Home Bibles ☰ Books ଯିଶାଇୟ 41:21 · ଓଡ଼ିଆ ବାଇବେଲ
ଯିଶାଇୟ 41:21 · ଓଡ଼ିଆ ବାଇବେଲ

ସଦାପ୍ରଭୁ କୁହନ୍ତି, ତୁମ୍ଭମାନେେ ନିଜ ନିଜ ବିବାଦ ଉପସ୍ଥିତ କର ; ଯାକୁବର ରାଜା କୁହନ୍ତି, ତୁମ୍ଭମାନେେ ନିଜର ଦୃଢ଼ ପ୍ରମାଣ ଉପସ୍ଥାପନ କର।

Cross references

ଆୟୁବ ପୁସ୍ତକ 23:3

ମୁଁ ଇଚ୍ଛା କରେ ମୁଁ ଜାଣିଥାନ୍ତି ପରମେଶ୍ବର କେଉଁଠି ମିଳିବେ ଏବଂ ମୁଁ ଜାଣେ ତାଙ୍କ ନିକଟକୁ କିପରି ୟାଇ ହବେ।

ଆୟୁବ ପୁସ୍ତକ 31:37

ଯଦି ପରମେଶ୍ବର ତାହା କରନ୍ତି, ତବେେ ମୁଁ ଯାହା କରିଛି ସବୁକିଛି ବୁଝାଇ ଦବେି। ଜଣେ ନେତାଭଳି ମାରେ ମୁଣ୍ଡ ଟକେି ମୁଁ ପରମେଶ୍ବରଙ୍କ ପାଖକୁ ଆସିବି।

ଆୟୁବ ପୁସ୍ତକ 38:3

ଆୟୁବ, ଜଣେ ମଣିଷ ପରି ଛିଡ଼ା ହାଇୟୋଅ, ଯାହା ଫଳ ରେ ମୁଁ ତୁମ୍ଭକୁ ପ୍ରଶ୍ନ ପଚାରି ପାରିବି ଏବଂ ତୁମ୍ଭେ ମାେତେ ଉତ୍ତର ଦଇପୋରିବ।

ଆୟୁବ ପୁସ୍ତକ 40:7

ଆୟୁବ, କଟୀବନ୍ଧନ କରି ଜଣେ ମନୁଷ୍ଯ ପରି। ଏବଂ ମୁଁ ଯାହା ପ୍ରଶ୍ନ କରିବି ତା'ର ଉତ୍ତର ଦବୋକୁ ପ୍ରସ୍ତୁତ ହୁଅ।

ଯିଶାଇୟ 1:18

ସଦାପ୍ରଭୁ ପୁଣି କୁହନ୍ତି, ଆସ, ମାେ ସହିତ ଆଳାପ କର। ତୁମ୍ଭମାନଙ୍କର ପାପ ସିନ୍ଦୁର ବର୍ଣ୍ଣ ପରି ଲାଲ ହେଲେ ହେଁ ବରଫ ସଦୃଶ ଶୁଭ୍ର ହବେ। ଆଉ ତୁମ୍ଭମାନଙ୍କର ପାପ ଉଜ୍ଜ୍ବଳ ଲୋହିତ ବର୍ଣ୍ଣ ପରି ହେଲେ ହେଁ ମଷେ ଲୋମ ସଦୃଶ ଶୁଭ୍ର ହବେ।

ଯିଶାଇୟ 33:22

ତୁମ୍ଭମାନେେ ଜାହାଜର ମାସ୍ତୁଲକୁ ଶକ୍ତ କରିବ ନାହିଁ। ତୁମ୍ଭମାନେେ ତୁମ୍ଭର ଜାହାଜକୁ ଖାଲିବୋକୁ କ୍ଷମ ହବେ ନାହିଁ। କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଚାରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ଯବସ୍ଥାପକ, ସଦାପ୍ରଭୁ ଆମ୍ଭମାନଙ୍କର ରାଜା, ସେ ଆମ୍ଭମାନଙ୍କୁ ପରିତ୍ରାଣ କରିବେ।

ଯିଶାଇୟ 41:1

ସଦାପ୍ରଭୁ କୁହନ୍ତି, ହେ ଦ୍ବୀପ ସମୂହ, ନୀରବ ହୁଅ। ମାେ ନିକଟକୁ ଆସ, ଲୋକମାନେ ବଳପ୍ରାପ୍ତ ହୁଅନ୍ତୁ, କଥା କୁହନ୍ତୁ। ଆମ୍ଭମାନେେ ଏକତ୍ରୀତ ବିଚାର କରୁ।

ଯିଶାଇୟ 43:9

ସବୁ ଦେଶର ଓ ସବୁ ଗୋଷ୍ଠୀର ଲୋକମାନେ ଏକତ୍ରୀତ ହୁଅନ୍ତୁ। ସମାନଙ୍କେ ମଧ୍ଯରୁ କିଏ ଏହା ପ୍ରକାଶ କରିପା ରେ ଓ ଆଦ୍ଯ ବିଷଯମାନ ଦଖାଇେ ଦଇପୋ ରେ ? ସମାନେେ ଦୋଷମୁକ୍ତ ହବୋକୁ ନିଜ ନିଜର ସାକ୍ଷୀ ଆଣନ୍ତୁ ଓ ସମାନେେ ପୁଣି ଏହା ସତ୍ଯ ବୋଲି କୁହନ୍ତୁ।'

ଯିଶାଇୟ 43:15

ଆମ୍ଭେ ସଦାପ୍ରଭୁ, ତୁମ୍ଭମାନଙ୍କର ଧର୍ମସ୍ବରୂପ, ଇଶ୍ରାୟେଲର ସୃଷ୍ଟିକର୍ତ୍ତା, ତୁମ୍ଭମାନଙ୍କର ରାଜା ଅଟୁଁ।

ଯିଶାଇୟ 46:10

ଶଷେ ରେ କ'ଣ ଘଟିବ ଆମ୍ଭେ ଆଦ୍ଯରୁ କହିଥାଉଁ। ପୁଣି ଯାହା ଘଟି ନାହିଁ ତାହା ଆମ୍ଭେ ପ୍ରାଚୀନ କାଳରୁ ଜଣାଇଥାଉ ଓ କହୁ। ଆମ୍ଭର ଉଦ୍ଦେଶ୍ଯ ସାଧିତ ହବେ ଓ ଆମ୍ଭେ ନିଜର ସକଳ ମନୋରଥ ସିଦ୍ଧ କରିବୁ।

ମୀଖା 6:1

ଶୁଣ ସଦାପ୍ରଭୁ ଯାହା କହନ୍ତି, ଉଠ ଏବଂ ତୁମ୍ଭର ଅଭିଯୋଗ ପର୍ବତମାନଙ୍କ ସମ୍ମୁଖ ରେ ଓ ସହେି ପାହାଡ ଗୁଡିକ ସମ୍ମୁଖ ରେ ପ୍ରକାଶ କର, ଯେଉଁ ପାହାଡଗୁଡିକ ତୁମ୍ଭର କଥା ଶୁଣନ୍ତି।

Interlinear

Choose Theme