ସୂର୍ େଯ୍ଯାଦଯର ସ୍ଥାନରୁ ପଶ୍ଚିମ ଦିଗ ପର୍ୟ୍ଯନ୍ତ ସମସ୍ତ ଲୋକେ ଜାଣିବେ ଯେ ଆମ୍ଭ ବ୍ଯତୀତ ଅନ୍ୟ ପରମେଶ୍ବର ନାହାଁନ୍ତି। ଆମ୍ଭେ ସଦାପ୍ରଭୁ ଓ ଅଦ୍ବିତୀୟ ଆଉ କହେି ନାହିଁ।
Cross references
ଆଜି ସଦାପ୍ରଭୁ ତୁମ୍ଭକୁ ମାେ ହସ୍ତ ରେ ସମର୍ପି ଦବେେ। ଏବଂ ମୁ ତୁମ୍ଭକୁ ଆଘାତ କରିବି ଏବଂ ତୁମ୍ଭର ଶିରଚ୍ଛଦନେ କରିବି। ମୁ ଆଜି ପଲେଷ୍ଟୀୟମାନଙ୍କ ସୈନ୍ଯଗଣର ଶରୀର ଆକାଶ ପକ୍ଷୀଗଣକକ୍ସ୍ଟ ଓ ପୃଥିବୀସ୍ଥ ବନ୍ଯପଶକ୍ସ୍ଟମାନଙ୍କୁ ଦବେି, ତହିଁରେ ଇଶ୍ରାୟେଲ ମଧିଅରେ ଏକ ପରମେଶ୍ବର ଅଛନ୍ତି ବୋଲି ସମକ୍ସ୍ଟଦାଯ ଜଗତ ଜାଣିବେ।
ପରମେଶ୍ବର କହନ୍ତି, ୟୁଦ୍ଧ ବନ୍ଦ କର, ମନରେଖ ମୁଁ ହେଉଛି ପରମେଶ୍ବର। ମୁଁ ରାଜ୍ଯମାନଙ୍କୁ ପରାସ୍ତ କରିଛି। ପୃଥିବୀକୁ ମୁଁ ନିଯନ୍ତ୍ରଣ କଲେ।
ଏହାପରେ ସମାନେେ ଜାଣିବେ ୟେ ୟାହାର ନାମ ୟି ହାବୋ, ତୁମ୍ଭେ ପ୍ରକୃତରେ, ସମୁଦାଯ ଭୂମଣ୍ଡଳରେ ସର୍ବୋପରିସ୍ଥ ପରମେଶ୍ବର ଅଟ।
ଜାତିଗୁଡ଼ିକ ସଦାପ୍ରଭୁଙ୍କ ନାମରେ ଉପାସନା କରିବେ। ହେ ସଦାପ୍ରଭୁ, ପୃଥିବୀର ସମସ୍ତ ରାଜାଗଣ ତୁମ୍ଭର ମହିମାକୁ ଭୟ କରିବେ।
ମାତ୍ର ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର। ତେଣୁ ଦୟାକରି ଆମ୍ଭମାନଙ୍କୁ ଅଶୂରୀଯ ରାଜାଙ୍କଠାରୁ ଉଦ୍ଧାର କର, ତାହା ହେଲେ ତୁମ୍ଭେ ଯେ ସଦାପ୍ରଭୁ ଓ ଏକମାତ୍ର ପରମେଶ୍ବର, ଏକଥା ସମଗ୍ର ପୃଥିବୀବାସୀ ଜାଣିବେ।
ଆମ୍ଭେ ସଦାପ୍ରଭୁ, ଆମ୍ଭେ ଅଦ୍ବିତୀୟ। ଆମ୍ଭ ବ୍ଯତୀତ ପରମେଶ୍ବର କହେି ନାହାଁନ୍ତି। ତୁମ୍ଭେ ଆମ୍ଭକୁ ନ ଜାଣିଲେ ମଧ୍ଯ ଆମ୍ଭେ ତୁମ୍ଭକୁ ସୁଦୃଢ଼ କରିବା।
ତେଣୁ ପଶ୍ଚିମ ଦିଗର ଲୋକମାନେ ସଦାପ୍ରଭୁଙ୍କ ନାମକୁ ଓ ପୂର୍ବଦିଗର ଲୋକମାନେ ସଦାପ୍ରଭୁଙ୍କର ମହିମାକୁ ଭୟ କରିବେ। କାରଣ ସଦାପ୍ରଭୁଙ୍କ ନିଃଶ୍ବାସ ରେ ଚାଳିତ ପ୍ରବଳ ଷୋର୍ତପରି ସେ ମାଡ଼ି ଆସିବେ।
ଏବଂ ଏହି ପ୍ରକା ରେ ମୁଁ ନିଜକୁ ବହୁ ଦେଶକୁ ଜ୍ଞାତ କରାଇବି, ମୁଁ ଦଖାଇେ ଦବେି ଯେ, ମୁଁ ମହାନ୍ ଓ ପବିତ୍ର ଅଟେ। ତାହା ହେଲେ ସମାନେେ ଜାଣିବେ, ଆମ୍ଭେ ସଦାପ୍ରଭୁ ଅଟୁ।
ପରମେଶ୍ବର କହିଲେ, ଜାତିମାନଙ୍କ ମଧିଅରେ ମାରେ ମହିମା ସ୍ଥାପନ କରିବି। ସମାନେେ ସହେି ଦଣ୍ଡ ଦେଖିବେ ଯାହା ମୁଁ ମାରହେସ୍ତ ଉଠାଇ ପ୍ରଯୋଗ କରିଅଛି।
ଏହାଦ୍ବାରା ତୁମ୍ଭମାନେେ ଜାଣିବ ଯେ ଆମ୍ଭେ ଇଶ୍ରାୟେଲ ସହିତ ଅଛୁ। ଆଉ ମଧ୍ଯ ତୁମ୍ଭମାନେେ ଜାଣିବ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର, ତୁମ୍ଭର ଅନ୍ୟ କହେି ପରମେଶ୍ବର ନାହିଁନ୍ତି। ଆମ୍ଭର ଲୋକମାନେ ଆଉ କବେେ ଲଜ୍ଜିତ ହବେେ ନାହିଁ।
ସମସ୍ତ ଦେଶର ଲୋକମାନେ ଆପଣା ନାମର ମହତ୍ତ୍ବ ଗାନ କରୁଛନ୍ତି। ଲୋକମାନେ ସମସ୍ତ ସ୍ଥାନ ରେ ପବିତ୍ର ନବୈେଦ୍ଯ ଓ ଧୂପ ଉତ୍ସର୍ଗ କରୁଛନ୍ତି, କାରଣ ଆମ୍ଭର ନାମ ସମଗ୍ର ଦେଶ ରେ ମହାନ୍ ଅଟେ। ସର୍ବଶକ୍ତିମାନ ସଦାପ୍ରଭୁ ଏସବୁ କହିଥିଲେ।