ତେଣୁ ପ୍ରାଚୀନକାଳରୁ ତୁମ୍ଭ ପ୍ରତି ତାହା ଘଟିବ ବୋଲି ପ୍ରକାଶ କଲୁ ; ତାହା ଘଟିବା ପୂର୍ବରୁ ତୁମ୍ଭକୁ ଜଣାଇଲୁ। ତାହା ନ ହେଲେ ତୁମ୍ଭେ କହିଥାନ୍ତ, ଆମ୍ଭର ଦବେତା ଏହା କରିଅଛନ୍ତି,' ପୁଣି କହିଥାନ୍ତ 'ଆମ୍ଭର ଖାଦେିତ ଓ ଛାଞ୍ଚ ରେ ଢ଼ଳା ପ୍ରତିମା ଏହା ଆଜ୍ଞା କରିଅଛନ୍ତି।'
Cross references
ମୁଁ ସଦାପ୍ରଭୁ ଓ ତାହାହିଁ ମାରେ ନାମ। ମାରେ ପ୍ରଶଂସା ଓ ମହିମା ମୁଁ ସହେି ଖାଦେିତ ପ୍ରତିମାଗଣକୁ ଦବେି ନାହିଁ।
ଦେଖ, ଆଦ୍ଯ ବିଷଯ ସିଦ୍ଧ ହେଲା। ଆଉ ଆମ୍ଭେ ନୂତନ ବିଷଯମାନ ପ୍ରକାଶ କରୁ। ଭବିଷ୍ଯତ ରେ କ'ଣ କ'ଣ ଘଟିବ, ତାହା ତୁମ୍ଭକୁ ଜଣାଉ।'
କାରଣ ଆମ୍ଭେ ନୂତନ କାର୍ୟ୍ଯ କରିବୁ। ଏବେ ତୁମ୍ଭେ ଅଙ୍କୁରିତ ହବେ। ତୁମ୍ଭେ ଏହା ସତ୍ଯ ବୋଲି ନିଶ୍ଚିତ ଜାଣିବ। ଆଉ ମଧ୍ଯ ଆମ୍ଭେ ପ୍ରାନ୍ତର ମଧିଅରେ ପଥ ଓ ମରୁଭୂମିରେ ନଦନଦୀ କରିବା।
ଆମ୍ଭ ତୁଲ୍ଯ ଅନ୍ୟ ପରଲମଶ୍ବର ନାହାଁନ୍ତି। ଯଦି ଥାଆନ୍ତିସତଲବସସ ବର୍ତ୍ତମାନ ଆସି କୁହନ୍ତୁ।ସସ ଯଦି ଆମ୍ଭପରି,ସତଲବ ଆସି ପ୍ରମାଣ କରନ୍ତୁ।ସସ ମଧ୍ଯ କୁହନ୍ତୁ ଆମ୍ଲଭ ପୁରାତନସଲାକମାନଙ୍କୁ ସୃଷ୍ଟି କଲାସବଲଳ କ'ଣସବୁ ଘଟିଥିଲା।ସସ ମଧ୍ଯ ଭବିଷ୍ଯତସର କ'ଣ ଘଟିବ ତାହାର ସଙ୍କଲତ ଦିଅନ୍ତୁ।
ଶଷେ ରେ କ'ଣ ଘଟିବ ଆମ୍ଭେ ଆଦ୍ଯରୁ କହିଥାଉଁ। ପୁଣି ଯାହା ଘଟି ନାହିଁ ତାହା ଆମ୍ଭେ ପ୍ରାଚୀନ କାଳରୁ ଜଣାଇଥାଉ ଓ କହୁ। ଆମ୍ଭର ଉଦ୍ଦେଶ୍ଯ ସାଧିତ ହବେ ଓ ଆମ୍ଭେ ନିଜର ସକଳ ମନୋରଥ ସିଦ୍ଧ କରିବୁ।
ପୂର୍ବକାଳ ରେ ଯାହା ଘଟିଲା ଆମ୍ଭେ ତାହା ବହୁ ପ୍ରାଚୀନ କାଳରୁ ପ୍ରକାଶ କରିଅଛୁ। ତାହା ଆମ୍ଭ ମୁଖରୁ ନିର୍ଗତ ହେଲା ଓ ତାହା ଆମ୍ଭେ ପ୍ରକାଶ କଲୁ। ଆମ୍ଭେ ତାହା କଲୁ ଓ ଅକସ୍ମାତ ତାହାସବୁ ଘଟିଲା।
ସେତବେେଳେ ବହୁ ସ୍ତ୍ରୀ ଲୋକ ଯିହୁଦାର ଅନ୍ୟ ଦବଗେଣଙ୍କ ଉଦ୍ଦେଶ୍ଯ ରେ ଧୂପ ଜଳାଉଥିଲେ। ସମାନଙ୍କେର ସ୍ବାମୀମାନେ ଏହା ଜାଣିଲେ ମଧ୍ଯ ସମାନଙ୍କେୁ ନିବୃତ୍ତ କରୁ ନ ଥିଲେ। ସମାନଙ୍କେ ନିକଟରେ ଠିଆ ହାଇେଥିବା ସ୍ତ୍ରୀମାନଙ୍କର ମହାସମାଜ ଆଉ ମିଶରର ପାଥ୍ରୋଷ୍ ପ୍ରଦେଶ ରେ ବାସକାରୀ ସମସ୍ତ ଲୋକ ଯିରିମିୟଙ୍କୁ କହିଲେ,
ବହୁତ ଦିନ ପୂର୍ବେ ବାସ କରୁଥିବା ନିଜ ପବିତ୍ର ଭବିଷ୍ଯଦ୍ବକ୍ତାମାନଙ୍କ ମାଧ୍ଯମ ରେ ପରମେଶ୍ବର ଏହା କରିବେ ବୋଲି କହିଥିଲେ।
ଏହା ୟୁଗ ଆରମ୍ଭରୁ ଜଣାଅଛି।' ଆମାଷେ 9:11-12