ଏହି ସନ୍ତାନଗଣ ମାେତେ ନ ପଚାରି ଫାରୋଙ୍କ ବଳ ରେ ବଳୀଯାନ ହବୋକୁ ଓ ମିଶର ରେ ଆଶ୍ରଯ ନବୋକୁ ମିଶର ୟାତ୍ରା କରନ୍ତି।
Cross references
ପୁଣି ସେ ଇଲିଯାସର ଯାଜକ ସମ୍ମୁଖ ରେ ଠିଆ ହବେ, ଇଲିଯାସର ତାହା ପାଇଁ ଊରୀମର ବିଚାର ଦ୍ବାରା ସଦାପ୍ରଭିଙ୍କ ସମ୍ମୁଖ ରେ ସେ ପଚାରିବ; ତବେେ ସମୁଦାଯ ମଣ୍ତଳୀ 'ବାହାରକୁ ଯିବେ'ଓ ତାଙ୍କର ଆଜ୍ଞା ଅନୁସାରେ ଆସିବେ।
ସଦାପ୍ରଭୁ ତୁମ୍ଭମାନଙ୍କୁ ଜାହଜ ରେ ମିଶରକକ୍ସ୍ଟ ପଠାଇ ଦବେେ। ମୁ କହକ୍ସ୍ଟଛି, ତୁମ୍ଭମାନେେ କଦାପି ସହେି ଦେଶକକ୍ସ୍ଟ ୟିବ ନାହିଁ। କିନ୍ତୁ ସଦାପ୍ରଭୁ ତୁମ୍ଭକୁ ସହେିଠାକକ୍ସ୍ଟ ପଠାଇବେ। ମିଶର ରେ ତୁମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ଶତୃମାନଙ୍କଠାରକ୍ସ୍ଟ କ୍ରିତଦାସ ଭାବେ ବିକ୍ରି ହବୋକକ୍ସ୍ଟ ଚେଷ୍ଟା କରିବ। କିନ୍ତୁ ତୁମ୍ଭମାନଙ୍କୁ କହେି କ୍ରଯ କରିବେ ନାହିଁ।
ତେଣୁ ସମାନେେ ସମାନଙ୍କେର ଖାଦ୍ୟ ନମକ୍ସ୍ଟନାକକ୍ସ୍ଟ ପରୀକ୍ଷା କଲେ। କିନ୍ତୁ ଏହା ପାଇଁ ସମାନେେ ସଦାପ୍ରଭୁଙ୍କର ଅନକ୍ସ୍ଟମତି ଲୋଡି ନଥିଲେ।
କିନ୍ତୁ କଣ୍ଟକ ବୃକ୍ଷ ସମାନଙ୍କେୁ କହିଲା, ବାସ୍ତବ ରେ ତୁମ୍ଭମାନେେ ଯଦି ମାେତେ ତୁମ୍ଭମାନଙ୍କର ଶାସକ ପାଇଁ ଗ୍ଭହକ୍ସ୍ଟଁଛ, ତବେେ ଆସ ମାରେ ଛାଇ ରେ ବିଶ୍ରାମ ନିଅ। ନଚେତ୍ କଣ୍ଟକ ଲତାରକ୍ସ୍ଟ ଅଗ୍ନି ବାହାରି ଲିବା ନୋନ୍ର ଏରସ ବୃକ୍ଷଗୁଡିକୁ ଗ୍ରାସ କରୁ।
କିନ୍ତୁ ଯିହାଶାଫେଟ୍ କହିଲେ, ତୁମ୍ଭମାନଙ୍କ ବ୍ଯତୀତ ଆଉ କହେି ସଦାପ୍ରଭୁଙ୍କ ଭବିଷ୍ଯଦ୍ବକ୍ତା ଏଠା ରେ ଅଛନ୍ତି କି? ଯଦି ସଠାେରେ ଅଛନ୍ତି, ଆମ୍ଭେ ସମାନଙ୍କେୁ ପରମେଶ୍ବରଙ୍କର ବାକ୍ଯ ପଗ୍ଭରନ୍ତୁ।
ପରେ ହାେେଶୟ ମିଶରର ରାଜା ସୋଙ୍କ ନିକଟକୁ ଦୂତ ପଠାଇ ସାହାୟ୍ଯ ପାଇଁ ପଚାରିଲେ। ଅଶୂରର ରାଜା ହାେେଶୟଙ୍କର ଏ ଚକ୍ରାନ୍ତ ବିଷଯ ରେ ଜାଣିବାକୁ ପାଇଲେ। ହାେେଶୟ ମଧ୍ଯ ତାଙ୍କ ନିକଟକୁ ଏହି ବର୍ଷ ବାର୍ଷିକ ଭଟେି ପଠାଇଲେ ନାହିଁ। ଏଣୁ ଅଶୂରର ରାଜା ହାେେଶୟଙ୍କୁ ବନ୍ଦୀ କରି କରାଗାର ରେ ରଖିଲେ।
ଏଠାକୁ ଦେଖ, ତୁମ୍ଭେ ଭଙ୍ଗା ହାଇେଥିବା ଆଶାବାଡି ଉପରେ ନିର୍ଭର କରୁଅଛ। ଏହି ଆଶାବାଡି ମିଶରର ଅଟେ। କିନ୍ତୁ ଯଦି କହେି ତା' ଉପରେ ଆଉଜେ ଏହା ଭାଙ୍ଗି ୟିବ ଏବଂ ହାତ ରେ ପଶି ଫୋଡି ହାଇଯେିବ ଓ ଏହାକୁ ଘାଆ କରିଦବେ। ଯେଉଁମାନେ ମିଶରର ରାଜା ଫାରୋ ଉପରେ ନିର୍ଭର କରୁଛନ୍ତି, ସମାନେେ ଏହି ଭାଗ୍ଯର ଅଂଶିଦାର ହବେ।
ସମାନେେ କୁହନ୍ତି, ଆମ୍ଭମାନଙ୍କୁ ସାହାୟ୍ଯ କର, ଆମ୍ଭମାନେେ କ'ଣ କରିବୁ ମନ୍ତ୍ରଣା ଦିଅ। ଆମ୍ଭର ଶତ୍ରୁଠାରୁ ଆମ୍ଭମାନଙ୍କୁ ରକ୍ଷା କର, ଯେପରିକି ଛାଯା ମଧ୍ଯାହ୍ନ ସୂର୍ୟ୍ଯ ତାପରୁ ରକ୍ଷା କରେ। ଆମ୍ଭମାନଙ୍କୁ ଶତ୍ରୁଠାରୁ ଲୁଚାଇ ରଖ। କାରଣ ଆମ୍ଭମାନେେ ତାଙ୍କଠାରୁ ପଳାଇ ଆସିଛୁ। ତାଙ୍କ ନିକଟକୁ ଆମ୍ଭମାନଙ୍କୁ ପଠାଅ ନାହିଁ।'
ନଦୀ ଆରପାରିସ୍ଥ କୂଶଦେଶ ପ୍ରତି ଦୃଷ୍ଟି ଦିଅ। ସହେି ଦେଶ ପୋକମାନଙ୍କର ପକ୍ଷର ଶବ୍ଦ ରେ ପରିପୂର୍ଣ୍ଣ।
ଲୋକମାନେ କୂଶକୁ ସାହାୟ୍ଯ ପାଇଁ ଚାହିଁବେ। ମାତ୍ର ସମାନେେ ନିରାଶ ହାଇେ ଭାଙ୍ଗି ପଡ଼ିବେ। ମିଶରର ଦର୍ପ ଚୂର୍ଣ୍ଣ ହବୋ ଦେଖି ତା'ର ଲୋକମାନେ ଆଶ୍ଚର୍ୟ୍ଯ ଓ ଲଜ୍ଜିତ ହବେ।'
ମିଶରକୁ ସାହାୟ୍ଯ ପାଇଁ ଯାଉଥିବା ଲୋକମାନଙ୍କୁ ଦେଖ। ସମାନେେ ଅଶ୍ବମାନଙ୍କ ଉପ ରେ ନିର୍ଭର କରନ୍ତି। ସମାନେେ ଆଶା କରନ୍ତି ଅଶ୍ବଗଣ ସମାନଙ୍କେୁ ରକ୍ଷା କରିବେ। ଆଉ ମଧ୍ଯ ସମାନେେ ଭାବନ୍ତି ଅତ୍ଯଧିକ ରଥ ଓ ବହୁ ବଳବାନ ଅଶ୍ବାରୋହୀ ସୈନ୍ଯ ଥିବାରୁ ସମାନେେ ସୁରକ୍ଷିତ। ସମାନେେ ଇଶ୍ରାୟେଲର ପବିତ୍ରତା ପ୍ରତି ବିଶ୍ବାସ ରଖନ୍ତି ନାହିଁ କିମ୍ବା ସଦାପ୍ରଭୁଙ୍କୁ ଅନ୍ବଷେଣ କରନ୍ତି ନାହିଁ। ତେଣୁ ସମାନେେ ସନ୍ତାପର ପାତ୍ର।
ତୁମ୍ଭମାନେେ କ'ଣ ଭଗ୍ନ ୟଷ୍ଟି ସଦୃଶ ମିଶର ଉପ ରେ ନିର୍ଭର କରୁଛ ? ତାହା ଯଦି କରୁଥାଅ ତବେେ ସେ ହାତ ରେ ଫୋଡ଼ି ହାଇୟୋଇ କଣା କରିଦବେ। ମିଶରର ରାଜା ଫାରୋ ଉପ ରେ ଯେଉଁମାନେ ବିଶ୍ବାସ ରଖନ୍ତି, ସମାନେେ ସମସ୍ତେ କିଛି ସାହାୟ୍ଯ ପାଇବେ ନାହିଁ।
ମାତ୍ର ତୁମ୍ଭେ ମାରେ ପ୍ରଭୁଙ୍କ ଦାସମାନଙ୍କ ମଧ୍ଯରୁ କ୍ଷୁଦ୍ରତମ ସନୋପତିଙ୍କୁ ମଧ୍ଯ ପରାସ୍ତ କରିପାରିବ ନାହିଁ। ତବେେ ତୁମ୍ଭେ କିପରି ମିଶରର ଅଶ୍ବାରୋହୀ ଓ ରଥ ଉପ ରେ ବିଶ୍ବାସ ରଖୁଛ ?
ଆଉ ଏବେ ଶୀହାରରେ ଜଳପାନ କରିବାକୁ ତୁମ୍ଭେ ମିଶରର ପଥରେ କାହିଁକି ଯାଉଅଛ ? ଅଥବା ଫରାତ୍ ନଦୀର ଜଳପାନ ନିମନ୍ତେ ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ ?
ପଶ୍ହୂର ଓ ସଫନିଯ ଯିରିମିୟଙ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ପାଇଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କର, କାରଣ ବାବିଲର ରାଜା ନବୂଖଦନିତ୍ସର ଆମ୍ଭମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କରୁଅଛି। ସଦାପ୍ରଭୁ ଆମ୍ଭମାନଙ୍କ ସପକ୍ଷ ରେ ସମସ୍ତ ଆଶ୍ଚର୍ୟ୍ଯ କ୍ରିଯା କରିପାରନ୍ତି, ଯେପରି ସେ ଅତୀତ ରେ କରିଥିଲେ। ଆଉ ମଧ୍ଯ ସଦାପ୍ରଭୁ ତାଙ୍କୁ ଆକ୍ରମଣରୁ ବିରତ କରାଇବେ ଓ ସେ ପ୍ରସ୍ଥାନ କରିବ।
ଆଉ ମଧ୍ଯ ସହେି ସମୟରେ ଫାରୋର ସୈନ୍ଯ ମିଶରରୁ ବାହାରି ଯିହୁଦାକୁ ଆସିଲେ। ଏଣୁ ୟିରୁଶାଲମ ଦଖଲ କରିଥିବା କଲଦୀଯମାନେ ଏ ସମ୍ବାଦ ଶୁଣି ୟିରୁଶାଲମରୁ ଚାଲିଗଲେ।
ସେ ସମସ୍ତ ଲୋକ ତାଙ୍କୁ କହିଲେ, ହେ ଯିରିମିୟ, ଆମ୍ଭମାନେେ ତୁମ୍ଭକୁ ନିବଦନେ କରୁଛୁ, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଅର୍ଥାତ୍ ଯିହୁଦାର ଏହି ଅବଶିଷ୍ଟ ଲୋକଙ୍କ ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ବରଙ୍କ ନିକଟରେ ପ୍ରାର୍ଥନା କର। କାରଣ ତୁମ୍ଭେ ସ୍ବଚକ୍ଷୁ ରେ ଆମ୍ଭମାନଙ୍କୁ ଦେଖୁଅଛ। ଆମ୍ଭମାନେେ ଅନକେ ଥିଲୁ, ଏବେ ଆମ୍ଭେ ଅଳ୍ପମାତ୍ର ଅଛୁ।
ଆଉ ମଧ୍ଯ ତୁମ୍ଭମାନେେ ଯଦି କହିବ, 'ଆମ୍ଭମାନେେ ମିଶର ଦେଶକୁ ୟିବା ଓ ସଠାେ ରେ ବାସ କରିବା, ସଠାେ ରେ ଆମ୍ଭମାନେେ ୟୁଦ୍ଧ ଦେଖିବା ନାହିଁ କି ତୂରୀଶବ୍ଦ ଶୁଣିବା ନାହିଁ କିଅବା ସଠାେ ରେ ଆମ୍ଭମାନେେ ଖାଦ୍ୟର ଅଭାବ ଭୋଗିବା ନାହିଁ।'
ପୁଣି ତୁମ୍ଭମାନେେ ନିଜ ନିଜ ପ୍ରାଣ ବିରୁଦ୍ଧ ରେ ପ୍ରବଞ୍ଚନା କରିଅଛ। କାରଣ ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କ ନିକଟକୁ ମାେତେ ପଠାଇ କହିଲ, 'ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବର ଯାହା ଯାହା କହିବେ, ତଦନୁସା ରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭମାନେେ ତାହା ପାଳନ କରିବୁ।'
ସେ ସମସ୍ତ ଲୋକ ସଦାପ୍ରଭୁଙ୍କ ବାକ୍ଯ ପ୍ରତି ଅବଧାନ କଲେ ନାହିଁ। ତେଣୁ ସମାନେେ ମିଶରକୁ ୟାଇ ତଫନ୍ ହଷେ ସହର ରେ ଉପସ୍ଥିତ ହେଲେ।
ରାଜା ଆମ୍ଭମାନଙ୍କ ପାଇଁ ମୁଖ୍ଯ ଥିଲେ ଓ ସେ ଆମ୍ଭର ନାସାର ନିଃଶ୍ବାସସ୍ବରୂପ ଥିଲେ। ଆମ୍ଭମାନେେ କହୁଥିଲୁ, ତାଙ୍କର ଛାଯାତଳେ ଆମ୍ଭମାନେେ ବଞ୍ଚିବା ଓ ସେ ଗୋଷ୍ଠୀଯମାନଙ୍କଠାରୁ ଆମ୍ଭମାନଙ୍କୁ ରକ୍ଷା କରିବେ। ମାତ୍ର ସଦାପ୍ରଭୁଙ୍କ ସହେି ଅଭିଷିକ୍ତ ଲୋକ ସମାନଙ୍କେ ଦ୍ବାରା ଗର୍ତ୍ତ ରେ ଧରାଗଲେ।
ତେଣୁ ମୁଁ ଯେ ସଦାପ୍ରଭୁ ଅଟେ ଏହା ମିଶର ନିବାସୀ ସମସ୍ତେ ଜାଣିବେ। 'କାରଣ ସମାନେେ ଇଶ୍ରାୟେଲ ବଂଶ ପ୍ରତି ଏକ ନାଳର ଆଶାବାଡ଼ି ହାଇେଅଛନ୍ତି।
ସମାନଙ୍କେ ପାଇଁ ଏହା ଅତି ମନ୍ଦ ହବେ। ସମାନେେ ଆମ୍ଭଙ୍କୁ ପରିତ୍ଯାଗ କରିଥିଲେ ଏବଂ ଅମାନ୍ଯ କରିଥିଲେ। ତେଣୁ ସମାନେେ ବିନଷ୍ଟ ହବେେ। ଆମ୍ଭେ ସମାନଙ୍କେୁ ରକ୍ଷା କରିଥିଲୁ କିନ୍ତୁ ସମାନେେ ଆମ୍ଭ ବିରୁଦ୍ଧ ରେ ମିଥ୍ଯା କହୁଛନ୍ତି।
ଗୋଟିଏ ବନ୍ଯ ଗଧ ନିଜ ସାଥି ଖାଜେିବାକୁ ଗଲାପରି, ଇଫ୍ରଯିମ ଅଶୂରକୁ ୟାଇଛନ୍ତି। ସମାନେେ ନିଜ ପାଇଁ 'ପ୍ ରମେିକମାନଙ୍କୁ' ଭଡା ରେ ଆଣିଛନ୍ତି।
ୟଦ୍ଯପି ଇଶ୍ରାୟେଲ ଅନ୍ୟ ରାଷ୍ଟ୍ରମାନଙ୍କରୁ 'ପ୍ ରମେିକମାନଙ୍କୁ' ଭଡା ରେ ଆଣିଲେ। ଆମ୍ଭେ ତାକୁ ବିଗ୍ଭର ପାଇଁ ଏକତ୍ରୀତ କରିବା। ସମାନେେ ରାଜାମାନଙ୍କ ଓ ରାଜକୁମାରମାନଙ୍କଠାରୁ ଖୁବ୍ ଶୀଘ୍ର ହଇରାଣ ଓ ଅତ୍ଯାଗ୍ଭରିତ ହବେେ।