ହେ ସର୍ବଶକ୍ତିମାନ ସଦାପ୍ରଭୁ, ଇଶ୍ରାୟେଲର ପରମେଶ୍ବର ଯେ କି କିରୂବଗଣ ଉପ ରେ ଉପବିଷ୍ଟା ତୁମ୍ଭେ କବଳେ ପୃଥିବୀସ୍ଥ ସମୁଦାଯ ରାଜ୍ଯର ପରମେଶ୍ବର ଅଟ। ତୁମ୍ଭେ ଏହି ସ୍ବର୍ଗ ଓ ପୃଥିବୀ ନିର୍ମାଣ କରିଅଛ।
Cross references
ଆରମ୍ଭରେ ପରମେଶ୍ବର ଆକାଶ ଓ ପୃଥିବୀକୁ ସୃଷ୍ଟି କଲେ।
ଆଉ ମୁଁ ଯେତବେେଳେ ତୁମ୍ଭକୁ ସାକ୍ଷାତ କରେ ଓ ପାପାଚ୍ଛାଦନର ଉପରି ଭାଗରୁ ଅର୍ଥାତ୍ ଚୁକ୍ତି ସିନ୍ଦୁକର ଉପରିସ୍ଥ କିରୂବଦୂତଗଣ ମଧ୍ଯରୁ ତୁମ୍ଭ ସଙ୍ଗେ ଆଳାପ କରି ଇଶ୍ରାୟେଲ ସନ୍ତାନଗଣ ବିଷଯକ ମୁଁ ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବି।
କାରଣ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର, ସେ ଦବଗେଣର ଦବେ ଓ ପ୍ରଭୁମାନଙ୍କର ପ୍ରଭୁ, ମହାନ୍, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ବର, ସେ ମନକ୍ସ୍ଟଷ୍ଯର ମକ୍ସ୍ଟଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁ।
ତା'ପରେ ସମାନେେ ଲୋକମାନଙ୍କୁ ଶୀଲୋକକ୍ସ୍ଟ ପଠାଇ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନିଯମ-ସିନ୍ଦକ୍ସ୍ଟକ ଆଣିଲେ। ସିନ୍ଦକ୍ସ୍ଟକର ଉପରେ କିରୂବ ଦୂତଗଣ ଥିଲେ। ସମାନେେ ପରମେଶ୍ବରଙ୍କ ସିଂହାସନ ପରି ଏଲିଙ୍କର ଦକ୍ସ୍ଟଇପକ୍ସ୍ଟତ୍ର ହଫ୍ନି ଓ ପୀନହସ୍ ପରମେଶ୍ବରଙ୍କ ନିଯମ-ସିନ୍ଦକ୍ସ୍ଟକ ସଙ୍ଗେ ଆସିଲେ।
'ତା' ହେଲ ତୁମ୍ଭର ନାମ ଚିରଦିନ ପାଇଁ ସମ୍ମାନିତ ହବେ। ଲୋକମାନେ କହିବେ, ସର୍ବଶକ୍ତିମାନ ସଦାପ୍ରଭୁ ପରମେଶ୍ବର ଇଶ୍ରାୟେଲ ରେ ଶାସନ କରନ୍ତି। ଏବଂ ତୁମ୍ଭର ସବେକ ଦାଉଦର ବଂଶଧର ତୁମ୍ଭର ସବୋ କରିବା ରେ ଶକ୍ତିଶାଳୀ ହକ୍ସ୍ଟଅନ୍ତକ୍ସ୍ଟ।'
ତତ୍ପରେ ଯାଜକମାନେ ସଦାପ୍ରଭୁଙ୍କ ନିଯମ ସିନ୍ଦୁକକୁ ଯଥା ସ୍ଥାନ ରେ ଅର୍ଥାତ୍ ମନ୍ଦିରର ଗର୍ଭାଗାର ମହାପବିତ୍ର ସ୍ଥାନସ୍ଥ କିରୁବମାନଙ୍କ ପକ୍ଷତଳେ ରଖିଲେ।
ଆଉ ସହେି ପଥର ରେ ସେ ସଦାପ୍ରଭୁଙ୍କ ନାମ ରେ ଏକ ୟଜ୍ଞବଦେୀ ପୁନଃନିର୍ମାଣ କରି ସହେି ୟଜ୍ଞବଦେୀର ଚତୁଃପାଶର୍ବ ରେ ଦୁଇମହଣ ବିହନ ଧରିଲା ଭଳି ଏକ ଖାଇ ନିର୍ମାଣ କଲେ।
ଏହାପରେ ନାମାନ୍ ଓ ତା'ର ସମସ୍ତ ସାଥୀ ଲୋକମାନେ ଫରେିଆସି ପରମେଶ୍ବରଙ୍କ ଲୋକ ଇଲୀଶାୟ ସମ୍ମୁଖ ରେ ଆସି ଛିଡା ହେଲେ ଓ କହିଲେ, ଦେଖନ୍ତୁ, ମୁଁ ଏବେ ବୁଝିଲ ଇଶ୍ରାୟେଲର ପରମେଶ୍ବରଙ୍କ ଛଡା ସମଗ୍ର ପୃଥିବୀ ରେ ଆଉ ପରମେଶ୍ବର କହେି ନାହାଁନ୍ତି। ତେଣୁ ମୁଁ ବିନଯ କରି କହୁଛି, ଆପଣ ଏ ଦାସଠାରୁ ଉପହାର ଗ୍ରହଣ କରନ୍ତୁ।
ସୈନ୍ଯାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି। ୟାକୁବର ପରମେଶ୍ବର ଆମ୍ଭ ସମସ୍ତଙ୍କର ନିରାପଦର ସ୍ଥାନ ଅଟନ୍ତି।
ସହେି ସୈନ୍ଯାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି। ୟାକୁବର ପରମେଶ୍ବର ଆମ୍ଭ ସମସ୍ତଙ୍କ ନିରାପଦ ଆଶ୍ରଯ ସ୍ଥଳ।
ହେ ଇଶ୍ରାୟେଲର ପାଳକ, କର୍ଣ୍ଣପାତ କର। ତୁମ୍ଭେ ୟୋଷଫରେ ଲୋକମାନଙ୍କୁ ମଷେପରି ନତେୃତ୍ବ କରିଅଛ। କିରୂବଦୂତମାନଙ୍କ ଉପରେ ରାଜା ତୁଲ୍ଯ ଉପବିଷ୍ଟ ହେଲେ, ଆମ୍ଭମାନଙ୍କୁ ତୁମ୍ଭେ ଦର୍ଶନ ଦିଅ।
ତୁମ୍ଭେ ମହାନ୍ ଓ ଆଶ୍ଚର୍ୟ୍ଯ କର୍ମମାନ କର। ତୁମ୍ଭେ ହିଁ ଏକମାତ୍ର, ପରମେଶ୍ବର ଅଟ।
ସଦାପ୍ରଭୁଙ୍କ ଆଗରେ ଗାନ କର। ସେ ନ୍ଯାଯ ବିଚାର ପାଇଁ ପୃଥିବୀକୁ ଆସୁଛନ୍ତି। ସେ ତାଙ୍କର ଧାର୍ମିକତା ଏବଂ ନ୍ଯାଯ ସହିତ ପୃଥିବୀର ଲୋକମାନଙ୍କର ବିଚାର କରିବେ।