Home Bibles ☰ Books ଯିଶାଇୟ 37:32 · ଓଡ଼ିଆ ବାଇବେଲ
ଯିଶାଇୟ 37:32 · ଓଡ଼ିଆ ବାଇବେଲ

କାରଣ ୟିରୁଶାଲମରୁ ରକ୍ଷାପ୍ରାପ୍ତ ଏହି ଅଳ୍ପ କେତକେ ଅବଶିଷ୍ଟ ଲୋକ ସିୟୋନ ପର୍ବତରୁ ବାହାରିବେ। ସର୍ବଶକ୍ତିମାନ ସଦାପ୍ରଭୁଙ୍କ ଗଭୀର ପ୍ ରମରେ ସିଦ୍ଧତା ଦ୍ବାରା ଏହା ପ୍ରମାଣିତ ହବେ।'

Cross references

ଦିତୀୟ ରାଜାବଳୀ 19:31

ଅଳ୍ପ କେତକେ ମୃତ୍ଯୁର ରକ୍ଷା ପାଇଥିବା ଅବଶିଷ୍ଟ ଲୋକମାନେ ସିୟୋନ ପର୍ବତଠାରୁ ଓ ୟିରୁଶାଲମରୁ ବାହାରକୁ ଯିବେ। ଏହି ଘଟଣା ସଦାପ୍ରଭୁଙ୍କର ମନଭାବରୁ ସୃଷ୍ଟି କରିବେ।

ଯିଶାଇୟ 9:6

ଯେତବେେଳେ ଏକ ସ୍ବତନ୍ତ୍ର ବାଳକ ଜନ୍ମ ନବେେ ସତେିକି ବେଳେ ଏହା ଘଟିବ। ପରମେଶ୍ବର ଆମ୍ଭମାନଙ୍କୁ ଏକ ପୁତ୍ର ଦବେେ। ସେ ସମସ୍ତ ଲୋକମାନଙ୍କର ଭାର ବହନ କରିବେ। ତାଙ୍କର ନାମ ଆଶ୍ଚର୍ୟ୍ଯ ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ବର, ୟିଏ ଅନନ୍ତକାଳୀନ ଏବଂ ଶାନ୍ତିର ରାଜକୁମାର ହବେେ।'

ଯିଶାଇୟ 9:7

ତାଙ୍କ ରାଜ୍ଯ ରେ କତ୍ତୃର୍ତ୍ବ ଓ ଶାନ୍ତି ବିରାଜମାନ କରିବ। ଏହା ଦାଉଦଙ୍କ ପରିବାରର ଶାସକଙ୍କର କ୍ଷମତା ବୃଦ୍ଧି କରିବ। ସହେି ରାଜା ନ୍ଯାଯ ଓ ଧାର୍ମିକତା ବଳ ରେ ଅନନ୍ତକାଳ ପର୍ୟ୍ଯନ୍ତ ରାଜ୍ଯ ଶାସନ କରିବେ।

ଯିଶାଇୟ 37:20

ମାତ୍ର ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର। ତେଣୁ ଦୟାକରି ଆମ୍ଭମାନଙ୍କୁ ଅଶୂରୀଯ ରାଜାଙ୍କଠାରୁ ଉଦ୍ଧାର କର, ତାହା ହେଲେ ତୁମ୍ଭେ ଯେ ସଦାପ୍ରଭୁ ଓ ଏକମାତ୍ର ପରମେଶ୍ବର, ଏକଥା ସମଗ୍ର ପୃଥିବୀବାସୀ ଜାଣିବେ।

ଯିଶାଇୟ 59:17

ପୁଣି ସଦାପ୍ରଭୁ ଧାର୍ମିକତାର ସଞ୍ଜୁ ବୁକୁ ରେ, ପରିତ୍ରାଣରୂପକ ଟୋପି ମସ୍ତକରେ, ପ୍ରତି ଶାଧେରୂପକ ବସ୍ତ୍ର ଓ ଉଦ୍ୟୋଗ ରୂପକ ବସ୍ତ୍ର ଉତ୍ତରୀଯ ରୂପେ ପରିଧାନ କଲେ।

ଯୋୟେଲ 2:18

ତା'ପ ରେ ସଦାପ୍ରଭୁ ନିଜ ଭୂମି ପାଇଁ ଇର୍ଷାପରାଯଣ ହେଲେ। ସେ ତାଙ୍କର ଲୋକମାନଙ୍କ ଉପ ରେ ଦୟା ଦଖାଇେଲେ।

ଯିଖରିୟ 1:14

ତା'ପ ରେ ସ୍ବର୍ଗଦୂତ ୟିଏ ମାେ ସଙ୍ଗ ରେ କଥା କହୁଥିଲେ, କହିଲେ, ମାରେ ଏହି ବାକ୍ଯ ଘାଷେଣା କର।

Interlinear

Choose Theme