Home Bibles ☰ Books ଯିଶାଇୟ 38:16 · ଓଡ଼ିଆ ବାଇବେଲ
ଯିଶାଇୟ 38:16 · ଓଡ଼ିଆ ବାଇବେଲ

ହେ ପ୍ରଭୋ, ଏହିସବୁ ଦ୍ବାରା ଲୋକେ ବଞ୍ଚନ୍ତି। ଆଉ ସେଥି ରେ ସମ୍ପୂର୍ଣ୍ଣରୂପେ ମାରେ ଆତ୍ମାର ଜୀବନ ଅଛି। ଏଣୁ ତୁମ୍ଭେ ମାେତେ ସୁସ୍ଥ କରି ପୁନଃର୍ଜୀବନ ଦିଅ।

Cross references

ଦିତୀୟ ବିବରଣ 8:3

ମନକ୍ସ୍ଟଷ୍ଯ ଯେ କବଳେ ରୋଟୀ ରେ ବଞ୍ଚେ ନାହିଁ, ମାତ୍ର ସଦାପ୍ରଭୁଙ୍କ ମକ୍ସ୍ଟଖରକ୍ସ୍ଟ ଯାହା ନିର୍ଗତ ହକ୍ସ୍ଟଏ, ତହିଁରେ ବଞ୍ଚେ। ଏହା ତୁମ୍ଭମାନଙ୍କୁ ଜଣାଇବା ପାଇଁ ସେ ତୁମ୍ଭମାନଙ୍କୁ ନମ୍ର ଓ କ୍ଷକ୍ସ୍ଟଧିତ କରି ଅଛନ୍ତି, ସେ ତୁମ୍ଭକୁ ଓ ତକ୍ସ୍ଟମ୍ଭ ପୂର୍ବପୁରୁଷଗଣଙ୍କକ୍ସ୍ଟ ଅଜ୍ଞାତ ମାନ୍ନା ଦଇେ ପ୍ରତିପାଳନ କରିଅଛନ୍ତି।

ଆୟୁବ ପୁସ୍ତକ 33:19

କିମ୍ବା ଜଣେ ବ୍ଯକ୍ତି ବିଛଣା ରେ ମଧ୍ଯ ପରମେଶ୍ବରଙ୍କ ବାଣୀ ଶୁଣିପା ରେ ଓ ପରମେଶ୍ବରଙ୍କ ପ୍ରଦତ୍ତ ଦଣ୍ଡ ଓ ୟନ୍ତ୍ରଣା ସହ୍ଯ କରେ। ପରମେଶ୍ବର ବ୍ଯଥାଦ୍ବାରା ସହେି ବ୍ଯକ୍ତିକୁ ଚତାବେନୀ ଦିଅନ୍ତି। ସହେି ବ୍ଯକ୍ତି ଏତେ ୟନ୍ତ୍ରଣା ପାଏ ସତେ ଯମେିତି ତା'ର ସବୁହାଡ଼ କଷ୍ଟ ପାଏ।

ଗୀତସଂହିତା 30:3

ହେ ସଦାପ୍ରଭୁ, ତୁମ୍ଭେ ମାେତେ ମୃତ୍ଯୁ ଗୁମ୍ଫାରୁ ମାରେ ପ୍ରାଣ ବଞ୍ଚାଇ ରଖିଛ। ମାେତେ ସହେି ମୃତ ଲୋକମାନଙ୍କ ସହିତ କବରରେ ରହିବାକୁ ଦଇେ ନାହଁ।

ଗୀତସଂହିତା 71:20

ତୁମ୍ଭେ ମାେ ପାଇଁ ବହୁତ ଖରାପ ସମୟ ଓ ଅସୁବିଧା ଦଇେଛ। ମାେ ଜୀବନକୁ ପୁନଃସ୍ଥାପନ କର। ଯେତବେେଳେ ମୁଁ ପ୍ରାଯ ମୃତ ପରି ଥିଲି, ମାେ ଜୀବନକୁ ରକ୍ଷା କଲ।

ଗୀତସଂହିତା 119:25

ମୁଁ ମରିବା ବେଳେ ଧୂଳିରେ ଗଡ଼େ। ୟପରେି ତୁମ୍ଭର ବାକ୍ଯ ଦ୍ବାରା ପ୍ରତିଜ୍ଞା କରିଛି, ମାେତେ ବଞ୍ଚିବାକୁ ଦିଅ।

ଯିଶାଇୟ 64:5

ଯେଉଁମାନେ ତୁମ୍ଭକୁ ସ୍ମରଣ କରନ୍ତି, ତୁମ୍ଭେ ସହେିମାନଙ୍କୁ ଆଘାତ କରିଛ। ମାତ୍ର ଅତୀତ କାଳ ରେ ଆମ୍ଭେ ପାପ କଲୁ ଏବଂ ତୁମ୍ଭେ ରାଗିଲ। ଅତୀତ କାଳ ରେ ଆମ୍ଭମାନେେ ଦୋଷ କଲୁ।

ମାଥିଉଲିଖିତ ସୁସମାଚାର 4:4

ଯୀଶୁ ଉତ୍ତର ରେ କହିଲେ, ଶାସ୍ତ୍ର ରେ ଏହା ଲଖାେଅଛି, 'ମଣିଷକୁ କବଳେ ଖାଦ୍ୟ ରେ ବଞ୍ଚିବ ନାହିଁ, କିନ୍ତୁ ତା'ର ଜୀବନ ପରମେଶ୍ବରଙ୍କ ମହଁରୁ ବାହାରି ଥିବା ପ୍ରେତ୍ୟକକ ବାକ୍ଯ ରେ ହିଁ ବଞ୍ଚିବ।' ଦ୍ବିତୀୟ ବିବରଣ 8:3

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 11:32

ପ୍ରଭୁ ଯେତବେେଳେ ଆମ୍ଭର ବିଚାର କରନ୍ତି, ସେ ଠିକ୍ ବାଟ ଦଖାଇବୋ ଲାଗି ଆମ୍ଭ ପ୍ରତି ଦଣ୍ଡ ବିଧାନ କରନ୍ତି। ଆମ୍ଭେ ଯେପରି ଜଗତର ଅବଶିଷ୍ଟ ଲୋକମାନଙ୍କ ସହିତ ଦଣ୍ଡାଜ୍ଞା ପାଇବୁ ନାହିଁ, ସେଥିଲାଗି ସେ ଏପରି କରନ୍ତି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 4:17

ବର୍ତ୍ତମାନ ଆମ୍ଭେ ସମ୍ମୁଖୀନ ହେଉଥିବା େଛାଟ େଛାଟ କ୍ଷଣିକ ଅସୁବିଧାଗୁଡ଼ିକ ଆମ୍ଭ ପାଇଁ ଏକ ଅତୁଳନୀୟ, ଉତ୍କୃଷ୍ଟ ଓ ଅନନ୍ତ ମହିମା ଉତ୍ପନ୍ନ କରୁଛି। ଏହି ଅତୁଳନୀୟ ମହିମା ଅସୁବିଧାଗୁଡ଼ିକ ତୁଳନା ରେ ଅତି ମହାନ୍।

ଏବ୍ରୀ 12:10

ଆମ୍ଭର ପୃଥିବୀର ପିତାମାନେ ଆମ୍ଭକୁ ଅଳ୍ପ ସମୟ ଧରି ଦଣ୍ଡ ଦେଲେ। ସମାନେେ ଯେପରି ଭଲ ଭାବିଲେ, ସହେିପରି ଦଣ୍ଡ ଦେଲେ। କିନ୍ତୁ ପରମେଶ୍ବର, ତାହାଙ୍କ ନିଜଭଳି ଆମ୍ଭକୁ ପବିତ୍ର ହବୋପାଇଁ ସାହାୟ୍ଯ କରିବା ନିମନ୍ତେ ଆମ୍ଭକୁ ଦଣ୍ଡ ଦିଅନ୍ତି।

Interlinear

Choose Theme