Home Bibles ଯିଶାଇୟ 38:5 · ଓଡ଼ିଆ ବାଇବେଲ
ଯିଶାଇୟ 38:5 · ଓଡ଼ିଆ ବାଇବେଲ

ତୁମ୍ଭେ ହିଜକିଯ ନିକଟକୁ ୟାଅ ଓ ଏହିକଥା କୁହ, ତୁମ୍ଭ ପୂର୍ବପୁରୁଷ ଦାଉଦଙ୍କ ପରମେଶ୍ବର ସଦାପ୍ରଭୁ ଏହିକଥା କୁହନ୍ତି, 'ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଅଛୁ ଓ ତୁମ୍ଭର ଲୋତକ ଦେଖିଅଛୁ। ଆମ୍ଭେ ତୁମ୍ଭର ଆଯୁ ପନ୍ଦରବର୍ଷ ବଢ଼ାଇବା।'

Cross references

ଦିତୀୟ ଶାମୁୟେଲ 7:3

ନାଥନ ରାଜା ଦାଉଦଙ୍କକ୍ସ୍ଟ କହିଲେ, ତୁମ୍ଭର ଯାହା ଇଛା ତାହା କର, କାରଣ ସଦାପ୍ରଭୁ ତକ୍ସ୍ଟମ୍ଭ ସହିତ ଅଛନ୍ତି।

ପ୍ରଥମ ରାଜାବଳୀ 8:25

ତୁମ୍ଭେ ମାେ ପିତା ଆପଣା ଦାସ ଦାଉଦଙ୍କୁ କହିଥିଲ, 'ତୁମ୍ଭେ ଯେପରି ଆମ୍ଭର ଆଜ୍ଞା ପାଳନ କରି ଆମ୍ଭର ଆଜ୍ଞା ଓ ନିଯମକୁ ଅନୁସରଣ କରୁଛ, ଯଦି ତୁମ୍ଭର ପୁତ୍ରମାନେ ସହେିପରି କରନ୍ତି ଓ ସତର୍କତା ଭାବରେ ଆମ୍ଭକୁ ଅନୁସରଣ କରନ୍ତି, ତବେେ ଇଶ୍ରାୟେଲ ସିଂହାସନ ରେ ତୁମ୍ଭ ବଂଶରୁ ସର୍ବଦା ଇଶ୍ରାୟେଲ ଉପରେ ରାଜ୍ଯ କରିବ। ହେ ସଦାପ୍ରଭୁ, ଇଶ୍ରାୟେଲର ପରମେଶ୍ବର, ତୁମ୍ଭେ ତୁମ୍ଭର ସହେି ବାକ୍ଯ ଏବେ ସଫଳ କର।'

ପ୍ରଥମ ରାଜାବଳୀ 9:4

ତୁମ୍ଭେ ତୁମ୍ଭ ପିତା ଦାଉଦଙ୍କ ପରି ମନପ୍ରାଣ ଦଇେ ଭକ୍ତି ଓ ସାଧୁତାର ସହିତ ଆମ୍ଭର ସବୋ କରିବ। ଯଦି ତୁମ୍ଭେ ସହେି ପରି କର ଏବଂ ଆମ୍ଭର ନିଯମ ଓ ଆମ୍ଭେ ଦେଉଥିବା ସମସ୍ତ ନିର୍ଦ୍ଦେଶ ମାନ।

ପ୍ରଥମ ରାଜାବଳୀ 11:12

ଯେ ହତେୁ ଆମ୍ଭେ ତୁମ୍ଭର ପିତା ଦାଉଦଙ୍କୁ ଭଲ ପାଉଥିଲୁ। ତୁମ୍ଭ ଜୀବିତାବସ୍ଥା ରେ ତୁମ୍ଭଠାରୁ ରାଜ୍ଯ ନବୋ ନାହିଁ। ମାତ୍ର ତୁମ୍ଭର ପୁତ୍ର ରାଜା ହେଲାପରେ ତାଙ୍କଠାରୁ ରାଜ୍ଯ ଛଡଇେ ନବୋ।

ପ୍ରଥମ ରାଜାବଳୀ 15:4

ଯେ ହତେୁ ସଦାପ୍ରଭୁ ଦାଉଦଙ୍କୁ ପ୍ ରମେ କରିଥିବାରୁ ସେ ଅବିଯାମକୁ ୟିରୁଶାଲମ ଦଇେଥିଲେ। କବଳେ ଦାଉଦଙ୍କ ସକାେଶ ସେ ୟିରୁଶାଲମକୁ ସୁରକ୍ଷିତ ରଖିଥିଲେ ଓ ତାଙ୍କୁ ଉତ୍ତରାଧିକାରୀ ରୂପେ ଏକ ପୁତ୍ର ଦଇେଥିଲେ।

ଦିତୀୟ ରାଜାବଳୀ 18:2

ହିଜକିଯ ପଚିଶ ବର୍ଷ ବଯସ୍କ ଥିଲେ ଯେତବେେଳେ ସେ ଶାସନ ଆରମ୍ଭ କଲେ ଓ ସେ ୟିରୁଶାଲମ ରେ ଅଣତିରିଶ ବର୍ଷ ରାଜତ୍ବ କଲେ। ତାଙ୍କର ମାତାଙ୍କର ନାମ ଅବୀ ଓ ସେ ଜିଖରିଯଙ୍କର କନ୍ଯା ଥିଲେ।

ଦିତୀୟ ରାଜାବଳୀ 18:13

ଅନନ୍ତର ହିଜକିଯଙ୍କର ରାଜତ୍ବର ଚତୁଃର୍ଦ୍ଦଶ ବର୍ଷ ରେ ଅଶୂରର ରାଜା ସନ୍ ହରେୀଦ୍ ଯିହୁଦାର ସମସ୍ତ ପ୍ରାଚୀର ବେଷ୍ଟିତ ନଗର ଅବରୋଧ କରି ତାକୁ ଅଧିକାର କଲେ।

ଦିତୀୟ ରାଜାବଳୀ 19:20

ଏହାପରେ ଆମାେସର ପୁତ୍ର ଯିଶାଇୟ ହିଜକିଯଙ୍କ ନିକଟକୁ କହି ପଠାଇଲେ। ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, 'ତୁମ୍ଭେ ଅଶୂରର ରାଜା ସନ ହରେୀବ୍ ବିରୁଦ୍ଧ ରେ ଆମ୍ଭ ନିକଟରେ ଯେଉଁ ପ୍ରାର୍ଥନା କଲ, ତାହା ଆମ୍ଭେ ଶୁଣିଲୁ।'

ପ୍ରଥମ ବଂଶାବଳୀ 17:2

ନାଥନ୍ ଦାଉଦଙ୍କୁ ଉତ୍ତର ଦେଲେ, ତୁମ୍ଭେ ଯାହା ଇଚ୍ଛା କରୁଅଛ, ତାହା କରିପାର। ପରମେଶ୍ବର ତୁମ୍ଭ ସହିତ ରେ ଅଛନ୍ତି।

ଦିତୀୟ ବଂଶାବଳୀ 34:3

ଯୋଶିୟ ପରମେଶ୍ବରଙ୍କର ଇଚ୍ଛା ଅନୁସରଣ କରିବାକୁ ଲାଗିଲେ, ଯାହାଙ୍କୁ ତାଙ୍କର ପୂର୍ବପୁରୁଷ ଦାଉଦ ତାଙ୍କ ରାଜତ୍ବର ଅଷ୍ଟମ ବର୍ଷ ରେ ଅନୁସରଣ କରିଥିଲେ। ଯୋଶିୟଯ ପରମେଶ୍ବରଙ୍କୁ ଅନୁସରଣ କରିବାକୁ ଆରମ୍ଭ କରିବା ସମୟରେ ତଥାପି ଅଳ୍ପବଯସ୍କ ଥିଲେ। ଯୋଶିୟଯଙ୍କ ରାଜତ୍ବର ଦ୍ବାଦଶ ବର୍ଷ ରେ ସେ ଯିହୁଦା ଓ ୟିରୁଶାଲମ ରେ ଥିବା ଉଚ୍ଚସ୍ଥାନ, ଆଶରୋ ସ୍ତମ୍ଭ ଖାଦେିତ ପ୍ରତିମା ଓ ଢ଼ାଞ୍ଚା ରେ ଢ଼ଳା ମୂର୍ତ୍ତିସବୁକୁ ବିନଷ୍ଟ କଲେ।

ଆୟୁବ ପୁସ୍ତକ 14:5

ମଣିଷର ଜୀବନର ଏକ ନିର୍ଦ୍ଦିଷ୍ଟ ସୀମା ଅଛି। ହେ ପରମେଶ୍ବର, ତୁମ୍ଭେ ନିର୍ଣ୍ଣଯ କର ଜଣେ ମନୁଷ୍ଯ କେତେ ଦିନ ବଞ୍ଚିବ। ତୁମ୍ଭେ ମଣିଷ ପାଇଁ ସହେି ସୀମା ନିର୍ଦ୍ଦିଷ୍ଟ କରିଛ। ଏହା କ'ଣ କହେି ବଦଳାଇ ପା ରେ ?

ଗୀତସଂହିତା 6:9

ସଦାପ୍ରଭୁ ମାରେ ପ୍ରାର୍ଥନା ଶୁଣିଛନ୍ତି। ସଦାପ୍ରଭୁ ମାରେ ପ୍ରାର୍ଥନାକୁ ଗ୍ରହଣ କରିଛନ୍ତି ଓ ମାରେ ପ୍ରାର୍ଥନାର ଉତ୍ତର ମଧ୍ଯ ଦଇେଛନ୍ତି।

ଗୀତସଂହିତା 34:5

ପରମେଶ୍ବରଙ୍କ ନିକଟରେ ସାହାୟ୍ଯ ପ୍ରାର୍ଥନା କର। ତୁମ୍ଭର ପ୍ରାର୍ଥନା ସ୍ବୀକାର କରାୟିବ। ଏଥିରେ ଲଜ୍ଜିତ ହବୋର କିଛି ନାହିଁ।

ଗୀତସଂହିତା 39:12

ହେ ସଦାପ୍ରଭୁ ମାରେ ପ୍ରାର୍ଥନା ଶୁଣ। ମୁଁ ୟାହା ରୋଦନ କରି ତୁମ୍ଭକୁ କହୁଛି, ତାହା ତୁମ୍ଭେ ଶୁଣ। ମାରେ ଲୋତକକୁ ଚାହଁ, ମୁଁ ଜଣେ ପଥିକ ୟିଏ କି ତୁମ୍ଭ ସହିତ ଜୀବନ କଟାଉଛି। ମାରେ ପୂର୍ବପୁରୁଷମାନଙ୍କ ପରି ମୁଁ ମଧ୍ଯ ଏଠାରେ ଅଳ୍ପଦିନ ବଞ୍ଚିବି।

ଗୀତସଂହିତା 56:8

ତୁମ୍ଭେ ନିଶ୍ଚଯ ମାରେ ଦୁଃଖର ହିସାବ ରଖିଥିବି। ତୁମ୍ଭେ ନିଶ୍ଚିତଭାବରେ ଜାଣିଥିବ ୟେ, ମୁଁ କେତେ କ୍ରନ୍ଦନ କଲି। ନିଶ୍ଚିତରେ ତୁମ୍ଭେ ମାରେ ସମସ୍ତ ଅଶ୍ରୁଜଳରେ ହିସାବ ରଖିଛ।

ଗୀତସଂହିତା 89:3

ତୁମ୍ଭେ କହିଲ, ମୁଁ ଆପଣା ମନୋନୀତ ରାଜା ସଙ୍ଗେ ଏକ ଚୁକ୍ତି କରିଲି। ମୁଁ ମାରେ ଦାସ ଦାଉଦ ସହିତ ଏକ ପ୍ରତିଜ୍ଞା କଲି।

ଗୀତସଂହିତା 116:15

ସଦାପ୍ରଭୁଙ୍କର ଅନୁସରଣକାରୀ ମଧ୍ଯରୁ ସଦ୍ ଭକ୍ତମାନଙ୍କ ମୃତ୍ଯୁ ବହୁମୂଲ୍ଯ ଅଟେ।

ଗୀତସଂହିତା 147:3

ସେ ସମାନଙ୍କେର ଭଗ୍ନ ହୃଦଯକୁ ସୁସ୍ଥ କରନ୍ତି ଓ ସମାନଙ୍କେ କ୍ଷତରେ ପଟି ବାନ୍ଧନ୍ତି।

ଉପଦେଶକ 3:3

ବଧ କରିବାର ସମୟ ଅଛି ଓ ଆରୋଗ୍ୟ କରିବାର ମଧ୍ଯ ସମୟ ଅଛି। ଧ୍ବଂସ କରିବାର ସମୟ ଅଛି ଓ ଗଢ଼ିବା ପାଇଁ ମଧ୍ଯ ସମୟ ଅଛି।

ଯିଶାଇୟ 7:13

ତା'ପସର ଯିଶାଇୟ କହିଲଲ, ସହ ଦାଉଦଙ୍କର ବଂଶ! ସାବଧାନସହାଇ ଶୁଣ। ତୁମ୍ଲଭମାଲନ ତୁଚ୍ଛମାନବର ର୍ଧୈୟ୍ଯକୁ ପରୀକ୍ଷା କରିଛସବାଲିସମାର ପ୍ରଭୁ ପରଲମଶ୍ବରଙ୍କ ର୍ଧୈୟ୍ଯକୁ ପରୀକ୍ଷା କରିପାରିବ ନାହିଁ।

ଯିଶାଇୟ 37:21

ତା'ପ ରେ ଆମାେସଙ୍କ ପୁତ୍ର ଯିଶାଇୟ ହିଜକିଯ ନିକଟକୁ ଏହି ବାର୍ତ୍ତା କହି ପଠାଇଲେ। ସେ କହିଲେ, ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହିକଥା କୁହନ୍ତି, 'ତୁମ୍ଭେ ଅଶୂରର ରାଜା ସନ୍ ହରେୀବ ବିରୁଦ୍ଧ ରେ ଆମ୍ଭ ନିକଟରେ ପ୍ରାର୍ଥନା କର।'

ଯିରିମିୟଙ୍କ ବିଳାପ 3:56

ତୁମ୍ଭେ ମାରେ ଆତୁର କ୍ରନ୍ଦନ ଶୁଣିଲ, କିନ୍ତୁ ମାରେ ଆର୍ତ୍ତନାଦ ପ୍ରତି ଆପଣ କର୍ଣ୍ଣ ଲୁଚାଅ ନାହିଁ।

ମାଥିଉଲିଖିତ ସୁସମାଚାର 22:32

ପରମେଶ୍ବର କହିଛନ୍ତି, 'ମୁଁ ଅବ୍ରହାମଙ୍କ ପରମେଶ୍ବର, ଇସ୍ହାକଙ୍କ ପରମେଶ୍ବର ଓ ଯାକୁବଙ୍କ ପରମେଶ୍ବର ଅଟେ।' ଯଦି ନିଜେ ପରମେଶ୍ବର କହିଛନ୍ତି ଯେ ସେ ସମାନଙ୍କେର ପରମେଶ୍ବର, ତବେେ ସମାନେେ ବାସ୍ତବ ରେ ମୃତ ନୂହଁନ୍ତି। କାରଣ ପରମେଶ୍ବର ମୃତ ଲୋକମାନଙ୍କର ପରମେଶ୍ବର ନୁହଁନ୍ତି, କିନ୍ତୁ ଜୀବିତ ମାନଙ୍କର ଅଟନ୍ତି।

ଲୂକଲିଖିତ ସୁସମାଚାର 1:13

କିନ୍ତୁ ସ୍ବର୍ଗଦୁତ ତାହାଙ୍କୁ କହିଲେ, ଜିଖରିୟ! ଭୟ କରନାହିଁ, ତୁମ୍ଭର ପ୍ରାର୍ଥନା ପରମେଶ୍ବର ଶଣୁଛନ୍ତି। ତୁମ୍ଭର ପତ୍ନୀ ଏଲୀଶାବେଥ ଗୋଟିଏ ପୁତ୍ର ସନ୍ତାନ ଜନ୍ମ କରିବେ। ତୁମ୍ଭମାନେେ ତାହାର ନାମ ଯୋହନ ରଖିବ।

ରେରିତମାନଙ୍କ କାର୍ଯ୍ୟର ବିବରଣ 27:24

'ଭୟ କରନାହିଁ, ପାଉଲ! ତୁମ୍ଭେ ନିଶ୍ଚୟ କାଇସରଙ୍କ ସମ୍ମୁଖକୁ ୟିବ। ପରମେଶ୍ବର ତୁମ୍ଭ ହତେୁ ତୁମ୍ଭର ସମସ୍ତ ସହଯାତ୍ରୀଙ୍କ ଜୀବନ ରକ୍ଷା କରିବେ।'

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 7:6

କିନ୍ତୁ ଯେଉଁ ପରମେଶ୍ବର ଭାଙ୍ଗି ପଡ଼ିଥିବା ଲୋକକୁ ସାନ୍ତ୍ବନା ଦିଅନ୍ତି, ସେ ତିତସଙ୍କର ଆଗମନ ଦ୍ବାରା ଆମ୍ଭମାନଙ୍କୁ ମଧ୍ଯ ସାନ୍ତ୍ବନା ପ୍ରଦାନ କଲେ।

ଯୋହନଙ୍କ ପ୍ରଥମ ପତ୍ର 5:14

ଆମ୍ଭେ ନିଃସନ୍ଦହେ ରେ ତାହାଙ୍କ ନିକଟକୁ ଆସିବା କାରଣ ତାହାଙ୍କଠା ରେ ଆମ୍ଭର ଏହି ଭରସା ଅଛି ଯେ ଯେତବେେଳେ ଆମ୍ଭେ ତାହାଙ୍କ ଇଚ୍ଛା ଅନୁଯାଯୀ ତାହାଙ୍କ କୌଣସି ବିଷୟ ମାଗୁ ସେ ଆମ୍ଭର ପ୍ରାର୍ଥନା ଶୁଣନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7:17

ସିଂହାସନର ମଧିଅରେ ଥିବା ' ମଷେଶାବକ' ସମାନଙ୍କେର ମଷେପାଳକ ହବେେ। ସେ ସମାନଙ୍କେୁ ଜୀବନ ପ୍ରଦାନକାରୀ ଜଳର ନିର୍ଝର ପାଖକୁ କଢ଼ଇେ ନଇେଯିବେ। ପରମେଶ୍ବର ସମାନଙ୍କେର ଆଖିରୁ ସବୁ ଲୁହ ପୋଛି ଦବେେ।

Interlinear

Choose Theme