ମାତ୍ର ଆମ୍ଭେ ନିଜର ପ୍ରଶଂସା ପାଇଁ କୋର୍ଧ ସମ୍ବରଣ କରିବା। ଏଥିପାଇଁ ତୁମ୍ଭକୁ ଉଚ୍ଛନ୍ନ କରିବା ନାହିଁ। ତୁମ୍ଭେ ଆମ୍ଭର କ୍ଷାନ୍ତ ଯୋଗୁଁ ପ୍ରଶଂସା କରିବ।
Cross references
କିଣାନୀଯମାନେ ଓ ଏ ଦେଶ ନିବାସୀ ଅନ୍ୟ ସମସ୍ତେ ଏ ବିଷଯ ରେ ଶକ୍ସ୍ଟଣିବେ। ସମାନେେ ଆମ୍ଭକକ୍ସ୍ଟ ଘରେି ଆକ୍ରମଣ କରିବେ ଓ ବିନାଶ ମଧ୍ଯ କରିବେ। ତା'ପରେ ତୁମ୍ଭେ କିପରି ତୁମ୍ଭର ମହାନ ନାମକକ୍ସ୍ଟ ରକ୍ଷା କରିବ?
ସଦାପ୍ରଭୁ ଆପଣା ମହାନ ନାମ ସକାେଶ ଆପଣା ଲୋକମାନଙ୍କୁ ତ୍ଯାଗ କରିବେ ନାହିଁ। କାରଣ ତୁମ୍ଭମାନଙ୍କୁ ଆପଣା ଲୋକ କରିବା ପାଇଁ ସଦାପ୍ରଭୁ ସନ୍ତକ୍ସ୍ଟଷ୍ଟ ହାଇେ ଅଛନ୍ତି।
ତଥାପି ବହୁବର୍ଷ ପର୍ୟ୍ଯନ୍ତ ତୁମ୍ଭେ ସମାନଙ୍କେୁ ସହ୍ଯ କଲ ଓ ଆପଣା ଆତ୍ମାଦ୍ବାରା ଆପଣା ଭବିଷ୍ଯଦ୍ବକ୍ତାମାନଙ୍କ ମାଧ୍ଯମ ରେ ତୁମ୍ଭେ ସତର୍କ କଲ। ମାତ୍ର ସମାନେେ କର୍ଣ୍ଣପାତ କରିବାକୁ ପ୍ରସ୍ତୁତ ହେଲେ ନାହିଁ। ଏଣୁ ତୁମ୍ଭେ ସମାନଙ୍କେୁ ଅନ୍ୟ ଦେଶୀଯ ଗୋଷ୍ଠୀ ହସ୍ତ ରେ ସମର୍ପଣ କଲ।
ହେ ସଦାପ୍ରଭୁ, ମୁଁ ଜୀବନରେ ଅନକେ ଅପରାଧ କରିଛି। କିନ୍ତୁ ତୁମ୍ଭର ମହାନୁଭବଦା ଯୋଗୁଁ ମୁଁ କରିଥିବା ସମସ୍ତ ଅପରାଧ ମାରେ କ୍ଷମା ହାଇେଛି। କାରଣ ତୁମ୍ଭେ ମହାନ୍।
କିନ୍ତୁ ପରମେଶ୍ବର ସ୍ନହେଶୀଳ ଥିଲେ ଓ ସମାନଙ୍କେର ପାପଗୁଡ଼ିକ କ୍ଷମା କଲେ, ସମାନଙ୍କେୁ ଧ୍ବଂସ କଲେ ନାହିଁ। ପରମେଶ୍ବର ତାଙ୍କର କୋର୍ଧକୁ ଅନକେ ଥର ସ୍ଥଗିତ ରଖିଲେ। ସେ ନିଜକୁ ବହୁତ କୋର୍ଧ ହବୋରେ ନିଯନ୍ତ୍ରଣ କରି ନ ଥିଲେ।
ହେ ଆମ୍ଭମାନଙ୍କର ପରିତ୍ରାଣର ପରମେଶ୍ବର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାୟ୍ଯ କର ଏବଂ ଆପଣା ନାମରେ ଆମ୍ଭମାନଙ୍କୁ ରକ୍ଷା କର ଏବଂ ପାପସବୁ କ୍ଷମା କର।
ସଦାପ୍ରଭୁ ସ୍ନହେଶୀଳ ଓ କୃପାମଯ, ସେ ଧୈର୍ଯଶୀଳ ଏବଂ େପ୍ରମରେ ପରିପୂର୍ଣ୍ଣ।
କିନ୍ତୁ ପରମେଶ୍ବର ଆପଣା କାମ ସକାଶୁ ଆମ୍ଭର ପୂର୍ବପୁରୁଷମାନଙ୍କୁ ରକ୍ଷା କଲେ। ସେ ତାଙ୍କର ମହାଶକ୍ତିର ପରିଚଯ ଦବୋ ପାଇଁ ସମାନଙ୍କେୁ ରକ୍ଷା କଲେ।
ହେ ସଦାପ୍ରଭୁ, ମାେତେ ବଞ୍ଚିବାକୁ ଦିଅ, ୟପରେି ଲୋକାମନେ ତୁମ୍ଭ ନାମରେ ପ୍ରଶଂସା କରିବେ। କାରଣ ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତି ଧାର୍ମିକ ଅଟ, ତଣେୁ ମାରେ ଦୁଃଖରୁ ମାେତେ ରକ୍ଷା କର।
ମନୁଷ୍ଯର ସୁବୁଦ୍ଧି ତାହାକୁ କୋର୍ଧକୁ କ୍ଷାନ୍ତ କରେ। ଏବଂ ଏହା ହେଉଛି ଆଶ୍ଚର୍ୟ୍ଯ ସେ ଦୋଷୀମାନଙ୍କୁ କ୍ଷମା କରି ଦିଏ।
ସେଥି ସକାେଶ ସଦାପ୍ରଭୁ ତୁମ୍ଭମାନଙ୍କୁ ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ। ସେ ମଧ୍ଯ ତୁମ୍ଭମାନଙ୍କୁ ଦୟା କରିବାକୁ ଉନ୍ନତ ହବେେ। କାରଣ ସଦାପ୍ରଭୁ ନ୍ଯାଯ ବିଚାରକାରୀ ପରମେଶ୍ବର ଅଟନ୍ତି। ଯେଉଁମାନେ ତାଙ୍କୁ ଅପେକ୍ଷା କରନ୍ତି ସେ ସମସ୍ତେ ଧନ୍ଯ।
ମୁଁ ମାେ ନିମନ୍ତେ ଓ ମାରେ ଦାସ ଦାଉଦ ନିମନ୍ତେ ଏହି ନଗରକୁ ରକ୍ଷା କରିବି ଓ ଏହାର ସପକ୍ଷ ରେ ରହିବି ।'
ମୁଁ ଏକମାତ୍ର ପବିତ୍ର ଯେ କି ତୁମ୍ଭର ସମସ୍ତ ଦୋଷକୁ ନଥିପତ୍ରରୁ ପୋଛି ଦିଏ। ଆଉ ମଧ୍ଯ ତୁମ୍ଭର ସମସ୍ତ ପାପକୁ ମୁଁ ଭୁଲିୟାଏ। ମାରେ ଗାରିମାକୁ ରକ୍ଷା କରିବାକୁ ଏପରି କରେ।
ଆମ୍ଭେ କବଳେ ନିଜ ପାଇଁ, ନିଜ ସକାେଶ ଏହା କରିବା। କାରଣ ଆମ୍ଭର ନାମକୁ ଅପବିତ୍ର କାହିଁକି କରିବା ? ପୁଣି ଆମ୍ଭେ ନିଜର ମହିମା ଅନ୍ୟକୁ ଦବୋ ନାହିଁ।
ହେ ସଦାପ୍ରଭୁ, ଆମ୍ଭମାନେେ ଜାଣୁଛୁ ଆମ୍ଭର ଅଧର୍ମ ଯୋଗୁଁ ଆମ୍ଭମାନେେ ଦୁଃଖଭୋଗ କରୁଅଛୁ। ତଥାପି ତୁମ୍ଭେ ଆପଣା ନାମ ସକାେଶ କାର୍ୟ୍ଯ କର ଓ ଆମ୍ଭମାନଙ୍କୁ ସାହାୟ୍ଯ କର। କାରଣ ଆମ୍ଭମାନେେ ବହୁବାର ତୁମ୍ଭକୁ ପରିତ୍ଯାଗ କରିଅଛୁ ଓ ତୁମ୍ଭ ବିରୁଦ୍ଧ ରେ ପାପ କରିଅଛୁ।
କିନ୍ତୁ ମୁଁ ସମାନଙ୍କେୁ ଧ୍ବଂସ କଲି ନାହିଁ। କାରଣ ସମାନଙ୍କେ ସହିତ ଥିବା ଲୋକମାନଙ୍କ ମଧିଅରେ ମାରେ ନାମକୁ କଳୁଷିତ କରିବା ପାଇଁ ମାେତେ ଭଲ ଲାଗିଲା ନାହିଁ, କାରଣ ଯେତବେେଳେ ସମସ୍ତ ଦେଶଗଣ ଦେଖୁଥିଲେ, ସମାନଙ୍କେୁ ମିଶରରୁ ବାହାର କରି ଆଣିବା ଦ୍ବାରା ମୁଁ ଇଶ୍ରାୟେଲୀୟମାନଙ୍କଠା ରେ ପରିଚିତ ହଲିେ।
କିନ୍ତୁ ମୁଁ ମାରେ ନାମକୁ ସହେି ଲୋକମାନଙ୍କ ସମ୍ମୁଖ ରେ ଭ୍ରଷ୍ଟ କରିବା ପାଇଁ ଚାହିଁଲି ନାହିଁ। ଯେଉଁମାନଙ୍କ ଆଗ ରେ ମୁଁ ସମାନଙ୍କେୁ ମିଶରରୁ ବାହାର କରି ଆଣିଥିଲି।
କିନ୍ତୁ ମୁଁ ନିଜକୁ କ୍ଷାନ୍ତ କଲି, କାରଣ ମାରେନାମ ପାଖାପାଖି ଦବେତାମାନଙ୍କ ଦ୍ବାରା ଉପହାସିତ ନ ହେଉ ବୋଲି ମୁଁ ଚାହିଁଲି। ଯେଉଁମାନଙ୍କ ଦୃଷ୍ଟି ରେ ମୁଁ ଇଶ୍ରାୟେଲୀୟମାନଙ୍କୁ ମିଶରରୁ ବାହାର କରିଆଣିଲି।
ଏବଂ ତା'ପ ରେ ତୁମ୍ଭମାନେେ ଜାଣିବ ଯେ, ଯେତବେେଳେ ମୁଁ ସଦାପ୍ରଭୁ, ତୁମ୍ଭମାନଙ୍କର କୁକର୍ମ ଓ ଦୁର୍ନୀତିଗ୍ରସ୍ତ ଆଚରଣ ଅନୁସାରେ ଦଣ୍ଡ ଦିଏ ନାହିଁ, କିନ୍ତୁ ସେତବେେଳେ ମୁଁ ମାରେ ମର୍ୟ୍ଯାଦାନୁସା ରେ ବ୍ଯବହାର କରେ।
ମୁଁ ମାରେମର୍ୟ୍ଯାଦା ପ୍ରତି ତତ୍ପର, କାରଣ ଇଶ୍ରାୟେଲୀୟମାନେ ଯେଉଁଠାକୁ ଯାଉଥିଲେ ମାରେ ନାମକୁ କଳୁଷିତ କଲେ।
ଏଣୁ ବର୍ତ୍ତମାନ ହେ ସଦାପ୍ରଭୁ, ତୁମ୍ଭ ଦାସର ପ୍ରାର୍ଥନା ଗ୍ରହଣ କର। ତୁମ୍ଭର ପବିତ୍ର ସ୍ଥାନକୁ କରୁଣା ସହକା ରେ ଦେଖ। ତୁମ୍ଭର ନିଜର ଖ୍ଯାତି ପାଇଁ ଏହା କର।