Home Bibles ଯିଶାଇୟ 40:20 · ଓଡ଼ିଆ ବାଇବେଲ
ଯିଶାଇୟ 40:20 · ଓଡ଼ିଆ ବାଇବେଲ

ସେ ଖଣ୍ଡିଏ କାଠ ସଂଗ୍ରହ କରେ ତାହା ଯେପରି ୟିବ ନାହିଁ। ସେ ଜଣେ ନିଖୁଣ କାରିଗର କରିବାର ବାଛେ। ଗୋଟିଏ ପ୍ରତିମା' ନିର୍ମାଣ କରିବା ରେ ଯାହାକି ପଡ଼ିୟିବ ନାହିଁ।

Cross references

ପ୍ରଥମ ଶାମୁୟେଲ 5:3

ତହିଁ ପରଦିନ ଅସ୍ଦୋଦର ଲୋକମାନେ ଶୀଘ୍ର ଉଠିଲେ ଏବଂ ଦେଖିଲେ, ଦାଗୋନ୍ର ମୂର୍ତ୍ତୀ ସଦାପ୍ରଭୁଙ୍କ ସିନ୍ଦକ୍ସ୍ଟକ ସମ୍ମକ୍ସ୍ଟଖ ରେ ମକ୍ସ୍ଟହଁମାଡି ଭୂମିରେ ପଡିଅଛି। ଦାଗୋନ୍ର ଲୋକମାନେ ପକ୍ସ୍ଟନର୍ବାର ଉଠାଇ ସ୍ଥାନ ରେ ରଖିଲେ।

ଯିଶାଇୟ 2:8

ଆଉମଧ୍ଯ ତୁମ୍ଭମାନଙ୍କର ଦେଶ ଲୋକମାନଙ୍କ ଦ୍ବାରା ପୂଜିତ ପ୍ରତିମା ରେ ପରିପୂର୍ଣ୍ଣ। ସହେି ପ୍ରତିମାଗୁଡ଼ିକ ଲୋକମାନଙ୍କ ସ୍ବହସ୍ତ ନିର୍ମିତ ଓ ସମାନେେ ସଗେୁଡ଼ିକୁ ପୂଜା କରୁଛନ୍ତି।

ଯିଶାଇୟ 41:7

ଏହିପରି ସୂତ୍ରଧର ସ୍ବର୍ଣ୍ଣକାରକୁ ସାହସ ଦଲୋ ଓ ହାତୁଡ଼ି ରେ ସମାନ କରିବା ଲୋକ ୟୋଡ଼ କର୍ମ ଉତ୍ତମ ହାଇେଛି ବୋଲି କହି ନହାଇେ ରେ ପିଟିବା ଲୋକକୁ ଆଶ୍ବାସ ଦଲୋ, 'ପୁଣି ପ୍ରତିମାଟି ଯେପରି ଟଳମଳ ନ ହୁଏ,' ଏଥିପାଇଁ ସେ କଣ୍ଟା ରେ ତାହା ଦୃଢ଼ କଲା।'

ଯିଶାଇୟ 44:13

ଅନ୍ୟ ଜଲଣ ଶ୍ରମିକ ସୁତାଧରି ସିନ୍ଦୂରସର ଚିହ୍ନସହାଇ କାଠ ଉପସର ରନ୍ଦା ବୁଲାଇ ପ୍ରତିମାର ଆକୃତି କଲର।ସସ ତା'ର ହତିଆର ଓ ମାପ ୟନ୍ତ୍ର ବ୍ଯବହାର କରି ଠିକ୍ ମନୁଷ୍ଯ ଆକୃତିର ପ୍ରତିମା ଗଢ଼ଲ।ସସ ପ୍ରତିମାଗୁଡ଼ିକ ଘସର କିମ୍ବା ମନ୍ଦିରସର ରହିବା ପାଇଁ ମନୁଷ୍ଯର ସୁନ୍ଦରତାସର ମନୁଷ୍ଯର ପ୍ରତିମାସର ତିଆରିସହାଇଛି।

ଯିଶାଇୟ 46:7

ସମାନେେ ତାହାକୁ ସ୍କନ୍ଧ ରେ ବହନ କରି ନିଅନ୍ତି। ତାକୁ ନଇେ ତା'ର ସ୍ଥାନ ରେ ରଖନ୍ତି। ସେ ସ୍ଥାନ ରେ ଛିଡ଼ା ହୁଏ ମାତ୍ର ନିଜେ ନିଜ ସ୍ଥାନରୁ ଘୁଞ୍ଚେ ନାହିଁ। ଡାକିଲେ ସେ ଉତ୍ତର ଦବେ ନାହିଁ କିମ୍ବା କାହାରିକୁ ଉଦ୍ଧାର କରିବ ନାହିଁ।

ଯିରିମିୟ 10:3

ଅନ୍ୟ ଦେଶୀଯମାନଙ୍କର ସକଳ ବିଧି ବ୍ଯବସ୍ଥା ଅସାର କାରଣ ଅରଣ୍ଯରୁ ବୃକ୍ଷ ଚ୍ଛଦନେ କରି କାରିଗର ନିର୍ମିତ କରିଥିବା ପ୍ରତିମା ଓ ମୂର୍ତ୍ତିଗୁଡ଼ିକ ସବୁ ମୂଲ୍ଯହୀନ। ସଗେୁଡ଼ିକ ଦବେତା ନୁହଁନ୍ତି।

ଦାନିଏଲ 5:23

ଆପଣ ନମ୍ର ହବୋ ପରିବର୍ତେ ସ୍ବର୍ଗସ୍ଥ ସଦାପ୍ରଭୁଙ୍କ ବିରୁଦ୍ଧ ରେ ନିଜକୁ ଉନ୍ନତ କରିଅଛନ୍ତି। ସଦାପ୍ରଭୁଙ୍କ ମନ୍ଦିରର ସୁବର୍ଣ୍ଣ ଓ ରେ ୗପ୍ୟ ପାତ୍ର ରେ ଆପଣ, ଆପଣଙ୍କ ଅମାତ୍ଯଗଣ ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ଦ୍ରାକ୍ଷାରସ ପାନ କରିଅଛନ୍ତି। ପୁଣି ସୁନା, ରୂପା, ପିତ୍ତଳ, ଲୌହ, କାଠ ଓ ପଥର ନିର୍ମିତ ପ୍ରତିମା ରେ ଦବଗେଣ, ଯେଉଁମାନେ କି ଦେଖନ୍ତି ନାହିଁ, ଜାଣନ୍ତି ନାହିଁ କି ଶୁଣନ୍ତି ନାହିଁ! ସମାନଙ୍କେର ପ୍ରଶଂସା ଆପଣ କରିଅଛନ୍ତି। ଆଉ ଆପଣଙ୍କର ଜୀବନ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧିନ, ଆପଣ ସହେି ପରମେଶ୍ବରଙ୍କର ଗୌରବ କରିନାହାଁନ୍ତି।

Interlinear

Choose Theme