Home Bibles ଯିଶାଇୟ 40:4 · ଓଡ଼ିଆ ବାଇବେଲ
ଯିଶାଇୟ 40:4 · ଓଡ଼ିଆ ବାଇବେଲ

ସମସ୍ତ ଉପତ୍ୟକାକୁ ପୂର୍ଣ୍ଣ କରି ଉଚ୍ଚ କର, ପର୍ବତ ଓ ଉପପର୍ବତଗୁଡ଼ିକୁ ସମାନ କର। ବକ୍ର ରାସ୍ତାକୁ ସଳଖ କର ଓ ରଗଡ଼ା ସ୍ଥାନଗୁଡ଼ିକୁ ମସୃଣ କର।

Cross references

ପ୍ରଥମ ଶାମୁୟେଲ 2:8

ସଦାପ୍ରଭୁ ଗରିବ ଲୋକମାନଙ୍କୁ ଧୂଳିରକ୍ସ୍ଟ ଉଠାନ୍ତି। ସେ ଦରିଦ୍ର ଲୋକମାନଙ୍କୁ ଅଳିଆ ଗଦାରକ୍ସ୍ଟ ଉଠାଇବେ। ସେ ଗରିବ ଲୋକମାନଙ୍କୁ ରାଜକକ୍ସ୍ଟମାରମାନଙ୍କ ସହିତ ଓ କକ୍ସ୍ଟଳୀନ ଅତୀଥିମାନଙ୍କ ସହିତ ବସିବା ପାଇଁ ଉେଠଇ ଦିଅନ୍ତି କାରଣ ସଦାପ୍ରଭୁ ସମଗ୍ର ବ୍ରହ୍ମାଣ୍ତକକ୍ସ୍ଟ ନିର୍ମାଣ କରିଛନ୍ତି ଏବଂ ସମକ୍ସ୍ଟଦାଯ ବ୍ରହ୍ମାଣ୍ତ ତାଙ୍କର ଅଟେ।

ଆୟୁବ ପୁସ୍ତକ 40:11

ଯଦି ତୁମ୍ଭେ ପରମେଶ୍ବରଙ୍କ ତୁଲ୍ଯ, ତା' ହେଲେ ତୁମ୍ଭେ ତୁମ୍ଭର କୋରଧ ପ୍ରକାଶ କରିପାର ଓ ଉଦ୍ଧତ ଲୋକମାନଙ୍କୁ ଦଣ୍ଡ ଦଇପୋର। ସହେି ଗର୍ବୀ ଲୋକମାନଙ୍କୁ ନମ୍ର କରାଅ।

ଗୀତସଂହିତା 113:7

ପରମେଶ୍ବର ଗରିବମାନଙ୍କୁ ଧୂଳିରୁ ଉଠାନ୍ତି। ସେ ଦୀନହୀନ ଏବଂ ଅସହାୟମାନଙ୍କୁ ଅଳିଆ ଗଦାରୁ ଉଠାନ୍ତି।

ହିତୋପଦେଶ 2:15

ସମାନଙ୍କେର ରାସ୍ତା ମାେଡ଼ି ହବୋ ଅବସ୍ଥା, ସମାନଙ୍କେର ରାସ୍ତା ବକ୍ର ଅଟେ।

ଯିଶାଇୟ 2:12

ସଦାପ୍ରଭୁଙ୍କର ଏକ ସ୍ଥିରକୃତ ଦିନ ଆସିବ। ସହେିଦିନ ସଦାପ୍ରଭୁ ଅହଙ୍କାରୀ ଓ ଗର୍ବିତ ଲୋକଙ୍କୁ ଦଣ୍ଡ ଦବେେ। ସେତବେେଳେ ସହେି ଗର୍ବିତ ଲୋକମାନେ ନିଜକୁ ବଡ଼ ମନେ କରିବେ ନାହିଁ।

ଯିଶାଇୟ 42:11

ପ୍ରାନ୍ତର ଓ ତା'ର ନଗର ସମସ୍ତ, ସମସ୍ତ ଗ୍ରାମ, ଯେଉଁଠା ରେ କଦୋର ବାସ କଲେ, ସଦାପ୍ରଭୁଙ୍କର ପ୍ରଶଂସାଗାନ କର। ଶଲୋ ନିବାସୀମାନେ ଆନନ୍ଦ ରେ ଓ ଶାନ୍ତି ରେ ବାସ କରନ୍ତି, ସମାନେେ ସଦାପ୍ରଭୁଙ୍କର ଗୁଣଗାନ ପର୍ବତ ଶିଖରରୁ ଉଚ୍ଚସ୍ବର ରେ ଗାନ କରନ୍ତୁ।

ଯିଶାଇୟ 42:15

ଆମ୍ଭେ ପର୍ବତ ଓ ଉପପର୍ବତଗୁଡ଼ିକୁ ଧ୍ବଂସ କରିବୁ ଓ ତହିଁରେ ଥିବା ସମସ୍ତ ଗୁଳ୍ମଲତାକୁ ଶୁଷ୍କ କରିବୁ। ନଦନଦୀକୁ ଦ୍ବୀପ ରେ ପରିଣତ କରିବୁ ଓ ଜଳାଶଯକୁ ଶୁଷ୍କ କରିବୁ।

ଯିଶାଇୟ 42:16

ତା'ପ ରେ ଆମ୍ଭେ ଅନ୍ଧମାନଙ୍କୁ ସମାନଙ୍କେର ଅଜ୍ଞାତ ପଥ ଦଇେ ଆଣିବୁ ଓ ଯେଉଁ ପଥ ସମାନେେ ଜାଣନ୍ତି ନାହିଁ, ସହେି ପଥରେ ସମାନଙ୍କେୁ କଢ଼ାଇ ନବେୁ। ଆମ୍ଭେ ସମାନଙ୍କେ ସମ୍ମୁଖ ରେ ଅନ୍ଧକାରକୁ ଆଲୋକର ଓ ବକ୍ର ସ୍ଥାନକୁ ସଳଖ ରେ ପରିଣତ କରିବୁ। ଏହିସବୁ କାର୍ୟ୍ଯ କରି ଆମ୍ଭେ ନିଜ ସନ୍ତାନମାନଙ୍କୁ ପରିତ୍ଯାଗ କରିବୁ ନାହିଁ।

ଯିଶାଇୟ 45:2

ହେ କୋରସ୍, ଆମ୍ଭେ ତୁମ୍ଭ ଆଗେ ଆଗେ ୟିବା, ଉଚ୍ଚସ୍ଥାନକୁ ସମାନ କରିବା, ବ୍ରୋଞ୍ଜର କବାଟସବୁ ଭାଙ୍ଗି ପକାଇବା ଲୌହ ଅର୍ଗଳସବୁ କାଟି ପକାଇବା।

ଯିଶାଇୟ 62:10

ତୁମ୍ଭମାନେେ ଅଗ୍ରସର ହୁଅ, ନଗରଦ୍ବାର ମଧ୍ଯ ଦଇେ ଆଗଇେ ଆସ। ଲୋକମାନଙ୍କ ପାଇଁ ପଥ ପ୍ରସ୍ତୁତ କର। ରାଜପଥ ଉଚ୍ଚକର। ପଥରୁ ପଥରଗୁଡ଼ିକୁ ବାହାର କରିଦିଅ ଓ ଗୋଷ୍ଠୀ ସମୂହଙ୍କ ପାଇଁ ଏକ ଧ୍ବଜା ଉଡ଼ାଅ।

ଯିହିଜିକଲ 17:24

ତାହା ହେଲେ କ୍ଷେତ୍ରସ୍ଥ ସମସ୍ତ ବୃକ୍ଷ ଜାଣିବେ ଯେ, ମୁଁ ଉଚ୍ଚବୃକ୍ଷକୁ ନୀଚ୍ଚ କରିପା ରେ ଓ ନୀଚ୍ଚ ବୃକ୍ଷକୁ ଉଚ୍ଚ କରିପା ରେ। ପୁଣି ସତଜେ ବୃକ୍ଷକୁ ଶୁଷ୍କ କରିପା ରେ ଓ ଶୁଷ୍କ ବୃକ୍ଷକୁ ସତଜେ କରିପା ରେ। ମୁଁ ସଦାପ୍ରଭୁ ଏହା କହିଅଛି ଓ ମୁଁ ଏହା କରିବି।

ଯିହିଜିକଲ 21:26

ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହନ୍ତି, ଶିରୋଭୂଷଣ ଦୂର କର, ରାଜମୁକୁଟ କାଢ଼ି ପକାଅ ; ଏହା ଆଉ ସପରେି ରହିବ ନାହିଁ। ଯେଉଁମାନେ ଉଚ୍ଚ ସମାନେେ ନୀଚ ହବେେ ଓ ଯେଉଁମାନେ ନୀଚ ସମାନେେ ଉଚ୍ଚ ହବେେ।

ଯିଖରିୟ 4:7

ହେ ମହାନ୍ ପର୍ବତ! ତୁମ୍ଭେ କଣ? ୟିରୁଦ୍ଦାବିଲ ସମ୍ମୁଖ ରେ ତୁମ୍ଭେ ଗୋଟିଏ ସମତଳଭୂମି ପରି। 'ପରମେଶ୍ବରଙ୍କର ଏହା ଉପ ରେ କୃପା ହେଉ! ଧ୍ବନି ମଧିଅରେ ସେ କଣର ପ୍ରସ୍ତର ଆଣିବ।'

ଲୂକଲିଖିତ ସୁସମାଚାର 1:52

ପରମେଶ୍ବର ରାଜାମାନଙ୍କୁ ସିହାଂସନରୁ ତଳକୁ ଖସାଇ ଆଣିଲେ ଓ ଦୀନହୀନ ଲୋକଙ୍କୁ ଉପରକୁ ଉଠାଇଲେ।

ଲୂକଲିଖିତ ସୁସମାଚାର 3:5

ପ୍ରେତ୍ୟକକ ଉପତ୍ୟକା ପୁର୍ଣ୍ଣ କରି ଦିଆୟିବ। ପ୍ରେତ୍ୟକକ ପର୍ବତ ଓ ପାହାଡ ସମତଳ ହାଇଯେିବ। ବଙ୍କା ରାସ୍ତା ସବୁ ସିଧା କରି ଦିଆୟିବ ଓ ଖାଲଢିପ ରାସ୍ତା ସବୁ ସମତଳ କରି ଦିଆୟିବ।

ଲୂକଲିଖିତ ସୁସମାଚାର 18:14

ମୁଁ ତୁମ୍ଭମାନଙ୍କୁ କହୁଛି, 'ଏହି ଲୋକଟି ଯେତବେେଳେ ତା'ର ପ୍ରାର୍ଥନା ଶଷେ କରି ତା' ଘରକୁ ଫରେିଗଲା, ସେ ପରମେଶ୍ବରଙ୍କ ଦୃଷ୍ଟି ରେ ଧାର୍ମିକ ପରିଗଣତ ହେଲା। କିନ୍ତୁ ଯେଉଁ ଫାରୂଶୀ ଅନୁଭବ କଲା ଯେ ସେ ଅନ୍ୟ ଲୋକମାନଙ୍କ ଅପେକ୍ଷା ଭଲ ଲୋକ , ସେ ପରମେଶ୍ବରଙ୍କ ପ୍ରତି ବିଶ୍ବସ୍ତ ନଥିଲା। ଯେଉଁ ଲୋକ ନିଜକୁ ନିଜେ ମହାନ ବୋଲି ଭାବେ, ତାକୁ ହୀନ କରି ଦିଆୟିବ, କିନ୍ତୁ ଯେଉଁ ଲୋକ ନିଜକୁ ହୀନ କରି ଦିଏ ତାକୁ ମହାନ କରାୟିବ।'

Interlinear

Choose Theme