ଆମ୍ଭେ ବୃକ୍ଷଶୂନ୍ଯ ଉଚ୍ଚଭୂମିରେ ନଦନଦୀ ସୃଷ୍ଟି କରିବା, ଉପତ୍ୟକାର ମଧ୍ଯ ଭାଗ ରେ ଝରଣାମାନ ଫିଟାଇବା, ପ୍ରାନ୍ତରକୁ ଜଳାଶଯ ଓ ଶୁଷ୍କ ଭୂମିରେ ନିର୍ଝର ଜଳ ପ୍ରବାହିତ କରାଇବା।
Cross references
ପରମେଶ୍ବର ଲିହିସ୍ଥିତ ଏକ ଖୋଲ ବିଦିର୍ଣ୍ଣ କରିବାରକ୍ସ୍ଟ ତହିଁରକ୍ସ୍ଟ ଜଳ ନିର୍ଗତ ହେଲା। ଶାମ୍ଶାେନ୍ ସହେି ଜଳ ପାନ କଲେ ଏବଂ ତାଙ୍କର ଶକ୍ତି ଫରେି ଆସିଲା। ସେ ଏହି ସ୍ଥାନର ନାମ ଐନ୍ହକ୍କୋରୀ ଦେଲେ। ଯାହାକି ଏବେ ପର୍ୟ୍ଯନ୍ତ ଲିହି ରେ ଅଛି।
ଏପରି ଏକ ନଦୀ ଅଛି ୟାହାର ପବିତ୍ର ଜଳଧାରା ସର୍ବୋପରିସ୍ଥ ପରମେଶ୍ବରଙ୍କ ନଗରୀକୁ ଆନନ୍ଦିତ କରୁଛି।
ସେ ମରୁଭୂମିରେ ଶୈଳଗୁଡ଼ିକୁ ବିଦୀର୍ଣ୍ଣ କଲେ ଏବଂ ସେ ଅଗାଧ ସ୍ଥଳରୁ, ଲୋକମାନଙ୍କୁ ଅଧିକରୁ ଅଧିକ ଜଳ ପ୍ରଦାନ କରାଇଲେ।
ପରମେଶ୍ବର ଶୈଳକୁ ଫଟାନ୍ତେ ଜଳଷୋର୍ତ ବହିବା ଆରମ୍ଭ ହେଲା। ତାହା ଶୁଷ୍କ ଭୂମିରେ ନଦୀତୁଲ୍ଯ ପ୍ରବାହିତ ହେଲା।
କିନ୍ତୁ ପରମେଶ୍ବର ମଧ୍ଯ ମରୁଭୂମିକୁ ଜଳାଶଯରେ ପରିବର୍ତ୍ତିତ କରିପାରନ୍ତି। ସେ ପୁଣି ଶୁଷ୍କ ଭୂମିରେ ଝରଣା ବୁହାଇ ପାରନ୍ତି।
ସଦାପ୍ରଭୁ, ଆଉଥରେ ଆମ୍ଭର ଶାନ୍ତି ପୁନଃସ୍ଥାପନ କର, ୟପରେି ମରୁଭୂମିରେ ଝରଣାରୁ ଜଳଷୋର୍ତ ବ ହେ।
ପରିତ୍ରାଣ ରୂପକ କୂପରୁ ତୁମ୍ଭମାନେେ ଜଳ କାଢ଼ିବ। ତାହା ହେଲେ ତୁମ୍ଭମାନେେ ସୁଖୀ ହବେ।
ଯେଉଁମାନେ ଗଣହତ୍ଯା ହବେ ଓ ଦୁର୍ଗସବୁ ପତିତ ହବେ। ସହେିଦିନ ଉଚ୍ଚ ପର୍ବତ ଓ ପାହାଡ଼ମାନଙ୍କ ରେ ଝରଣା ଓ ଜଳଷୋର୍ତ ପ୍ରବାହିତ ହବେ।
ଯଦି ଏହା ଘଟିବ, ତବେେ ସହେି ମାନବ ବତାସରୁ ଆଶ୍ରଯସ୍ଥାନ ଓ ଝଡ଼ ବର୍ଷାରୁ ଆଶ୍ରଯ, ଶୁଷ୍କ ଭୂମିରେ ଜଳଷୋର୍ତ ଓ ଉତ୍ତପ୍ତ ଭୂମିରେ ଶୀତଳ ଛାଯା ପ୍ରଦାୟକ ଶୈଳ ସଦୃଶ ହବେ।
ଖଞ୍ଜଲୋକ ହରିଣ ତୁଲ୍ଯ ନିଆଁ ମାରିବ ଓ ମୂକ ଆନନ୍ଦ ରେ ଗାନ କରିବ। କାରଣ ପ୍ରାନ୍ତର ରେ ଜଳ ଓ ମରୁଭୂମିରେ ଝରଣାର ଷୋର୍ତ ବାହାରିବ।
ମରିଚିକା ଜଳାଶଯ ହବେ। ଶୁଷ୍କ ମରୁଭୂମି ନିର୍ଝରମଯ ହବେ। ଶୃଗାଳମାନଙ୍କ ବାସ ସ୍ଥାନ ରେ ନଳ ଓ ତଣ୍ଡିବଣ ଜନ୍ମିବ।
କାରଣ ଆମ୍ଭେ ନୂତନ କାର୍ୟ୍ଯ କରିବୁ। ଏବେ ତୁମ୍ଭେ ଅଙ୍କୁରିତ ହବେ। ତୁମ୍ଭେ ଏହା ସତ୍ଯ ବୋଲି ନିଶ୍ଚିତ ଜାଣିବ। ଆଉ ମଧ୍ଯ ଆମ୍ଭେ ପ୍ରାନ୍ତର ମଧିଅରେ ପଥ ଓ ମରୁଭୂମିରେ ନଦନଦୀ କରିବା।
'ଆମ୍ଲଭ ତୃଷିତ ଭୂମି ଉପସର ଜଳ ଓ ଶୁଷ୍କ ଭୂମି ଉପସର ଜଳଲଷାର୍ତ ଢ଼ାଳିବା। ଆମ୍ଲଭ ତୁମ୍ଭ ବଂଶ ଉପସର ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପସର ଆପଣା ଆଶୀର୍ବାଦ ବର୍ଷାଇବା।
ସଦାପ୍ରଭୁ ଯଦିଓ ମରୁଭୂମିରୁ ସମାନଙ୍କେୁ ନେଲେ, ସମାନେେ ତୃଷାର୍ତ୍ତ ହେଲେ ନାହିଁ। ସେ ସମାନଙ୍କେ ପାଇଁ ଶୈଳରୁ ଜଳଷୋର୍ତ ବୁହାଇଲେ ; ଆଉ ମଧ୍ଯ ସେ ଶୈଳକୁ ବିଦୀର୍ଣ୍ଣ କଲେ ଓ ତହିଁରୁ ଜଳ ନିର୍ଗତ ହେଲା।
ତୁମ୍ଭେ ବନ୍ଦୀଗଣଙ୍କୁ ବାହାରି ୟାଅ ବୋଲି, 'ଅନ୍ଧକାରସ୍ଥିତ' ଲୋକମାନଙ୍କୁ ଆପଣାମାନଙ୍କୁ ଦଖାେଅ ବୋଲି କହିବ। ସମାନେେ ପଥରେ ଚରିବେ ଓ ବୃକ୍ଷଶୂନ୍ଯ ଉଚ୍ଚସ୍ଥଳୀ ସକଳ ସମାନଙ୍କେର ଚରାସ୍ଥାନ ହବେ।
ଆଉ ମଧ୍ଯ ସଦାପ୍ରଭୁ ତୁମ୍ଭକୁ ସର୍ବଦା ବାଟ କଢ଼ାଇ ନବେେ। ମରୁଭୂମିରେ ତୁମ୍ଭର ଅଭାବ ତୃପ୍ତ କରିବେ। ସେ ତୁମ୍ଭର ଅସ୍ଥିଗୁଡ଼ିକୁ ବଳିଷ୍ଠ କରିବେ। ତହିଁରେ ତୁମ୍ଭେ ଜଳସିକ୍ତ ଉଦ୍ୟାନତୁଲ୍ଯ କିମ୍ବା ଜଳପୂର୍ଣ୍ଣ ଝରଣା ସଦୃଶ ହବେ।
ଅନନ୍ତର ସେ ମାେତେ ଫରୋଇ ମନ୍ଦିରର ଦ୍ବାର ନିକଟକୁ ଆଣିଲେ। ଗୃହର ପ୍ରବେଶ ସ୍ଥାନ ରେ ତଳୁ ଜଳ ନିର୍ଗତ ହାଇେ ପୂର୍ବଦିଗ ରେ ବହୁଥିବାର ମୁଁ ଦେଖିଲି କାରଣ ମନ୍ଦିର ସମ୍ମୁଖଭାଗ ପୂର୍ବାଭିମୂଖୀ ଥିଲା। ଆଉ ସହେି ଜଳ ତଳି ମନ୍ଦିରର ଦକ୍ଷିଣପାଶର୍ବ ଦଇେ ୟଜ୍ଞବଦେୀର ଦକ୍ଷିଣ ଦିଗ ରେ ବହିଲା।
ସହେିଦିନ ପର୍ବତଗୁଡିକ ମଧୁର ଦ୍ରାକ୍ଷାରସ କ୍ଷରଣ କରିବେ। ପାହାଡଗୁଡିକରୁ ଦୁଗ୍ଧ ପ୍ରବାହିତ ହବେ। ଯିହୁଦାର ସମସ୍ତ ଶୁଷ୍କ ନଦୀଗୁଡିକ ଜଳପୂର୍ଣ୍ଣ ହବେେ। ସଦାପ୍ରଭୁଙ୍କ ମନ୍ଦିରରୁ ଏକ ଝରଣା ନିର୍ଗତ ହବେ। ତାହା ଶିଟୀମର ଉପତ୍ୟକାକୁ ଜଳମଯ କରିବ।
ସଦେିନ, ୟିରୁଶାଲମରୁ ସ୍ବଚ୍ଛ ଜଳ ପ୍ରବାହିତ ହବେ। ସେ ଅଧା ପ୍ରବାହିତ ହବେ ସମୁଦ୍ର ଆଡକୁ ପୂର୍ବ ଦିଗକୁ ଓ ଅନ୍ୟ ଅଧା ପଶ୍ଚିମ ଦିଗ ସମୁଦ୍ର ଆଡକୁ। ଏହା ଉଭୟ ଗ୍ରୀଷ୍ମକାଳ ଓ ଶୀତକାଳ ରେ ହବେ।
ସିଂହାସନର ମଧିଅରେ ଥିବା ' ମଷେଶାବକ' ସମାନଙ୍କେର ମଷେପାଳକ ହବେେ। ସେ ସମାନଙ୍କେୁ ଜୀବନ ପ୍ରଦାନକାରୀ ଜଳର ନିର୍ଝର ପାଖକୁ କଢ଼ଇେ ନଇେଯିବେ। ପରମେଶ୍ବର ସମାନଙ୍କେର ଆଖିରୁ ସବୁ ଲୁହ ପୋଛି ଦବେେ।
ତା'ପରେ ଦୂତ ମାେତେ ଜୀବନଜଳର ନଦୀ ଦଖାଇେଲେ। ସେ ନଦୀଟି ସ୍ଫଟିକ ପରି ଉଜ୍ଜ୍ବଳ ଥିଲା। ସହେି ନଦୀ ପରମେଶ୍ବର ଓ ମଷେଶାବକଙ୍କ ସିଂହାସନରୁ ପ୍ରବାହିତ ହେଉଛି।