ମଲଘ ସଦୃଶ ତୁମ୍ଭର ପାପକୁ ଓ କୁହୁଡ଼ି ସଦୃଶ ତୁମ୍ଭର ପାପକୁ ଆମ୍ଲଭ ମାର୍ଜନା କରିଅଛୁ। ପବନସର ମଲଘ ଚାଲିଗଲା ପରି ତୁମ୍ଭର ପାପସବୁ ଦୂରୀଭୂତସହାଇଅଛି।ସତଣୁ ତୁମ୍ଲଭ ଆମ୍ଭ ନିକଟକୁସଫରିଆସ, କାରଣ ଆମ୍ଲଭ ତୁମ୍ଭକୁ ମୁକ୍ତ କରିଅଛୁ।'
Cross references
ଯିଥ୍ରୋବହୁତ ଖୁସି ହେଲେ, ଯେତବେେଳେ ଜାଣିଲେ ସଦାପ୍ରଭୁ ଇଶ୍ରାୟେଲବାସୀମାନଙ୍କ ପାଇଁ ବହୁତ ଭଲ କର୍ମମାନ କରିଛନ୍ତି। ଏବଂ ସେ ବହୁତ ଖୁସି ହେଲେ ଯେ ସଦାପ୍ରଭୁ ମିଶରଠାରୁ ଇଶ୍ରାୟେଲକୁ ମୁକ୍ତ କରିଛନ୍ତି।
ହେ ଜାତିଗଣ ତାଙ୍କର ଲୋକମାନଙ୍କ ପାଇଁ ଗାନ କର। କାରଣ ସେ ଆପଣା ଦାସମାନଙ୍କର ରକ୍ତପାତର ପ୍ରତିଶୋଧ ନବେେ। ସେ ଆପଣା ବିପକ୍ଷଗଣଙ୍କ ବିରକ୍ସ୍ଟଦ୍ଧ ରେ ପ୍ରତି ଶାଧେ ନବେେ। ପକ୍ସ୍ଟଣି ସେ ଆପଣା ଦେଶ ଓ ଆପଣା ଲୋକମାନଙ୍କ ନିମନ୍ତେ ପ୍ରତିଶୋଧ ନବେେ ଏବଂ ତାଙ୍କର ଦେଶ ନିମନ୍ତେ ସେ ପ୍ରାଯଶ୍ଚିତ କରିବେ।
ଦାଉଦ ନାଥନକକ୍ସ୍ଟ କହିଲେ, ମୁ ସଦାପ୍ରଭୁଙ୍କ ବିରକ୍ସ୍ଟଦ୍ଧ ରେ ଅପରାଧ କରିଅଛି।
ସମାନଙ୍କେ ଅଧର୍ମ ଆଚ୍ଛାଦନ କରନାହିଁ ଓ ତୁମ୍ଭ ଦୃଷ୍ଟି ରେ ସମାନଙ୍କେ ପାପମାର୍ଜ୍ଜିତ ନ ହେଉ। କାରଣ ନିର୍ମାଣକାରୀମାନଙ୍କୁ ସମାନେେ ଅପମାନିତ କରି ଅଛନ୍ତି।
ପରମେଶ୍ବର ବାଦଲକୁ ଜଳ ରେ ପୂର୍ଣ୍ଣ କରନ୍ତି ଓ ସହେି ମେଘ ରେ ବିଜୁଳି ସୃଷ୍ଟି କରିଛନ୍ତି।
ହେ ପରମେଶ୍ବର, ଆପଣଙ୍କ ସ୍ନହପେୂର୍ଣ୍ଣ କରୁଣା ଅନୁସାରେ ମାେ ପ୍ରତି ଦୟାକର। ତୁମ୍ଭର ମହାନ କରୁଣା ଅନୁସାରେ, ମାରେ ସମସ୍ତ ପାପ କ୍ଷମା କରନ୍ତୁ।
ମାରେ ପାପଗୁଡ଼ିକ ପ୍ରତି ତୁମ୍ଭେ ମୁହଁ ବୁଲାଅ। ମାରେ ପାପ ସବୁ ପୋଛିଦିଅ।
ପୂର୍ବରୁ ପଶ୍ଚିମ ୟତେେ ଦୂର, ପରମେଶ୍ବର ଆମ୍ଭମାନଙ୍କଠାରୁ ଆମ୍ଭମାନଙ୍କ ପାପ ସତେିକି ଦୂରଇେ ନଇେଛନ୍ତି।
ତାଙ୍କ ପିତୃ ଲୋକଙ୍କର ଅପରାଧ ସଦାପ୍ରଭୁଙ୍କ ମନରେ ଥାଉ ଓ ତାହାର ମାତାର ପାପ ପୋଛି ନ ହେଉ।
ଏବଂ ସେ ହେଉଛନ୍ତି ଜଣେ, ୟିଏ ଇଶ୍ରାୟେଲକୁ ତା'ର ସମସ୍ତ ପାପରୁ ମୁକ୍ତ କରିବେ।
ସଦାପ୍ରଭୁ ପୁଣି କୁହନ୍ତି, ଆସ, ମାେ ସହିତ ଆଳାପ କର। ତୁମ୍ଭମାନଙ୍କର ପାପ ସିନ୍ଦୁର ବର୍ଣ୍ଣ ପରି ଲାଲ ହେଲେ ହେଁ ବରଫ ସଦୃଶ ଶୁଭ୍ର ହବେ। ଆଉ ତୁମ୍ଭମାନଙ୍କର ପାପ ଉଜ୍ଜ୍ବଳ ଲୋହିତ ବର୍ଣ୍ଣ ପରି ହେଲେ ହେଁ ମଷେ ଲୋମ ସଦୃଶ ଶୁଭ୍ର ହବେ।
ପରମେଶ୍ବର ଉତ୍ତମ ଏବଂ ସେ ନ୍ଯାଯ ବିଚାର କରନ୍ତି। ତେଣୁ ସେ ସିୟୋନକୁ ରକ୍ଷା କରିବେ ଏବଂ ଲୋକମାନେ ତାଙ୍କ ନିକଟକୁ ପ୍ରତ୍ଯାବର୍ତ୍ତନ କରିବେ।
ମୁଁ ପୀଡ଼ିତ ହାଇେ ସଠାେକାର ନିବାସୀ କହିବ ନାହିଁ। ସଠାେକାର ନିବାସୀମାନଙ୍କର ପାପ କ୍ଷମା କରାୟିବ।
ହେ ଯାକୁବ, ଯେଉଁ ସଦାପ୍ରଭୁ ତୁମ୍ଭକୁ ସୃଷ୍ଟି କଲେ, ହେ ଇଶ୍ରାୟେଲ, ଯେଉଁ ସଦାପ୍ରଭୁ ତୁମ୍ଭକୁ ନିର୍ମାଣ କଲେ, ସହେି ସଦାପ୍ରଭୁ ଏହି କଥା କୁହନ୍ତି, ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ। ଆମ୍ଭେ ତୁମ୍ଭର ନାମଧରି ଆହ୍ବାନ କରୁଅଛୁ, ତୁମ୍ଭେ ଆମ୍ଭର।
ମୁଁ ଏକମାତ୍ର ପବିତ୍ର ଯେ କି ତୁମ୍ଭର ସମସ୍ତ ଦୋଷକୁ ନଥିପତ୍ରରୁ ପୋଛି ଦିଏ। ଆଉ ମଧ୍ଯ ତୁମ୍ଭର ସମସ୍ତ ପାପକୁ ମୁଁ ଭୁଲିୟାଏ। ମାରେ ଗାରିମାକୁ ରକ୍ଷା କରିବାକୁ ଏପରି କରେ।
ହେ ମାରେ ସନ୍ତାନଗଣ, ତୁମ୍ଭମାନେେ ବାବିଲରୁ ବାହାରି ୟାଅ, କଲଦୀଯମାନଙ୍କ ମଧ୍ଯରୁ ପଳାଯନ କର ; ତୁମ୍ଭମାନେେ ଆନନ୍ଦ ଧ୍ବନି କରି ଜଣାଅ, ପୃଥିବୀର ପ୍ରାନ୍ତ ପର୍ୟ୍ଯନ୍ତ ଏହା ବିଖ୍ଯାତ କର ; ତୁମ୍ଭମାନେେ କୁହ, ସଦାପ୍ରଭୁ ନିଜର ଦାସ ଯାକୁବକୁ ମୁକ୍ତ କରିଅଛନ୍ତି।
ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫରେି ଆସିବେ, ଆନନ୍ଦ ଗାନ କରି ସିୟୋନ ରେ ଉପସ୍ଥିତ ହବେେ। ଚିର ଆନନ୍ଦ ସମାନଙ୍କେର ମସ୍ତକର ଭୂଷଣ ହବେ। ସମାନେେ ଆନନ୍ଦ ଓ ଉଲ୍ଲାସ ପ୍ରାପ୍ତ ହବେେ ଏବଂ ଦୁଃଖ ଶାେକ ସୁଦୂରଗାମୀ ହବେ।
ହେ ୟିରୁଶାଲମର ଧ୍ବଂସାବଶଷେ ସ୍ଥାନସକଳ, ଉଚ୍ଚସ୍ବର ରେ ଆନନ୍ଦଧ୍ବନି କର। ଏକତ୍ର ଗାନ କର, କାରଣ ସଦାପ୍ରଭୁ ନିଜର ଲୋକମାନଙ୍କୁ ସାନ୍ତ୍ବନା କରିଅଛନ୍ତି ଓ ସେ ୟିରୁଶାଲମକୁ ମୁକ୍ତ କରିଅଛନ୍ତି।
ଦୁଷ୍ଟାଚାରୀ ତା'ର ମନ୍ଦକାର୍ୟ୍ଯ ଓ ଅଧାର୍ମିକ ତା'ର ମନ୍ଦ ଚିନ୍ତା ପରିତ୍ଯାଗ କରୁ। ସେ ସଦାପ୍ରଭୁଙ୍କ ନିକଟକୁ ଫରେିଆସୁ ଏବଂ ସେ ତାକୁ ଦୟା କରିବେ। ସେ ତାକୁ କ୍ଷମା କରି ଦବେେ। ତାକୁ ପରମେଶ୍ବରଙ୍କ ପାଖକୁ ଫରେିବାକୁ ଛାଡ଼ିଦିଅ। ସେ ତାକୁ ବହୁଳ ଭାବରେ କ୍ଷମା କରିବେ।
ପୁଣି ସଦାପ୍ରଭୁ କୁହନ୍ତି, ସିୟୋନକୁ ଓ ଯାକୁବ ମଧିଅରେ ଯେଉଁମାନେ ଅଧର୍ମରୁ ଫରନ୍େତି, ସମାନଙ୍କେ ନିକଟକୁ ଏକ ତ୍ରାଣକର୍ତ୍ତା ଆସିବେ।
ଯଦି କୌଣସି ପୁରୁଷ ତା'ର ସ୍ତ୍ରୀକୁ ପରିତ୍ଯାଗ କରେ ଓ ସେ ସ୍ତ୍ରୀ ତାକୁ ତ୍ଯାଗ କରି ଅନ୍ୟ ପୁରୁଷକୁ ବିବାହ କରେ ତବେେ ତା'ର ସ୍ବାମୀ କ'ଣ ପୁନର୍ବାର ତାହା ନିକଟକୁ ଆସିବ ? ଯଦି ସେ ଲୋକ ପୁନର୍ବାର ତାହା ନିକଟକୁ ଆସିବ ତବେେ ସହେି ଦେଶ ଅତ୍ଯନ୍ତ 'ଅଶୁଚି' ହବେ। ହେ ଯିହୁଦା, ତୁମ୍ଭେ ଅନକେ ଉପପତି ସଙ୍ଗେ ବ୍ଯଭିଚାର କରିଅଛ। ଆଉ ପୁନର୍ବାର ଆମ୍ଭ ନିକଟକୁ ଫରେି ଆସିବାକୁ ଚାହୁଁଛ। ଏହା ସଦାପ୍ରଭୁ କହନ୍ତି।
ତେଣୁ ହେ ଯିରିମିୟ, ତୁମ୍ଭେ ଉତ୍ତର ଦିଗଆଡ଼େ ୟାଇ ଏହି କଥା ପ୍ରଚାର କର ଏବଂ କୁହ,
ସଦାପ୍ରଭୁ କହନ୍ତି, ହେ ବିପଥଗାମୀ ସନ୍ତାନଗଣ, ତୁମ୍ଭମାନେେ ଆମ୍ଭ ନିକଟକୁ ଫରେିଆସ, କାରଣ ଆମ୍ଭେ ତୁମ୍ଭମାନଙ୍କର ସ୍ବାମୀ। ଆମ୍ଭେ ପ୍ରତି ନଗରରୁ ଏକ ଜଣ ଓ ପ୍ରତି ଗୋଷ୍ଠୀ ମଧ୍ଯରୁ ଦୁଇଜଣ କରି ତୁମ୍ଭମାନଙ୍କୁ ସିୟୋନକୁ ଆଣିବା।
ହେ ସଦାପ୍ରଭୁ, ମାରେ ବିନାଶ ପାଇଁ ସମାନଙ୍କେର ଯୋଜନା ତୁମ୍ଭେ ଜାଣୁଅଛ। ସମାନଙ୍କେର ଅଧର୍ମ କ୍ଷମା କର ନାହିଁ। ତୁମ୍ଭ ଦୃଷ୍ଟି ରେ ସମାନଙ୍କେର ପାପ ଲୋପ କର ନାହିଁ। ତୁମ୍ଭେ ସମାନଙ୍କେୁ ବିନାଶ କର। ଆପଣା କୋରଧ ସମାନଙ୍କେ ପ୍ରତି ବ୍ଯବହାର କର।
ସମାନେେ ଆମ୍ଭ ବିରୁଦ୍ଧ ରେ ଅଧର୍ମାଚରଣ କରି ଯେଉଁ ପାପ କରିଅଛନ୍ତି ଆମ୍ଭେ ସମାନଙ୍କେୁ ସେଥିରୁ ଶୁଚି କରିବା। ପୁଣି ସମାନେେ ଆମ୍ଭର ଆଜ୍ଞା ଲଙ୍ଘନ କରି ଯେଉଁ ଅଧର୍ମ ଓ ପାପ କରିଅଛନ୍ତି, ଆମ୍ଭେ ସେଥିରୁ ସମାନଙ୍କେୁ କ୍ଷମା କରିବା।
ସଦାପ୍ରଭୁ କହନ୍ତି, ସେତବେେଳେ ଇଶ୍ରାୟେଲର ଅଧର୍ମ ଖୋଳାୟିବ, ମାତ୍ର କିଛି ମିଳିବ ନାହିଁ ; ଯିହୁଦାର ପାପ ଅନ୍ବଷେଣ କରାୟିବ, ମାତ୍ର ସମାନେେ କିଛି ପାଇବେ ନାହିଁ। ଆମ୍ଭେ ଅବଶିଷ୍ଟ ଲୋକମାନଙ୍କୁ କ୍ଷମା କରିଦବୋ, ଯେଉଁମାନଙ୍କୁ ଆମ୍ଭେ ରକ୍ଷା କରିଛୁ।
ଆଉ ଆସ କହିବା, ଆମ୍ଭମାନେେ ଆଜ୍ଞା ଲଙ୍ଘନ ଓ ବିଦ୍ରୋହାଚରଣ କରିଅଛୁ, ତୁମ୍ଭେ କ୍ଷମା କରିନାହଁ।
ତୁମ୍ଭେ ଯାହାସବୁ କରିଅଛ, ଯେତବେେଳେ ମୁଁ ସେସବୁକୁ ସଂ ଶାଧେନ କରି ଦବେି। ସେତବେେଳେ ତୁମ୍ଭେ ସ୍ମରଣ କରି ଲଜ୍ଜିତ ହବେ ଓ ନିଜ ଅପମାନ ହତେୁ ଆଉ କବେେ ଆପଣା ମୁଖ ଫିଟାଇବ ନାହିଁ। ଏହା ସଦାପ୍ରଭୁ ମାରେ ପ୍ରଭୁ କହନ୍ତି।
ଇଶ୍ରାୟେଲ, ତୁମ୍ଭର ପତନ ହେଲା ଏବଂ ତୁମ୍ଭେ ପରମେଶ୍ବରଙ୍କ ବିରୁଦ୍ଧ ରେ ପାପ କଲ। ତେଣୁ ତୁମ୍ଭର ପ୍ରିଯ ସଦାପ୍ରଭୁ ପରମେଶ୍ବରଙ୍କ ନିକଟକୁ ଫରେିଆସ।
କ'ଣ କହିବ ସେ ବିଷଯ ରେ ଚିନ୍ତା କର ଏବଂ ସଦାପ୍ରଭୁଙ୍କ ପାଖକୁ ଫରେିଆସ। ତାଙ୍କୁ କୁହ,
ତୁମ୍ଭପରି ପରମେଶ୍ବର ଆଉ ସଠାେ ରେ କହେି ନାହିଁ। ତୁମ୍ଭେ ଲୋକମାନଙ୍କର ଦୋଷ କ୍ଷମା କର। ଅବଶିଷ୍ଟ ଲୋକମାନଙ୍କୁ ତୁମ୍ଭେ ମଧ୍ଯ କ୍ଷମା ଦିଅ। ତୁମ୍ଭେ ସର୍ବଦା କୋର୍ଧିତ ହବେ ନାହିଁ କାରଣ ତୁମ୍ଭେ ସ୍ନହେ ଗ୍ଭହଁ।
ତା'ପ ରେ ସହେି ସ୍ବର୍ଗଦୂତ ତାଙ୍କ ନିକଟରେ ଛିଡା ହାଇେଥିବା ଅନ୍ୟ ସ୍ବର୍ଗଦୂତକୁ କହିଲେ, ୟିହୋଶୂଯଙ୍କ ଶରୀରରୁ ସହେି ମଇଳା ବସ୍ତ୍ର ଗୁଡିକୁ କାଢିନିଅ। ତା'ପ ରେ ସ୍ବର୍ଗଦୂତ ଯିହାଶୂେୟଙ୍କୁ କହିଲେ, ବର୍ତ୍ତମାନ, ମୁଁ ତୁମ୍ଭର ଅପରାଧ କାଢିନଇେଛି ଏବଂ ମୁଁ ତୁମ୍ଭଙ୍କୁ ନୂଆ ମୂଲ୍ଯବାନ ବସ୍ତ୍ର ରେ ଆଚ୍ଛାଦିତ କରୁଛି।
ସେ ଆମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମଙ୍କୁ ପ୍ରତିଜ୍ଞା ଦଇେଥିଲେ।
ଇଶ୍ବର ଖ୍ରୀଷ୍ଟଙ୍କର ଦୁଃଖ ଭୋଗିବା ବିଷୟ ରେ ପୂର୍ବରୁ ସବୁ କଥା ଭାବବାଦୀମାନଙ୍କ ମୁଖଦ୍ବାରା କହି ସାରିଥିଲେ। ବର୍ତ୍ତମାନ ପରମେଶ୍ବର ଏ ସବୁ ଘଟଣା ଘଟାଉଛନ୍ତି।
କାରଣ ପରମେଶ୍ବର ତୁମ୍ଭମାନଙ୍କୁ ମୂଲ୍ଯ ଦଇେ କିଣିଛନ୍ତି। ସେଥିପାଇଁ ନିଜ ଶରୀର ମାଧ୍ଯମ ରେ ପରମେଶ୍ବରଙ୍କୁ ଗୌରବ ଦିଅ।
ମୁଁ ତୁମ୍ଭମାନଙ୍କ ପାଖକୁ ଆର୍ତ୍ତମାେ ଓ ତୁଖିକଙ୍କୁ ପଠାଇବି। ସମାନଙ୍କେୁ ପଠାଇଲା ପରେ ତୁମ୍ଭେ ନିକପଲିଠା ରେ ମାେ ପାଖକୁ ଆସିବା ପାଇଁ ପ୍ରାଣପଣେ ଚେଷ୍ଟା କରିବ। ମୁଁ ଠିକ୍ କରିଛି ଯେ ଶୀତକାଳ ସଠାେରେ କଟାଇବି।
ତୁମ୍ଭେ ଜାଣିଛ ଯେ ଅତୀତ ରେ ତୁମ୍ଭେ ନିରର୍ଥକ ଜୀବନଯାପନ କରୁଥିଲ। ତୁମ୍ଭ ପୂର୍ବ ବଂଶଧରମାନଙ୍କଠାରୁ ତୁମ୍ଭେ ସହେିପରି ଜୀବନ କାଟିବାକୁ ଶିଖିଥିଲ। କିନ୍ତୁ ତୁମ୍ଭେ ବର୍ତ୍ତମାନ ସପରେି ଜୀବନ କାଟିବାରୁ ରକ୍ଷା ପାଇଛ। ସୁନା ଓ ରୂପା ଭଳି କ୍ଷଣସ୍ଥାଯୀ ଜିନିଷ ବଦଳ ରେ ନୁହେଁ,