ଆମ୍ଭେ ସଦାପ୍ରଭୁ, ତୁମ୍ଭମାନଙ୍କର ଧର୍ମସ୍ବରୂପ, ଇଶ୍ରାୟେଲର ସୃଷ୍ଟିକର୍ତ୍ତା, ତୁମ୍ଭମାନଙ୍କର ରାଜା ଅଟୁଁ।
Cross references
ହେ ପରମେଶ୍ବର, ତୁମ୍ଭେ ଆମ୍ଭମାନଙ୍କର ପୂର୍ବାବଧି ରାଜା ହେଉଅଛ। ଏହି ଦେଶରେ ବହୁତ ୟୁଦ୍ଧରେ ଜିତିବାରେ ଆମ୍ଭକୁ ସାହାୟ୍ଯ କରିଛ।
ଇଶ୍ରାୟେଲ, ଆପଣା ନିର୍ମାଣକର୍ତ୍ତାଙ୍କଠାରେ, ଆନନ୍ଦ କର। ସିୟୋନର ଲୋକମାନେ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହୁଅ।
ତୁମ୍ଭମାନେେ ପଥରୁ ବାହାରି ୟାଅ, ବାଟ ଛାଡ଼ି ଦିଅ। ଇଶ୍ରାୟେଲର ଧର୍ମସ୍ବରୂପଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଦୂର କରାଅ।'
ତୁମ୍ଭମାନେେ ଜାହାଜର ମାସ୍ତୁଲକୁ ଶକ୍ତ କରିବ ନାହିଁ। ତୁମ୍ଭମାନେେ ତୁମ୍ଭର ଜାହାଜକୁ ଖାଲିବୋକୁ କ୍ଷମ ହବେ ନାହିଁ। କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଚାରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ଯବସ୍ଥାପକ, ସଦାପ୍ରଭୁ ଆମ୍ଭମାନଙ୍କର ରାଜା, ସେ ଆମ୍ଭମାନଙ୍କୁ ପରିତ୍ରାଣ କରିବେ।
ତେଣୁ ସହେି ପବିତ୍ର ସ୍ବରୂପ କୁହନ୍ତି, ଆମ୍ଭେ କ'ଣ କାହା ସହିତ ତୁଳନୀଯ ହାଇପୋରିବା ? କାରଣ କହେି ଆମ୍ଭ ସହିତ ସମାନ ନୁହେଁ।
ହେ କୀଟରୂପୀ ଯାକୁବ ଓ ହେ ଇଶ୍ରାୟେଲୀୟ ନରଗଣ, ଭୟ କର ନାହିଁ। ସଦାପ୍ରଭୁ କୁହନ୍ତି, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା ଓ ଇଶ୍ରାୟେଲର ଧର୍ମସ୍ବରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।
ତୁମ୍ଭେ ସମାନଙ୍କେୁ କୁଲା ରେ ଉଡ଼ାଇଲେ ବାଯୁ ସମାନଙ୍କେୁ ଉଡ଼ାଇ ଦବେ ଓ ଘୂର୍ଣ୍ଣିବାଯୁ ସମାନଙ୍କେୁ ଛିନ୍ନ ଭିନ୍ନ କରି ପକାଇବ। ପୁଣି ତୁମ୍ଭେ ସଦାପ୍ରଭୁଙ୍କଠା ରେ ଉଲ୍ଲାସ କରିବ ଓ ଇଶ୍ରାୟେଲର ଧର୍ମସ୍ବରୂପଙ୍କଠା ରେ ଗର୍ବ କରିବ।'
ସଦାପ୍ରଭୁ କୁହନ୍ତି, ତୁମ୍ଭମାନେେ ନିଜ ନିଜ ବିବାଦ ଉପସ୍ଥିତ କର ; ଯାକୁବର ରାଜା କୁହନ୍ତି, ତୁମ୍ଭମାନେେ ନିଜର ଦୃଢ଼ ପ୍ରମାଣ ଉପସ୍ଥାପନ କର।
ହେ ଯାକୁବ, ଯେଉଁ ସଦାପ୍ରଭୁ ତୁମ୍ଭକୁ ସୃଷ୍ଟି କଲେ, ହେ ଇଶ୍ରାୟେଲ, ଯେଉଁ ସଦାପ୍ରଭୁ ତୁମ୍ଭକୁ ନିର୍ମାଣ କଲେ, ସହେି ସଦାପ୍ରଭୁ ଏହି କଥା କୁହନ୍ତି, ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ। ଆମ୍ଭେ ତୁମ୍ଭର ନାମଧରି ଆହ୍ବାନ କରୁଅଛୁ, ତୁମ୍ଭେ ଆମ୍ଭର।
କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ବର, ଇଶ୍ରାୟେଲ ଧର୍ମସ୍ବରୂପ ତୁମ୍ଭର ତ୍ରାଣକର୍ତ୍ତା। ଆମ୍ଭେ ତୁମ୍ଭର ମୁକ୍ତିର ମୂଲ୍ଯ ସ୍ବରୂପ ରେ ମିଶର ଓ ତୁମ୍ଭକୁ ପାଇବା ପାଇଁ କ୍ରୁଶ୍ ଓ ଶିବାଦେଶ ଦଇେଅଛୁ।
ଆମ୍ଭ ନାମ ରେ ଖ୍ଯାତ ଓ ଯାହାକୁ ଆମ୍ଭେ ଆମ୍ଭର ଗୌରବାର୍େଥ ସୃଷ୍ଟି କରିଅଛୁ, ଏହିପରି ପ୍ରତ୍ଯକ ଲୋକଙ୍କୁ ଆଣ। ଆମ୍ଭେ ତାହାକୁ ଗଢ଼ିଅଛୁ ଓ ଆମ୍ଭେ ତାହାକୁ ନିର୍ମାଣ କରିଅଛୁ।'
ସହେି ଲୋକମାନଙ୍କୁ ଆମ୍ଭର ପ୍ରଶଂସାଗାନ କରିବାକୁ ଆମ୍ଭେ ସୃଷ୍ଟି କରିଅଛୁ।
ସଦାପ୍ରଭୁ ଯେ ଇଶ୍ରାୟେଲର ଧର୍ମସ୍ବରୂପ ଓ ନିର୍ମାଣ କର୍ତ୍ତା, ସେ ଏହି କଥା କୁହନ୍ତି,
ମାରେ ସନ୍ତାନଗଣ କୁହନ୍ତି, ଆମ୍ଭମାନଙ୍କର ମୁକ୍ତିଦାତା ଇଶ୍ରାୟେଲର ଧର୍ମସ୍ବରୂପ ସର୍ବଶକ୍ତିମାନ ସଦାପ୍ରଭୁ ତାଙ୍କର ନାମ।
ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା, ଇଶ୍ରାୟେଲର ଧର୍ମସ୍ବରୂପ ଏହି କଥା କୁହନ୍ତି,
ଇଶ୍ରାୟେଲ ଓ ଯିହୁଦାର ଲୋକମାନେ ସୈନ୍ଯାଧିପତି ସଦାପ୍ରଭୁଙ୍କ ଦ୍ବାରା ପରିତ୍ଯକ୍ତ ହାଇେ ନାହାଁନ୍ତି। ସମାନେେ ଯଦିଓ ତାଙ୍କର ବିରୁଦ୍ଧାଚରଣ କରି ତାଙ୍କୁ ପରିତ୍ଯାଗ କରିଛନ୍ତି, ତଥାପି ସେ ଧର୍ମସ୍ବରୂପ ସମାନଙ୍କେୁ ପରିତ୍ଯାଗ କରି ନାହାଁନ୍ତି।
ତା'ପ ରେ ହବକୂକ୍ କହିଲେ, ହେ ସଦାପ୍ରଭୁ, ତୁମ୍ଭେ ପୁରାତନ କାଳର ସଦାପ୍ରଭୁ ଅଟ। ତୁମ୍ଭ ଏକମାତ୍ର ପବିତ୍ର ଅଟ, ୟିଏ କବେେ ଅନ୍ତର୍ହିତ କରିବ ନାହିଁ। ହେ ସଦାପ୍ରଭୁ, ତୁମ୍ଭେ ସମାନଙ୍କେୁ ବିଗ୍ଭର କରିବା ପାଇଁ ନିୟୁକ୍ତି କଲ କି? ହେ ଶୈଳ, ଲୋକମାନଙ୍କୁ ଦଣ୍ତ ଦବୋ ପାଇଁ ତୁମ୍ଭେ ସମାନଙ୍କେୁ ପଠାଇଲ କି?
ତା'ପରେ ରାଜା ତାହାଙ୍କ ଡ଼ାହାଣ ପଟ ରେ ଥିବା ଲୋକମାନଙ୍କୁ କହିବେ, 'ଆସ, ମାରେ ପରମପିତା ତୁମ୍ଭମାନଙ୍କୁ ଆଶାର୍ବାଦ କରିଛନ୍ତି। ପରମେଶ୍ବର ତୁମ୍ଭକୁ ଯେଉଁ ରାଜ୍ଯ ଦବୋକୁ ପ୍ରତିଶ୍ରୁତି ଦଇେଛନ୍ତି, ତାହା ଲାଭ କର। ଜଗତ ସୃଷ୍ଟି ହବୋ କାଳରୁ ତୁମ୍ଭ ପାଇଁ ସେ ରାଜ୍ଯ ପ୍ରସ୍ତୁତ ହାଇେ ସାରିଛି।
ଫିଲାଦେଲ୍ଫିଆସ୍ଥିତ ମଣ୍ଡଳୀର ଦୂତଙ୍କୁ ଏହା ଲେଖ :