ସତଣୁସସମାଲନ ଜଳଲଷାର୍ତ ନିକଟସ୍ଥ ବାଇଶବୃକ୍ଷ ତୁଲ୍ଯ ବଢ଼ିବାକୁ ଲାଗିବଲ।
Cross references
ଆଉ ତମ୍ଭମାନେେ ପ୍ରଥମ ଦିନ ରେ ଉତ୍ତମ ବୃକ୍ଷର ଫଳ, ବାତାପି ଗଛର ଗୋଟିଏ ପ୍ରକାର ଖଜୁର୍ର ବାହୁଙ୍ଗା, ଗହଳିଆ ବୃକ୍ଷର ଶାଖା ଓ ନଦୀ ତୀରସ୍ଥ ବାଇସୀ ବୃକ୍ଷ ଘନେି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ସମ୍ମୁଖ ରେ ସାତ ଦିନ ୟାଏ ଆନନ୍ଦ କରିବ।
ପଦ୍ମପତ୍ର ସବୁ ତା'ର ଛାଯା ରେ ବ ହମୋେତକୁ ଲୁଚାଇ ରଖିପା ରେ। ସେ ନଦୀ କୂଳ ରେ ଜନ୍ମିଥିବା ବାଇଶ ବୃକ୍ଷ ତଳେ ବାସ କରେ।
ତଣେୁ ସହେି ବ୍ଯକ୍ତି ଅଧିକ ବଳଶାଳୀ ହୁଏ, ପ୍ରଚୁର ପାଣି ପାଉଥିବା ତୁଷର ସ୍ଥିତି ପରି। ସହେି ବ୍ଯକ୍ତି ଠିକ୍ ସମଯରେ ଫଳ ଦେଉଥିବା ଗୋଟିଏ ବୃକ୍ଷପରି ଅଟେ। ସହେି ବ୍ଯକ୍ତି ସହେି ବୃକ୍ଷ ପରି ଶକ୍ତିଶାଳୀ, ୟାହାର ପତ୍ର କବେେ ହେଲେ ଶୁଖିୟାଏ ନାହିଁ। ସେ ୟାହା କରେ, ତହିଁରେ କୃତକାର୍ୟ୍ଯ ହୁଏ।
ସମାନେେ ପରମେଶ୍ବରଙ୍କ ମନ୍ଦିରର ଅଗଣାରେ ଅବସ୍ଥିତ ଅଙ୍କୁରିତ ଡ଼ାଳଗଛ ସ୍ବରୂପ।
ଆମ୍ଭମାନେେ ବାବିଲୀଯ ନଦୀ ନିକଟରେ ସିୟୋନକୁ ସ୍ମରଣ କଲା ବେଳେ ସଠାେରେ ବସି ରୋଦନ କଲୁ।
ଆଉ ମଧ୍ଯ ସଦାପ୍ରଭୁ ତୁମ୍ଭକୁ ସର୍ବଦା ବାଟ କଢ଼ାଇ ନବେେ। ମରୁଭୂମିରେ ତୁମ୍ଭର ଅଭାବ ତୃପ୍ତ କରିବେ। ସେ ତୁମ୍ଭର ଅସ୍ଥିଗୁଡ଼ିକୁ ବଳିଷ୍ଠ କରିବେ। ତହିଁରେ ତୁମ୍ଭେ ଜଳସିକ୍ତ ଉଦ୍ୟାନତୁଲ୍ଯ କିମ୍ବା ଜଳପୂର୍ଣ୍ଣ ଝରଣା ସଦୃଶ ହବେ।
କାରଣ ଭୂମି ଯେପରି ବୀଜକୁ ଅଙ୍କୁରିତ କରାଏ ଓ ଉଦ୍ୟାନ ରେ ବୁଣା ୟାଇଥିବା ମଞ୍ଜି ଯେପରି ଅଙ୍କୁରିତ ହାଇେ ବଢ଼େ, ସହେିପରି ସଦାପ୍ରଭୁ ସମଗ୍ର ଜାତିଗଣଙ୍କ ମଧିଅରେ ଧର୍ମ ଓ ପ୍ରଶଂସା ଅଙ୍କୁରିତ କରିବେ।
ଏବଂ ସହେି ପକ୍ଷୀ ସେ ଦେଶ ରେ ବୀଜ ନଇେ ଏକ ଉର୍ବର ଭୂମିର କ୍ଷତେ ରେ ତାହା ରୋପଣ କଲା। ସେ ପ୍ରଚୁର ଜଳରାଶିର ନିକଟରେ ତାହା ରୋପଣ କଲା।
ଯେଉଁମାନେ ତାହାଙ୍କର ଏହି କଥା ଗ୍ରହଣ କଲେ ସମାନେେ ବାପ୍ତିଜିତ ହେଲେ। ସଦେିନ ସହେି ବିଶ୍ବାସୀ ଦଳ ସହିତ ଆହୁରି ପ୍ରାୟ ତିନି ହଜାର ଲୋକ ୟୋଗ ଦେଲେ।
କିନ୍ତୁ ଉପଦେଶ ଶୁଣିବା ଲୋକମାନଙ୍କ ମଧ୍ଯରୁ ଅନକେ ଲୋକ ସମାନଙ୍କେ ବାର୍ତ୍ତା ବିଶ୍ବାସ କଲେ। ତେଣୁ ବର୍ତ୍ତମାନ ସଠାେରେ ପ୍ରାୟ ପାଞ୍ଚ ହଜାର ପୁରୁଷ ବିଶ୍ବାସୀ ଥିଲେ।
ଉଭୟ ପୁରୁଷ ଓ ସ୍ତ୍ରୀ ଅଧିକରୁ ଅଧିକ ପ୍ରଭୁଙ୍କୁ ବିଶ୍ବାସ କଲେ। ସମାନେେ ବିଶ୍ବାସୀଙ୍କ ଦଳ ରେ ସଂୟୁକ୍ତ ହେଲେ।