ତୁମ୍ଭର ସନ୍ତାନମାନେ ଶୀଘ୍ର ଆସୁ ଅଛନ୍ତି। ତୁମ୍ଭର ଉତ୍ପାଟନକାରୀମାନେ ଓ ଯେଉଁମାନେ ତୁମ୍ଭକୁ ଉଚ୍ଛନ୍ନ କରିଛନ୍ତି ସମାନେେ ତୁମ୍ଭ ମଧ୍ଯରୁ ବାହାରି ଯିବେ।
Cross references
ଯିହୁଦା ଏବଂ ବିନ୍ଯାମୀନ ପରିବାରବର୍ଗର ମୁଖିଆମାନେ, ଯାଜକଗଣ ଓ ଲବେୀୟମାନେ ୟିରୁଶାଲମକୁ ୟିବାପାଇଁ ପ୍ରସ୍ତୁତ ହେଲ। ସମାନେେ ସଠାେକୁ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବା ପାଇଁ ଗଲେ। ପରମେଶ୍ବର ଯେଉଁମାନଙ୍କ ମନ ରେ ପ୍ରବୃତ୍ତ ଦଇେଥିଲେ, ସମାନଙ୍କେ ସହିତ ପ୍ରେତ୍ୟକକ ଲୋକ ୟିବାପାଇଁ ପ୍ରସ୍ତୁତ ହେଲେ।
ଏହାପରେ ରାଜା ମାେତେ କହିଲେ, ମାେ ନିକଟରୁ କ'ଣ ସାହାୟ୍ଯ ତୁମ୍ଭେ ଗ୍ଭହଁ।
ଏହାପରେ ମୁଁ ସମାନଙ୍କେୁ କହିଲି, ତୁମ୍ଭମାନେେ ଦେଖି ପାରୁଛ ଆମ୍ଭମାନେେ ଖରାପ ଅବସ୍ଥା ରେ ଅଛୁ। ୟିରୁଶାଲମ କିପରି ଉଜାଡ ହାଇେ ପଡିଛି ଏବଂ ଦ୍ବାରସବୁ ଅଗ୍ନି ରେ ଦଗ୍ଧ ହାଇେଅଛି। ନିନ୍ଦିତ ନ ହବୋ ଆସ, ଆସ ପୁଣି ଥରେ ୟିରୁଶାଲମର ପ୍ରାଚୀରକୁ ପୁନଃନିର୍ମାଣ କରିବା।
ପ୍ରଭୁ ବିହୀନ ଦେଶକୁ ମୁଁ ଅଶୂରକୁ ପ୍ ରରଣେ କରିବି। ସହେି ଲୋକମାନଙ୍କ ଉପ ରେ ମୁଁ କୋରଧିତ ଏବଂ ସମାନଙ୍କେ ବିରୁଦ୍ଧ ରେ ଲଢ଼ିବାକୁ ମୁଁ ଅଶୂରକୁ ଆଦେଶ ଦବେି। ସେ ସମାନଙ୍କେୁ ପରାସ୍ତ କରିବ ଓ ସମାନଙ୍କେଠାରୁ ଧନସମ୍ପଦ ନଇେ ଆସିବି। ଇଶ୍ରାୟେଲ ରାସ୍ତାର ଧୂଳି ସଦୃଶ ଅଶୂରର ପଦଦଳିତ ହବେ।
ତୁମ୍ଭେ ନଷ୍ଟ ଓ ଶୂନ୍ଯ ଅଟ। ସହେିମାନଙ୍କ ପାଇଁ, ସହେି ଭୂମି ଲୋକରଣ୍ଯ, ଯେଉଁମାନେ ସଠାେ ରେ ବାସ କରିବେ। ସହେିମାନେ ଯେଉଁମାନେ ତୁମ୍ଭମାନଙ୍କୁ ଖାଇବ ଦୂ ରଇେ ୟିବ।
ସଦାପ୍ରଭୁ ଯେ ଏହି ଆକାଶମଣ୍ଡଳ ବିସ୍ତାର କରି ଅଛନ୍ତି, ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛନ୍ତି ଓ ତୁମ୍ଭର ନିର୍ମାଣକର୍ତ୍ତା, ତୁମ୍ଭେ ତାଙ୍କୁ ଭୁଲିଅଛ। ତେଣୁ ତୁମ୍ଭେ ଦିନୟାକ ନିରନ୍ତର ସମାନଙ୍କେୁ ଭୟ କରୁଛ ଯେ ତୁମ୍ଭକୁ ବିନାଶ କରିବାକୁ ଉଦ୍ଯତ ହାଇେ କୋପ କରିଛନ୍ତି। ମାତ୍ର ସହେି ଉପଦ୍ରବକାରୀ ଏବେ କାହାଁନ୍ତି ଓ ତାଙ୍କର କୋପ କାହିଁ ?
ୟିରୁଶାଲମ ଅନକେ ସନ୍ତାନ ଜନ୍ମ ଦଇେଛି, ମାତ୍ର ସମାନଙ୍କେ ମଧିଅରେ ତାକୁ ବାଟ କଢ଼ାଇ ନବୋକୁ କହେି ନାହାଁନ୍ତି। ପୁଣି ସେ ଯେଉଁ ସନ୍ତାନଗଣଙ୍କୁ ପାଳନ କରିଅଛି, ସମାନଙ୍କେ ମଧିଅରେ କହେି ତାହା ହାତଧରି ନବୋ ପାଇଁ ନାହାଁନ୍ତି।
ତୁମ୍ଭ ପ୍ରଭୁ ସଦାପ୍ରଭୁ ଯେ କି ନିଜ ଲୋକମାନଙ୍କର ସପକ୍ଷ ରେ ସହେି ପରମେଶ୍ବର ଏହି କଥା କୁହନ୍ତି, ଦେଖ, ଆମ୍ଭେ କୋପରୂପକ ପାନପାତ୍ର' ତୁମ୍ଭ ହସ୍ତରୁ କାଢ଼ି ନଇେ ଅଛୁ। ତୁମ୍ଭେ ଆଉ ପାନ କରିବ ନାହିଁ ଅର୍ଥାତ୍ ଆମ୍ଭେ ଆଉ ତୁମ୍ଭକୁ ଦଣ୍ଡ ଦବେୁ ନାହିଁ।
ତୁମ୍ଭେ ଚତୁର୍ଦ୍ଦିଗକୁ ଦେଖ, ସମାନେେ ସମସ୍ତେ ଏକତ୍ରୀତ ହେଉଛନ୍ତି ଓ ତୁମ୍ଭ ନିକଟକୁ ଆସୁଛନ୍ତି। ତୁମ୍ଭର ପୁତ୍ରଗଣ ବହୁ ଦୂରରୁ ଆସିବେ ଓ କନ୍ଯାଗଣ ଧାଈମାନଙ୍କ କୋଳରୁ ଅଣାଯିବେ।
ଜଣେ ୟୁବକ ଯେପରି ଜଣେ କନ୍ଯାକୁ ପ୍ ରମେ କରେ, ସହେିପରି ତୁମ୍ଭର ପୁତ୍ରମାନେ ତୁମ୍ଭକୁ ବିବାହ କରିବେ। ପୁଣି ବର ଯେପରି ତା'ର କନ୍ଯାଠା ରେ ଆନନ୍ଦ କରେ, ସହେିପରି ତୁମ୍ଭର ପରମେଶ୍ବର ତୁମ୍ଭଠା ରେ ଆନନ୍ଦ କରିବେ।'
'ଏବଂ ଇଶ୍ରାୟେଲ ଦେଶ ଆଉ ପଡ଼ୋଶୀମାନଙ୍କ ଦ୍ବାରା ବେଷ୍ଟିତ ହବେ ନାହିଁ, ଯେଉଁମାନେ କି ତିକ୍ଷଣ ଛୁରୀ ଓ ମୁନିଆଁ କଣ୍ଟାବୁଦା ତୁଲ୍ଯ। ଏବଂ ସମାନେେ ଜାଣିବେ ଯେ, ମୁଁ ସଦାପ୍ରଭୁ ସମାନଙ୍କେର ପ୍ରଭୁ ଅଟେ।'