Home Bibles ଯିଶାଇୟ 38:7 · ଓଡ଼ିଆ ବାଇବେଲ
ଯିଶାଇୟ 38:7 · ଓଡ଼ିଆ ବାଇବେଲ

ସଦାପ୍ରଭୁ ତାଙ୍କର ବାକ୍ଯ ସଫଳ କରିବେ ତୁମ୍ଭକୁ ତାଙ୍କଠାରୁ ଏହି ଚିହ୍ନ ହବେ।

Cross references

ଆଦି ପୁସ୍ତକ 9:13

ମୁଁ ମାହେର ଇନ୍ଦ୍ରଧନୁ ମେଘ ରେ ସ୍ଥାପନ କରିଅଛି। ତାହା ପୃଥିବୀ ସହିତ ମାରେ ଚୁକ୍ତି ରେ ଚିହ୍ନ ହବେ।

ବିଚାରକର୍ତାମାନଙ୍କ ବିବରଣ 6:17

ଏହିପରେ ଗିଦ୍ଦିୟୋନ ସଦାପ୍ରଭୁଙ୍କୁ କହିଲେ, ଯଦି ତୁମ୍ଭେ ମାେ' ପ୍ରତି ସନ୍ତକ୍ସ୍ଟଷ୍ଟ, ତବେେ ମାେତେ ପ୍ରମାଣ ଦିଅ ଯେ ଏହା ପ୍ରକୃତ ରେ ତୁମ୍ଭେ ମାେ ସହିତ କଥାବାର୍ତ୍ତା ହେଉଛନ୍ତି।

ବିଚାରକର୍ତାମାନଙ୍କ ବିବରଣ 6:37

ମୁ ଖଳା ରେ ମଷଚେମଡା ପକାଇବି ଯଦି ଖଳା ରେ ପଡିଥିବା ଚମଡା ଉପରେ କବଳେ କାକର ପଡିବ ଏ ଭୂମି ଶକ୍ସ୍ଟଷ୍କ ରହିବ। ତବେେ ମୁ ଜାଣିବି ଆପଣ ମାେଦ୍ବାରା ଇଶ୍ରାୟେଲକକ୍ସ୍ଟ ରକ୍ଷା କରୁଛନ୍ତି,। ଆପଣଙ୍କର ବାକ୍ଯାନକ୍ସ୍ଟସା ରେ।

ଦିତୀୟ ରାଜାବଳୀ 20:8

ହିଜକିଯ ଯିଶାଇୟଙ୍କୁ କହିଲେ, ସଦାପ୍ରଭୁ ଯେ ମାେତେ ଆରୋଗ୍ୟ କରିବେ ଓ ତୃତୀୟ ଦିନ ରେ ମୁଁ ସଦାପ୍ରଭୁଙ୍କ ମନ୍ଦିରକୁ ୟିବି, ଏହାର କି ସୂଚନା ଅଛି?

ଯିଶାଇୟ 7:11

ସସ କହିଲଲ, ଏ ଗୁଡ଼ିକ ସତ୍ଯସବାଲି ତୁମ୍ଲଭ ନିଜକୁ ପ୍ରମାଣ କରିବାକୁ ଏକ ଚିହ୍ନ ମାଗ।ସସହି ଚିହ୍ନ ଅଧୋଲଲାକରୁସହଉ କିମ୍ବା ଉର୍ଦ୍ଧଲଲାକରୁସହଉ ସଦାପ୍ରଭୁଙ୍କୁସସହି ଚିହ୍ନ ମାଗ।'

ଯିଶାଇୟ 7:14

ମାତ୍ରସମାର ପ୍ରଭୁ ପରଲମଶ୍ବର ଏକ ଚିହ୍ନସଦଖାଇଲବ।

ଯିଶାଇୟ 37:30

ତା'ପ ରେ ସଦାପ୍ରଭୁ ହିଜକିଯଙ୍କୁ କହିଲେ, ଏହା ତୁମ୍ଭ ପାଇଁ ଏକ ଚିହ୍ନ ହବେ। ଏହି ବର୍ଷ ସ୍ବଯଂ ଉତ୍ପନ୍ନ ଶସ୍ଯରୁ ଓ ଦ୍ବିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ଯରୁ ଭୋଜନ କରିବ। ପୁଣି ତୃତୀୟ ବର୍ଷ ବୀଜ ବୁଣି ପ୍ରଚୁର ଶସ୍ଯ ଅମଳ କରିବ ଓ ଦ୍ରାକ୍ଷାକ୍ଷେତ୍ର କରି ତାହାର ଫଳ ଭୋଗ କରିବ।

ଯିଶାଇୟ 38:22

ମାତ୍ର ହିଜକିଯ ଯିଶାଇୟଙ୍କୁ ପ୍ରଶ୍ନ କଲେ, ମୁଁ ଭଲ ହବେି ସଦାପ୍ରଭୁ କି ସଙ୍କତେ ଦ୍ବାରା ପ୍ରମାଣ କରିବେ। ମୁଁ ସଦାପ୍ରଭୁଙ୍କ ମନ୍ଦିରକୁ ୟିବି କେଉଁ ସଙ୍କତେ ଦ୍ବାରା ପ୍ରମାଣିତ ହବେ।'

Interlinear

Choose Theme