ଆମ୍ଭେ ହିଁ ସଦାପ୍ରଭୁ ଓ ଆମ୍ଭ ବ୍ଯତୀତ ତ୍ରାଣକର୍ତ୍ତା କହେି ନାହାନ୍ତି।
Cross references
ହେ, ଇଶ୍ରାୟେଲ ଶକ୍ସ୍ଟଣ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବର ଏକମାତ୍ର ସଦାପ୍ରଭୁ ଅଟନ୍ତି।
ପରମେଶ୍ବର ମାରେ ତ୍ରାଣକର୍ତ୍ତା। ମୁଁ ତାଙ୍କୁ ବିଶ୍ବାସ କରେ। କିନ୍ତୁ ତାଙ୍କୁ ଭୟ କରେ ନାହିଁ। କାରଣ ସେ ମାେତେ ରକ୍ଷା କରନ୍ତି। ୟିହୋବା ସଦାପ୍ରଭୁ ମାରେ ବଳ ଓ ତ୍ରାଣକର୍ତ୍ତା। ତେଣୁ ତାଙ୍କର ପ୍ରଶଂସା ଗାନ କରିବି।
କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ବର, ଇଶ୍ରାୟେଲ ଧର୍ମସ୍ବରୂପ ତୁମ୍ଭର ତ୍ରାଣକର୍ତ୍ତା। ଆମ୍ଭେ ତୁମ୍ଭର ମୁକ୍ତିର ମୂଲ୍ଯ ସ୍ବରୂପ ରେ ମିଶର ଓ ତୁମ୍ଭକୁ ପାଇବା ପାଇଁ କ୍ରୁଶ୍ ଓ ଶିବାଦେଶ ଦଇେଅଛୁ।
ସଦାପ୍ରଭୁ ଇଶ୍ରାଲୟଲର ରାଜା।ସସହି ସର୍ବଶକ୍ତିମାନ ସଦାପ୍ରଭୁ ଇଶ୍ରାଲୟଲର ତ୍ରାଣକର୍ତ୍ତା କୁହନ୍ତି, ଆମ୍ଲଭ ଆଦି ଓ ଅନ୍ତ, ଆମ୍ଭ ବ୍ଯତୀତ ଅନ୍ୟ ପରଲମଶ୍ବର ନାହାଁନ୍ତି।
ତୁମ୍ଲଭମାଲନ ଭୀତ ଓ ବିବ୍ରତ ହୁଅ ନାହିଁ। ଆମ୍ଲଭ ସର୍ବଦା କହିଛୁ ଭବିଷ୍ଯତସର କ'ଣ ଘଟିବ। ତୁମ୍ଲଭମାଲନ ଆମ୍ଭର ସାକ୍ଷୀ। ଆମ୍ଭ ଭିନ୍ନ ଆଉ ପରଲମଶ୍ବର ନାହାଁନ୍ତି। ଅନ୍ୟ ଶୈଳ ନାହିଁ। ଆମ୍ଲଭ ଜାଣୁ ଆମ୍ଲଭ ହିଁ ଏକମାତ୍ର।'
ତୁମ୍ଭମାନେେ ଆସ ଓ ତାହା ଉପସ୍ଥିତ କର ; ସମାନେେ ପରସ୍ପର ମନ୍ତ୍ରଣା କରନ୍ତୁ।
କିନ୍ତୁ ଆମ୍ଭେ ଯିହୁଦାର ଲୋକଙ୍କୁ ଦୟା ଦଖାଇବୋ। ଆମ୍ଭେ ଯିହୁଦା ଦେଶକୁ ରକ୍ଷା କରିବା। ଆମ୍ଭେ ସମାନଙ୍କେୁ ରକ୍ଷା କରିବାକୁ ଖଣ୍ତା କି ଧନୁ ବ୍ଯବହାର କରିବା ନାହିଁ। ଆମ୍ଭେ ସମାନଙ୍କେୁ ରକ୍ଷା କରିବାକୁ ୟୁଦ୍ଧ ରେ ଅଶ୍ବ କି ସୈନ୍ଯ ବ୍ଯବହାର କରିବା ନାହିଁ। ଆମ୍ଭେ ସମାନଙ୍କେୁ ଆମ୍ଭ ନିଜ ଶକ୍ତି ବଳ ରେ ରକ୍ଷା କରିବା।
ମିଶର ରେ ତୁମ୍ଭମାନେେ ବାସ କରିବା ଦିନଠାରୁ ଆମ୍ଭେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବର ହାଇେ ଆସିଛୁ। ତୁମ୍ଭମାନେେ ଆମ୍ଭ ବ୍ଯତୀତ ଅନ୍ୟ କୌଣସି ପ୍ରଭୁଙ୍କୁ ଜାଣି ନଥିଲ। ଆମ୍ଭେ ଏକମାତ୍ର ବ୍ଯକ୍ତି ଯେ କି ତୁମ୍ଭମାନଙ୍କୁ ରକ୍ଷା କରୁଥିଲୁ।
ତା'ପ ରେ ସଦାପ୍ରଭୁ ସେ ମାଛକୁ କହିଲେ ଏବଂ ମାଛଟି ବାନ୍ତି କଲା ଏବଂ ୟୂନସ ତା'ର ପାକସ୍ଥଳୀରୁ ବାହାରି ଭୂମିରେ ପଡିଲା।
ମାରେ ଆତ୍ମା ପ୍ରଭୁଙ୍କର ସ୍ତୁତି କରୁଛି। ମାରହେୃଦୟ ଆନନ୍ଦ ରେ ପରିପୂର୍ଣ୍ଣ। କାରଣ ପରମେଶ୍ବର ମାରେ ଉଦ୍ଧାର କର୍ତ୍ତା।
କାରଣ ଆଜି ଦାଉଦଙ୍କ ନଗର ରେ ତୁମ୍ଭମାନଙ୍କର ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଜନ୍ମ ଗ୍ରହଣ କରିଛନ୍ତି।
ମୁଁ ନିଜ ମଷେମାନଙ୍କୁ ଅନନ୍ତ ଜୀବନ ଦିଏ। ସମାନେେ କଦାପି ମରିବେ ନାହିଁ। ସମାନଙ୍କେୁ ମାେ ହାତରୁ କହେି ଛଡଇେ ନଇେ ପାରିବେ ନାହିଁ।
ତାହାଙ୍କ ବ୍ଯତୀତ ଅନ୍ୟ କାହା ପାଖ ରେ ଉଦ୍ଧାର ନାହିଁ, କାରଣ ଏହି ଆକାଶ ତଳେ ଦିଆଯାଇଥିବା ଅନ୍ୟ କୌଣସି ନାମ ନାହିଁ ଯାହା ଦ୍ବାରା କି ଆମ୍ଭେ ଉଦ୍ଧାର ପାଇପାରିବା।
ଯଦି କିଏ ତର୍କବିତର୍କ କରେ, ତା' ହେଲେ ତାହାକୁ ସତର୍କ କରିଦିଅ। ସେ ଯଦି ତର୍କବିତର୍କ ଚାଲୁ ରେଖ, ତା' ହେଲେ ତାହାକୁ ଆଉ ଥରେ ସତର୍କ କର।
ଓକିଲ ଜୀନା ଓ ଆପଲ୍ଲ ସଠାରୁେ ଆସୁଛନ୍ତି। ସମାନଙ୍କେ ଆସିବା ଯାତ୍ରା ପାଇଁ ତୁମ୍ଭେ ଯଥାସାଧ୍ଯ ସାହାୟ୍ଯ କର। ତୁମ୍ଭେ ସତର୍କ ହୁଅ ଯେ ସମାନଙ୍କେର କୌଣସି ଅଭାବ ନ ଘଟୁ।
କିନ୍ତୁ ଯେତବେେଳେ ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ବରଙ୍କ ଦୟା ଓ ପ୍ ରମେ ପ୍ରକାଶିତ ହେଲା, େସତବେଳେ ସେ ନିଜ କୃପା ଦ୍ବାରା ଆମ୍ଭକୁ ରକ୍ଷା କଲେ।
କିନ୍ତୁ ଆମ୍ଭ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଜ୍ଞାନ ଓ ଅନୁଗ୍ରହ ରେ ବୃଦ୍ଧି ପାଅ। ତାହାଙ୍କର ମହିମା ବର୍ତ୍ତମାନ ଓ ସଦାସର୍ବଦା ରହିଥାଉ। ଆମେନ୍।
ଆମ୍ଭମାନେେ ଦେଖିଅଛୁ ଯେ ପରମେଶ୍ବର ଜଗତର ଉଦ୍ଧାର ପାଇଁ ଯେ ନିଜର ପୁତ୍ରଙ୍କୁ ପଠାଇଛନ୍ତି, ଆମ୍ଭମାନେେ ଏଥିର ସାକ୍ଷୀ। ବର୍ତ୍ତମାନ ମଧ୍ଯ ଆମ୍ଭେ ସହେି ସାକ୍ଷ୍ଯ ଦେଉଅଛୁ।
ଆମ୍ଭେ ଏହା ମଧ୍ଯ ଜାଣୁ ଯେ, ପରମେଶ୍ବରଙ୍କ ପୁତ୍ର ଆସି ଅଛନ୍ତି ଓ ସେ ଆମ୍ଭମାନଙ୍କୁ ବୁଝିବା ଶକ୍ତି ପ୍ରଦାନ କରିଛନ୍ତି। ତେଣୁ ବର୍ତ୍ତମାନ ଆମ୍ଭେ ପରମେଶ୍ବରଙ୍କୁ ଜାଣିପାରୁ। ସହେି ପରମେଶ୍ବର ସତ୍ଯ ଅଟନ୍ତି। ସହେି ସତ୍ଯମୟ ପରମେଶ୍ବର ଓ ତାହାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କଠା ରେ ଆମ୍ଭମାନଙ୍କର ଜୀବନ ଅଛି।
ସେ ଏକମାତ୍ର ପରମେଶ୍ବର। ସେ କବଳେ ଆମ୍ଭକୁ ଉଦ୍ଧାର କରନ୍ତି। ଆମ୍ଭର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ବାରା ଅତୀତ, ବର୍ତ୍ତମାନ ଓ ଚିରଦିନ ପାଇଁ ତ୍ରାଣକର୍ତ୍ତା ପରମେଶ୍ବରଙ୍କର ଗୌରବ, ମହିମା, କ୍ଷମତା ଓ ଅଧିକାର ହେଉ। ଆମେନ୍।
ସହେି ସ୍ବର ମାେତେ କହିଲା, ତୁମ୍ଭେ ଯାହା ଦେଖୁଛ, ସବୁ ଗୋଟିଏ ପୁସ୍ତକରେ ଲେଖ ଓ ତାହାକୁ ସାତାଟେି ମଣ୍ଡଳୀ ଏଫିସ, ସ୍ମର୍ଣ୍ଣା, ପର୍ଗମ, ଥିୟତୀର ସାର୍ଦ୍ଦୀ, ଫିଲାଦଲଫେିଆ ଓ ଲାଓଦିକିଆକୁ ପଠାଅ।
ମୁଁ ତାହାଙ୍କୁ ଦେଖି, ତାହାଙ୍କ ପାଦତଳେ ଗୋଟିଏ ମୃତ ମଣିଷ ପରି ପଡ଼ିଗଲି। ମାେ ଉପରେ ଆପଣା ଡ଼ାହାଣ ହାତ ରଖି ସେ କହିଲେ, ଭୟ କର ନାହିଁ। ମୁଁ ପ୍ରଥମ ଓ ଶଷେ।
ସମାନେେ ଉଚ୍ଚ ସ୍ବର ରେ ପାଟିକରି କହୁଥିଲେ, ବିଜୟ (ପରିତ୍ରାଣ) ସିଂହାସନୋପବିଷ୍ଟ ଆମ୍ଭମାନଙ୍କର ପରମେଶ୍ବର ଓ ମଷେଶାବକଙ୍କର।