Home Bibles ଯିଶାଇୟ 44:2 · ଓଡ଼ିଆ ବାଇବେଲ
ଯିଶାଇୟ 44:2 · ଓଡ଼ିଆ ବାଇବେଲ

ଆମ୍ଲଭ ସଦାପ୍ରଭୁସଯ କି ତୁମ୍ଭକୁ ଗଢ଼ିଲଲ ମାତୃ ଗର୍ଭରୁ ତୁମ୍ଭକୁସଯ ନିର୍ମାଣ କଲଲ। ୟିଏ ତୁମ୍ଭକୁ ସାହାୟ୍ଯ କଲଲ,ସସହି ସଦାପ୍ରଭୁ କୁହନ୍ତି,ସହ ଆମ୍ଭର ଦାସ ଯାକୁବ,ସହ ଆମ୍ଭର ମଲନାନୀତ ଶିଶୁଗଣ, ଭୟ କର ନାହିଁ।

Cross references

ଦିତୀୟ ବିବରଣ 32:15

କିନ୍ତୁ ୟିଶକ୍ସ୍ଟରକ୍ସ୍ଟଣ ହୃଷ୍ଟପକ୍ସ୍ଟଷ୍ଟ ହେଲା ଓ ପଦାଘାତ କଲ। ତୁମ୍ଭକୁ ଭଲ ଭାବରେ ଖକ୍ସ୍ଟଆଇଲେ ଏବଂ ତୁମ୍ଭେ ମାଟୋ ହାଇେଅଛ। ତେଣୁ ସେ ଆପଣା ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କୁ ତ୍ଯାଗ କଲା। ଏବଂ ଶୈଳ ପ୍ରତି ମନ୍ଦ କର୍ମ କଲା ୟିଏ କି ତାଙ୍କୁ ରକ୍ଷା କଲେ।

ଦିତୀୟ ବିବରଣ 33:5

ଲୋକମାନଙ୍କ ପ୍ରଧାନବର୍ଗର ସମାଗମ ସମୟରେ, ସମସ୍ତ ଇଶ୍ରାୟେଲ ବଂଶ ଏକତ୍ର ହବୋ ବେଳେ ସଦାପ୍ରଭୁ ୟିଶକ୍ସ୍ଟ ରକ୍ସ୍ଟଣ ରେ ରାଜାଥିଲେ।

ଗୀତସଂହିତା 46:5

ପରମେଶ୍ବର ସହେି ନଗରୀରେ ବାସ କରନ୍ତି। ଏହା କବେେ ବି ଧ୍ବଂସ ପାଇବ ନାହିଁ। ପରମେଶ୍ବର ଏପରିକି ସୂର୍ୟେ୍ଯାଦଯ ପୂର୍ବରୁ ସାହାୟ୍ଯ କରିବାକୁ ଉପସ୍ଥିତ ଥାନ୍ତି।

ଗୀତସଂହିତା 71:6

ଗର୍ଭରେ ଥିବା ସମଯରେ ମୁଁ ତୁମ୍ଭ ଉପରେ ନିର୍ଭରଶୀଳ ଥିଲି। ମାତାର ଗର୍ଭରୁ ତୁମ୍ଭେ ମାେତେ ନିରାପତ୍ତା ସହିତ ଆଣିଲ। ମୁଁ ତୁମ୍ଭକୁ ପ୍ରତିଦିନ ପ୍ରଶଂସା କରିଛି।

ଗୀତସଂହିତା 95:6

ଆସ, ଆମ୍ଭେ ସମସ୍ତେ ତାଙ୍କ ଆଗରେ ନଇଁ ପଡ଼ି ପ୍ରଣାମ କରିବା ଓ ଉପାସନା କରିବ! ଆସ, ସହେି ଆମ୍ଭର ସୃଷ୍ଟିକର୍ତ୍ତା ପରମେଶ୍ବରଙ୍କ ଆଗରେ ଆଣ୍ଠୁମାଡ଼ି ପ୍ରଶଂସା କରିବା।

ଯିଶାଇୟ 41:10

ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗ ରେ ଅଛୁ। ନିରାଶ ହୁଅ ନାହିଁ କାରଣ ଆମ୍ଭେ ତୁମ୍ଭର ପରମେଶ୍ବର। ଆମ୍ଭେ ତୁମ୍ଭକୁ ସବଳ କରିବା, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା। ପୁଣି ଆମ୍ଭେ ଆପଣା ଧର୍ମସ୍ବରୂପ ଦକ୍ଷିଣ ହସ୍ତ ରେ ତୁମ୍ଭକୁ ଧରି ରଖିବା।

ଯିଶାଇୟ 41:14

ହେ କୀଟରୂପୀ ଯାକୁବ ଓ ହେ ଇଶ୍ରାୟେଲୀୟ ନରଗଣ, ଭୟ କର ନାହିଁ। ସଦାପ୍ରଭୁ କୁହନ୍ତି, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା ଓ ଇଶ୍ରାୟେଲର ଧର୍ମସ୍ବରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।

ଯିଶାଇୟ 43:1

ହେ ଯାକୁବ, ଯେଉଁ ସଦାପ୍ରଭୁ ତୁମ୍ଭକୁ ସୃଷ୍ଟି କଲେ, ହେ ଇଶ୍ରାୟେଲ, ଯେଉଁ ସଦାପ୍ରଭୁ ତୁମ୍ଭକୁ ନିର୍ମାଣ କଲେ, ସହେି ସଦାପ୍ରଭୁ ଏହି କଥା କୁହନ୍ତି, ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ। ଆମ୍ଭେ ତୁମ୍ଭର ନାମଧରି ଆହ୍ବାନ କରୁଅଛୁ, ତୁମ୍ଭେ ଆମ୍ଭର।

ଯିଶାଇୟ 43:5

ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସହିତ ଅଛୁ। ଆମ୍ଭେ ପୂର୍ବ ଦିଗରୁ ତୁମ୍ଭର ସନ୍ତାନଗଣଙ୍କୁ ଆଣିବା ଓ ପୂର୍ବଦିଗରୁ ତୁମ୍ଭକୁ ଆଣିବା।

ଯିଶାଇୟ 43:7

ଆମ୍ଭ ନାମ ରେ ଖ୍ଯାତ ଓ ଯାହାକୁ ଆମ୍ଭେ ଆମ୍ଭର ଗୌରବାର୍େଥ ସୃଷ୍ଟି କରିଅଛୁ, ଏହିପରି ପ୍ରତ୍ଯକ ଲୋକଙ୍କୁ ଆଣ। ଆମ୍ଭେ ତାହାକୁ ଗଢ଼ିଅଛୁ ଓ ଆମ୍ଭେ ତାହାକୁ ନିର୍ମାଣ କରିଅଛୁ।'

ଯିଶାଇୟ 43:21

ସହେି ଲୋକମାନଙ୍କୁ ଆମ୍ଭର ପ୍ରଶଂସାଗାନ କରିବାକୁ ଆମ୍ଭେ ସୃଷ୍ଟି କରିଅଛୁ।

ଯିଶାଇୟ 44:21

ସହ ଯାକୁବ,ସହ ଇଶ୍ରାଲୟଲ, ତୁମ୍ଲଭମାଲନ ଏହିସବୁ କଥା ସ୍ମରଣ କର। ତୁମ୍ଭମାନଙ୍କୁ ଆମ୍ଲଭ ସୃଷ୍ଟି କରିଅଛୁ।ସତଣୁ ତୁମ୍ଲଭମାଲନ ଆମ୍ଭର ଦାସ।ସହ ଇଶ୍ରାଲୟଲ, ଆମ୍ଭକୁ ଭୁଲିବ ନାହିଁ।

ଯିଶାଇୟ 44:24

ତୁମ୍ଭର ତ୍ରାଣକର୍ତ୍ତା ସଦାପ୍ରଭୁ ତୁମ୍ଭକୁ ମାତୃ ଗର୍ଭରୁ ହିଁ ଗଢିଛନ୍ତି।ସସ ଏହା କୁହନ୍ତି, ଆମ୍ଲଭ ସଦାପ୍ରଭୁ, ସମସ୍ତ ସାଧନ କରିଅଛୁ। ଆମ୍ଲଭ ଆକାଶମଣ୍ତଳକୁ ବିସ୍ତାର କରୁ ଓ ଏକାକୀ ପୃଥିବୀକୁ ପ୍ରସାରିତ କରୁ। ଆମ୍ଭର ସହିତସକହି ନାହିଁ।

ଯିଶାଇୟ 46:3

ହେ ଯାକୁବର ପରିବାର, ହେ ଇଶ୍ରାୟେଲର ଅବଶିଷ୍ଟାଂଶ ଆମ୍ଭ କଥା ଶୁଣ ! ଆମ୍ଭେ ତୁମ୍ଭମାନଙ୍କୁ ବହନ କରି ଆସୁଅଛୁ। ତୁମ୍ଭମାନେେ ଗର୍ଭସ୍ଥ ହବୋ ଦିନଠାରୁ ଆମ୍ଭଦ୍ବାରା ବାହିତ ହାଇେଅଛ।

ଯିଶାଇୟ 49:1

ହେ ଦ୍ବୀପ ସମୂହର ଲୋକମାନେ ମାେ କଥା ଶୁଣ। ହେ ଦୂରସ୍ଥ ଗୋଷ୍ଠୀ ସମୂହର ଲୋକମାନେ, ମାେ କଥାକୁ ଅବଧାନ କର। ମୁଁ ମାତୃ ଗର୍ଭରୁ ଭୂମିଷ୍ଠ ହବୋ ପୂର୍ବରୁ ସଦାପ୍ରଭୁ ତାଙ୍କର ସବୋ ପାଇଁ ମାେତେ ଆହ୍ବାନ କରିଛନ୍ତି। ମୁଁ ମାତୃଗର୍ଭ ରେ ଥିବା କାଳରୁ ସେ ମାରେ ନାମ ଉଲ୍ଲେଖ କରିଛନ୍ତି।

ଯିରିମିୟ 1:5

ମାତୃଗର୍ଭ ରେ ତୁମ୍ଭର ସୃଷ୍ଟି ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ। ଏପରିକି ତୁମ୍ଭେ ଜନ୍ମ ହବୋ ପୂର୍ବରୁ ଆମ୍ଭେ ତୁମ୍ଭକୁ ଅଲଗା କଲୁ ଏବଂ ତୁମ୍ଭକୁ ଜାତିମାନଙ୍କର ଭବିଷ୍ଯଦବକ୍ତା ରୂପେ ନିୟୁକ୍ତ କଲୁ।

ଯିହିଜିକଲ 16:4

ହେ ୟିରୁଶାଲମ, ତୁମ୍ଭର ଜନ୍ମ ବିବରଣୀ ହେଲା, ତୁମ୍ଭେ ଜନ୍ମ ହବୋ ଦିନ ତୁମ୍ଭର ନାଭି କଟା ହାଇେ ନ ଥିଲା। କିମ୍ବା ତୁମ୍ଭକୁ ପରିଷ୍କାର କରିବା ପାଇଁ ଜଳ ରେ ସ୍ନାନ କରାୟାଇ ନ ଥିଲା। ତୁମ୍ଭ ଶରୀର ରେ ଲବଣ ଦିଆୟାଇ ନ ଥିଲା କିମ୍ବା ତୁମ୍ଭକୁ ପଟି ରେ ଆବୃତ କରାୟାଇ ନ ଥିଲା।

ଯିହିଜିକଲ 20:5

ଏବଂ ସମାନଙ୍କେୁ କୁହ, 'ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହିଛନ୍ତି, ମୁଁ ଯେତବେେଳେ ଇଶ୍ରାୟେଲକୁ ମନୋନୀତ କଲି ଓ ଯାକୁବର ପୁତ୍ରମାନଙ୍କ ଉପ ରେ ଆପଣା ହସ୍ତ ବିସ୍ତାର କଲି ଏବଂ ମିଶର ରେ ସମାନଙ୍କେ ନିକଟରେ ନଜକୁ ପରିଚିତ କରାଇଲି, ମୁଁ ସମାନଙ୍କେ ଉପ ରେ ହସ୍ତ ବିସ୍ତାର କଲି ଏବଂ ସମାନଙ୍କେ ପକ୍ଷ ରେ କହିଲି, ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟେ।

ଲୂକଲିଖିତ ସୁସମାଚାର 12:32

ହେ ସାନ ମଷେପଲ! ଭୟ କର ନାହିଁ। ତୁମ୍ଭମାନଙ୍କ ପରମପିତା ତୁମ୍ଭମାନଙ୍କୁ ସହେି ସ୍ବର୍ଗ ରାଜ୍ଯ ଦବୋକୁ ଚାହାଁନ୍ତି।

ରୋମୀୟଙ୍କ ପ୍ରତି ପତ୍ର 8:30

ପରମେଶ୍ବରଙ୍କ ଯଜେନା ସମାନଙ୍କେ ପାଇଁ ହେଲା ଯେ ସମାନେେ ତାହାଙ୍କର ପୁତ୍ର ଭଳି ହବେେ। ସେ ଏହି ଲୋକମାନଙ୍କୁ ଡାକିଲେ। ପରମେଶ୍ବର ସମାନଙ୍କେୁ ନିଜ ପ୍ରତି ଧାର୍ମିକ କଲେ। ଏବଂ ପରମେଶ୍ବର ଯେଉଁମାନଙ୍କୁ ନିଜ ପ୍ରତି ଧାର୍ମି କଲେ, ସହେି ଲୋକମାନଙ୍କୁ ମହିମାନ୍ବିତ କଲେ।

ଏଫିସୀୟଙ୍କ ପ୍ରତି ପତ୍ର 1:4

ଖ୍ରୀଷ୍ଟଙ୍କଠା ରେ, ଜଗତର ସୃଷ୍ଟି ପୂର୍ବରୁ ପରମେଶ୍ବର ଆମ୍ଭକୁ ତାହାଙ୍କ ସମ୍ମୁଖ ରେ ପବିତ୍ର ଓ ନିର୍ଦ୍ ଦୋଷ ହବୋ ପାଇଁ ଆଦର ରେ ବାଛି ଥିଲେ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 1:4

ଭାଇ ଓ ଭଉଣୀମାନେ! ପରମେଶ୍ବର ତୁମ୍ଭକୁ ପ୍ ରମେ କରନ୍ତି। ଆମ୍ଭେ ଏହା ମଧ୍ଯ ଜାଣୁ ଯେ, ସେ ତୁମ୍ଭମାନଙ୍କୁ ନିଜର ବୋଲି ବାଛିଛନ୍ତି।

ଏବ୍ରୀ 4:16

ଆମ୍ଭମାନେେ ଉପୟୁକ୍ତ ସମୟରେ ଦୟା ଓ କୃପାପ୍ରାପ୍ତି ନିମନ୍ତେ ପରମେଶ୍ବରଙ୍କ ଅନୁଗ୍ରହଜନକ ସିଂହାସନ ନିକଟରୁ ଆମ୍ଭର ମହାୟାଜକ ଯୀଶୁଙ୍କ ସହ ସମ୍ପୂର୍ଣ୍ଣ ଭରସାର ସହ ଯାଇପାରିବା।

Interlinear

Choose Theme