେେ ରାଜାଙ୍କ ଭୋଜିକୁ ଆସିବାକୁ ମନା କରି ଦେଲେ।
ୟିରୁଶାଲମ! ରେ ୟିରୁଶାଲମ! ତୁ ଭବିଷ୍ଯଦ୍ବକ୍ତାମାନଙ୍କୁ ହତ୍ଯା କରିଛୁ। ପରମେଶ୍ବର ଯେଉଁମାନଙ୍କୁ ତୋ ପାଖକୁ ପଠାଇଥିଲେ, ତୁ ସମାନଙ୍କେୁ ପଥର ଫୋପାଡ଼ି ହତ୍ଯା କରିଛୁ। ତୋର ଲୋକମାନଙ୍କୁ ମୁଁ ବହୁତ ଥର ସାହାୟ୍ଯ କରିବାକୁ ଇଚ୍ଛା କରିଥିଲା। ଯଭେଳି ଗୋଟିଏ କୁକୁଡ଼ା ନିଜ ଛୁଆମାନଙ୍କୁ ନିଜ ପକ୍ଷତଳେ ଏକାଠି କରେ, ସହେିପରି ତୋର ସମସ୍ତ ସନ୍ତାନମାନଙ୍କୁ ଏକାଠି କରିବା ପାଇଁ ମୁଁ ଅନକେ ଥର ଚ଼ାହିଁଥିଲି। କିନ୍ତୁ ତୁ ମାେତେ ତାହା କରଇେ ଦଲେୁନାହିଁ।
ୟିରୂଶାଲମ! ହେ ୟିରୂଶାଲମ! ତୁମ୍ଭେ ଭବିଷ୍ଯଦ୍ବକ୍ତାମାନଙ୍କୁ ହତ୍ଯା କରୁଛ। ଯେଉଁ ଲୋକମାନଙ୍କୁ ପରମେଶ୍ବର ତୁମ୍ଭ ପାଖକୁ ପଠାଇଥିଲେ, ତୁମ୍ଭେ ତାହାଙ୍କୁ ପଥର ଫୋପାଡି ମାରି ଦଇେଛ। ମୁଁ ଅନକେ ଥର ତୁମ୍ଭ ଲୋକମାନଙ୍କୁ ସାହାୟ୍ଯ କରିବାକୁ ଚାହିଁଛି। ଗୋଟିଏ କୁକୁଡା ତାର ପକ୍ଷତଳେ କୁକୁଡାଛୁଆମାନଙ୍କୁ ଏକାଠି କରିବାଭଳି ମୁଁ ତୁମ୍ଭମାନଙ୍କ ଲୋକମାନଙ୍କୁ ଏକାଠି କରିବାକୁ ଚାହିଁଥିଲି। କିନ୍ତୁ ତୁମ୍ଭମାନେେ ମାେତେ ତାହା କରଇେ ଦଲନୋହିଁ।
କିନ୍ତୁ ତୁମ୍ଭମାନେେ ଅନନ୍ତ ଜୀବନ ପାଇବା ପାଇଁ ମାେ ନିକଟକୁ ଆସୁ ନାହଁ।
ସାବଧାନ ରୁହ, ଓ ପରମେଶ୍ବର କଥା କହିଲା ବେଳେ ଶୁଣିବାକୁ ମନା କର ନାହିଁ। ଯେତବେେଳେ ସେ ପୃଥିବୀର ସହେି ଲୋକମାନଙ୍କୁ ସତର୍କ କଲେ, ସେତବେେଳେ ସମାନେେ ତାହାଙ୍କ କଥା ଅଗ୍ରାହ୍ଯ କଲେ। କିନ୍ତୁ ସମାନେେ ରକ୍ଷା ପାଇଲେ ନାହିଁ। ଏବେ ପରମେଶ୍ବର ସ୍ବର୍ଗରୁ କହୁଛନ୍ତି। ଅତଏବ, ଏବେ ଯେଉଁମାନେ ତାହାଙ୍କ ବାକ୍ଯ ଶୁଣିବା ପାଇଁ ମନା କରୁଛନ୍ତି, ତାହା ସମାନଙ୍କେ ଲାଗି ଅତି ଖରାପ ହବେ।