Home Bibles ଯିଶାଇୟ 42:2 · ଓଡ଼ିଆ ବାଇବେଲ
ଯିଶାଇୟ 42:2 · ଓଡ଼ିଆ ବାଇବେଲ

ସେ ରାଜପଥରେ ଉଚ୍ଚସ୍ବର ରେ କହିବ ନାହିଁ କି ସେ ଚିତ୍କାର କରିବ ନାହିଁ।

Cross references

ଯିଖରିୟ 9:9

ହେ ସିୟୋନର କନ୍ଯା ଆନନ୍ଦ କର! ହେ ୟିରୁଶାଲମର କନ୍ଯା, ଚିତ୍କାର କର! ଦେଖ, ତୁମ୍ଭର ରାଜା ତୁମ୍ଭମାନଙ୍କ ନିକଟକୁ ଆସୁଛନ୍ତି। ସେ ଧାର୍ମିକ ରାଜା ଓ ସେ ଜଯଲାଭ କରିଛନ୍ତି। ସେ ଅତ୍ଯନ୍ତ ନମ୍ର। ସେ ଏକ ୟୁବ ଗଧ ଉପ ରେ ବସି ଆସୁଛନ୍ତି।

ମାଥିଉଲିଖିତ ସୁସମାଚାର 11:29

ମାରେ କାର୍ୟ୍ଯଭାର ତୁମ୍ଭେ ଗ୍ରହଣ କର। ମାଠାରୁେ ଶିଖ। କାରଣ ମୁଁ ଆତ୍ମା ରେ ସରଳ ଓ ନମ୍ର ତାଣୁ ତୁମ୍ଭେ ନିଜ ଅତ୍ମା ରେ ବିଶ୍ରାମ ପାଇବ।

ମାଥିଉଲିଖିତ ସୁସମାଚାର 12:16

କିନ୍ତୁ ଯୀଶୁ ସମାନଙ୍କେୁ ଚତାବେନୀ ଦଇେ କହିଲେ, ଏ କଥା କାହାରି ଆଗ ରେ ପ୍ରକାଶ କରିବ ନାହିଁ।

ଲୂକଲିଖିତ ସୁସମାଚାର 17:20

କେତକେ ଫାରୂଶୀ ଯୀଶୁଙ୍କୁ ପଚାରିଲେ, ପରମେଶ୍ବରଙ୍କ ରାଜ୍ଯ କବେେ ଆସିବ?

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 2:24

ପ୍ରଭୁଙ୍କର ସବେକ ୟୁକ୍ତି କରିବା ଉଚିତ ନୁହେଁ। ସେ ସବୁ ଲୋକଙ୍କ ପ୍ରତି ଦୟାଳୁ ହବୋ ଉଚିତ। ସେ ଜଣେ ଭଲ ଶିକ୍ଷକ ହବୋ ଉଚିତ। ସେ ସହନଶୀଳ ହେଉ।

ପିତରଙ୍କ ପ୍ରଥମ ପତ୍ 2:23

ଲୋକେ ଖ୍ରୀଷ୍ଟଙ୍କୁ ମନ୍ଦ କଥା କହିଲେ, କିନ୍ତୁ ଯୀଶୁ ସମାନଙ୍କେୁ ମନ୍ଦ କଥା କହି ନାହାଁନ୍ତି। ଯୀଶୁ ଯାତନା ସହିଲେ, କିନ୍ତୁ ସେ ଲୋକଙ୍କୁ ଧମକ ଦଇେ କିଛି କହି ନ ଥିଲେ। ଯୀଶୁ ତାହାଙ୍କ ଯତ୍ନ ନବୋ ପାଇଁ ପରମେଶ୍ବରଙ୍କ ଠା ରେ ନିର୍ଭରଶୀଳ ହେଲେ।

Interlinear

Choose Theme