Home Bibles ☰ Books ଯିଶାଇୟ 41:3 · ଓଡ଼ିଆ ବାଇବେଲ
ଯିଶାଇୟ 41:3 · ଓଡ଼ିଆ ବାଇବେଲ

ସେ ସମାନଙ୍କେ ପଶ୍ଚାଧାବନ କରେ ଓ ନିରାପଦ ରେ ଅଗ୍ରସର ହୁଏ। ସେ କବେେ ନ ୟାଇଥିବା ପଥରେ ବିଭିନ୍ନ ସ୍ଥାନକୁ ୟାଏ।

Cross references

ଆୟୁବ ପୁସ୍ତକ 5:24

ତୁମ୍ଭେ ଶାନ୍ତି ରେ ରହିପାରିବ କାରଣ ତୁମ୍ଭର ତମ୍ବୁ ସୁରକ୍ଷିତ ଅଛି। ତୁମ୍ଭେ ତୁମ୍ଭର ସମ୍ପତ୍ତିକୁ ଗଣିପାରିବ ଏବଂ ଦେଖିବ କିଛି ହଜିୟାଇ ନାହିଁ।

ଯିଶାଇୟ 57:2

ମାତ୍ର ସମାନେେ ଶାନ୍ତି ରେ ପ୍ରବେଶ କରିବେ ଓ ଯେଉଁମାନେ ଧର୍ମ ନିଷ୍ଠା ରେ ଚାଲନ୍ତି, ସମାନେେ ନିଜର ଶୟ୍ଯା ରେ ଶାନ୍ତି ରେ ବିଶ୍ରାମ କରିବେ।

Interlinear

Choose Theme