Home Bibles ☰ Books ଯିଶାଇୟ 41:20 · ଓଡ଼ିଆ ବାଇବେଲ
ଯିଶାଇୟ 41:20 · ଓଡ଼ିଆ ବାଇବେଲ

ଲୋକମାନେ ଏହା ଦେଖି ବୁଝିବେ ଓ ଜାଣିବେ ଏବଂ ବିବଚେନା କରିବେ ଯେ ସଦାପ୍ରଭୁଙ୍କ ହସ୍ତ ଏହିକାର୍ୟ୍ଯ କରିଅଛି ଓ ଇଶ୍ରାୟେଲର ପରମେଶ୍ବର ଧର୍ମସ୍ବରୂପ ଏହା ସୃଷ୍ଟି କରିଅଛନ୍ତି।'

Cross references

ଯାତ୍ରା ପୁସ୍ତକ 9:16

କିନ୍ତୁ ମୁଁ ତୁମ୍ଭକୁ ଏଥିପାଇଁ ରଖିଛି ଯେ, ତୁମ୍ଭେ ମାରେ ପରାକ୍ରମ ଜାଣିବ। ସମଗ୍ର ପୃଥିବୀ ରେ ମାରେ ନାମ ବିଖ୍ଯାତ କରିବ।

ଗଣନା ପୁସ୍ତକ 23:23

କୈଣସି ଶକ୍ତି ୟାବୁକ ବଂଶକୁ ପରାସ୍ତ କରି ପାରିବ ନାହିଁ କିମ୍ବା କୌଣସି ମନ୍ତ୍ର ଇଶ୍ରାୟେଲକୁ ନିବୃତ୍ତ କରିପାରିବ ନାହିଁ। ଏହି କ୍ଷଣି ଯାକୁବ ଓ ଇଶ୍ରାୟେଲ ବିଷଯ ରେ କୁହାୟିବ; 'ପରମେଶ୍ବର କି କର୍ମ କରିଅଛନ୍ତି।'

ଆୟୁବ ପୁସ୍ତକ 12:9

ଏକଥା ସମସ୍ତେ ଜାଣନ୍ତି ସଦାପ୍ରଭୁ ଏସବୁ ସୃଷ୍ଟି କରିଛନ୍ତି।

ଗୀତସଂହିତା 109:27

ଏହାପରେ ସହେି ଲୋକମାନେ ଜାଣିବେ, ୟେ ତୁମ୍ଭେ ମାେତେ ସାହାୟ୍ଯ କଲ। ଏହାପରେ ସମାନେେ ଜାଣିବେ ୟେ ଏହାଥିଲା ତୁମ୍ଭର ଶକ୍ତି ୟାହାକି ମାେତେ ସାହାୟ୍ଯ କଲା।

ଯିଶାଇୟ 28:29

ସର୍ବଶକ୍ତିମାନ ସଦାପ୍ରଭୁଙ୍କଠାରୁ ଏହି ଶିକ୍ଷା ମିଳିଥାଏ। ସେ ଆଶ୍ଚର୍ୟ୍ଯ ଜନକ ମନ୍ତ୍ରଣା ଦିଅନ୍ତି ଓ ପ୍ରକୃତ ରେ ସେ ଜ୍ଞାନ ରେ ମହାନ୍।

ଯିଶାଇୟ 41:4

କିଏ ଆଦ୍ଯରୁ ପୁରୁଷକୁ ପୁରୁଷ ଧରି ଏକ କାର୍ୟ୍ଯ ସାଧନ କରିଅଛି ? ଆମ୍ଭେ ସଦାପ୍ରଭୁ ଆଦି ଓ ଶଷେକାଳ ପର୍ୟ୍ଯନ୍ତ ସଙ୍ଗ ରେ ଥାଉ, ଆମ୍ଭେ ସହେି ଅଟୁ।

ଯିଶାଇୟ 43:7

ଆମ୍ଭ ନାମ ରେ ଖ୍ଯାତ ଓ ଯାହାକୁ ଆମ୍ଭେ ଆମ୍ଭର ଗୌରବାର୍େଥ ସୃଷ୍ଟି କରିଅଛୁ, ଏହିପରି ପ୍ରତ୍ଯକ ଲୋକଙ୍କୁ ଆଣ। ଆମ୍ଭେ ତାହାକୁ ଗଢ଼ିଅଛୁ ଓ ଆମ୍ଭେ ତାହାକୁ ନିର୍ମାଣ କରିଅଛୁ।'

ଯିଶାଇୟ 43:21

ସହେି ଲୋକମାନଙ୍କୁ ଆମ୍ଭର ପ୍ରଶଂସାଗାନ କରିବାକୁ ଆମ୍ଭେ ସୃଷ୍ଟି କରିଅଛୁ।

ଯିଶାଇୟ 44:23

ସହ ଆକାଶମଣ୍ଡଳ, ଗାନ କର, କାରଣ ସଦାପ୍ରଭୁ ଏହା ସାଧନ କରିଛନ୍ତି।ସହ ପୃଥିବୀର ଭୂତଳସ୍ଥାନ ସକଳ ଆନନ୍ଦଧ୍ବନି କର।ସହ ପର୍ବତ ଗଣ,ସହ ଅରଣ୍ଯ ଓ ତନ୍ମଧ୍ଯସ୍ଥ ବୃକ୍ଷ ସମୂହ, ତୁମ୍ଲଭମାଲନ ସମସ୍ଲତ ଉଚ୍ଚ ସ୍ବରସର ପ୍ରଭୁଙ୍କର ପ୍ରଶଂସା ଗାନ କର ; କାରଣ ସଦାପ୍ରଭୁ ଯାକୁବକୁ ମୁକ୍ତ କରିଛନ୍ତି ଓ ଇଶ୍ରାଲୟଲକୁସଗୗରବନ୍ବିତ କରିଲବ।

ଯିଶାଇୟ 45:6

ସୂର୍ େଯ୍ଯାଦଯର ସ୍ଥାନରୁ ପଶ୍ଚିମ ଦିଗ ପର୍ୟ୍ଯନ୍ତ ସମସ୍ତ ଲୋକେ ଜାଣିବେ ଯେ ଆମ୍ଭ ବ୍ଯତୀତ ଅନ୍ୟ ପରମେଶ୍ବର ନାହାଁନ୍ତି। ଆମ୍ଭେ ସଦାପ୍ରଭୁ ଓ ଅଦ୍ବିତୀୟ ଆଉ କହେି ନାହିଁ।

ଯିଶାଇୟ 66:2

ପୁଣି ସଦାପ୍ରଭୁ କୁହନ୍ତି ଆମ୍ଭେ ସମସ୍ତ ପଦାର୍ଥ ନିର୍ମାଣ କରିଛୁ। ତେଣୁ ଏ ସମସ୍ତର ଅଧିକାରୀ ଆମ୍ଭେ ଅଟୁ। ମାତ୍ର ଯେଉଁମାନେ ଦୁଃଖୀ ଓ ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ଯ ରେ ଥରହର ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟି ଦବୋ।

ଯିଶାଇୟ 66:18

କାରଣ ଆମ୍ଭେ ସମାନଙ୍କେର କାର୍ୟ୍ଯ ଓ ଶିକ୍ଷାପ୍ରଣାଳୀ ଜାଣୁଁ, ସର୍ବଦେଶୀଯ ଓ ଭାଷାବାଦି ଲୋକଙ୍କୁ ଆମ୍ଭର ସଂଗ୍ରହ କରିବାର ସମୟ ଆସୁଅଛି ଓ ସମାନେେ ଆସି ଆମ୍ଭର ମହିମା ଦେଖିବେ।

ଏଫିସୀୟଙ୍କ ପ୍ରତି ପତ୍ର 2:6

ପରମେଶ୍ବରଙ୍କ ଅନୁଗ୍ରହ ହତେୁ ତୁମ୍ଭମାନେେ ପରିତ୍ରାଣ ପାଇଅଛ। ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବାରୁ ପରମେଶ୍ବର ଆମ୍ଭକୁ ଖ୍ରୀଷ୍ଟଙ୍କ ସହିତ ପୁନରୁଥିତ କଲେ ଓ ତାହାଙ୍କ ସହିତ ସ୍ବର୍ଗୀୟ ସ୍ଥାନ ରେ ବସାଇ ଅଛନ୍ତି।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:10

ପ୍ରଭୁ ଯୀଶୁଙ୍କ ଆସିବା ଦିନର ଏହି ଘଟଣା ଘଟିବ। ନିଜ ପବିତ୍ର ଲୋକଙ୍କ ଗହଣ ରେ ମହିମା ମଣ୍ଡିତ ହବୋ ପାଇଁ ଯୀଶୁ ଆସିବେ। ଯେଉଁମାନେ ସମସ୍ତେ ବିଶ୍ବାସ କରିଛନ୍ତି, ସମାନେେ ଯୀଶୁଙ୍କୁ ଦେଖି ବିସ୍ମିତ ହବେେ। ଯେ ହତେୁ ତୁମ୍ଭମାନେେ ଆମ୍ଭେ କହିଥିବା କଥାଗୁଡ଼ିକୁ ବିଶ୍ବାସ କରିଛ, ସେଥିପାଇଁ ସହେି ବିଶ୍ବାସୀ ମଣ୍ଡଳୀ ରେ ତୁମ୍ଭମାନେେ ମଧ୍ଯ ଥିବ।

Interlinear

Choose Theme