Cross references
ହିଜକିଯ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କଠା ରେ ଦୃଢ ବିଶ୍ବାସ କରୁଥିଲେ। ଯିହୁଦାର କୌଣସି ରାଜା ତାଙ୍କ ପୁର୍ବବର୍ତ୍ତୀ ବା ପରବର୍ତ୍ତୀ ହିଜକିଯଙ୍କ ପରି ନଥିଲେ।
ତୁମ୍ଭମାନେ ଯିହୁଦାର ରାଜା ହିଜକିଙ୍କୁ ଏହିକଥା କହିବ,
ଦୃଢ଼ ଓ ସାହସୀ ହୁଅ। ଅଶୂର ରାଜା ଅଥବା ତାଙ୍କ ସହିତ ଥିବା ବିଶାଳ ସୈନ୍ଯବାହିନୀ ବିଷଯ ରେ ଭୟ କର ନାହିଁ କିମ୍ବା ବ୍ଯସ୍ତ ହୁଅ ନହିଁ। ଅଶୂରର ରାଜାଙ୍କର ଶକ୍ତିଠାରୁ ଆମ୍ଭମାନଙ୍କ ସହିତ ଆହୁରି ମହାନ୍ ଶକ୍ତି ଅଛି।
ତୁମ୍ଭମାନଙ୍କୁ ମୂର୍ଖ ବନଇବୋ ଓ ପ୍ରତାରଣା କରିବାକୁ ହିଜକିଯଙ୍କୁ ଦିଅ ନାହିଁ। ତାହାକୁ ଆଦୌ ବିଶ୍ବାସ କର ନାହିଁ, କାରଣ କୌଣସି ରାଜ୍ଯ ବା କୌଣସି ଦେଶ ତାହାର ଲୋକମାନଙ୍କୁ ମାେ'ଠାରୁ ବା ମାରେପୂର୍ବପୁରୁଷମାନଙ୍କଠାରୁ ରକ୍ଷା କରିପାରି ନାହିଁ। ତେଣୁ ତୁମ୍ଭମାନଙ୍କ ପରମେଶ୍ବର ଯେ ତୁମ୍ଭମାନଙ୍କୁ ବିନଷ୍ଟ କରିବାରୁ ମାେତେ ରୋକିପାରିବ, ଏହା ଆଦୌ ଭାବ ନାହିଁ।'
ସମାନେେ ମାେତେ କହନ୍ତି, ତୁମ୍ଭେ ସଦାପ୍ରଭୁଙ୍କୁ ସାହାୟ୍ଯ ପାଇଁ ଡ଼ାକ, ସେ ତୁମ୍ଭକୁ ଉଦ୍ଧାର କରିପାରନ୍ତି। ୟଦି ସେ ତୁମ୍ଭକୁ ପ୍ରକୃତରେ ଭଲ ପାଉଥାନ୍ତି ତବେେ ନିଶ୍ଚଯ ତୁମ୍ଭକୁ ସାହାୟ୍ଯ କରିବାକୁ ଆଗଇେ ଆସିବେ।
ଆଦେଶକର୍ତ୍ତା ସମାନଙ୍କେୁ କହିଲା,
ହିଜକିଯଙ୍କ କଥା ବିଶ୍ବାସ କର ନାହିଁ। 'ସଦାପ୍ରଭୁଙ୍କଠା ରେ ବିଶ୍ବାସ ରଖ। ସେ ନିଶ୍ଚଯ ଆମ୍ଭମାନଙ୍କୁ ଉଦ୍ଧାର କରିବେ। ସଦାପ୍ରଭୁ ଅଶୂର ରାଜାଙ୍କୁ ଏହି ନଗର ଅଧିକାର କରିବାକୁ ଦବେେ ନାହିଁ।'
ଏହିସବୁ ଦେଶର ଦବେତାଗଣ ମଧ୍ଯରୁ କେଉଁ ଦବେତା ମାେ ହସ୍ତରୁ ନିଜ ନିଜ ଦେଶ ଉଦ୍ଧାର କରିଅଛନ୍ତି ଯେ, ସଦାପ୍ରଭୁ ମାେ ହସ୍ତରୁ ୟିରୁଶାଲମକୁ ଉଦ୍ଧାର କରିବେ।
ତୁମ୍ଭମାନେେ ଗର୍ବିତ ହାଇେ ମାେ ବିରୁଦ୍ଧ ରେ କହିଅଛ। ତୁମ୍ଭମାନେେ ତାହା ବାରମ୍ବାର କହିଛ, ଆଚ୍ଛା ! ମୁଁ ତାହା ଶୁଣିଅଛି।
ସେ ପରମେଶ୍ବରଙ୍କଠା ରେ ବିଶ୍ବାସ କରୁଥିଲେ। ଯଦି ପ୍ରକୃତ ରେ ପରମେଶ୍ବର ତାହାଙ୍କୁ ଚାହୁଁଥାଆନ୍ତି, ତବେେ ସେ ତାହାଙ୍କୁ ବର୍ତ୍ତମାନ ରକ୍ଷା କରନ୍ତୁ। ସେ ନିଜେ କହୁଥିଲେ, 'ମୁଁ ପରମେଶ୍ବରଙ୍କ ପୁତ୍ର।'