Home Bibles ଯିଶାଇୟ 48:3 · ଓଡ଼ିଆ ବାଇବେଲ
ଯିଶାଇୟ 48:3 · ଓଡ଼ିଆ ବାଇବେଲ

ପୂର୍ବକାଳ ରେ ଯାହା ଘଟିଲା ଆମ୍ଭେ ତାହା ବହୁ ପ୍ରାଚୀନ କାଳରୁ ପ୍ରକାଶ କରିଅଛୁ। ତାହା ଆମ୍ଭ ମୁଖରୁ ନିର୍ଗତ ହେଲା ଓ ତାହା ଆମ୍ଭେ ପ୍ରକାଶ କଲୁ। ଆମ୍ଭେ ତାହା କଲୁ ଓ ଅକସ୍ମାତ ତାହାସବୁ ଘଟିଲା।

Cross references

ଯିହୋଶୂୟ 21:45

ସଦାପ୍ରଭୁ ଇଶ୍ରାୟେଲ ବଂଶକକ୍ସ୍ଟ ଯେଉଁ ଉତ୍ତମ ପ୍ରତିଜ୍ଞା କରିଥିଲେ, ସେଥି ମଧ୍ଯରକ୍ସ୍ଟ ଗୋଟିଏ ହେଲ କଥା ବିଫଳ ହେଲାନାହିଁ। ସଦାପ୍ରଭୁଙ୍କର ସମସ୍ତ କଥା ସଫଳ ହେଲା।

ଯିହୋଶୂୟ 23:14

ମାରେ ମୃତକ୍ସ୍ଟ୍ଯ ସମୟ ନିକଟ ହେଲାଣି। ତୁମ୍ଭମାନେେ ଜାଣ ଏବଂ ଭଲ ଭାବରେ ଜାଣ ଯେ, ସଦାପ୍ରଭୁ ତୁମ୍ଭମାନଙ୍କୁ କିପରି ସହାୟତା ଦଇେଛନ୍ତି। ଏବଂ ତକ୍ସ୍ଟମ୍ଭ ପାଇଁ କ'ଣ କରିଛନ୍ତି। ସେ ଯାହା କହିଛନ୍ତି ସେ ତାହା ଦଇେଛନ୍ତି। ସଦାପ୍ରଭୁ ତାଙ୍କର ସବୁ ଉତ୍ତମ ପ୍ରତିଜ୍ଞା ପୂରଣ କରିଛନ୍ତି, ଯାହା ସେ ତକ୍ସ୍ଟମ୍ଭ ସହିତ ପ୍ରତିଜ୍ଞା କରିଥିଲେ। ଆମ୍ଭକକ୍ସ୍ଟ ସବୁ ଦଇେଛନ୍ତି ସେ ଯାହାସବୁ ଆମ୍ଭ ସହିତ ପ୍ରତିଜ୍ଞା କରିଛନ୍ତି।

ଯିଶାଇୟ 10:12

ମାରେ ପ୍ରଭୁ ୟିରୁଶାଲମ ଓ ସିୟୋନ ପର୍ବତ ବିରୁଦ୍ଧ ରେ ସମସ୍ତ କାର୍ୟ୍ଯ ସମାପ୍ତ କଲାପ ରେ ଅଶୂରକୁ ଦଣ୍ଡ ଦବେେ। କାରଣ ଅଶୂରର ରାଜା ଅତି ଅହଙ୍କାରୀ ଓ ତାଙ୍କର ଗର୍ବ ତାଙ୍କୁ କୁକର୍ମ କରାଇଛି। ତେଣୁ ପରମେଶ୍ବର ତାଙ୍କୁ ଦଣ୍ଡ ଦବେେ।

ଯିଶାଇୟ 10:33

ଦେଖ ! ଆମ୍ଭମାନଙ୍କର ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଅଶୂରର ମହାନ ବୃକ୍ଷସବୁ କାଟି ପକାଇବେ। ସେ ତାଙ୍କର ମହାନ ପରାକ୍ରମ ରେ ଏହା କରିବେ। ମହାନ୍ ଓ ପ୍ରଧାନ ବ୍ଯକ୍ତିମାନଙ୍କୁ ଛଦନେ କରାୟିବ। ସହେି ଉନ୍ନତମାନେ ନତ ହବେେ।

ଯିଶାଇୟ 37:7

ଦେଖ, ଆମ୍ଭେ ଅଶୂରୀଯ ରାଜ ମଧିଅରେ ଏକ ଆତ୍ମା ପ୍ରବେଶ କରାଇବା ଓ କୌଣସି ଜନରବ ଶୁଣି ନିଜ ଦେଶକୁ ଫରେିୟିବ। ସେତବେେଳେ ତାହାରି ନିଜ ଦେଶ ରେ ଆମ୍ଭେ ତାକୁ ଖଡ୍ଗ ରେ ନିପାତ କରିବା।'

ଯିଶାଇୟ 37:29

ହଁ, ତୁମ୍ଭେ ଆମ୍ଭ ବିରୁଦ୍ଧ ରେ କୋର୍ଧ କରିଅଛ ଓ ତୁମ୍ଭର ଦମ୍ଭ ଓ ଗର୍ବିତ କଥା ଆମ୍ଭର କର୍ଣ୍ଣଗୋଚର ହାଇେଅଛି। ଏଣୁ ଆମ୍ଭେ ତୁମ୍ଭ ନାକରେ ଅଙ୍କୁଶ ଓ ଓଠ ରେ ଲଗାମ ହବେ। ପୁଣି ତୁମ୍ଭେ ଯେଉଁ ବାଟରେ ଆସିଥିଲ, ସହେି ବାଟରେ ତୁମ୍ଭମାନେେ ଫରେିୟିବ।

ଯିଶାଇୟ 37:36

ଏହାପ ରେ ସହେି ରାତ୍ରି ରେ ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀଯମାନଙ୍କ ଛାଉଣି ରେ 1,85,000 ଲୋକଙ୍କୁ ସଂହାର କଲେ। ଯେତବେେଳେ ପ୍ରଭାତ ରେ ଲୋକମାନେ ଉଠିଲେ, ସମାନଙ୍କେ ଚତୁର୍ଦ୍ଦିଗ ରେ କବଳେ ଶବମାନ ଦେଖିଲେ।

ଯିଶାଇୟ 41:22

ତୁମ୍ଭର ପ୍ରତିମାଗଣ ଆସନ୍ତୁ ଓ ଯାହା ଯାହା ଘଟୁଅଛି, ଆମ୍ଭ ନିକଟରେ ପ୍ରକାଶ କରନ୍ତୁ।

ଯିଶାଇୟ 42:9

ଦେଖ, ଆଦ୍ଯ ବିଷଯ ସିଦ୍ଧ ହେଲା। ଆଉ ଆମ୍ଭେ ନୂତନ ବିଷଯମାନ ପ୍ରକାଶ କରୁ। ଭବିଷ୍ଯତ ରେ କ'ଣ କ'ଣ ଘଟିବ, ତାହା ତୁମ୍ଭକୁ ଜଣାଉ।'

ଯିଶାଇୟ 43:9

ସବୁ ଦେଶର ଓ ସବୁ ଗୋଷ୍ଠୀର ଲୋକମାନେ ଏକତ୍ରୀତ ହୁଅନ୍ତୁ। ସମାନଙ୍କେ ମଧ୍ଯରୁ କିଏ ଏହା ପ୍ରକାଶ କରିପା ରେ ଓ ଆଦ୍ଯ ବିଷଯମାନ ଦଖାଇେ ଦଇପୋ ରେ ? ସମାନେେ ଦୋଷମୁକ୍ତ ହବୋକୁ ନିଜ ନିଜର ସାକ୍ଷୀ ଆଣନ୍ତୁ ଓ ସମାନେେ ପୁଣି ଏହା ସତ୍ଯ ବୋଲି କୁହନ୍ତୁ।'

ଯିଶାଇୟ 44:7

ଆମ୍ଭ ତୁଲ୍ଯ ଅନ୍ୟ ପରଲମଶ୍ବର ନାହାଁନ୍ତି। ଯଦି ଥାଆନ୍ତିସତଲବସସ ବର୍ତ୍ତମାନ ଆସି କୁହନ୍ତୁ।ସସ ଯଦି ଆମ୍ଭପରି,ସତଲବ ଆସି ପ୍ରମାଣ କରନ୍ତୁ।ସସ ମଧ୍ଯ କୁହନ୍ତୁ ଆମ୍ଲଭ ପୁରାତନସଲାକମାନଙ୍କୁ ସୃଷ୍ଟି କଲାସବଲଳ କ'ଣସବୁ ଘଟିଥିଲା।ସସ ମଧ୍ଯ ଭବିଷ୍ଯତସର କ'ଣ ଘଟିବ ତାହାର ସଙ୍କଲତ ଦିଅନ୍ତୁ।

ଯିଶାଇୟ 45:21

ତୁମ୍ଭମାନେେ ଆସ ଓ ତାହା ଉପସ୍ଥିତ କର ; ସମାନେେ ପରସ୍ପର ମନ୍ତ୍ରଣା କରନ୍ତୁ।

ଯିଶାଇୟ 46:9

ପୁରାତନ କଥାକୁ ସ୍ମରଣ କର, କାରଣ ଆମ୍ଭେ ପରମେଶ୍ବର ଓ ଅଦ୍ବିତୀୟ, ଆମ୍ଭ ତୁଲ୍ଯ ଅନ୍ୟ କହେି ନାହିଁ।

ଯିଶାଇୟ 46:10

ଶଷେ ରେ କ'ଣ ଘଟିବ ଆମ୍ଭେ ଆଦ୍ଯରୁ କହିଥାଉଁ। ପୁଣି ଯାହା ଘଟି ନାହିଁ ତାହା ଆମ୍ଭେ ପ୍ରାଚୀନ କାଳରୁ ଜଣାଇଥାଉ ଓ କହୁ। ଆମ୍ଭର ଉଦ୍ଦେଶ୍ଯ ସାଧିତ ହବେ ଓ ଆମ୍ଭେ ନିଜର ସକଳ ମନୋରଥ ସିଦ୍ଧ କରିବୁ।

Interlinear

Choose Theme