ସଦାପ୍ରଭୁ କୁହନ୍ତି, ତୁମ୍ଭମାନେେ ଆମ୍ଭର ସାକ୍ଷୀ ଓ ତୁମ୍ଭମାନେେ ମାରେ ମନୋନୀତ ଦାସ। କାରଣ ତୁମ୍ଭମାନେେ ମାଠାେ ରେ ବିଶ୍ବାସ ରଖନ୍ତୁ ବୋଲି ପ୍ରଚାର କରିବ ଓ ଆମ୍ଭେ ସହେି ଅଟୁ ବୋଲି ସମାନେେ ଯେପରି ବୁଝିବେ। ଆମ୍ଭେ ପ୍ରକୃତ ପରମେଶ୍ବର, ପୂର୍ବରୁ କହେି ପରମେଶ୍ବର ନ ଥିଲେ କି ପ ରେ କହେି ଈଶ୍ବର ହବେେ ନାହିଁ।
Cross references
ତେଣୁ ହାରୋଣ ମିଶରର ସମସ୍ତ ଜଳଭାଗ ଉପରେ ତାଙ୍କର ହସ୍ତ ପ୍ରସାରଣ କଲେ। ଏଥି ରେ ବେଙ୍ଗମାନେ ଜଳଭାଗରୁ ବାହାରି ମିଶରର ଭୂମିରେ ପରିପୂର୍ଣ୍ଣ ହାଇଗେଲେ।
ଏହିସବୁ ତକ୍ସ୍ଟମ୍ଭପ୍ରତି ପ୍ରକାଶିତ ହେଲା, ଯେପରି ତୁମ୍ଭମାନେେ ଜାଣିପାରିବ, ଯେ ସଦାପ୍ରଭୁ ପରମେଶ୍ବର ଅଟନ୍ତି, ତାଙ୍କ ଭିନ୍ନ ଆଉ କହେି ନାହିଁ।
ଏଥିପାଇଁ ତୁମ୍ଭମାନେେ ଆଜି ଏହା ଚିନ୍ତା ଓ ହୃଦଯଙ୍ଗମ କରିବା ଉଚିତ୍ ଯେ, ସଦାପ୍ରଭୁ ପରମେଶ୍ବର ହିଁ ସ୍ବର୍ଗର ଉପରେ ଓ ପୃଥିବୀ ତଳେ ଅଛନ୍ତି, ଅନ୍ୟ କହେି ନକ୍ସ୍ଟ ହେଁ।
ତୁମ୍ଭମାନେେ କ'ଣ ଜାଣି ନାହଁ। ତୁମ୍ଭମାନେେ କ'ଣ ଶୁଣି ନାହଁ ? ଆଦ୍ଯକାଳରୁ ତୁମ୍ଭମାନଙ୍କୁ କ'ଣ ଜଣାଇ ଦିଆୟାଇ ନାହିଁ। ଏ ଜଗତ ରେ ସୃଷ୍ଟିକର୍ତ୍ତା କିଏ ତୁମ୍ଭେ ନିଶ୍ଚଯ ଜାଣିଛ।
କିଏ ଆଦ୍ଯରୁ ପୁରୁଷକୁ ପୁରୁଷ ଧରି ଏକ କାର୍ୟ୍ଯ ସାଧନ କରିଅଛି ? ଆମ୍ଭେ ସଦାପ୍ରଭୁ ଆଦି ଓ ଶଷେକାଳ ପର୍ୟ୍ଯନ୍ତ ସଙ୍ଗ ରେ ଥାଉ, ଆମ୍ଭେ ସହେି ଅଟୁ।
ହେ ମାରେ ଦାସ ଇଶ୍ରାୟେଲ, ମାରେ ମନୋନୀତ ଯାକୁବ ଓ ମାରେ ବନ୍ଧୁ ଅବ୍ରହାମର ପରିବାରବର୍ଗ।
ଲୋକମାନେ ଏହା ଦେଖି ବୁଝିବେ ଓ ଜାଣିବେ ଏବଂ ବିବଚେନା କରିବେ ଯେ ସଦାପ୍ରଭୁଙ୍କ ହସ୍ତ ଏହିକାର୍ୟ୍ଯ କରିଅଛି ଓ ଇଶ୍ରାୟେଲର ପରମେଶ୍ବର ଧର୍ମସ୍ବରୂପ ଏହା ସୃଷ୍ଟି କରିଅଛନ୍ତି।'
ମାରଦୋସକୁ ଦେଖ। ମୁଁ ତାକୁ ମନୋନୀତ କରିଛି। ମାରେ ଚିତ୍ତ ତାହାଠା ରେ ସନ୍ତୁଷ୍ଟ। ମୁଁ ତାହା ଉପ ରେ ନିଜର ଆତ୍ମାକୁ ସ୍ଥାପନ କରିଅଛି। ସେ ଅନ୍ଯଦେଶ ପ୍ରତି ନ୍ଯାଯ ବିଚାର କରିବ।
ଆମ୍ଭେ ତାକୁ ପ୍ରକାଶ କରିଅଛୁ ଏବଂ ଆମ୍ଭେ ପରିତ୍ରାଣ କରିଅଛୁ, ତୁମ୍ଭମାନଙ୍କ ମଧିଅରେ କହେି ବିଦେଶୀଯ ଦବେତା ନ ଥିଲେ, ଆମ୍ଭେ ଦଖାଇେଅଛୁ। ଏଣୁ ସଦାପ୍ରଭୁ କୁହନ୍ତି, ତୁମ୍ଭମାନେେ ଆମ୍ଭର ସାକ୍ଷୀ ଅଟ ଓ ଆମ୍ଭେ ପରମେଶ୍ବର ଅଟୁ।'
ସଦାପ୍ରଭୁ ଇଶ୍ରାଲୟଲର ରାଜା।ସସହି ସର୍ବଶକ୍ତିମାନ ସଦାପ୍ରଭୁ ଇଶ୍ରାଲୟଲର ତ୍ରାଣକର୍ତ୍ତା କୁହନ୍ତି, ଆମ୍ଲଭ ଆଦି ଓ ଅନ୍ତ, ଆମ୍ଭ ବ୍ଯତୀତ ଅନ୍ୟ ପରଲମଶ୍ବର ନାହାଁନ୍ତି।
ତୁମ୍ଲଭମାଲନ ଭୀତ ଓ ବିବ୍ରତ ହୁଅ ନାହିଁ। ଆମ୍ଲଭ ସର୍ବଦା କହିଛୁ ଭବିଷ୍ଯତସର କ'ଣ ଘଟିବ। ତୁମ୍ଲଭମାଲନ ଆମ୍ଭର ସାକ୍ଷୀ। ଆମ୍ଭ ଭିନ୍ନ ଆଉ ପରଲମଶ୍ବର ନାହାଁନ୍ତି। ଅନ୍ୟ ଶୈଳ ନାହିଁ। ଆମ୍ଲଭ ଜାଣୁ ଆମ୍ଲଭ ହିଁ ଏକମାତ୍ର।'
ଆମ୍ଭେ ସଦାପ୍ରଭୁ, ଆମ୍ଭେ ଅଦ୍ବିତୀୟ। ଆମ୍ଭ ବ୍ଯତୀତ ପରମେଶ୍ବର କହେି ନାହାଁନ୍ତି। ତୁମ୍ଭେ ଆମ୍ଭକୁ ନ ଜାଣିଲେ ମଧ୍ଯ ଆମ୍ଭେ ତୁମ୍ଭକୁ ସୁଦୃଢ଼ କରିବା।
ସୂର୍ େଯ୍ଯାଦଯର ସ୍ଥାନରୁ ପଶ୍ଚିମ ଦିଗ ପର୍ୟ୍ଯନ୍ତ ସମସ୍ତ ଲୋକେ ଜାଣିବେ ଯେ ଆମ୍ଭ ବ୍ଯତୀତ ଅନ୍ୟ ପରମେଶ୍ବର ନାହାଁନ୍ତି। ଆମ୍ଭେ ସଦାପ୍ରଭୁ ଓ ଅଦ୍ବିତୀୟ ଆଉ କହେି ନାହିଁ।
ତୁମ୍ଭମାନେେ ଏହା ସ୍ମରଣ କର ଓ ଶକ୍ତିଶାଳୀ ହୁଅ। ହେ ତୁମ୍ଭମାନେେ ଯେଉଁମାନେ ଅପରାଧ କର, ଏବିଷଯ ରେ ଚିନ୍ତା କର।
ପୁରାତନ କଥାକୁ ସ୍ମରଣ କର, କାରଣ ଆମ୍ଭେ ପରମେଶ୍ବର ଓ ଅଦ୍ବିତୀୟ, ଆମ୍ଭ ତୁଲ୍ଯ ଅନ୍ୟ କହେି ନାହିଁ।
ଦେଖ, ଆମ୍ଭେ ତାଙ୍କୁ ଗୋଷ୍ଠୀବର୍ଗର ସାକ୍ଷୀରୂପେ, ଗୋଷ୍ଠୀବର୍ଗ ରେ ଶାସକ ଓ ଆଜ୍ଞାଦାତା ରୂପେ ନିୟୁକ୍ତ କରିଅଛୁ।
ସେ ଲୋକମାନଙ୍କୁ ସହେି ଆଲୋକ ବିଷୟ ରେ କହିବା ପାଇଁ ଆସିଥିଲେ। ତାହାଙ୍କ ମାଧ୍ଯମ ରେ ସବୁ ଲୋକ ଆଲୋକ ଖ୍ରୀଷ୍ଟଙ୍କ ବିଷୟ ରେ ଶୁଣିପାରିଲେ ଓ ବିଶ୍ବାସ କରିପାରିଲେ।
ତୁମ୍ଭେ ମାେ ବିଷୟ ରେ ଲୋକମାନଙ୍କୁ ମଧ୍ଯ କହିବ, କାରଣ ତୁମ୍ଭମାନେେ ପ୍ରଥମରୁ ମାେ ସହିତ ରହିଛ।
କିନ୍ତୁ ଏହି ପୁସ୍ତକରେ ଏହି ସବୁ ଲଖାେ ହାଇେଛି ଯେପରି ତୁମ୍ଭେ ବିଶ୍ବାସ କରିବ ଯେ ଯୀଶୁ ହେଉଛନ୍ତି ଖ୍ରୀଷ୍ଟ ଓ ପରମେଶ୍ବରଙ୍କର ପୁତ୍ର ଅଟନ୍ତି ଓ ବିଶ୍ବାସ କରି, ତୁମ୍ଭମାନେେ ତାହାଙ୍କ ନାମ ଦ୍ବାରା ଜୀବନ ପ୍ରାପ୍ତ ହବେ, ଏଥିନିମନ୍ତେ ଏ ସମସ୍ତ ଲଖାଯାେଇଛି।
କିନ୍ତୁ ପବିତ୍ରଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହେଲେ। ତୁମ୍ଭମାନେେ ଶକ୍ତି ପାଇ ତୁମ୍ଭମାନେେ ମାରେ ସାକ୍ଷୀ ହବେ। ପ୍ରଥମେ ୟିରୂଶାଲମର ଲୋକମାନଙ୍କୁ, ତା'ପରେ ତୁମ୍ଭମାନେେ ସମଗ୍ର ୟିହୂଦା ପ୍ରଦେଶ, ଶମିରୋଣ ଓ ପୃଥିବୀର ସମସ୍ତ ଅଞ୍ଚଳ ରେ।
ଆମ୍ଭେ ମଧ୍ଯ ପରମେଶ୍ବରଙ୍କ ବିଷୟ ରେ ମିଛ କହିଥିବା ଅପରାଧ ରେ ଅପରାଧୀ। କାରଣ ଆମ୍ଭେ ପରମେଶ୍ବରଙ୍କ ବିଷୟ ରେ ପ୍ରଚାର କରିଛୁ ଯେ, ସେ ଯୀଶୁଙ୍କୁ ମୃତ୍ଯୁରୁ ଉଠାଇଛନ୍ତି। ଯଦି ମୃତମାନେ ଉଥିତ ନ ହୁଅନ୍ତି, ତା' ହେଲେ ପରମେଶ୍ବର ମଧ୍ଯ ଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ଉଠାଇ ନାହାଁନ୍ତି।
ସେ ପରମେଶ୍ବରଙ୍କ ସହିତ ଥିବା ନିଜ ସ୍ଥାନକୁ ଛାଡ଼ି ଦାସ ରୂପ ଗ୍ରହଣ କରିଥିଲେ। ସେ ମାନବ ରୂପରେ ଜନ୍ମ ଗ୍ରହଣ କରି ଦାସ ଭଳି ହେଲେ।
ତୁମ୍ଭମାନେେ ପରମେଶ୍ବରଙ୍କ ଅନୁଗ୍ରହ ବିଷୟ ରେ ଏପାଫ୍ରାଙ୍କଠାରୁ ଜାଣିଲ। ଏପାଫ୍ରା ଆମ୍ଭ ସହିତ କାମ କରନ୍ତି ଓ ଆମ୍ଭମାନେେ ତାହାଙ୍କୁ ଭଲ ପାଉ। ସେ ଖ୍ରୀଷ୍ଟଙ୍କର ଜଣେ ବିଶ୍ବାସୀ ସବେକ।
ଯୋହନ ଯାହା ସବୁ ଦେଖିଲେ, ତାହାର ସାକ୍ଷ୍ଯ ସେ ଦେଲେ ଓ ପରମେଶ୍ବରଙ୍କର ଏହି ସତ୍ଯ ବାକ୍ଯ ଯୀଶୁଖ୍ରୀଷ୍ଟଙ୍କ ଦ୍ବାରା ଯୋହନଙ୍କୁ କୁହାଗଲା।
ଯୀଶୁ ହେଉଛନ୍ତି ବିଶ୍ବସ୍ତ ସାକ୍ଷୀ। ମୃତ୍ଯୁରୁ ବଞ୍ଚି ଉଠିଥିବା ଲୋକଙ୍କ ମଧିଅରେ ପ୍ରଥମ ଓ ସେ ଏହି ଜଗତର ରାଜାମାନଙ୍କର ରାଜା।
ଲାଅଦିକୀଆ ମଣ୍ଡଳୀର ଦୂତଙ୍କ ପାଖକୁ ଏହା ଲେଖ :