Home Bibles ଯିଶାଇୟ 47:4 · ଓଡ଼ିଆ ବାଇବେଲ
ଯିଶାଇୟ 47:4 · ଓଡ଼ିଆ ବାଇବେଲ

ମାରେ ସନ୍ତାନଗଣ କୁହନ୍ତି, ଆମ୍ଭମାନଙ୍କର ମୁକ୍ତିଦାତା ଇଶ୍ରାୟେଲର ଧର୍ମସ୍ବରୂପ ସର୍ବଶକ୍ତିମାନ ସଦାପ୍ରଭୁ ତାଙ୍କର ନାମ।

Cross references

ଯିଶାଇୟ 41:14

ହେ କୀଟରୂପୀ ଯାକୁବ ଓ ହେ ଇଶ୍ରାୟେଲୀୟ ନରଗଣ, ଭୟ କର ନାହିଁ। ସଦାପ୍ରଭୁ କୁହନ୍ତି, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା ଓ ଇଶ୍ରାୟେଲର ଧର୍ମସ୍ବରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।

ଯିଶାଇୟ 43:3

କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ବର, ଇଶ୍ରାୟେଲ ଧର୍ମସ୍ବରୂପ ତୁମ୍ଭର ତ୍ରାଣକର୍ତ୍ତା। ଆମ୍ଭେ ତୁମ୍ଭର ମୁକ୍ତିର ମୂଲ୍ଯ ସ୍ବରୂପ ରେ ମିଶର ଓ ତୁମ୍ଭକୁ ପାଇବା ପାଇଁ କ୍ରୁଶ୍ ଓ ଶିବାଦେଶ ଦଇେଅଛୁ।

ଯିଶାଇୟ 43:14

ତୁମ୍ଭମାନଙ୍କର ମୁକ୍ତିଦାତା, ଇଶ୍ରାୟେଲର ପବିତ୍ର ସ୍ବରୂପ ସଦାପ୍ରଭୁ ଏହିକଥା କୁହନ୍ତି, ଆମ୍ଭେ ତୁମ୍ଭମାନଙ୍କ ପାଇଁ ବାବିଲକୁ ସୈନ୍ଯବାହିନୀ ପଠାଇଅଛୁ। ମୁଁ ସହେି ଫାଟକକୁ ଭାଙ୍ଗି ଦବେି। କଲଦୀଯମାନଙ୍କର ଚିତ୍କାର ଦୁଃଖ ରେ ପରିଣତ ହବେ।

ଯିଶାଇୟ 43:15

ଆମ୍ଭେ ସଦାପ୍ରଭୁ, ତୁମ୍ଭମାନଙ୍କର ଧର୍ମସ୍ବରୂପ, ଇଶ୍ରାୟେଲର ସୃଷ୍ଟିକର୍ତ୍ତା, ତୁମ୍ଭମାନଙ୍କର ରାଜା ଅଟୁଁ।

ଯିଶାଇୟ 44:6

ସଦାପ୍ରଭୁ ଇଶ୍ରାଲୟଲର ରାଜା।ସସହି ସର୍ବଶକ୍ତିମାନ ସଦାପ୍ରଭୁ ଇଶ୍ରାଲୟଲର ତ୍ରାଣକର୍ତ୍ତା କୁହନ୍ତି, ଆମ୍ଲଭ ଆଦି ଓ ଅନ୍ତ, ଆମ୍ଭ ବ୍ଯତୀତ ଅନ୍ୟ ପରଲମଶ୍ବର ନାହାଁନ୍ତି।

ଯିଶାଇୟ 49:26

ପୁଣି ଆମ୍ଭେ ତୁମ୍ଭର ଉପଦ୍ରବକାରୀମାନଙ୍କୁ ସମାନଙ୍କେର ନିଜ ମାଂସ ଭୋଜନ କରାଇବା ; ସୁମିଷ୍ଟ ଦ୍ରାକ୍ଷାରସ ରେ ସମାନେେ ମତ୍ତ ହେଲାପରି ସମାନେେ ନିଜ ରକ୍ତ ରେ ମତ୍ତ ହବେେ ; ତାହା ହେଲେ ଆମ୍ଭେ ଯେ ତୁମ୍ଭର ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା, ଏହା ସମସ୍ତ ପ୍ରାଣୀ ଜାଣିବେ।

ଯିଶାଇୟ 51:15

ତରଙ୍ଗଗୁଡ଼ିକୁ ଗର୍ଜନ କରିବାକୁ ଯେ ସମୁଦ୍ରକୁ ଆଲୋଡ଼ିତ କରନ୍ତି। ଆମ୍ଭେ ସହେି ସଦାପ୍ରଭୁ ତୁମ୍ଭ ପରମେଶ୍ବର ଅଟୁ।' ତାଙ୍କର ନାମ ସର୍ବଶକ୍ତିମାନ ସଦାପ୍ରଭୁ।

ଯିଶାଇୟ 54:5

କାରଣ ତୁମ୍ଭର ସୃଷ୍ଟିକର୍ତ୍ତା ତୁମ୍ଭର ସ୍ବାମୀ ଅଟନ୍ତି ଓ ସର୍ବଶକ୍ତିମାନ ସଦାପ୍ରଭୁ ତାଙ୍କର ନାମ। ପୁଣି ସେ ଇଶ୍ରାୟେଲର ପବିତ୍ର ସ୍ବରୂପ ତୁମ୍ଭର ମୁକ୍ତିଦାତା ; ସେ ସମଗ୍ର ପୃଥିବୀର ପରମେଶ୍ବର ବୋଲି ବିଖ୍ଯାତ ହବେେ।

ଯିରିମିୟ 31:11

କାରଣ ସଦାପ୍ରଭୁ ଯାକୁବକୁ ଉଦ୍ଧାର କରିଅଛନ୍ତି ଓ ତାହା ଅପେକ୍ଷା ବଳବାନର ହସ୍ତରୁ ତାହାକୁ ମୁକ୍ତ କରିଅଛନ୍ତି।

ଯିରିମିୟ 50:33

ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ଉଭୟ ଇଶ୍ରାୟେଲ ଓ ଯିହୁଦାର ପୁତ୍ରଗଣ ଅତ୍ଯାଚାରିତ ହାଇେଛନ୍ତି। ଯେଉଁ ଶତ୍ରୁଗଣ ସମାନଙ୍କେୁ ବନ୍ଦୀ କରି ନେଲେ ସମାନେେ ସମାନଙ୍କେୁ ଦୃଢ଼ ହସ୍ତ ରେ ଧରି ରଖିଲେ, ଛାଡ଼ିଲେ ନାହିଁ।

Interlinear

Choose Theme