ସେତବେେଳେ ଅନ୍ଧମାନେ ଚକ୍ଷୁଷ୍ମାନ ହାଇେ ଦେଖିପାରିବେ ଓ ବଧିରମାନେ ମୁକ୍ତ କର୍ଣ୍ଣ ରେ ଶ୍ରବଣ କରିବେ।
Cross references
ଏହାପରେ ସଦାପ୍ରଭୁ ତାଙ୍କୁ କହିଲେ, ମନୁଷ୍ଯର ମୁଖ କିଏ ନିର୍ମାଣ କରିଛି? ମନୁଷ୍ଯକୁ କିଏ ମୁକ ବା ବଧିର କରେ? ମନୁଷ୍ଯକୁ କିଏ ଦୃଷ୍ଟିହୀନ କରେ? ମନୁଷ୍ଯକୁ କିଏ ଦୃଷ୍ଟିବାନ କରେ? ମୁଁ ହେଉଛି ସହେି ଯେ କି ଏ ସମସ୍ତ କର୍ମ କରାଉଥାଏ। ମୁଁ ହେଉଛି ସହେି ସଦାପ୍ରଭୁ।
ତା'ପରେ ସେ ମନୁଷ୍ଯମାନଙ୍କର କାନ ଖାଲିେ ଦିଅନ୍ତି ଏବଂ ସମାନଙ୍କେୁ ଭୟଭୀତ କରାନ୍ତି ସମାନେେ ଯାହା ଶୁଣନ୍ତି।
ସଦାପ୍ରଭୁ ଆମ୍ଭମାନଙ୍କୁ ଦୃଷ୍ଟି ପ୍ରଦାନ କରନ୍ତି। ସଦାପ୍ରଭୁ ବିପଦରେ ପଡ଼ୁଥିବା ଲୋକମାନଙ୍କୁ ଉଠାନ୍ତି। ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରମେ କରନ୍ତି।
କାନ ରେ ଶୁଣିବା ଆଖି ରେ ଦେଖିବା ଏହି ଦୁହିଁଙ୍କୁ ସଦାପ୍ରଭୁ ନିର୍ମାଣ କରିଛନ୍ତି।
ପୁଣି ସହେି ଦିନ ରେ ବଧିର ପୁସ୍ତକର ବାକ୍ଯ ଶୁଣିବ ଓ ଅନ୍ଧକାର ଏବଂ କୁହୁଡ଼ି ମଧିଅରେ ଅନ୍ଧ ଦେଖିବ।
ପୁଣି ଦର୍ଶକମାନଙ୍କର ଚକ୍ଷୁ ମୁଦ୍ରିତ ହବେ ନାହିଁ ଓ ଶ୍ରୋତାମାନଙ୍କର କର୍ଣ୍ଣ ଅବଧାନ କରିବ।
ମୁଁ ସଦାପ୍ରଭୁ, ତୁମ୍ଭକୁ ଧାର୍ମିକରେ ଆହ୍ବାନ କରୁଛି। ତୁମ୍ଭର ହସ୍ତ ଧରି ମୁଁ ତୁମ୍ଭକୁ ପଥପ୍ରଦର୍ଶନ କରିବି। ଜାତିଗଣଙ୍କୁ ଗୋଟିଏ ଆଲୋକପରି ମୁଁ ତୁମ୍ଭକୁ ଗୋଟିଏ ନିୟୁକ୍ତ ଚିହ୍ନ ଦବେି, ଯାହା ଲୋକମାନଙ୍କ ସହିତ ଗୋଟିଏ ଚୁକ୍ତି ଅଛି।
ତା'ପ ରେ ଆମ୍ଭେ ଅନ୍ଧମାନଙ୍କୁ ସମାନଙ୍କେର ଅଜ୍ଞାତ ପଥ ଦଇେ ଆଣିବୁ ଓ ଯେଉଁ ପଥ ସମାନେେ ଜାଣନ୍ତି ନାହିଁ, ସହେି ପଥରେ ସମାନଙ୍କେୁ କଢ଼ାଇ ନବେୁ। ଆମ୍ଭେ ସମାନଙ୍କେ ସମ୍ମୁଖ ରେ ଅନ୍ଧକାରକୁ ଆଲୋକର ଓ ବକ୍ର ସ୍ଥାନକୁ ସଳଖ ରେ ପରିଣତ କରିବୁ। ଏହିସବୁ କାର୍ୟ୍ଯ କରି ଆମ୍ଭେ ନିଜ ସନ୍ତାନମାନଙ୍କୁ ପରିତ୍ଯାଗ କରିବୁ ନାହିଁ।
ପରମେଶ୍ବର କୁହନ୍ତି, ଚକ୍ଷୁଥାଇ ଅନ୍ଧ ଓ କର୍ଣ୍ଣ ଥାଇ ବଧିର ସହେି ଲୋକଙ୍କୁ ବାହାର କରିଆଣ।
ବାସ୍ତବିକ ତୁମ୍ଭେ ଶୁଣିଲ ନାହିଁ ; ତୁମ୍ଭେ ଜାଣିଲ ନାହିଁ ; ବହୁକାଳରୁ ତୁମ୍ଭର କାନ ମୁଦ୍ରିତ ଥଲା ; କାରଣ ତୁମ୍ଭେ ଅତି ବିଶ୍ବାସଘାତ କରିଥିଲ ; ଜନ୍ମରୁ ତୁମ୍ଭେ ଅଧର୍ମାଚାରୀ ବୋଲି ଖ୍ଯାତ ହାଇେଥିଲ ; ଆମ୍ଭେ ଜାଣିଲୁ।
ମାରେପ୍ରଭୁ ସଦାପ୍ରଭୁ ମାେତେ ଶିକ୍ଷା ଦଇେଛନ୍ତି ମୁଁ ଯେପରି କ୍ଲାନ୍ତ ଦୁର୍ବଳମାନଙ୍କୁ ସୁସ୍ଥିର କରିପାରିବି, ସେ ପ୍ରତି ପ୍ରଭାତ ରେ ମାେତେ ଜାଗ୍ରତ କରାନ୍ତି ଓ ବିଦ୍ଯାର୍ଥୀପରି ଶୁଣିବା ପାଇଁ ମାରେ କର୍ଣ୍ଣକୁ ଜାଗ୍ରତ କରାନ୍ତି।
ମୁଁ କାହାକୁ କହିବି ? କାହାକୁ ମୁଁ ସତର୍କ କରିବି ? କିଏ ବା ମାେ କଥା ଶୁଣିବ ? ଇଶ୍ରାୟେଲର ଲୋକମାନେ ସମାନଙ୍କେର କର୍ଣ୍ଣ ବନ୍ଦ କରିଛନ୍ତି, ତେଣୁ ସମାନେେ ମାେ କଥା ଶୁଣି ପାରନ୍ତି ନାହିଁ। ସମାନେେ ସଦାପ୍ରଭୁଙ୍କ ବାକ୍ଯ ଶୁଣିବାକୁ ଆଗ୍ରହ କରନ୍ତି ନାହିଁ। ତାଙ୍କର ବାର୍ତ୍ତା ଶୁଣିବାକୁ ଇଚ୍ଛା କରନ୍ତି ନାହିଁ।
ଯୀଶୁ ସହେି ସ୍ଥାନ ଛାଡି ଯାଉଥିବା ସମୟରେ ଦୁଇ ଜଣ ଅନ୍ଧ ଲୋକ ତାହାଙ୍କୁ ଅନୁସରଣ କଲେ। ସମାନେେ ପାଟି କରି କହୁଥିଲେ, ହେ ଦାଉଦଙ୍କ ପୁତ୍ର , ଆମ୍ଭମାନଙ୍କୁ ଦୟା କର।
ଯୋହନଙ୍କ ଶିଷ୍ଯମାନେ ଯୀଶୁଙ୍କୁ ପଚାରିଲେ, ଯେଉଁ ବ୍ଯକ୍ତି ଆସିବେ ବୋଲି ଯୋହନ କହୁଥିଲେ, ଆପଣ ସହେି ବ୍ଯକ୍ତି ନା ଆମ୍ଭେ ଆଉ କାହାର ଆସିବା ପାଇଁ ଅପେକ୍ଷା କରିବୁ?
ତା'ପରେ ଲୋକେ ଯୀଶୁଙ୍କ ପାଖକୁ ଗୋଟିଏ ଲୋକକୁ ଆଣିଲେ। ସେ ଲୋକଟି ଅନ୍ଧ ଥିଲା। ତା ଦହେ ରେ ଗୋଟିଏ ଭୂତ ପଶି ଥିବାରୁ ସେ ମୂକ ହାଇେ ଯାଇଥିଲା। ଯୀଶୁ ଲୋକଟିକୁ ସୁସ୍ଥ କରି ଦେଲେ। ଫଳ ରେ ଲୋକଟି କଥା କହି ପାରିଲା ଓ ଦେଖି ପାରିଲା।
ରାସ୍ତା ପାଖ ରେ ଦୁଇଜଣ ଅନ୍ଧ ବସିଥିଲେ। ସମାନେେ ଶୁଣିଲେ ଯେ ଯୀଶୁ ସେ ବାଟ ଦଇେ ଯାଉଛନ୍ତି। ସମାନେେ ପାଟି କଲେ, ହେ ପ୍ରଭୁ, ଦାଉଦଙ୍କ ପୁତ୍ର, ଆମ୍ଭ ଉପରେ ଦୟା କର।
ମନ୍ଦିର ରେ କେତକେ ଅନ୍ଧ ଓ କେତକେ େଛାଟ ଲୋକ ଯୀଶୁଙ୍କ ପାଖକୁ ଆସିଲେ। ଯୀଶୁ ସମାନଙ୍କେୁ ସୁସ୍ଥ କରି ଦେଲେ।
ସଠାେରେ କେତକେ ଲୋକ ଯୀଶୁଙ୍କ ପାଖକୁ ଗୋଟିଏ ଲୋକକୁ ଆଣିଲେ। ସେ ଲୋକଟି ମୂକ ଓ ବଧିର ଥିଲା। ଲୋକମାନେ ଯୀଶୁଙ୍କୁ ଆନୁ ରୋଧ କଲେ ଯେ ସେ ତାହାଙ୍କ ହାତ ଲୋକଟି ଉପରେ ରଖି ତାକୁ ଭଲ କରି ଦିଅନ୍ତୁ।
ତା'ପରେ ସମାନେେ ବେଥ୍ସାଇଦା ଚାଲି ଆସିଲେ। ସଠାେରେ କେତକେ ଲୋକ ଯୀଶୁଙ୍କ ପାଖକୁ ଗୋଟିଏ ଅନ୍ଧକୁ ନଇେ ଆସିଲେ। ସମାନେେ ଯୀଶୁଙ୍କୁ ପାର୍ଥନା କଲେ ଯେ ସେ ଅନ୍ଧକୁ କବଳେ ଛୁଇଁ ଦିଅନ୍ତୁ।
ଯୀଶୁ ଦେଖିଲେ ଯେ ଏହି ଘଟଣା ଦେଖିବା ପାଇଁ ଲୋକେ ତାହାଙ୍କ ପାଖକୁ ମାଡି ଆସୁଛନ୍ତି। ତେଣୁ ସେ ଦୁଷ୍ଟାତ୍ମାକୁ ଧମକ ଦଇେ କହିଲେ, ହେ ଦୁଷ୍ଟାତ୍ମା, ତୁ ପିଲାଟିକୁ ମୂକ ଓ ବଧିର କରି ଦଇେଛୁ। ମୁଁ ତୋତେ ଆଜ୍ଞା ଦେଉଛି, ପିଲାର ଦହେ ଭିତରୁ ବାହାରିଯା। ଏହାର ଦହେ ରେ ପୁଣି ଆଉ କବେେ ହେଲେ ପ୍ରବେଶ କରିବୁ ନାହିଁ।
ପ୍ରଭୁଙ୍କ ଆତ୍ମା ମାେ' ଠା ରେ ଅଛି। ଦୀନହୀନ ଲୋକଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ପରମେଶ୍ବର ମାେତେ ବାଛିଛନ୍ତି। ବନ୍ଦୀମାନେ ଯେ ମୁକ୍ତ ହାଇେ ପାରିଛନ୍ତି, ଏହା ସମାନଙ୍କେୁ ଶୁଣାଇବା ପାଇଁ ଅନ୍ଧମାନେ ପୁଣି ଦେଖିପାରିବେ ବୋଲି ସମାନଙ୍କେୁ କହିବା ପାଇଁ, ଦୁଃଖ ଦୁର୍ଦ୍ଦଶାଗ୍ରସ୍ତ ଲୋକଙ୍କ ଦୁଃଖ ଦୂର କରିଦବୋକୁ
ସେ ଲୋକମାନେ ଯୀଶୁଙ୍କ ପାଖ ରେ ପହନ୍ଚିଲେ। ସମାନେେ ଯୀଶୁଙ୍କୁ ପଚାରିଲେ, ବାପ୍ତିଜକ ଯୋହନ ଆମ୍ଭକୁ ତୁମ୍ଭ ପାଖକୁ ଏହି ପ୍ରଶ୍ନ ପଚାରିବାକୁ ପଠାଇଲେ: 'ଯାହାଙ୍କର ଆସିବାର ଥିଲା, ଆପଣ କ'ଣ ସହେି ଲୋକ ନା ଆମ୍ଭେ ଆଉ ଅନ୍ୟ କାହାରି ଅପେକ୍ଷା ରେ ରହିବୁ?'
ଯୀଶୁ ଯାଉଥିବା ବେଳେ ଜଣେ ଅନ୍ଧକୁ ଦେଖିଲେ। ସେ ଲୋକଟି ଜନ୍ମରୁ ଅନ୍ଧ ଥିଲା।
ଯୀଶୁ କହିଲେ, ମୁଁ ଜଗତକୁ ଆସିଛି, ଯେପରି ଏ ଜଗତ ବିଚାରିତ ହବେ। ମୁଁ ଆସଛି ଯେପରି ଅନ୍ଧ ଲୋକମାନେ ଦେଖି ପାରିବେ। ଏବଂ ଯେଉଁମାନେ ଦେଖି ପାରୁଛନ୍ତି ବୋଲି ମନେ ମନେ ଭାବୁଛନ୍ତି, ସମାନେେ ଅନ୍ଧ ହବେେ।
କିନ୍ତୁ କେତକେ ଯିହୂଦୀ କହିଲେ, ଯୀଶୁ ଅନ୍ଧ ଲୋକଟିର ଆଖି ଭଲ କରି ଦଇେଥିଲେ। ତବେେ ସେ ଲାଜାରଙ୍କୁ ମରଣ ମୁଖରୁ ବଞ୍ଚଇେ ରଖିବା ପାଇଁ କାହିଁକି କିଛି କରି ପାରିଲେ ନାହିଁ।
ତେଣୁ ହନନିୟ ୟିହୂଦାଙ୍କ ଘରକୁ ଯାଇ ଶାଉଲଙ୍କ ଉପରେ ହାତ ରଖିଲେ ଓ କହିଲେ, ଭାଇ ଶାଉଲ! ପ୍ରଭୁ ଯୀଶୁ ମାେତେ ପଠାଇଛନ୍ତି, ସେ ତୁମ୍ଭର ଆସିବା ବାଟରେ ତୁମ୍ଭକୁ ଦର୍ଶନ ଦଇେଥିଲେ, ଯେପରି ତୁମ୍ଭେ ପୁଣି ଥରେ ଦେଖିପାରିବ ଓ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହାଇପୋରିବ।
ତୁମ୍ଭେ ସହେି ଲୋକମାନଙ୍କୁ ସତ୍ଯ ପଥ ଦଖାଇବେ ଓ ସମାନଙ୍କେୁ ଅନ୍ଧକାରରୁ ଆଲୋକକୁ ଆଣିବ। ତୁମ୍ଭେ ସମାନଙ୍କେୁ ଶୟତାନର ଶକ୍ତି ନିକଟରୁ ଦୂ ରଇେ ନଇେ ପରମେଶ୍ବରଙ୍କ ପାଖକୁ ଆଣିବ। ତବେେ ସମାନଙ୍କେର ପାପକୁ କ୍ଷମା କରାୟିବ। ଯେଉଁମାନେ ମାେତେ ବିଶ୍ବାସ କରି ପବିତ୍ର ହାଇେଛନ୍ତି ସମାନଙ୍କେ ମଧିଅରେ ସମାନେେ ସ୍ଥାନ ପାଇବେ।'
ମୁଁ ମହିମାମୟ ପିତା, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପରମେଶ୍ବରଙ୍କୁ ସବୁବେଳେ ପ୍ରାର୍ଥନା କରେ ଯେ, ସେ ତୁମ୍ଭକୁ ବିଜ୍ଞତାର ଆତ୍ମା ପ୍ରଦାନ କରନ୍ତୁ। ସହେି ଜ୍ଞାନ ତୁମ୍ଭମାନଙ୍କ ପାଇଁ ପରମେଶ୍ବର ବିଷୟକ ସମସ୍ତ ତଥ୍ଯକୁ ସ୍ପଷ୍ଟ କରିଦବେ, ଯାହା ଫଳ ରେ ତୁମ୍ଭମାନେେ ତାହାଙ୍କୁ ପୂର୍ଣ୍ଣ ଭାବରେ ଜାଣି ପାରିବ।
ଯାହା ସହଜ ରେ ପ୍ରକାଶିତ ହୁଏ, ତାହା ଆଲୋକ। ସେଥିପାଇଁ ଆମ୍ଭେ କହୁ :